Browsing Category

Breaking News

ଓଜେଇଇ ଅନ୍‌ଲାଇନ୍‌ ପଞ୍ଜୀକରଣ ଜୁଲାଇ ୩୧କୁ ଘୁଞ୍ଚିଲା

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୬/୦୭ : ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ଅନ୍‌ଲାଇନ୍‌ ପଞ୍ଜୀକରଣ ସମୟ ସୀମାକୁ ବୃଦ୍ଧି କରାଯାଇଛି। ଏଥିସହ ପରୀକ୍ଷା କେନ୍ଦ୍ର ପାଇଁ ସହର ସଂଖ୍ୟାକୁ ମଧ୍ୟ ବଢାଯାଇଛି। ଏନେଇ ଓଜେଇଇ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି।

ବେଙ୍ଗାଲୁରୁ : ୩,୦୦୦ ରୁ ଅଧିକ କରୋନା ଆକ୍ରାନ୍ତ ନିଖୋଜ – ପ୍ରଶାସନର ଚିନ୍ତା ବଢ଼ିଲା ! !

ବେଙ୍ଗାଲୁରୁ, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୨୬/୦୭ : କରୋନା ସଂକ୍ରମଣ ଯୋଗୁ କର୍ନାଟକରେ ସ୍ଥିତି ସଙ୍କଟ ଜନକ ରହିଛି। ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ସରକାରଙ୍କ ପକ୍ଷରୁ ଉଦ୍ୟମ ଅବ୍ୟାହତ ରହିଛି। ତେବେ ବେଙ୍ଗାଲୁରୁ ସହରରେ ଶହେ ଅବା ଦୁଇ ଶହ ନୁହେଁ, ଏକାଥରକେ ତିନି ହଜାରରୁ ଅଧିକ କରୋନା

ରାଉରକେଲା : ଗୋ-ମାଂସ ଚାଲାଣକାରୀଙ୍କ ଆକ୍ରମଣରେ ବଜରଙ୍ଗ ଦଳର କର୍ମୀ ଆହତ – ଜଣେ ମହିଳାଙ୍କ ସମେତ ୩ ଗିରଫ,…

ରାଉରକେଲା, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୨୬/୦୭ : ସୁନ୍ଦରଗଡ଼ ଜିଲ୍ଲାର ରାଉରକେଲାରେ ଗୋ-ମାଂସ ଜବତ ହେବା ସହ ପରିବହନରେ ବ୍ୟବହୃତ କାର ଜବତ କରାଯାଇଛି। ଏହି ମାମଲାରେ ୩ଜଣଙ୍କୁ ଗିରଫ କରାଯାଇଥିବା ଜଣାଯାଇଛି। ସେମାନେ ହେଲେ ଲାଠିକଟାର ହାସମୀ ନାଜ୍, ମହମ୍ମଦ ଫିରୋଜ୍ ଓ ଖାଲିଦ୍ କୁରେସୀ।

କରୋନା ମୃତକଙ୍କ ଶବକୁ ମିଳିବ ଏଣିକି ଉପଯୁକ୍ତ ସମ୍ମାନ : ଗାଇଡ୍ ଲାଇନ ଜାରି କଲେ ରାଜ୍ୟ ସରକାର

ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୨୬/୦୭ : ଗଞ୍ଜାମ ଜିଲ୍ଲା କୋଦଳା ମେଡିକାଲ ବାହାରେ ଆଗଧାଡିର କରୋନା ଯୋଦ୍ଧା ପୋଲିସ ଅଫିସରଙ୍କ ମୃତଦେହ ପଡି ରହିବା ଭଳି ସମ୍ବେଦନଶୀଳ ଘଟଣା ପରେ ରାଜ୍ୟ ସରକାର ଏକ ବଡ ଘୋଷଣା କରିଛନ୍ତି । ଏଣିକି କରୋନାରେ ମୃତ୍ୟୁ ହେଲେ ମୃତଦେହକୁ ମିଳିବ ସମ୍ମାନ ।

ରାଜ୍ୟରେ ରେକର୍ଡ଼ ସଂଖ୍ୟକ ୧୩୭୬ ପଜିଟିଭ୍‌ ଚିହ୍ନଟ , ମୃତ୍ୟୁ – ୧୦ : ମୃତ୍ୟୁ ସଂଖ୍ୟା ୧୪୦ କୁ ବୃଦ୍ଧି

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୬/୦୭: ରାଜ୍ୟରେ ହୁ ହୁ ହୋଇ ବଢ଼ୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ରବିବାର ୩୦ ଜିଲାରୁ ରେକର୍ଡ ସଂଖ୍ୟକ ୧୩୭୬ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୯୧୭ କ୍ୱାରାଣ୍ଟାଇନ୍‌ ମାମଲା ଥିବା ବେଳେ ୪୫୯ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ

ଦେଶରେ ୪୮, ୬୬୧ ନୂଆ କରୋନା ଆକ୍ରାନ୍ତ, ୭୦୫ ମୃତ୍ୟୁ, ମୃତକଙ୍କ ସଂଖ୍ୟା ୩୨, ୦୬୩କୁ ବୃଦ୍ଧି

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୬/୦୭: ଆଜି ବି ଦେଶରେ ୪୮, ୬୬୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ଗତ ୨୪ ଘଣ୍ଟାରେ ୭୦୫ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। https://twitter.com/ANI/status/1287243461813350400 ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩, ୮୫,

ଭୁବନେଶ୍ୱର କ୍ୟାପିଟାଲ ଥାନାରେ କରୋନା ପଶିଲା

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୬/୦୭: ଚନ୍ଦ୍ରଶେଖରପୁର, ଚନ୍ଦକା, ମଞ୍ଚେଶ୍ବର ପରେ କ୍ୟାପିଟାଲ ଥାନାକୁ ଛୁଇଁଛି କରୋନା। ଜଣେ ମହିଳା କନେଷ୍ଟବଳ କରୋନା ସଂକ୍ରମିତ ହୋଇଛନ୍ତି। ଆଜି ପଜିଟିଭ୍‌ ରିପୋର୍ଟ ଆସିବା ପରେ ସମଗ୍ର ଥାନାକୁ ସାନିଟାଇଜ୍‌ କରାଯାଇଛି। ଯେଉଁମାନେ ତାଙ୍କ

ହଜିଗଲା ମାନବିକତା ! ! ମୃତ ପୋଲିସ ଅଫିସର ଅଛୁଆଁ ହୋଇଗଲେ : ମୃତ କରୋନା ଯୋଦ୍ଧାଙ୍କୁ କାନ୍ଧ ଦେଲେ ସାମ୍ବାଦିକ –…

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୬/୦୭: ହଜିଗଲା ମାନବିକତା, ଭୁଲିଗଲେ ମଣିଷ ପଣିଆ। ମୃତ୍ୟୁ ପରେ ଅଛୁଆଁ ହୋଇଗଲା ମୃତଦେହ। ଏଭଳି ଏକ ହୃଦୟ ବିଦାରକ ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା କୋଦଳାରେ। କୋଦଳା ମେଡିକାଲ ବାହାରେ ପଡି ରହିଥିଲା କରୋନା ମୁକାବିଲାର ଆଗଧାଡିର ଯୋଦ୍ଧା ପୋଲିସ

ଭୁବନେଶ୍ୱର ରେ ଚିହ୍ନଟ ହେଲେ ୧୧୧ ସଂକ୍ରମିତ, ମୋଟ ସଂଖ୍ୟା ୧୮୨୮ ହେଲା; କଟକ ସହରରୁ ଚିହ୍ନଟ ହେଲେ ୩୫ ଆକ୍ରାନ୍ତ ,…

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୬/୦୭: ସୂଚନା ଅନୁଯାୟୀ, ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୮୨୮ କୁ ବୃଦ୍ଧି ହୋଇଛି । ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୮୬୩ ଜଣ ସୁସ୍ଥ ହୋଇ ହୋଇଥିବା ବେଳେ ୯୫୨ ଜଣ ଚିକିତ୍ସାଧିନ ଅଛନ୍ତି ଓ ୧୧ ଜଣଙ୍କର ମୃତ୍ୟୁ ଘଟିଛି ।

ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ କରୋନା ସଂକ୍ରମିତ : ନିଜେ ଟ୍ୱିଟ୍ କରି ସୂଚନା ଦେଲେ ଶିବରାଜ ସିଂହ ଚୌହାନ

ନୂଆଦିଲ୍ଲୀ, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୨୫/୦୭ : ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ କରୋନା ସଂକ୍ରମିତ ହୋଇଥିବା ଜଣାପଡିଛି। ସେ ନିଜେ ଟ୍ୱିଟ୍ କରି ଆକ୍ରାନ୍ତ ହୋଇଥିବା ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହ୍ୱାନ। ତାଙ୍କ ଦେହରେ କରୋନା ଲକ୍ଷଣ ପ୍ରକାଶ
error: Content is protected !!
Open chat