Browsing Category

Breaking News

ତାଳଦଣ୍ଡା କେନାଲ ବନ୍ଧରେ ହେବ ୩-ଲେନ ବିଶିଷ୍ଟ ରାସ୍ତା: ବିଭିନ୍ନ କାର୍ଯ୍ୟ ସମୀକ୍ଷା କଲେ ୫-ଟି ସଚିବଙ୍କ ନେତୃତ୍ୱରେ…

ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୦/୧୦: ୫-ଟି ସଚିବ ଭି.କେ.ପାଣ୍ଡିଆନଙ୍କ ନେତୃତ୍ୱରେ ଏକ ଟିମ୍‌ କଟକ ଗସ୍ତ କରି କଟକ ଶ୍ରୀରାମ ଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଏବଂ ହସ୍ପିଟାଲରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅଗ୍ରଗତି ସଂକ୍ରାନ୍ତରେ ସମୀକ୍ଷା କରିଛନ୍ତି । ଚାଲିଥିବା କାର୍ଯ୍ୟର…

ନିଶ୍ଚିନ୍ତକୋଇଲି ବ୍ଲକ ଅନ୍ତର୍ଗତ ନତକାଇ ପଞ୍ଚାୟତରେ ବିଜେଡିର ଗୋଷ୍ଠୀ କନ୍ଦଳ ପଦାରେ ପଡିଲା

ନିଶ୍ଚିନ୍ତକୋଇଲି,(ପ୍ରଫୁଲ୍ଳ କୁମାର ମହାପାତ୍ର/କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୦/୧୦:  ନିଶ୍ଚିନ୍ତକୋଇଲି ବ୍ଲକ ଅନ୍ତର୍ଗତ ନତକାଇ ଗ୍ରାମ ପଞ୍ଚାୟତରେ ବିଜେଡିର ଦୁଇ ଗୋଷ୍ଠୀ ମଧ୍ୟରେ କନ୍ଦଳ ତୀବ୍ରତର ହେବାର ଲାଗିଛି । ନବୀନ ପଟ୍ଟନାୟକ ସରକାରଙ୍କର ଜନହିତକର କାର୍ଯ୍ୟକ୍ରମ, ମାନ୍ୟବର ପଞ୍ଚାୟତରାଜ…

ନିଶ୍ଚିନ୍ତକୋଇଲି ବ୍ଲକ ଅଞ୍ଚଳରେ ଲଗାଣ ବର୍ଷା ଫଳରେ ବ୍ୟାପକ ବିଆଳୀ ଧାନ ଫସଲ ଗଜା ହୋଇ ନଷ୍ଟ ହେବା ଆଶଙ୍କା ! !

ନିଶ୍ଚିନ୍ତକୋଇଲି,(ପ୍ରଫୁଲ୍ଳ କୁମାର ମହାପାତ୍ର/କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୦/୧୦: ନିଶ୍ଚିନ୍ତକୋଇଲି ବ୍ଲକର ମହାନଦୀ – ଚିତ୍ରୋତ୍ପଳା ଓ ଲୁଣା – ଚିତ୍ରୋତ୍ପଳା ଦ୍ୱୀପାଞ୍ଚଳରେ ଲଗାଣ ବର୍ଷା ଫଳରେ ବ୍ୟାପକ ବିଆଳୀ ଧାନ ଫସଲ ଗଜା ହୋଇଯିବା ଯୋଗୁ ଚାଷୀମାନଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି । ଚଳିତ…

ବାଲେଶ୍ୱର ଓ ତିର୍ତ୍ତୋଲ ଉପ-ନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି: ନଭେମ୍ବର ୩ରେ କରୋନା କଟକଣା ମଧ୍ୟରେ ହେବ ମତଦାନ

ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୦/୧୦: ବାଲେଶ୍ୱର ସଦର ଏବଂ ତିର୍ତ୍ତୋଲ ବିଧାନସଭା ଆସନ ପାଇଁ ହେବାକୁ ଥିବା ଉପ ନିର୍ବାଚନ ପାଇଁ ଶୁକ୍ରବାର ଦିନ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହି ବିଜ୍ଞପ୍ତି ଅନୁସାରେ ଏହି ଦୁଇଟି ଆସନ ପାଇଁ ଆସନ୍ତା ନଭେମ୍ବର ୩ ତାରିଖରେ…

ଉତ୍ତର ଆଣ୍ଡାମାନ ସାଗର ଏବଂ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ପ୍ରଭାବରେ ଓଡିଶାରେ ୨ ଦିନ ପ୍ରବଳ ବର୍ଷା…

ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୦/୧୦: ଉତ୍ତର ଆଣ୍ଡାମାନ ସାଗର ଏବଂ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଶୁକ୍ରବାର ସକାଳେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ଆଗାମୀ ଦିନରେ ଆହୁରି ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଂଟା ମଧ୍ୟରେ କେନ୍ଦ୍ରୀୟ…

ଅରୁଣସ୍ତମ୍ଭ ପାଖକୁ ମନ୍ତ୍ରୀ, ନେତାଙ୍କୁ ଛାଡୁଛ, ଭକ୍ତଙ୍କୁ କାହିଁକି ଛାଡୁନ ? ? ଦୁଇଦିନ ଭିତରେ ଜବାବ ଦିଅ ସରକାର:…

ପୁରୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୦/୧୦: ଗତ ସପ୍ତାହକ ଭିତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସାଂସଦ ଅପରାଜିତା ଷଡଙ୍ଗୀ ଓ କଂଗ୍ରେସର ଓଡିଶାର ପ୍ରଭାରୀ ଡଃ ଏ.ଚେଲା କୁମାର ପୁରୀ ଆସି ସିଂଦ୍ୱାର ନିକଟ ଅରୁଣସ୍ତମ୍ଭ ନିକଟରେ ପତିତପାବନଙ୍କୁ ଦର୍ଶନ କରି ଫେରିଛନ୍ତି । …

ନିଶ୍ଚିନ୍ତକୋଇଲି ବ୍ଲକ ଅଧିନସ୍ଥ ରାମକୃଷ୍ଣପୁର – ପାଟପାରୀ ରାସ୍ତା ଅବସ୍ଥା ଶୋଚନୀୟ

ନିଶ୍ଚିନ୍ତକୋଇଲି,(ପ୍ରଫୁଲ୍ଳ କୁମାର ମହାପାତ୍ର/କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୯/୧୦: ନିଶ୍ଚିନ୍ତକୋଇଲି ବ୍ଲକ ଅଧିନରେ ଥିବା ରାମକୃଷ୍ଣପୁର - ପାଟପାରୀ ରାସ୍ତାର ଅବସ୍ଥା ଅତି ଶୋଚନୀୟ ହୋଇଛି । ଫଳରେ ପ୍ରତ୍ୟେହ ଯାତାୟାତ କରୁଥିବା ଶହ ଶହ ଲୋକ ନାହିଁ ନଥିବା ହଇରାଣ ହରକତ ହେଉଛନ୍ତି ।…

ଖୁବଶୀଘ୍ର ଖୋଲିପାରେ ସ୍କୁଲ ! ! କ୍ୟାମ୍ପସ‌ ସଫେଇ ଏବଂ ଭିତ୍ତିଭୂମି ସଜାଡିବାକୁ ନିର୍ଦ୍ଦେଶ ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୯/୧୦ : କରୋନା ପାଇଁ ୬ ମାସରୁ ଉର୍ଦ୍ଧ୍ଵ ସମୟ ଧରି ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ ସ୍କୁଲ ବନ୍ଦ ରହିଛି । ଏତେଦିନ ଧରି ସ୍କୁଲ ଗୁଡିକ ବନ୍ଦ ଥିବାରୁ କ୍ୟାମ୍ପସ ସଫେଇ ଓ ଭିତିଭୂମି ସଜାଡ଼ିବାକୁ ରାଜ୍ୟ ସରକାର ନିର୍ଦେଶ ଦେଇଛନ୍ତି । ଶିକ୍ଷକମାନେ…

କେନ୍ଦ୍ରମନ୍ତ୍ରୀ ରାମବିଳାସ ପାଶ୍ୱାନଙ୍କ ପରଲୋକ

ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ,୦୯-୧୦-୨୦ : କେନ୍ଦ୍ରମନ୍ତ୍ରୀ ରାମ ବିଳାସ ପାଶ୍ୱାନଙ୍କ ପରଲୋକ। ଗୁରୁବାର ଦିନ ତାଙ୍କର ମୃତ୍ୟୁ ହୋଇଥିବା ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି ତାଙ୍କ ପୁଅ ଚିରାଗ ପାଶ୍ୱାନ । ୭୪ ବର୍ଷିୟ ରାମ ବିଳାସ ପାଶ୍ୱାନ ନିକଟରେ ଦିଲ୍ଲୀର ଏକ ହସ୍ପିଟଲାରେ…

ଗୃହିଣୀ ମାନଙ୍କ ପାଇଁ ଆଶ୍ବସ୍ତିକର ଖବର: ଲଗାତାର ଭାବେ ଖସୁଛି ସୁନା ଦର ! !

ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୮/୧୦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆଶ୍ୱସ୍ତି ପ୍ୟାକେଜକୁ ନେଇ ଟ୍ୱିଟ୍ କରି ଆଶ୍ୱସ୍ତି ପ୍ୟାକେଜରେ ହସ୍ତାକ୍ଷର କରିବା କଥା କହିଛନ୍ତି । ଏହା ପରେ ସାରା ବିଶ୍ୱରେ ସେୟାର ମାର୍କେଟରେ ଗତି ଦେଖିବାକୁ ମିଳିଛି । କାରଣ ଆମେରିକା ବିଶ୍ୱର…
error: Content is protected !!
Open chat