Browsing Category
Breaking News
ଆଜିଠୁ ଗଞ୍ଜାମରେ ପ୍ଲାଜମା ଥେରାପି ଆରମ୍ଭ ହେବ
କଳିଙ୍ଗ ଜ୍ୟୋତି ବ୍ୟୁରୋ ଗଞ୍ଜାମ ୨୧/୦୭ : ଆଜିଠାରୁ ଗଞ୍ଜାମ ଜିଲ୍ଲାରେ ଆରମ୍ଭ ହେବ ପ୍ଲାଜମା ଥେରାପି। ଏହି ଚିକିତ୍ସା ପଦ୍ଧତି ବେଶ୍ ଫଳପ୍ରଦ ହୋଇଥିବାରୁ ଗଂଜାମରେ ମଧ୍ୟ ଏହାକୁ ପ୍ରୟୋଗ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ପୂର୍ବରୁ ରାଜ୍ୟରେ ପ୍ଲାଜମା ଥେରାପିରେ ସଫଳତା ମିଳିବା!-->…
ଦେଶରେ ଭୟଙ୍କର ହେଉଛି କରୋନା ସ୍ଥିତି : ଗତ ୨୪ ଘଣ୍ଟା ମଧ୍ୟରେ ୩୭ ହଜାର୧୪୮ ନୂଆ ଆକ୍ରାନ୍ତ ଚିହ୍ନଟ, ୫୮୭ ଆକ୍ରାନ୍ତ…
ନୂଆଦିଲ୍ଲୀ, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୨୧/୦୭ : ଦେଶରେ ଭୟଙ୍କର ହେଉଛି କରୋନା ସ୍ଥିତି। ଦିନକୁ ଦିନ ଏହା ଅଣାୟତ ହୋଇ ଚାଲିଛି । ପ୍ରତିଦିନ ହୁ ହୁ ହୋଇ ବଢ଼ି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା । ମୃତ୍ୟୁ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ଏହାରି ମଧ୍ୟରେ ଦେଶରେ ୨୮ ହଜାର ଟପିଛି କରୋନା!-->…
ରାଜ୍ୟରେ ପୁଣି ୬୪୭ ଜଣ କରୋନା ପଜିଟିଭ୍ ଚିହ୍ନଟ ସହ ମୃତ୍ୟୁ ସଂଖ୍ୟା ୬ : ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮,୭୫୭ କୁ…
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୧/୦୭ : ଆଜି ରାଜ୍ୟରେ ୬୪୭ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୪୩୧ଜଣ ସଙ୍ଗରୋଧ କେନ୍ଦ୍ରର ହୋଇଥିବା ବେଳେ ୨୧୬ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି।
ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮,୭୫୭କୁ ବୃଦ୍ଧି!-->!-->!-->!-->!-->…
କେନ୍ଦ୍ର ସରକାରଙ୍କୁ ଚେକ୍ ଦେଲେ ଗେହଲଟ : ରାଜ୍ୟ ସକରାରଙ୍କ ବିନା ଅନୁମତିରେ ରାଜସ୍ଥାନରେ ପଶି ପାରିବ ନାହିଁ…
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୧/୦୭ : ରାଜସ୍ଥାନରେ ଜାରି ରାଜନୈତିକ ସଙ୍କଟ ମଧ୍ୟରେ ଗେହଲଟ ସରକାର କେନ୍ଦ୍ର ସରକାରଙ୍କ ବିରୋଧରେ ମୋର୍ଚ୍ଚା ଖୋଲି ସିବିଆଇକୁ ନେଇ ବଡ ନିଷ୍ପତ୍ତି ନେଇଛନ୍ତି। ଏହି ନିଷ୍ପତ୍ତି ପରେ ଏବେ ରାଜସ୍ଥାନରେ ସିବିଆଇ ସିଧାସଳଖ କୌଣସି ମାମଲାରେ ଯାଞ୍ଚ କରି!-->…
ଆଇଏଏସ୍ ପ୍ରିୟବ୍ରତ ପଟ୍ଟନାୟକଙ୍କ ପରଲୋକ
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୧/୦୭ : ପୂର୍ବତନ ପ୍ରଶାସନିକ ଅଧିକାରୀ ପ୍ରିୟବ୍ରତ ପଟ୍ଟନାୟକଙ୍କ ଦେହାନ୍ତ ହୋଇଯାଇଛି । ଆଜି ସକାଳ 7ଟା 30 ମିନିଟ୍ରେ ପ୍ରିୟବ୍ରତଙ୍କ ପରଲୋକ ହୋଇଥିବାର ସୂଚନା ରହିଛି ।
କିଛିଦିନ ଧରି ଲିଭର କ୍ୟାନସରରେ ପୀଡିତ ହୋଇ ମୁମ୍ବଇରେ ଚିକିତ୍ସାଧୀନ!-->!-->!-->…
ମଧ୍ୟପ୍ରଦେଶ ରାଜ୍ୟପାଳ ଲାଲଜି ଟଣ୍ଡନଙ୍କ ପରଲୋକ
କଳିଙ୍ଗ ଜ୍ୟୋତି ବ୍ୟୁରୋ ଲକ୍ଷ୍ମୌ ୨୧/୦୭: ମଧ୍ୟପ୍ରଦେଶ ରାଜ୍ୟପାଳ ଲାଲଜି ଟଣ୍ଡନଙ୍କ ପରଲୋକ। ୮୫ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। କିଛି ଦିନ ହେଲା ଅସୁସ୍ଥ ଥିଲେ। ଗତ ସପ୍ତାହରେ ତାଙ୍କୁ ଲକ୍ଷ୍ମୌର ଏକ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଏହାପରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଦିନକୁ!-->…
କରୋନା କଟକଣା ମଧ୍ୟରେ ଆଜି ଭଦ୍ରକସ୍ଥ ଆରଡିଧାମରେ ବାବା ‘ଆଖଣ୍ଡଳମଣି’ଙ୍କର ଶ୍ରାବଣ ୩ୟ ସୋମବାର ଜଳାଭିଷେକ…
ଆରଡି / ଭଦ୍ରକ, (କଳିଙ୍ଗଜ୍ୟୋତି ବ୍ୟୁରୋ), ୨୦/୦୭ : ଆଜି ପବିତ୍ର ଶ୍ରାବଣମାସର ତୃତୀୟ ସୋମବାରରେ ଭଦ୍ରକର ପ୍ରସିଦ୍ଧ ଶୈବପୀଠ ଆରଡିଧାମର ବାବା ଆଖଣ୍ଡଳମଣିଙ୍କ ମନ୍ଦିରରେ ରୀତିନୀତି ଅନୁଯାୟୀ ଜଳାଭିଷେକ ଓ ଚିତାଲାଗି ନୀତି ସମ୍ପନ୍ନ ହୋଇଛି। ଦୀର୍ଘ ୪ମାସରୁ ଉର୍ଦ୍ଧ୍ବ ହେବ କରୋନା!-->…
ପରପାରିରେ ବରିଷ୍ଠ ଅଭିନେତା ବିଜୟ ମହାନ୍ତି
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୦/୦୭: ଓଲିଉଡ୍ ଜଗତର ଲୋକପ୍ରିୟ ଅଭିନେତା ବିଜୟ ମହାନ୍ତି ଆଉ ନାହାନ୍ତି । 70 ବର୍ଷ ବୟସରେ ବିଜୟ ମହାନ୍ତି ପରଲୋକ ଗମନ କରିଛନ୍ତି । ଆଜି ସନ୍ଧ୍ୟାରେ ଗୁରୁତର ହେବାରୁ ତାଙ୍କୁ କେୟାର ହସ୍ପିଟାଲ ନିଆଯାଇଥିଲା । ଏଠାରେ ତାଙ୍କର ମୃତ୍ୟୁ ହୋଇଥିବାର!-->…
ହଜିଗଲା ମାନବିକତା : ୩୦ଟଙ୍କା ଲାଞ୍ଚ ଦେଇ ନ ପାରିବାରୁ ମା’ ସହ ମିଶି ଅଜାଙ୍କୁ ଷ୍ଟ୍ରେଚରରେ ଠେଲିଠେଲି ନେଲା ୬ବର୍ଷର…
ଲକ୍ଷ୍ନୌ, (କଳିଙ୍ଗଜ୍ୟୋତି ବ୍ୟୁରୋ), ୨୦/୦୭ : ଉତ୍ତରପ୍ରଦେଶର ଦେଓରିଆ ଜିଲ୍ଲାରେ ଥିବା ଏକ ଡାକ୍ତରଖାନାର ଅବହେଳାର ଦୃଶ୍ୟ ସୋସିଆଲ ମିଡିଆରେ ଭାଇରାଲ୍ ହେବା ପରେ ଲୋକମାନେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଭାଇରାଲ ଭିଡିଓରେ ଜଣେ ନିରୀହ ଶିଶୁ ତାର ମା’ ସହିତ ମିଶି ଆଜାଙ୍କୁ ଷ୍ଟ୍ରେଚରରେ!-->…
ବରିଷ୍ଠ ଓଡ଼ିଆ ଅଭିନେତା ବିଜୟ ମହାନ୍ତି ଗୁରୁତର : ହସ୍ପିଟାଲରେ ଭର୍ତ୍ତି
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୦/୦୭ : ବରିଷ୍ଠ ଓଡ଼ିଆ ଅଭିନେତା ବିଜୟ ମହାନ୍ତିଙ୍କ ସ୍ୱାସ୍ଥ୍ୟାବସ୍ଥା ପୁଣି ଗୁରୁତର। ଗୁରୁତର ହେବାରୁ ତାଙ୍କୁ ଘରୁ ଭୁବନେଶ୍ୱର କେୟାର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେ କିଛି ଦିନ ଧରି କେୟାର ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ।
ଆଗରୁ!-->!-->!-->!-->!-->…