Browsing Category

Breaking News

ସୁନ୍ଦର ପିଚାଇଙ୍କ ବଡ ଖୁଲାସା : ଭୂକମ୍ପ ଓ ସୁନାମୀ ଆସିବା ପୂର୍ବରୁ ଜାଣିପାରିବ ଗୁଗଲ

ନୂଆଦିଲ୍ଲୀ, (କଳିଙ୍ଗଜ୍ୟୋତି ବ୍ୟୁରୋ), ୨୦/୦୭ : ଗୁଗଲର ସିଇଓ ସୁନ୍ଦର ପିଚାଇ କହିଛନ୍ତି ଯେ, ଗୁଗଲ ବହୁତ ପୂର୍ବରୁ ଏମିତି ଟେକ୍ନୋଲୋଜି ଉପରେ କାମ କରିବା ଆରମ୍ଭ କରିଦେଇଥିଲା ଯାହା ସାହାଯ୍ୟରେ ଭୁକମ୍ପ ଓ ସୁନାମୀ ପୂର୍ବରୁ ଜଣାପଡିବ । କମ୍ପାନୀ ଏଥିପାଇଁ ସମୁଦ୍ର ଭିତରେ ଫାଇବର କେବଲ୍ସ

ଭୁବନେଶ୍ୱର, ସମ୍‌ ହସପିଟାଲରେ ଆରମ୍ଭ ହେଲା କରୋନା ଟିକା ‘କୋଭାକ୍ସିନ’ର ହ୍ୟୁମାନ ଟ୍ରାଏଲ

ଭୁବନେଶ୍ୱର, (କଳିଙ୍ଗଜ୍ୟୋତି ବ୍ୟୁରୋ), ୨୦/୦୭ : ଭାରତର ପ୍ରଥମ କୋଭିଡି-୧୯ ଭ୍ୟାକ୍‌ସିନ ର ମଣିଷ ଉପରେ ପ୍ରୟୋଗ ନିମନ୍ତେ ଦେଶର ୧୨ଟି ଅନୁଷ୍ଠାନକୁ ସ୍ୱିକୃତି ଦିଆଯାଇଥିବା ବେଳେ ଓଡିଶାର ଏକମାତ୍ର ପରୀକ୍ଷଣ କେନ୍ଦ୍ର ଭାବେ ଇନଷ୍ଟିଚ୍ୟୁଟ୍‌ ଅଫ ମେଡିକାଲ ସାଇନସେସ ଆଣ୍ଡ ସମ୍‌

କରୋନାରୁ ସୁସ୍ଥ ହୋଇ ୯୫ ଜଣ ‘କରୋନା ଯୋଦ୍ଧା ପୁଲିସ କର୍ମଚାରୀ’ ଡ୍ୟୁଟିକୁ ଫେରିଲେ।

ଭୁବନେଶ୍ୱର, (କଳିଙ୍ଗଜ୍ୟୋତି ବ୍ୟୁରୋ), ୨୦/୦୭ : କରୋନାକୁ ହରାଇ ୯୫ ଜଣ କରୋନା ଯୋଦ୍ଧା ପୁଲିସ କର୍ମଚାରୀ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହେବା ପରେ ଡ୍ୟୁଟିରେ ଯୋଗ ଦେଇଛନ୍ତି ସମସ୍ତ କର୍ମଚାରୀ । ସେମାନେ ସଂକ୍ରମିତ ହୋଇଥିଲେ ବି କରୋନାକୁ ହରାଇଛନ୍ତି । ଏବେ କାର୍ଯ୍ୟ କ୍ଷେତ୍ରକୁ

‘ପ୍ଲାଜମା ଥେରାପି’ର ଫଳାଫଳ ଉତ୍ସାହଜନକ : କରୋନାରୁ ଆରୋଗ୍ୟଙ୍କୁ ପ୍ଲାଜ୍‌ମା ଦାନ ପାଇଁ…

ଭୁବନେଶ୍ୱର, (କଳିଙ୍ଗଜ୍ୟୋତି ବ୍ୟୁରୋ), ୨୦/୦୭ :  ଚିନ୍ତା ବଢାଇ ଦେଇଛି ଜୁଲାଇ। ଗତ ୨୦ ଦିନ ମଧ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧ ହଜାର ଟପିଛି। ଆଗକୁ ସ୍ଥିତି ଆହୁରି ଖରାପ ହେବାର ଆଶଙ୍କା ରହିଛି। ଏପରି ସ୍ଥିତିରେ ପ୍ଲାଜ୍‌ମା ଥେରାପିର ସଫଳ ଚିକିତ୍ସା କିଛିଟା ଆଶ୍ୱାସନା ଦେଇଛି।

ଦ୍ଵୈତ-ମହାନଗରୀରେ ନୂଆ ଡିସିପିଙ୍କ ଦାୟିତ୍ଵ ଗ୍ରହଣ : ଉମାଶଙ୍କର ଦାଶ ଭୁବନେଶ୍ଵର ଓ ପ୍ରତୀକ ସିଂହ କଟକର ଡିସିପି ଭାବେ…

ଭୁବନେଶ୍ୱର, (କଳିଙ୍ଗଜ୍ୟୋତି ବ୍ୟୁରୋ), ୨୦/୦୭ :  ଆଜି ଦ୍ଵୈତ-ମହାନଗରୀ ଭୁବନେଶ୍ଵର ଓ କଟକର ନୂଆ ଡିସିପି ଦାୟିତ୍ଵ ଗ୍ରହଣ କରିଛନ୍ତି। ଭୁବନେଶ୍ଵର ଡିସିପି ଭାବେ ଡା. ଉମାଶଙ୍କର ଦାସ ଏବଂ କଟକ ଡିସିପି ଭାବେ ପ୍ରତୀକ ସିଂହ ଦାୟିତ୍ଵ ନେଇଛନ୍ତି। ଉଭୟ ଅଧିକାରୀ ବିଦାୟୀ ଡିସିପି ଅନୁପ ସାହୁ

ରାଜଧାନୀରେ ୩ କୁଖ୍ୟାତ ଚେନ ଲୁଟେରା ସହ ୨ ସହଯୋଗୀ ଗିରଫ : କମିଶନରେଟ ପୁଲିସ ପର୍ଦାଫାସ କଲା ଡ଼କାୟତିର ନୂଆ ଫର୍ମୁଲା

ଭୁବନେଶ୍ୱର, (କଳିଙ୍ଗଜ୍ୟୋତି ବ୍ୟୁରୋ), ୨୦/୦୭ :  ରାଜଧାନୀରେ ସ୍ପିଡ ବାଇକ ଧରି ଲୁଟ୍‌ପାଟ କରି ଆତଙ୍କ ଖେଳାଇଥିବା ଲୁଟେରା ଗ୍ୟାଙ୍ଗ୍‌ର ୩ ଜଣଙ୍କୁ ନୂଆପଲ୍ଲୀ ଥାନା ପୁଲିସ ଗିରଫ କରିଛି । ସେମାନଙ୍କ ଠାରୁ ଲୁଟ୍‌ ସାମଗ୍ରୀ ରଖିବା ଅଭିଯୋଗରେ ଅନ୍ୟ ୨ ଜଣଙ୍କୁ ଗିରଫ କରାଯାଇଛି । ରାଜଧାନୀରେ

ଆଜି ରାଜ୍ୟରେ ୬୭୩ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮ ହଜାର ଟପିଲା: ୬ ଜଣ…

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୦/୦୭ : ଆଜି ରାଜ୍ୟରେ ୬୭୩ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮,୧୧୦କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ଏମାନଙ୍କ ଭିତରୁ ୪୪୭ଜଣ ସଙ୍ଗରୋଧ

ଦେଶରେ ୨୪ଘଣ୍ଟାରେ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ :୪୦,୪୨୫ ନୂଆ , ୬୮୧ ମୃତ୍ୟୁ, – ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧ ଲକ୍ଷ…

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୦/୦୭ : ଜୁଲାଇ ୨୦ ତାରିଖ ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ସମୁଦାୟ୧,୧୧୮,୦୪୨ଜଣ କରୋନାଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇଥିବା କଥା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ସୂଚନା ଦିଆଯାଇଛି । ୨୪ ଘଣ୍ଟାରେ ସର୍ବାଧିକ ୪୦,୪୨୫ଜଣ

ସ୍କୁଲ-କଲେଜ୍ ଖୋଲିବା ନେଇ ଅଭିଭାବକଙ୍କୁ ପ୍ରସ୍ତାବ ମାଗିଲେ କେନ୍ଦ୍ର ମାନବ ସମ୍ବଳ ମନ୍ତ୍ରାଳୟ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୦/୦୭ : କରୋନା ଭାଇରସ ମହାମାରୀ ଯୋଗୁ ଚଳିତ ଶିକ୍ଷାବର୍ଷ ଆରମ୍ଭରୁ ହିଁ ଦେଶରେ ବିଦ୍ୟାଳୟ, ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ ସବୁ ଅନିର୍ଦ୍ଧିଷ୍ଟ କାଳ ଲାଗି ବନ୍ଦ ହୋଇଯାଇଛି। ଏଣୁ ଶିକ୍ଷା କ୍ଷେତ୍ରରେ ଉପୁଜିଥିବା ପରିସ୍ଥିତିରେ କେନ୍ଦ୍ର ମାନବ ସମ୍ବଳ

ବ୍ୟାଙ୍କର ନୂତନ ସମୟ ନିର୍ଘଣ୍ଟ ଧାର୍ଯ୍ୟ କଲେ ରାଜ୍ୟ ସରକାର ‌- ସକାଳ ୮ରୁ ଦିନ ୨ଟା ଯାଏଁ ଖୋଲା ରହିବ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୦/୦୭ : ମହାମାରୀ କରୋନା ଭାଇରସ ପାଇଁ ଗତ ୧୭ ତାରିଖ ରାତି ୯ଟାରୁ ଠାରୁ ଆରମ୍ଭ ହୋଇଥିବା ଲକଡାଉନ ଅଂଚଳରେ ବ୍ୟାଙ୍କର ନୂତନ ସମୟ ନିର୍ଘଣ୍ଟ ଧାର୍ଯ୍ୟ କରିଛନ୍ତି ରାଜ୍ୟ ସରକାର । ଏନେଇ ସ୍ୱତନ୍ତ୍ର ରିଲିଫ କମିସନର ପ୍ରଦୀପ କୁମାର ଜେନା ନୂତନ ଆଦେଶନାମା
error: Content is protected !!
Open chat