Browsing Category
Breaking News
ନୀତୀଶ କୁମାର: ବିଧାୟକ ନ ଥାଇ ୬ଥର ହେଲେଣି ମୁଖ୍ୟମନ୍ତ୍ରୀ ! !
ନୂଆଦିଲ୍ଲୀ/ପାଟନା,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୮/୧୦ : ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ସତ, ବିହାରର ମୁଖ୍ୟମନ୍ତ୍ରୀ ଭାବେ ୬ ଥର ଶପଥ ନେଇଥିବା ଜେଡିୟୁ ନେତା ନୀତୀଶ କୁମାର ନିଜ ମୁଖ୍ୟମନ୍ତ୍ରିତ୍ୱ ସମୟରେ ଥରେ ବି ବିଧାୟକ ହୋଇନାହାନ୍ତି। ନୀତୀଶ କୁମାର ଯେତେବେଳେ ପ୍ରଥମଥର ପାଇଁ!-->…
“ଭାରତର ସାର୍ବଭୌମତ୍ୱ ରକ୍ଷା କରିବାକୁ ବାୟୁସେନା ସର୍ବଦା ପ୍ରସ୍ତୁତ” : ଭାରତୀୟ ବାୟୁସେନାର ୮୮ତମ…
ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୮/୧୦ : ଆଜି ଅକ୍ଟୋବର ୮, ଦେଶର ବାୟୁସେନା ଏହାର ୮୮ତମ ପ୍ରତିଷ୍ଠା ଦିବସ ପାଳନ କରିଛି। ଏହି ଅବସରରେ ଗାଜିଆବାଦର ହିଣ୍ଡନ ଏୟାରବେସ୍ ରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇସାରିଛି। ଏହି ଅବସରରେ ଗାଜିଆବାଦର ହିଣ୍ଡନ ଏୟାରବେସରେ ଏକ!-->…
କେନ୍ଦ୍ର କ୍ୟାବିନେଟ ନିଷ୍ପତ୍ତି ଉପରେ କେନ୍ଦ୍ରମନ୍ତ୍ରୀଙ୍କ ସାମ୍ବାଦିକ ସମ୍ମିଳନୀ: “ପ୍ରାକୃତିକ ଗ୍ୟାସ…
ନୂଆଦିଲ୍ଲୀ/ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୮/୧୦ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ବସିଥିବା କ୍ୟାବିନେଟ୍ ବୈଠକରେ ପ୍ରାକୃତିକ ଗ୍ୟାସ ମାର୍କେଟିଂ ସଂସ୍କାରକୁ ମଞ୍ଜୁରି ଦିଆଯାଇଥିବା ବେଳେ ଏହା ଭାରତକୁ ଗ୍ୟାସ ଆଧାରିତ ଅର୍ଥନୀତି କରିବା ଦିଗରେ ବଡ଼!-->…
କଟକ – ଚାନ୍ଦବାଲି ରାଜପଥରେ ବିଭାଗୀୟ ଅବହେଳାର ଚିତ୍ର: ରିସୋ ଆପ୍ରୋଜ୍ ରୋଡ ନିର୍ମାଣ ନହେବାରୁ ଜନଅସନ୍ତୋଷ…
ନିଶ୍ଚିନ୍ତକୋଇଲି,(ପ୍ରଫୁଲ୍ଳ କୁମାର ମହାପାତ୍ର/କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୮/୧୦: କଟକ - ଚାନ୍ଦବାଲି ମୁଖ୍ୟ ରାସ୍ତାରୁ ନିଶ୍ଚିନ୍ତକୋଇଲି ତହସିଲ ଛକରୁ କେନ୍ଦୁପାଟଣା ପଂଚାୟତ ରିସୋ ଗ୍ରାମ ଦେଇ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡକ ଯୋଜନାରେ ପିଡବ୍ଲୁ ଡି ରାସ୍ତାଠାରୁ ନଟରା ପର୍ଯ୍ୟନ୍ତ ନିର୍ମାଣ!-->…
ମାଲକାନଗିରି: ଓଡ଼ିଶା-ଛତିଶଗଡ଼ ସୀମାନ୍ତରେ ଦୁଇ ମହିଳା କମାଣ୍ଡୋ ଉଦ୍ଧାର କଲେ ଲ୍ୟାଣ୍ଡମାଇନ – ପଣ୍ଡ କଲେ ମାଓ…
ମାଲକାନଗିରି,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୮/୧୦ : ଓଡ଼ିଶା-ଛତିଶଗଡ଼ ସୀମାନ୍ତ ଦନ୍ତେୱାଡା ଜିଲ୍ଲାରେ ଦୁଇ ମହିଳା କମାଣ୍ଡୋ ମାଓ ଆକ୍ରମଣ ଯୋଜନା ପଣ୍ଡ କରି ସାଉଁଟିଛନ୍ତି ପ୍ରଶଂସା । କୁମ୍ବିଂ ବେଳେ ଓଡ଼ିଶା-ଛତିଶଗଡ଼ ସୀମାନ୍ତ ଦାନ୍ତେୱାଡା ଜିଲ୍ଲା ର ଟେଲମ ଓ ଟେଟମକୁ ସଂଯୋଗ କରୁଥିବା!-->…
କଟକ ଜିଲ୍ଳା ନିଶ୍ଚିନ୍ତକୋଇଲି ବ୍ଲକ ପ୍ରଶାସନିକ ଅଧିକାରୀଙ୍କ ପାରିବା ପଣିଆର ଜ୍ଵଳନ୍ତ ଉଦାହରଣ: ଦିବ୍ୟାଙ୍ଗଙ୍କ ପାଇଁ…
ନିଶ୍ଚିନ୍ତକୋଇଲି,(ପ୍ରଫୁଲ୍ଳ କୁମାର ମହାପାତ୍ର/କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୮/୧୦: ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ଦିବ୍ୟାଙ୍ଗମାନଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରିବା ପାଇଁ ସେମାନଙ୍କ ନିମନ୍ତେ ବିଭିନ୍ନ ଯୋଜନାମାନ କାର୍ଯ୍ୟକାରୀ କରୁଛନ୍ତି । ମାତ୍ର ବିଡମ୍ବନାର ବିଷୟ କଟକ ଜିଲ୍ଳା!-->…
ସୁନ୍ଦରଗଡ ଜିଲ୍ଲାର ୩୦ରୁ ଅଧିକ ହୋଟେଲ, ଡାକ୍ତରଖାନା ବର୍ଜ୍ୟବସ୍ତୁ ପାଣି ପରିଚାଳନା ନକରି ସିଧା ଛାଡୁଛନ୍ତି…
ପ୍ରଦୁଷଣ ବୋର୍ଡ ଅଧିକାରୀ କହୁଛନ୍ତିି ଜିଲ୍ଲାପାଳ, ଅତିରିକ୍ତ ଜିଲ୍ଲାପାଳ ଓ କମିଶନର କରୁଛନ୍ତି କଣ ? ଅଭିଯୋଗ ନକଲେ ଆମେ କିଛି କରିପାରିବୁ ନାହିଁ ! !
ରାଉରକେଲା,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୮/୧୦ : ସୁନ୍ଦରଗଡ ଜିଲ୍ଲାରେ ଥିବା ୩୦ରୁ ଅଧିକ ହୋଟେଲ,ଡାକ୍ତରଖାନା ଗୁଡିକ!-->!-->!-->…
‘କ୍ୟାଟ୍ ଫିସ୍’: ଭଦ୍ରକ ଜିଲ୍ଲା ଚାନ୍ଦବାଲି ଅଞ୍ଚଳରେ ଦେଖିବାକୁ ମିଳିଛି ଏହି ବିରଳ ପ୍ରଜାତିର ବିଶେଷ ମାଛ
ଭଦ୍ରକ/ଆରଡି,(ମଣି ପ୍ରସାଦ ପାଢୀ/କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୭/୧୦: ଭଦ୍ରକ ଜିଲ୍ଲା ଚାନ୍ଦବାଲି ଅଞ୍ଚଳରେ ବିରଳ ପ୍ରଜାତିର ମାଛ ‘କ୍ୟାଟ୍ ଫିସ୍’ ଦେଖିବାକୁ ମିଳିଛି। ଦେଖିବାକୁ ସୁନ୍ଦର ହେଲେ ମଧ୍ୟ, ଏହି ମାଛଟି ମାଂସାହାରୀ ଓ ଉତ୍କଟ ବିଷଯୁକ୍ତ। ପରିବେଶ ଓ ଜୈବ ବିବିଧତା ପାଇଁ ଏହି!-->…
ଭଦ୍ରକ ଜିଲ୍ଲା ଚାନ୍ଦବାଲି ଥାନାରୁ ଚମ୍ପଟ ମାରିଲା ଗିରଫ ଅଭିଯୁକ୍ତ: ପୋଲିସ ଜାଣିଶୁଣି ଫେରାର କରିଥିବା ଅଭିଯୋଗ ! !
ଭଦ୍ରକ/ଚାନ୍ଦବାଲି,(ମଣି ପ୍ରସାଦ ପାଢୀ/କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୫/୧୦: ଭଦ୍ରକ ଜିଲ୍ଲା ଚାନ୍ଦବାଲି ଥାନାରୁ ଚମ୍ପଟ ମାରିଲା ଗିରଫ ଅଭିଯୁକ୍ତ ! ! ଏକ ନାବାଳିକା ଅପହରଣ ମାମଲାରେ ଚାନ୍ଦବାଲି ପୋଲିସ ଗିରଫ କରିଥିବା ଜଣେ ଅଭିଯୁକ୍ତ ଗତକାଲି ବିଳମ୍ବିତ ରାତିରେ ଥାନାର ପଛପଟ ଝରକା ତାଡି!-->…
କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ଠାରେ କେନ୍ଦ୍ର ସରକାରଙ୍କ କୃଷି ବିଲକୁ ବିରୋଧ କରି କଂଗ୍ରେସ ପକ୍ଷରୁ ପ୍ରତିବାଦ ସହ…
ଧର୍ମଗଡ,(ଯୁବରାଜ ଅଗ୍ରୱାଲ/କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୩/୧୦: କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ଠାରେ କେନ୍ଦ୍ର ସରକାରଙ୍କ କୃଷିବିଲକୁ ବିରୋଧ କରି ଆଜି ଧର୍ମଗଡ଼ କଂଗ୍ରେସ ପକ୍ଷରୁ ଏହାର ପ୍ରତିବାଦ କରିବା ସହ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଯୁବନେତା ତଥା ପିସିସି ସଭ୍ୟ ଦିଗାମ୍ବର ଦୁରିଆଙ୍କ!-->…