Browsing Category

Breaking News

ରାଜଧାନୀରେ ଆଜିଠାରୁ ଆରମ୍ଭ ହେଲା ସେରୋଲଜିକାଲ ଟେଷ୍ଟ

ଭୁବନେଶ୍ବର, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୧୧/୦୭ : ରାଜଧାନୀ ଭୁବନେଶ୍ୱରରେ ଆଜିଠାରୁ ଆରମ୍ଭ କରାଯାଇଛି ସେରୋଲଜିକାଲ ପରୀକ୍ଷା । ବର୍ତ୍ତମାନ ପରିସ୍ଥିତିରେ ଲୋକମାନଙ୍କର ରୋଗ ପ୍ରତିରୋଧକ ସ୍ଥିତି ଏବଂ ଉଚ୍ଚ ବିପଦ ଗୋଷ୍ଠୀର ଜାଣିବା ପାଇଁ ସିଭିକ୍ ଅଥରିଟି ପକ୍ଷରୁ ଭୁବନେଶ୍ୱରରେ କୋଭିଡ୍ ୧୯

କରୋନା ରୋଗୀଙ୍କ ପାଇଁ ସାମ୍ଭାବ୍ୟ ଔଷଧ “ସୋରିଆସିସ୍‌ ଇଞ୍ଜେକସନ” : ବ୍ୟବହାର ପାଇଁ ସରକାର ଦେଲେ ଅନୁମତି

ନୁଆଦିଲ୍ଲୀ, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୧୧/୦୭ : Itolizumab ହେଉଛି ଏକ ଇଞ୍ଜେକସନ ଯାହାକୁ ଚର୍ମ ରୋଗ ସୋରିଆସିସ୍‌ର ଚିକିତ୍ସା ପାଇଁ ବ୍ୟବହାର କରାଯାଏ। ଏବେ ଜରୁରୀ କାଳୀନ ସ୍ଥିତିରେ Itolizumabକୁ କରୋନା ରୋଗୀଙ୍କୁ ମଧ୍ୟ ଦିଆଯାଇପାରିବ। ମହାମାରୀ କରୋନାକୁ ମାତ୍‌ ଦେଇପାରୁଥିବା ଔଷଧ

ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ଘଟଣାରେ ନୂଆ ମୋଡ : ସିବିଆଇ ଯାଞ୍ଚ ପାଇଁ ଓକିଲ ନିଯୁକ୍ତ କଲେ ଡ.ସୁବ୍ରମଣ୍ୟମ ସ୍ୱାମୀ

ମୁମ୍ବାଇ / ଭୁବନେଶ୍ୱର, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୧୧/୦୭ : ବଲିଉଡ୍ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କର ମୃତ୍ୟୁ ପରେ ଏହି ଘଟଣାର ସତ୍ୟାସତ୍ୟ ଜାଣିବା ପାଇଁ ପ୍ରଶଂସକମାନେ ସିବିଆଇ ଯାଞ୍ଚ କରିବାକୁ ଦାବି କରିଆସୁଛନ୍ତି। ସୋଶାଲ୍ ମିଡିଆରେ ମଧ୍ୟ "#CBIForSonOfBihar" ଟ୍ରେଣ୍ଡ

ଦ୍ୱେତ ନଗରୀ କରୋନା ଅପଡେଟ : ଆଜି ରାଜଧାନୀରୁ ୩୮ ଓ କଟକରୁ ୧୦ ସଂକ୍ରମିତ ଚିହ୍ନଟ

ଭୁବନେଶ୍ଵର / କଟକ, (କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୧/୦୭ : ଆଜି ରାଜଧାନୀ ଭୁବନେଶ୍ଵରରୁ ଶନିବାର ୩୮ ଜଣ ଏବଂ କଟକରୁ ୧୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଭୁବନେଶ୍ଵରରୁ ଚିହ୍ନଟ ୩୮ ଜଣଙ୍କ ମଧ୍ୟରୁ ୨୬ ଜଣ କ୍ବାରେଣ୍ଟାଇନ କେନ୍ଦ୍ରର ହୋଇଥିବାବେଳେ ୧୨ ଜଣ ସ୍ଥାନୀୟ ଅଞ୍ଚଳର ବୋଲି

ଆଜି ରାଜ୍ୟରେ ରେକର୍ଡ ସଂଖ୍ୟକ କରୋନା ରୋଗୀ ସୁସ୍ଥ : କୋଭିଡ ଯୋଦ୍ଧାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୧୦/୦୭ : ଆଜି ରାଜ୍ୟରେ ରେକର୍ଡ ୫୬୫ ଜଣ ସୁସ୍ଥ ହେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସନ୍ତୋଷ ପ୍ରକଟ କରିବା ସହ ସ୍ୱାସ୍ଥ୍ୟକର୍ମୀ ଓ କୋଭିଡ ଯୋଦ୍ଧାମାନଙ୍କୁ ପ୍ରଶଂସା କରିଛନ୍ତି । ଏକ ଟ୍ଵିଟ କରି ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଶ୍ୱାସନା : ବଢୁଛି କରୋନା ସୁସ୍ଥ ହାର, କମୁଛି ମୃତ୍ୟୁ ହାର, ଭୟ ନ କରିବାକୁ କହିଲେ…

ନୂଆଦିଲ୍ଲୀ / ଭୁବନେଶ୍ୱର, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୧୦/୦୭ : ଦେଶରେ ସାଂଘାତିକ ଭାବେ ବିଶେଷ କରି ଜୁଲାଇ ମାସରେ କରୋନା ସଂକ୍ରମଣ ସଂଖ୍ୟା ହୁ ହୁ ହୋଇ ବଢୁଥିବାରୁ ଲୋକଙ୍କ ମନରେ ଭୟ ସୃଷ୍ଟି ହେବା ସହ ଏହାକୁ ନେଇ ନାନା ଆଶଙ୍କା ପ୍ରକାଶ ପାଉଛି। କରୋନାକୁ ଭୟ ବଢୁଥିବା ବେଳେ କେନ୍ଦ୍ର

ରାଜଧାନୀରେ ବୋଲ ମାନୁନି କରୋନା : ଭୁବନେଶ୍ୱରରୁ ଆଉ ୪୫ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କଳିଙ୍ଗ ଜ୍ୟୋତି), ୧୦/୦୭ : ଭୁବନେଶ୍ୱର ସହରରେ ଆଉ ୪୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୫ କ୍ୱାରେଣ୍ଟିନ, ୧୦ ଲୋକାଲ କଣ୍ଟାକ୍ଟ କେସ୍ ରହିଛି। ଏହାକୁ ମିଶାଇ ରାଜଧାନୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୦୨କୁ ବୃଦ୍ଧି ପାଇଛି। ୭ଜଣଙ୍କ ମୃତ୍ୟୁ

ଆସନ୍ତାକାଲି ସକାଳ ୯ଟା ରୁ ୪୮ ଘଣ୍ଟା ପାଇଁ ‘କମିସନରେଟ୍‌ ପୋଲିସ ସେବା ଭବନ’ ବନ୍ଦ

ଭୁବନେଶ୍ୱର, (କଳିଙ୍ଗ ଜ୍ୟୋତି), ୧୦/୦୭ : ରାଜଧାନୀ ଭୁବନେଶ୍ୱରରେ ଲଗାତର ବଢ଼ୁଛି କରୋନା ଆକ୍ରାନ୍ତ ସଂଖ୍ୟା। ସଂକ୍ରମଣକୁ ଦୃଷ୍ଟିରେ ରଖି କମିସନରେଟ୍‌ ପୋଲିସର ପୋଲିସ ସେବା ଭବନ ୪୮ ଘଣ୍ଟା ପାଇଁ ବନ୍ଦ ରହିବ ବୋଲି ଘୋଷଣା କରାଯାଇଛି। ଏନେଇ କମିସନରେଟ୍‌ ପୋଲିସ ପକ୍ଷରୁ ଟୁଇଟ

ଆଜି ICSE ଦଶମ ଶ୍ରେଣୀ ଓ ଦ୍ୱାଦଶ ଶ୍ରେଣୀର ପରୀକ୍ଷା ଫଳ ପ୍ରକାଶ ପାଇଲା

ଭୁବନେଶ୍ୱର / ନୂଆଦିଲ୍ଲୀ, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୧୦/୦୭ : ଆଜି ଅପରାହ୍ଣ ୩ଟା ବେଳେ CISCE ନୋଟିଫିକେସନ୍ ଜାରି କରି ରେଜଲ୍ଟର ଘୋଷଣା କରିଛି। କାଉନସିଲ୍ ଫର୍ ଦି ଇଣ୍ଡିଆନ୍ ସ୍କୁଲ୍ ସାର୍ଟିଫିକେଟ୍ ଏକ୍‌ଜାମିନେସନ୍ (CISCE) ପକ୍ଷରୁ ଦଶମ (ICSE) ଓ ଦ୍ୱାଦଶ (ISC) ପରୀକ୍ଷା ଫଳ ଆଜି

କର୍ଣ୍ଣାଟକ : ମୁଖ୍ୟମନ୍ତ୍ରୀଙ୍କ ଅଫିସ୍‌ କର୍ମଚାରୀ କରୋନା ପଜିଟିଭ୍, ଘରୁ କାମ କରିବେ ମୁଖ୍ୟମନ୍ତ୍ରୀ ୟେଦୁରାପ୍ପା ।

ବେଙ୍ଗାଲୁରୁ / ଭୁବନେଶ୍ୱର, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୧୦/୦୭ : ବେଙ୍ଗାଲୁରୁ ସ୍ଥିତ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବିଏସ୍‌ ୟେଦୁରାପ୍ପାଙ୍କ ସରକାରୀ ବାସଭବନ ବା ଅଫିସର କିଛି କର୍ମଚାରୀ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ଘରୁ ରହି କାମ କରିବେ ମୁଖ୍ୟମନ୍ତ୍ରୀ। ପ୍ରତିକାର ସ୍ୱରୂପ ଏପରି
error: Content is protected !!
Open chat