Browsing Category

Breaking News

ସାଇବର ହ୍ୟାକରର୍ସ ଙ୍କ ଟାର୍ଗେଟରେ ‘ଗୁଗଲ କ୍ରୋମ’ : ସତର୍କ କଲା ସାଇବର ସୁରକ୍ଷା ଏଜେନ୍ସି

ନୂଆଦିଲ୍ଲୀ, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୦୧/୦୭ : 'ଗୁଗଲ କ୍ରୋମ' ଉପରେ ଆକ୍ରମଣ କରିପାରନ୍ତି ହ୍ୟାକର, ସତର୍କ ରହିବା ପାଇଁ କହିଲା ସାଇବର ସୁରକ୍ଷା ଏଜେନ୍ସି । କମ୍ପାନୀ କହିଛି ଯେ, ଉପଭୋକ୍ତାଙ୍କ ସମ୍ବେଦନଶୀଳ ତଥ୍ୟ ସଂଗ୍ରହ କରୁଥିବା ଜାଣି ୧୦୦ରୁ ଅଧିକ ଭୁଲ ଏକ୍ସଟେନ୍ସନ୍ ହଟାଇ

କଟକରେ ମାଡିଚାଲିଛି କରୋନା : ଆଜି ସହରାଞ୍ଚଳରୁ ଆଉ ୭ ଆକ୍ରାନ୍ତ ଚିହ୍ନଟ

କଟକ, (କଳିଙ୍ଗ ଜ୍ୟୋତି) ୦୧/୦୭ : କଟକ ଜିଲ୍ଲାରେ ଆଜି ୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭ଜଣ ଅଛନ୍ତି କଟକ ମହାନଗର ନିଗମ ଅଞ୍ଚଳର । କଟକ ସହରରୁ ଚିହ୍ନଟ ସମସ୍ତ ୭ଟି ଯାକ କେସ୍ ଲୋକାଲ ସଂକ୍ରମଣ ବୋଲି ସୂଚନା ମିଳିଛି । ୭ଜଣଙ୍କ ମଧ୍ୟରୁ ୬ଜଣ

ଜାମ୍ମୁ-କାଶ୍ମୀର : ଆଜି ସିଆରପିଏଫ ରୋଡ୍‌ ଓପନିଂ ଟିମ୍‌ ଉପରେ ଆତର୍କିତ ଆତଙ୍କବାଦୀ ଆକ୍ରମଣ

ଜାମ୍ମୁ / ଦିଲ୍ଲୀ, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୦୧/୦୭ : ଆଜି ସକାଳ ପ୍ରାୟ ସାଢ଼େ ୭ଟାରେ ସିଆରପିଏଫର ଏକ ରୋଡ୍‌ ଓପନିଂ ପାର୍ଟି ଓ ପୁଲିସ କର୍ମଚାରୀ ମିଳିତ ଭାବେ ସୋପୋର ମଡେଲ ଟାଉନର ବାଇପାସ ନିକଟରେ ଚେକ୍‌ ପୋଷ୍ଟ ବସାଉଥିଲେ। ଏହି ସମୟରେ ଆତଙ୍କବାଦୀମାନେ ସେମାନଙ୍କ ଉପରେ ଗୁଳି

ମାଡିଚାଲିଛି କରୋନା : ଆଜି ରାଜ୍ୟରେ ପୁଣି ୨୫୧ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୦୧/୦୭ : ରାଜ୍ୟରେ ବୁଧବାର ପୁଣି ୨୫୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭,୩୧୬ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ ୨୫୧

ନାବାଳିକା ଗଣଦୁଷ୍କର୍ମ ଓ ବେଆଇନ ଗର୍ଭପାତ ମାମଲାରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର / ବୀରମିତ୍ରପୁର, (କଳିଙ୍ଗ ଜ୍ୟୋତି), ୦୧/୦୭ : ବୀରମିତ୍ରପୁରର ପୂର୍ବତନ ଆଇଆଇସିି ଆନନ୍ଦ ମାଝି ଚାକିରୀରୁ ବହିଷ୍କୃତ କରାଯାଇଛି । ନାବାଳିକା ଗଣଦୁଷ୍କର୍ମ ମାମଲାରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଆନନ୍ଦ ଚନ୍ଦ୍ର ମାଝୀଙ୍କୁ ପୂର୍ବରୁ ନିଲମ୍ବିତ କରାଯାଇଥିଲା । ତାଙ୍କ

ଶ୍ରୀକ୍ଷେତ୍ରରୁ ଆଉ ୧୨ କରୋନା ପଜିଟିଭ ଚିହ୍ନଟ

ପୁରୀ, (କଳିଙ୍ଗ ଜ୍ୟୋତି ବ୍ୟୁରୋ) ୦୧/୦୭ : ଶ୍ରୀକ୍ଷେତ୍ର ପୁରୀରେ ଗତ ସପ୍ତାହେ ଧରି ଚାଲିଥିବା କୋଭିଡ ଟେଷ୍ଟରେ ୧୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସମୁଦାୟ ୫୫୬୯ ଜଣଙ୍କ ମଧ୍ୟରୁ ୧୨ ଜଣ ପଜିଟିଭ ଚିହ୍ନଟ ହୋଇଥିବାବେଳେ ସମସ୍ତଙ୍କୁ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି ।

ରାଜ୍ୟ ସରକାରଙ୍କ ଅନଲକ ୨.୦ ପାଇଁ ଗାଇଡ ଲାଇନ ଜାରି : ସାମାନ୍ୟ କୋହଳ ହେଲା ରାତ୍ରିକାଳୀନ କର୍ଫ୍ୟୁ

ଭୁବନେଶ୍ୱର, (କଳିଙ୍ଗ ଜ୍ୟୋତି) ୩୦/୦୬ : ଅନଲକ୍‌-୨ ପ୍ରକ୍ରିୟାରେ ଜୁଲାଇ ମାସ ପାଇଁ ରାଜ୍ୟ ସରକାର ନୂଆ ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ଏଣିକି ଜୁଲାଇ ମାସରେ ୧୦ଟି ଜିଲ୍ଲା ପ୍ରତି ଶନି ଓ ରବିବାର ସଟ୍‌ଡାଉନ୍‌ ରହିବ। ଏହି ଜିଲ୍ଲାଗୁଡ଼ିକ ହେଲା ଗଞ୍ଜାମ, ଗଜପତି, ଖୋର୍ଦ୍ଧା, କଟକ, ଯାଜପୁର,

ପ୍ରଧାନମନ୍ତ୍ରୀଙ୍କ ଦେଶବାସୀଙ୍କୁ ସମ୍ବୋଧନ : ନଭେମ୍ବର ଶେଷ ଯାଏ ଗରିବଙ୍କୁ ମାଗଣା ରାସନ

ନୂଆଦିଲ୍ଲୀ, (କଳିଙ୍ଗ ଜ୍ୟୋତି ବ୍ୟୁରୋ) ୩୦/୦୬ : ଦେଶବାସୀଙ୍କୁ ସମ୍ବୋଧନ କରି ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବଡ଼ ଘୋଷଣା କରିଛନ୍ତି। ମୋଦି କହିଛନ୍ତି, ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାକୁ ଆସନ୍ତା ନଭେମ୍ବର ମାସ ଯାଏ ବୃଦ୍ଧି କରାଯାଉଛି। ଏହାର ଅର୍ଥ ୮୦ କୋଟି ଲୋକଙ୍କୁ

କେନ୍ଦ୍ର ସରକାରଙ୍କ ଗୃହ ମନ୍ତ୍ରାଳୟ ଦ୍ୱାରା ଅନଲକ୍ -୨.୦ ର ଗାଇଡଲାଇନ୍ ଜାରି

ନୂଆଦିଲ୍ଲୀ, (କଳିଙ୍ଗ ଜ୍ୟୋତି ବ୍ୟୁରୋ) ୩୦/୦୬ : ଅନଲକ୍-୧ର ଅବଧି ଜୁନ୍ ୩୦ ତାରିଖରେ ଶେଷ ହେବାକୁ ଯାଉଛି। ଏହା ସହ ଅନଲକ୍-୨ର ଘୋଷଣା କରାଯାଇଛି, ଯାହା ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ଏଥିରେ କିଛି ଗତିବିଧିକୁ କିଛି କଟକଣା କୋହଳ କରାଯାଇଛି। କେନ୍ଦ୍ର ସରକାରଙ୍କ ଗୃହ

ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ସମ୍ବୋଧନ କରିବେ ।

ନୂଆଦିଲ୍ଲୀ, (କଳିଙ୍ଗ ଜ୍ୟୋତି ବ୍ୟୁରୋ) ୩୦/୦୬ : ଆଜି ଅପରାହ୍ନ ୪ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ସମ୍ବୋଧନ କରି ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଉଦବୋଧନ ଦେବେ। ଏନେଇ ପିଏମଓ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି। ଆସନ୍ତା ବୁଧବାର ଠାରୁ ଅନଲକ୍-ଟୁ କାର୍ଯ୍ୟକାରୀ
error: Content is protected !!
Open chat