Browsing Category
Breaking News
ଧର୍ମଗଡ: ସଟସର୍କିଟରୁ ତେଜରାତି ଦୋକାନରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସାମଗ୍ରୀ ପାଉଁଶ ! !
ଧର୍ମଗଡ,(ଯୁବରାଜ ଅଗ୍ରୱାଲ/କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୫/୦୯: ଧର୍ମଗଡ ସହରର କଲେଜ ରୋଡରେ ଡିସିବି ବ୍ୟାଙ୍କ ନିକଟରେ ଥିବା ବିଶ୍ୱାଳ କିରାନା ଷ୍ଟୋରରେ ସଟସର୍କିଟ ଯୋଗୁଁ ଗତକାଲି ରାତି ପ୍ରାୟ ତିନିଟା ସମୟରେ ନିଆଁ ଲାଗି ଯାଇଥିଲା । ସେହି ସମୟରେ ଉକ୍ତ ରାସ୍ତା ଦେଇ ପେଟ୍ରୋଲିଂରେ ଯାଉଥିବା!-->…
ରାଜଗାଙ୍ଗପୁର: ନ୍ୟାସନାଲ ହ୍ୟୁମାନ ରାଇଟସ କମିଶନ ତରଫରୁ ଗୁରୁଦିବସ ଉପଲକ୍ଷେ ଅଞ୍ଚଳର ୧୭ ଜଣ ଶିକ୍ଷକ ଓ…
ରାଜଗାଙ୍ଗପୁର,(କଳିଙ୍ଗ ଜ୍ୟୋତି ବ୍ୟୁରୋ ଚିଫ ସୌମ୍ୟଜିତ ସ୍ୱାଇଁ),୦୫/୦୯ : ପ୍ରତି ବର୍ଷ ସେପ୍ଟେମ୍ବର ମାସ ୫ ତାରିଖକୁ ସମଗ୍ର ଦେଶରେ ଗୁରୁଦିବସ ରୂପେ ପାଳନ କରାଯାଏ। ଆଜି, ସେପ୍ଟେମ୍ବର ୫ ତାରିଖ, ସ୍ୱାଧୀନ ଭାରତର ପ୍ରଥମ ଉପ-ରାଷ୍ଟ୍ରପତି ତଥା ଭାରତର ଦ୍ୱିତୀୟ ରାଷ୍ଟ୍ରପତି ଓ ମହାନ ଶିକ୍ଷକ!-->…
ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନର ଆକଳନ: ଆସନ୍ତା ବର୍ଷ ମଧ୍ୟ ଭାଗ ପରେ ସାର୍ବଜନୀନ ହୋଇପାରେ କରୋନା ଟୀକା
ଜେନେଭା/ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୪/୦୯ : କରୋନା ସଂକ୍ରମଣ ବୃଦ୍ଧି ଜନିତ ଆଶଙ୍କା, କରୋନା ଟୀକା ଉଦ୍ଭାବନ ଆଶା ମଧ୍ୟରେ ନିରାଶାବାଣୀ ଶୁଣାଇଛି ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ । ଆସନ୍ତା ବର୍ଷ ମଧ୍ୟଭାଗ ପର୍ଯ୍ୟନ୍ତ କରୋନା ଟୀକା ମିଳିବା ଆଶା ନାହିଁ ବୋଲି କହିଛନ୍ତି!-->…
ଦେଶର ଅର୍ଥବ୍ୟବସ୍ଥା ଓ ବିକାଶ ପ୍ରସଙ୍ଗକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଟ୍ୱିଟ କରି ଆକ୍ଷେପ କଲେ ରାହୁଳ…
ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୪/୦୯ : ଜିଡ଼ିପି ପରିସଂଖ୍ୟାନ ଜାରି ହେବା ପରେ କଂଗ୍ରେସ ସାଂସଦ ରାହୁଳ ଗାନ୍ଧୀ ଦେଶର ଅର୍ଥବ୍ୟବସ୍ଥାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ନିୟମିତ ଆକ୍ଷେପ କରିଆସୁଛନ୍ତି । ଗତ ସୋମବାର ଦିନ ଦେଶର ଜିଡ଼ିପି ପରିସଂଖ୍ୟାନ ପ୍ରକାଶ ପାଇଥିଲା ।!-->…
ବାଲେଶ୍ୱର ଓ ତିର୍ତ୍ତୋଲ ଉପ-ନିର୍ବାଚନ ନଭେମ୍ବର ୨୯ ପୂର୍ବରୁ ଶେଷ କରିବାକୁ ନିର୍ବାଚନ କମିଶନଙ୍କ ସଜବାଜ
ବାଲେଶ୍ୱର ଓ ତିର୍ତ୍ତୋଲ ଉପ-ନିର୍ବାଚନ ଏବଂ ବିହାର ବିଧାନସଭା ସହ ଦେଶରେ ଖାଲିପଡ଼ିଥିବା ୬୫ଟି ଆସନରେ ନଭେମ୍ବର ୨୯ ପୂର୍ବରୁ ଏକ ସମୟରେ କରାଯିବ ଉପନିର୍ବାଚନ ।
ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୪/୦୯ : ଓଡ଼ିଶାରେ ଖାଲି ପଡ଼ିଥିବା ବାଲେଶ୍ୱର ଓ ତିର୍ତ୍ତୋଲ ବିଧାନସଭା ନିର୍ବାଚନ!-->!-->!-->…
ପ୍ରକୃତ ନିୟନ୍ତ୍ରଣ ରେଖାରେ ଉତ୍ତେଜନା ଜାରି ରହିଥିବା ବେଳେ ସ୍ଥଳସେନା ମୁଖ୍ୟ ଜେନେରାଲ ମନୋଜ ମୁକୁନ୍ଦ ନରୱଣେଙ୍କ ଲେହ…
ଜେନେରାଲ ନରୱଣେଙ୍କ ଦୃଢୋକ୍ତି - "ଆମର ସୈନିକମାନେ ସମସ୍ତ ପ୍ରକାରର ପରିସ୍ଥିତିର ମୁକାବିଲା କରିବାକୁ ପ୍ରସ୍ତୁତ ଅଛନ୍ତି "
ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୪/୦୯ : ଭାରତ ଏବଂ ଚୀନ୍ ସୀମାରେ ଚାଲିଥିବା ଉତ୍ତେଜନା ମଧ୍ୟରେ ସ୍ଥଳସେନା ମୁଖ୍ୟ ଜେନେରାଲ ମନୋଜ ମୁକୁନ୍ଦ ନରୱଣେ!-->!-->!-->…
ରିଆ ,ସୌଭିକ ଚକ୍ରବର୍ତ୍ତୀ ଓ ମିରାଣ୍ଡାଙ୍କ ଘରେ ଏନସିବି ଚଢଉ
କଳିଙ୍ଗ ଜ୍ୟୋତି ବ୍ୟୁରୋ ମୁମ୍ବାଇ ୦୪/୦୯ : ବହୁଚର୍ଚ୍ଚିତ ସୁଶାନ୍ତ ସିଂ ରାଜପୁତ ମୃତ୍ୟୁମାମଲାରେ ଆଜି ଏକ ନାଟକୀୟ ମୋଡ଼ ଆସିଛି । ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନସିବି) (ନିଶା କାରବାର ନିୟନ୍ତ୍ରଣ ବ୍ୟୁରୋ) ପକ୍ଷରୁ ସୁଶାନ୍ତଙ୍କ ପ୍ରେମିକା ରିଆ ଚକ୍ରବର୍ତ୍ତୀ, ରିଆଙ୍କ ଭାଇ ସୌଭିକ ଓ!-->…
ରେଳବାଇ ଘରୋଇକରଣର ଅୟମାରମ୍ଭ: ୨୮ଟି ଗୁଡ଼ସ ସେଡକୁ ଆଉଟ-ସୋର୍ସ କରାଇବାକୁ ପୂର୍ବତଟ ରେଳପଥର ପ୍ରସ୍ତୁତି
ଭୁୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୩/୦୯ : ପରିବହନ କ୍ଷେତ୍ରରେ ରେଳବାଇର ଅଂଶ ବୃଦ୍ଧି କରିବା ପାଇଁ ପୂର୍ବତଟ ରେଳପଥ ନୂତନ ଭାବେ ଆରମ୍ଭ ହୋଇଥିବା ଏହାର ବିଜନେସ ଡେଭେଲପମେଣ୍ଟ ୟୁନିଟ (ବିଡିୟୁ) ମାଧ୍ୟମରେ ବାଣିଜ୍ୟ ଏବଂ ଶିଳ୍ପ ସଂସ୍ଥା ଗୁଡିକର ନିକଟତର ହେବାକୁ ଯାଉଛି ଯାହା ଦ୍ୱାରା!-->…
ରାଜଗାଙ୍ଗପୁର: ସାମାଜିକ ଦୂରତା ଓ ମାସ୍କ ବ୍ୟବହାର ନିୟମକୁ ଉଲ୍ଲଘଂନ ଅଭିଯୋଗରେ ସହରର ୧୧ଟି ଦୋକାନ ଉପରେ ଚଢ଼ାଉ କରି…
ରାଜଗାଙ୍ଗପୁର,(କଳିଙ୍ଗ ଜ୍ୟୋତି ବ୍ୟୁରୋ ଚିଫ ସୌମ୍ୟଜିତ ସ୍ୱାଇଁ),୦୨/୦୯ : କରୋନା ମହାମାରୀରେ ସମଗ୍ର ଦେଶ କବଳିତ, ଲକଡାଉନ, ସଟଡାଉନ ସରକାରଙ୍କ ଏକ ବିହିତ ପ୍ରତିକାର ମାତ୍ର । ଦୀର୍ଘ ଦିନ ହେବ ଲୋକମାନେ ଗୃହବନ୍ଦୀ ହୋଇ ରହିବା ପରେ ଧୀରେ ଧୀରେ ସରକାରଙ୍କ ଦ୍ଵାରା ଲକଡାଉନ ଓ ସଟଡାଉନ ନିୟମ!-->…
ଲାଲଗଡ ହେବ ଶାନ୍ତିର ସ୍ୱର୍ଗ: ମାଲକାନଗିରି ଏବେ ମାଓ ମୁକ୍ତ ହେବାକୁ ଯାଉଛି – ଜିଲ୍ଲାରେ ଫେରୁଛି ଶାନ୍ତି
ମାଲକାନଗିରି,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୨/୦୯ : ମାଓ ଉପଦୃତ ମାଲକାନଗିରି ଜିଲ୍ଲାର ନାଁ ଶୁଣିଲେ ମନରେ ଆସେ ମାଓବାଦୀଙ୍କ ଲାଲ ତାଣ୍ଡବ ର ଚିତ୍ର । କେବେ ନିରୀହ ଲୋକଙ୍କୁ ହତ୍ୟକ୍ଷ ତ ପୁଣି କେତେବେଳେ ଉନ୍ନୟନମୂଳକ କାର୍ଯ୍ୟକୁ ବାଧା ଦେବା ପାଇଁ ତୁମୁଳ କାଣ୍ଡ । ଏସବୁ ମାଲକାନଗିରି ଜିଲ୍ଲା!-->…