Browsing Category
Llifestyle
ଘରେ ଘରେ ପରିଚିତ ଏମ୍ଡିଏଚ୍ ମସଲା କମ୍ପାନିର ମାଲିକ ଧରମପାଲ ଗୁଲାଟିଙ୍କ ପରଲୋକ
ନୂଆଦିଲ୍ଲୀ: ପ୍ରସିଦ୍ଧ ମସଲା କମ୍ପାନି ଏମ୍ଡିଏଚ୍ର ମାଲିକ ଧରମପାଲ ଗୁଲାଟିଙ୍କର ୯୮ ବର୍ଷ ବୟସରେ ପରଲୋକ ଘଟିଛି। ମସଲା ଦୁନିଆର ରାଜା କୁହାଯାଉଥିବା ଧରମପାଲ ଗୁଲାଟି ଦିଲ୍ଲୀର ମାତା ଚାନାନ ଦେବୀ ଡାକ୍ତରଖାନାରେ ଭର୍ତ୍ତି ହୋଇ ବେଶ୍ କିଛିଦିନ ହେବ ଚିକିତ୍ସିତ ହେଉଥିଲେ। ଗୁରୁବାର!-->…
ମହୁରେ ’ଚିନି ସିରା’ ଓ ’ଚାଉଳ ମଣ୍ଡ’: ନାମୀ-ଦାମୀ କମ୍ପାନୀ ନମୁନା ପରୀକ୍ଷଣରେ ଫେଲ୍
ସେଣ୍ଟ ଫର ସାଇନ୍ସ ଏଣ୍ଡ ଏନଭୟରମେଣ୍ଟ ପ୍ରକାଶିତ ରିପୋର୍ଟରେ ସୂଚନା
ନୂଆଦିଲ୍ଲୀ: ବଜାରରେ ମିଳୁଥିବା ନାମୀ କମ୍ପାନୀର ଦାମୀ ମହୁ ବି ଭେଜାଲ । ଖାଲି ଭେଜାଲ ନୁହେଁ, ଚିନି ସିରା ଓ ଚାଉଳ ମଣ୍ଡ ଦିଆଯାଇ ଏହାକୁ ପ୍ରସ୍ତୁତ କରାଯାଉଛି । ବର୍ତମାନ କରୋନା କାଳରେ ରୋଗ ପ୍ରତିରୋଧକ ଶକ୍ତି!-->!-->!-->…
ଏଣିକି ସବୁ ଜରୁରୀ ସେବା ପାଇବା ପାଇଁ ଗୋଟିଏ ହେଲ୍ପ୍ଲାଇନ୍ ନମ୍ବର
୧୧୨ ତ୍ବରିତ ସେବା ପାଇଁ ,୧୦୯୮ଟି ପଦବୀ ମଧ୍ୟ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର : ରାଜ୍ୟରେ ପୁଲିସ ପକ୍ଷରୁ ଯୋଗାଇ ଦିଆଯାଉଥିବା ସବୁ ଜରୁରୀ ସହାୟତା ପାଇଁ ଏଣିକି ଗୋଟିଏ ନମ୍ବର, ତାହା ହେଉଛି ୧୧୨ । ଏହା ତୁରନ୍ତ କାର୍ଯ୍ୟକାରୀ ହେବ । ପୁଲିସ, ଆମ୍ବୁଲାନ୍ସ, ଦମକଳ ତଥା!-->!-->!-->…
ବିଶ୍ୱରେ ପ୍ରଥମ ଥର ଲାଗି ପରୀକ୍ଷାଗାରରେ ତିଆରି ମାଂସ ବିକ୍ରୟ ଲାଗି ଅନୁମତି ଦେଲା ସିଙ୍ଗାପୁର
ନୂଆଦିଲ୍ଲୀ: ବିଶ୍ୱରେ ପ୍ରଥମ ଥର ଲାଗି ପରୀକ୍ଷାଗାରରେ ସୃଷ୍ଟି କରାଯାଇଥିବା ମାଂସ ବିକ୍ରୟ ନିମନ୍ତେ ଆମେରିକୀୟ କମ୍ପାନି ‘ଇଟ୍ ଜଷ୍ଟ୍’କୁ ସିଙ୍ଗାପୁର ଅନୁମତି ଦେଇଛି। କୌଣସି ଜୀବ ହତ୍ୟା କରା ନ ଯାଇ ସୃଷ୍ଟି କରାଯାଇଥିବା ଏହି ତଥାକଥିତ ‘କ୍ଲିନ୍ ମିଟ୍’କୁ ବିଶ୍ୱରେ ପ୍ରଥମ କରି!-->…
ଆସାମରେ ଜାନୁଆରୀ ୧ରୁ ଖୋଲିବ ସ୍କୁଲ
ନୂଆଦିଲ୍ଲୀ : କରୋନା ମହାମାରୀ ଯୋଗୁ ଦେଶର ଅଧିକାଂଶ ରାଜ୍ୟରେ ସ୍କୁଲ୍ ବନ୍ଦ ରହିଛି। ଏଭଳି ସମୟରେ ଆସାମ ସରକାର ଜାନୁଆରୀ ୧ ତାରିଖରୁ ସ୍କୁଲ୍ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି। ଆସାମରେ ନଭେମ୍ବରରୁ ହିଁ ଷଷ୍ଠରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ୍ ଖୋଲିବା ଆରମ୍ଭ ହୋଇଥିଲା। ମାତ୍ର ଷଷ୍ଠ,!-->…
ଛାଡ଼ଖାଇ ପୂର୍ବରୁ ଛେଳି ଚୋରି: ଗୁହାଳରେ କାର ଲଗାଇ ୨୦ ଅଧିକ ଖାସି ନେଇଗଲେ ଦୁର୍ବୃତ୍ତ, ସିସିଟିଭିରେ କଏଦ ହେଲା…
ଗୋପ : ଗୋପ ଥାନା ଅଞ୍ଚଳରେ ପୁଣି ମାତିଲେ ଛେଳି ଚୋର । ସେମାନେ ଗୋଟିଏ ରାତିରେ ୨୦ରୁ ଅଧିକ ଛେଳି ଚୋରି କରିଛନ୍ତି। ଚୋରମାନେ ବ୍ୟବହାର କରିଥିବା କାର୍ର ଛବି ସିସିଟିଭିରେ କଏଦ ହୋଇଛି । ଅଭିଯୋଗ ଆଧାରରେ ଗୋପ ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।
ଗୋପ ଥାନା ବନ୍ତଳୀ ପଞ୍ଚାୟତର!-->!-->!-->!-->!-->…
ମସ୍ତିଷ୍କକୁ ପ୍ରବେଶ କରିପାରେ କରୋନା ଭୂତାଣୁ
ବର୍ଲିନ: କରୋନା ଭୂତାଣୁ ଶରୀର ମଧ୍ୟକୁ ପ୍ରବେଶ କରି ଆମର ଶ୍ବାସକ୍ରିୟା ବ୍ୟବସ୍ଥା (ଫୁସ୍ଫୁସ୍)କୁ ସଂକ୍ରମଣ କରୁଥିବାବେଳେ ଏହା ଏବେ ମସ୍ତିଷ୍କକୁ ସଂକ୍ରମଣ କରିବାର ନୂଆ ଆଶଙ୍କା ସୃଷ୍ଟି କରିଛି।
ନୂଆ ଗବେଷଣାରୁ ଜଣାଯାଇଛି କରୋନା ଭୂତାଣୁ ନାକ ବାଟ ଦେଇ ମସ୍ତିଷ୍କକୁ ଯିବାର ଆଶଙ୍କା!-->!-->!-->…
ଦେଶରେ ଦିନକରେ ୩୧ ହଜାର ୧୧୮ କରୋନା ଆକ୍ରାନ୍ତ ଚିହ୍ନଟ, ୪୮୨ ମୃତ
ନୂଆଦିଲ୍ଳୀ : ଦେଶରେ ଦିନକରେ ୩୧ ହଜାର ୧୧୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୪,୬୨,୮୧୦ରେ ପହଞ୍ଚିଛି। ସେହିଭଳି ଆଜି ୪୮୨ ଜଣ କରୋନାରେ ପ୍ରାଣ ହରାଇଛନ୍ତି। ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୪,୩୫,୬୦୩ ରହିଥିବାବେଳେ!-->!-->!-->…
ରାଜଗାଙ୍ଗପୁର: ଝଗରପୁର, DISIR ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକ ମୃତ
ରାଜଗାଙ୍ଗପୁର,(କଳିଙ୍ଗ ଜ୍ୟୋତି ବ୍ୟୁରୋ ଚିଫ ସୌମ୍ୟଜିତ ସ୍ୱାଇଁ),୧୪/୧୦ : ରାଜଗାଙ୍ଗପୁର, ଝଗରପୁରସ୍ଥ DISIR ନିକଟରେ ଆଜି ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଆଜି ସନ୍ଧ୍ୟା ପ୍ରାୟ ୭.୩୦ ଘଟିକା ସମୟରେ ଲିପଲୋଇ ପାନପଡାର ବାସିନ୍ଦା ବିଶ୍ଵଜିତ ତ୍ରିପାଠୀ ରାଉରକେଲାରୁ ଏକ!-->…
କୁପାରୀ: ଶାରୀଶୁଆ ପାହାଡ଼ ନିକଟସ୍ଥ କପିଳଝର ବନ୍ଧ-ନଟା ଜଳପ୍ରପାତରୁ ପଥର ଖସି ଛାତ୍ରର ମୃତ
ଖଇରା,(ଅନିଲ କୁମାର ପଣ୍ଡା/କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୨/୧୦: ଜଳପ୍ରପାତରୁ ପଥର ଖସି ଛାତ୍ରର ମୃତ୍ୟୁ ! ! ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଖଇରା ଥାନା କୁପାରୀ ଶାରୀଶୁଆ ପାହାଡ଼ରେ ଥିବା କପିଳଝର ବନ୍ଧ ନଟା ଜଳପ୍ରପାତରେ। ଘଟଣାରୁ ପ୍ରକାଶ ଖଇରା ବ୍ଲକ ଅଧିନ ଅନ୍ତରା ଗ୍ରାମର କିଶୋର ଶୁକ୍ଳଙ୍କ!-->…