Browsing Category
Llifestyle
ମହାପ୍ରୟାଣରେ ସତ୍ସଙ୍ଗର ଆଚାର୍ଯ୍ୟଦେବ ଶ୍ରୀଶ୍ରୀଦାଦା
ଦୁର୍ଗାପୁର/ଭୁବନେଶ୍ୱର ୧୭/୧୨/୨୦୨୧ କଳିଙ୍ଗ ଜ୍ୟୋତି : କୋଟି ହୃଦୟର ଆରାଧ୍ୟ ‘ସତ୍ସଙ୍ଗ’ର ଆଚାର୍ଯ୍ୟଦେବ ପରମ ପୂଜ୍ୟପାଦ ଶ୍ରୀଶ୍ରୀଦାଦାଙ୍କର ମହାପ୍ରୟାଣ ହୋଇଛି। ୧୬ ତାରିଖ ଗୁରୁବାର ସକାଳ ୯.୪୦ ମିନିଟରେ ପଶ୍ଚିମବଙ୍ଗର ଦୁର୍ଗାପୁରସ୍ଥିତ ମିସନ୍ ହସ୍ପିଟାଲରେ ୮୯ ବର୍ଷ ବୟସରେ!-->…
ନୂଆବର୍ଷରେ ସାଧାରଣ ଭକ୍ତଙ୍କ ପାଇଁ ବନ୍ଦ ରହିବ ଶ୍ରୀମନ୍ଦିର
ପୁରୀ/ଭୁବନେଶ୍ବର ୧୦/୧୨/୨୦୨୧ କଳିଙ୍ଗ ଜ୍ୟୋତି : ନୂଆବର୍ଷରେ ପୁଣି ଥରେ ଜଗନ୍ନାଥପ୍ରେମୀଙ୍କୁ ନିରାଶ ହେବାକୁୁ ପଡ଼ିବ। ସାଧାରଣ ଭକ୍ତଙ୍କୁ ଜଗାଦର୍ଶନ ପାଇଁ ଅନୁମତି ମିଳିବ ନାହିଁ। ଅର୍ଥାତ ବିଶ୍ବ ପ୍ରସିଦ୍ଧ ପୁରୀ ଶ୍ରୀମନ୍ଦିର ନୂଆବର୍ଷ ଉପଲକ୍ଷେ ସାଧାରଣ ଭକ୍ତଙ୍କ ପାଇଁ ବନ୍ଦ ରହିବ।!-->…
ବିମାନ ଭଳି ଏଣିକି ରେଳରେ ଦେଖିବାକୁ ମିଳିବ ‘ଟ୍ରେନ ହୋଷ୍ଟେସ’
ନୂଆଦିଲ୍ଲୀ ୧୦/୧୨/୨୦୨୧ କଳିଙ୍ଗ ଜ୍ୟୋତି : ଯଦି ଆପଣ କେବେ ବିମାନରେ ଯାତ୍ରା କରିଥିବେ, ତେବେ ଆପଣ ଜାଣିଥିବେ ଯେ ଯାତ୍ରୀଙ୍କ ସୁବିଧା ପାଇଁ ଏୟାର ହୋଷ୍ଟେସ୍ ଥାଆନ୍ତି । କିନ୍ତୁ ବର୍ତ୍ତମାନ ଭାରତୀୟ ରେଳବାଇ ମଧ୍ୟ ବିମାନ ସେବା ସହ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ପ୍ରସ୍ତୁତ ହେଉଛି। ଖୁବ୍!-->…
୨୫ରେ ପହଞ୍ଚିଲା ଭାରତରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା
ନୂଆଦିଲ୍ଲୀ ୧୨/୧୨/୨୦୨୧ କଳିଙ୍ଗ ଜ୍ୟୋତି : ଭାରତରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୨୫ରେ ପହଞ୍ଚିଯାଇଛି । ଗୁଜୁରାଟର ଜାମନଗରରେ ଆଉ ଦୁଇଜଣ ଓମିକ୍ରନ ଆକ୍ରାନ୍ତ ବାହାରିବା ପରେ ମୋଟ ସଂଖ୍ୟା ୨୫ରେ ପହଞ୍ଚିଛି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟର ଯୁଗ୍ମ ସଚିବ ଲବ ଅଗ୍ରଓ୍ବାଲ କହିଛନ୍ତି!-->…
ବିନା ଭକ୍ତରେ ଗଡ଼ିଚାଲିଛି ଶ୍ରୀଜିଉଙ୍କ ରଥ: ଭାବବିହ୍ବଳ ହେଲେ ପୁରୀବାସୀ
ପୁରୀ ୧୨/୦୭/୨୦୨୧ କଳିଙ୍ଗ ଜ୍ଯୋତି : ଗତବର୍ଷ ଭଳି ଏଥର ମଧ୍ୟ ଭକ୍ତ ଓ ଭଗବାନଙ୍କ ଭିତରେ ଦୂରତା ସୃଷ୍ଟି କରିଛି କରୋନା ମହାମାରୀ। ଗତବର୍ଷ କରୋନାର ପ୍ରଥମ ଲହର କାରଣରୁ ବିନା ଭକ୍ତରେ ହୋଇଥିଲା ରଥଯାତ୍ରା। ଏଥର ପୁଣି ଦ୍ୱିତୀୟ ଲହରର ପ୍ରଭାବ କମିନଥିବାରୁ ବିନା ଭକ୍ତରେ ବିଶ୍ୱ ପ୍ରସିଦ୍ଧ!-->…
ରାତି ପାହିଲେ ଘୋଷଯାତ୍ରା, ରଥ ଓ ପଥ ପ୍ରସ୍ତୁତ
ପୁରୀ ୧୧/୦୭/୨୦୨୧ କଳିଙ୍ଗ ଜ୍ଯୋତି :ରାତି ପାହିଲେ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ମହାପ୍ରଭୁଙ୍କ ଘୋଷଯାତ୍ରା ପାଇଁ ରଥ ଓ ପଥ ପ୍ରସ୍ତୁତ। ରତ୍ନବେଦୀ ଛାଡ଼ି ଜନ୍ମବେଦୀକୁ ବିଜେ କରିବେ ମହାବାହୁ। ସାଙ୍ଗରେ ଭଉଣୀ ସୁଭଦ୍ରା ଓ ବଡ଼ଭାଇ ବଳଭଦ୍ରଙ୍କୁ ସାଙ୍ଗରେ ନେଇ ଘୋଷଯାତ୍ରାରେ ଯିବେ ମହାପ୍ରଭୁ!-->…
ଓଡ଼ିଶା ରାଜ୍ୟ ଜନଜାତି ସଂଗ୍ରହାଳୟ ଭର୍ଚୁଆଲ ଟୁରରେ ନିୟମଗିରିର ଡଙ୍ଗରିଆ କନ୍ଧ
ଭୁବନେଶ୍ୱର ୧୦/୦୭/୨୦୨୧ କଳିଙ୍ଗ ଜ୍ଯୋତି : କରୋନା ସଂକ୍ରମଣ ଯୋଗୁଁ ରାଜ୍ୟ ଜନଜାତି ସଂଗ୍ରହାଳୟ ଦର୍ଶକମାନଙ୍କ ନିମନ୍ତେ ବନ୍ଦ ରହିଛି। ଏହି ପରିପ୍ରେକ୍ଷୀରେ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ପକ୍ଷରୁ ଜନଜାତି ସଂଗ୍ରହାଳୟକୁ ଭର୍ଚୁଆଲ୍ ଟୁର୍ର ବ୍ୟବସ୍ଥା କରାଯାଇଛି।!-->…
ଦେଶରେ କରୋନା ସଂକ୍ରମଣ କମୁଛି, କିନ୍ତୁ ସତର୍କ ନହେଲେ ପୁଣି ବିପଦ ମାଡ଼ିଆସିବ : ସ୍ବାସ୍ଥ୍ୟ ମନ୍ତ୍ରାଳୟ
ନୂଆଦିଲ୍ଲୀ ୦୯/୦୭/୨୦୨୧ କଳିଙ୍ଗ ଜ୍ଯୋତି : ଦେଶରେ କରୋନା ସଂକ୍ରମଣ ହ୍ରାସ ପାଇଚାଲିଛି । କିନ୍ତୁ ଏହାର ସୁଯୋଗ ନେଇ ଆମେ ଆମର ସତର୍କତାକୁ ଢିଲା କଲେ ପୁଣି ସଂକ୍ରମଣ ମାଡ଼ିଆସିବ ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟର ଯୁଗ୍ମ ସଚିବ ଲବ ଅଗ୍ରଓ୍ବାଲ କହିଛନ୍ତି।
ମନ୍ତ୍ରାଳୟର ସାମ୍ବାଦିକ!-->!-->!-->…
ରଥଯାତ୍ରାରେ ଛେରାପହଁରା କରିବେ ଗଜପତି
ଭୁବନେଶ୍ବର ୦୬/୦୭/୨୦୨୧ କଳିଙ୍ଗ ଜ୍ଯୋତି : ବିଶ୍ବ ପ୍ରସିଦ୍ଧ ପୁରୀ ରଥଯାତ୍ରାରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ଛେରାପହଁରା କରିବେ। ରଥଯାତ୍ରାରେ ଛେରାପହଁରା ନେଇ ଗଜପତି ମହାରାଜା ଦିବ୍ୟସିଂହ ଦେବ ଆଜି ସୂଚନା ଦେଇଛନ୍ତି। ଗଜପତି ମହାରାଜା ଦିବ୍ୟସିଂହ ଦେବ କହିଛନ୍ତି ଯେ ଆମେ!-->…
କରୋନା ଟିକା ନେଇପାରିବେ ଗର୍ଭବତୀ ମହିଳା : ସ୍ବାସ୍ଥ୍ୟ ମନ୍ତ୍ରାଳୟ
ନୂଆଦିଲ୍ଲୀ ୦୨/୦୭/୨୦୨୧ କଳିଙ୍ଗ ଜ୍ଯୋତି : ଏଣିକି ଗର୍ଭବତୀ ମହିଳାମାନେ କରୋନା ଟିକା ନେଇପାରିବେ । ଏଥିଲାଗି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଅନୁମତି ଦିଆଯାଇଛି । ଫଳରେ ଏ ନେଇ ଗତ କିଛି ମାସ ହେଲା ଚାଲିଥିବା କଳ୍ପନାଜଳ୍ପନା ଓ ଆଶଙ୍କାର ଅବସାନ ଘଟିଛି ।
ଆଜି ଏ ସମ୍ପର୍କରେ!-->!-->!-->…