Browsing Category

Llifestyle

ମହାପ୍ରୟାଣରେ ସତ୍‌ସଙ୍ଗର ଆଚାର୍ଯ୍ୟଦେବ ଶ୍ରୀଶ୍ରୀଦାଦା

ଦୁର୍ଗାପୁର/ଭୁବନେଶ୍ୱର ୧୭/୧୨/୨୦୨୧ କଳିଙ୍ଗ ଜ୍ୟୋତି : କୋଟି ହୃଦୟର ଆରାଧ୍ୟ ‘ସତ୍‌ସଙ୍ଗ’ର ଆଚାର୍ଯ୍ୟଦେବ ପରମ ପୂଜ୍ୟପାଦ ଶ୍ରୀଶ୍ରୀଦାଦାଙ୍କର ମହାପ୍ରୟାଣ ହୋଇଛି। ୧୬ ତାରିଖ ଗୁରୁବାର ସକାଳ ୯.୪୦ ମିନିଟରେ ପଶ୍ଚିମବଙ୍ଗର ଦୁର୍ଗାପୁରସ୍ଥିତ ମିସନ୍ ହସ୍ପିଟାଲରେ ୮୯ ବର୍ଷ ବୟସରେ…

ନୂଆବର୍ଷରେ ସାଧାରଣ ଭକ୍ତଙ୍କ ପାଇଁ ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ/ଭୁବନେଶ୍ବର ୧୦/୧୨/୨୦୨୧ କଳିଙ୍ଗ ଜ୍ୟୋତି : ନୂଆବର୍ଷରେ ପୁଣି ଥରେ ଜଗନ୍ନାଥପ୍ରେମୀଙ୍କୁ ନିରାଶ ହେବାକୁୁ ପଡ଼ିବ। ସାଧାରଣ ଭକ୍ତଙ୍କୁ ଜଗାଦର୍ଶନ ପାଇଁ ଅନୁମତି ମିଳିବ ନାହିଁ। ଅର୍ଥାତ ବିଶ୍ବ ପ୍ରସିଦ୍ଧ ପୁରୀ ଶ୍ରୀମନ୍ଦିର ନୂଆବର୍ଷ ଉପ‌ଲକ୍ଷେ ସାଧାରଣ ଭକ୍ତଙ୍କ ପାଇଁ ବନ୍ଦ ରହିବ।…

ବିମାନ ଭଳି ଏଣିକି ରେଳରେ ଦେଖିବାକୁ ମିଳିବ ‘ଟ୍ରେନ ହୋଷ୍ଟେସ’

ନୂଆଦିଲ୍ଲୀ ୧୦/୧୨/୨୦୨୧ କଳିଙ୍ଗ ଜ୍ୟୋତି : ଯଦି ଆପଣ କେବେ ବିମାନରେ ଯାତ୍ରା କରିଥିବେ, ତେବେ ଆପଣ ଜାଣିଥିବେ ଯେ ଯାତ୍ରୀଙ୍କ ସୁବିଧା ପାଇଁ ଏୟାର ହୋଷ୍ଟେସ୍ ଥାଆନ୍ତି । କିନ୍ତୁ ବର୍ତ୍ତମାନ ଭାରତୀୟ ରେଳବାଇ ମଧ୍ୟ ବିମାନ ସେବା ସହ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ପ୍ରସ୍ତୁତ ହେଉଛି। ଖୁବ୍…

୨୫ରେ ପହଞ୍ଚିଲା ଭାରତରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ ୧୨/୧୨/୨୦୨୧ କଳିଙ୍ଗ ଜ୍ୟୋତି : ଭାରତରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୨୫ରେ ପହଞ୍ଚିଯାଇଛି । ଗୁଜୁରାଟର ଜାମନଗରରେ ଆଉ ଦୁଇଜଣ ଓମିକ୍ରନ ଆକ୍ରାନ୍ତ ବାହାରିବା ପରେ ମୋଟ ସଂଖ୍ୟା ୨୫ରେ ପହଞ୍ଚିଛି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟର ଯୁଗ୍ମ ସଚିବ ଲବ ଅଗ୍ରଓ୍ବାଲ କହିଛନ୍ତି…

ବିନା ଭକ୍ତରେ ଗଡ଼ିଚାଲିଛି ଶ୍ରୀଜିଉଙ୍କ ରଥ: ଭାବବିହ୍ବଳ ହେଲେ ପୁରୀବାସୀ

ପୁରୀ ୧୨/୦୭/୨୦୨୧ କଳିଙ୍ଗ ଜ୍ଯୋତି : ଗତବର୍ଷ ଭଳି ଏଥର ମଧ୍ୟ ଭକ୍ତ ଓ ଭଗବାନଙ୍କ ଭିତରେ ଦୂରତା ସୃଷ୍ଟି କରିଛି କରୋନା ମହାମାରୀ। ଗତବର୍ଷ କରୋନାର ପ୍ରଥମ ଲହର କାରଣରୁ ବିନା ଭକ୍ତରେ ହୋଇଥିଲା ରଥଯାତ୍ରା। ଏଥର ପୁଣି ଦ୍ୱିତୀୟ ଲହରର ପ୍ରଭାବ କମିନଥିବାରୁ ବିନା ଭକ୍ତରେ ବିଶ୍ୱ ପ୍ରସିଦ୍ଧ…

ରାତି ପାହିଲେ ଘୋଷଯାତ୍ରା, ରଥ ଓ ପଥ ପ୍ରସ୍ତୁତ

ପୁରୀ ୧୧/୦୭/୨୦୨୧ କଳିଙ୍ଗ ଜ୍ଯୋତି :ରାତି ପାହିଲେ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ମହାପ୍ରଭୁଙ୍କ ଘୋଷଯାତ୍ରା ପାଇଁ ରଥ ଓ ପଥ ପ୍ରସ୍ତୁତ। ରତ୍ନବେଦୀ ଛାଡ଼ି ଜନ୍ମବେଦୀକୁ ବିଜେ କରିବେ ମହାବାହୁ। ସାଙ୍ଗରେ ଭଉଣୀ ସୁଭଦ୍ରା ଓ ବଡ଼ଭାଇ ବଳଭଦ୍ରଙ୍କୁ ସାଙ୍ଗରେ ନେଇ ଘୋଷଯାତ୍ରାରେ ଯିବେ ମହାପ୍ରଭୁ…

ଓଡ଼ିଶା ରାଜ୍ୟ ଜନଜାତି ସଂଗ୍ରହାଳୟ ଭର୍ଚୁଆଲ ଟୁରରେ ନିୟମଗିରିର ଡଙ୍ଗରିଆ କନ୍ଧ

ଭୁବନେଶ୍ୱର ୧୦/୦୭/୨୦୨୧ କଳିଙ୍ଗ ଜ୍ଯୋତି : କରୋନା ସଂକ୍ରମଣ ଯୋଗୁଁ ରାଜ୍ୟ ଜନଜାତି ସଂଗ୍ରହାଳୟ ଦର୍ଶକମାନଙ୍କ ନିମନ୍ତେ ବନ୍ଦ ରହିଛି। ଏହି ପରିପ୍ରେକ୍ଷୀରେ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ପକ୍ଷରୁ ଜନଜାତି ସଂଗ୍ରହାଳୟକୁ ଭର୍ଚୁଆଲ୍‌ ଟୁର୍‌ର ବ୍ୟବସ୍ଥା କରାଯାଇଛି।…

ଦେଶରେ କରୋନା ସଂକ୍ରମଣ କମୁଛି, କିନ୍ତୁ ସତର୍କ ନହେଲେ ପୁଣି ବିପଦ ମାଡ଼ିଆସିବ : ସ୍ବାସ୍ଥ୍ୟ ମନ୍ତ୍ରାଳୟ

ନୂଆଦିଲ୍ଲୀ ୦୯/୦୭/୨୦୨୧ କଳିଙ୍ଗ ଜ୍ଯୋତି :  ଦେଶରେ କରୋନା ସଂକ୍ରମଣ ହ୍ରାସ ପାଇଚାଲିଛି । କିନ୍ତୁ ଏହାର ସୁଯୋଗ ନେଇ ଆମେ ଆମର ସତର୍କତାକୁ ଢିଲା କଲେ ପୁଣି ସଂକ୍ରମଣ ମାଡ଼ିଆସିବ ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟର ଯୁଗ୍ମ ସଚିବ ଲବ ଅଗ୍ରଓ୍ବାଲ କହିଛନ୍ତି। ମନ୍ତ୍ରାଳୟର ସାମ୍ବାଦିକ…

ରଥଯାତ୍ରାରେ ଛେରାପହଁରା କରିବେ ଗଜପତି

ଭୁବନେଶ୍ବର ୦୬/୦୭/୨୦୨୧ କଳିଙ୍ଗ ଜ୍ଯୋତି : ବିଶ୍ବ ପ୍ରସିଦ୍ଧ ପୁରୀ ରଥଯାତ୍ରାରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ଛେରାପହଁରା କରିବେ। ରଥଯାତ୍ରାରେ ଛେରାପହଁରା ନେଇ ଗଜପତି ମହାରାଜା ଦିବ୍ୟସିଂହ ଦେବ ଆଜି ସୂଚନା ଦେଇଛନ୍ତି। ଗଜପତି ମହାରାଜା ଦିବ୍ୟସିଂହ ଦେବ କହିଛନ୍ତି ଯେ ଆମେ…

କରୋନା ଟିକା ନେଇପାରିବେ ଗର୍ଭବତୀ ମହିଳା : ସ୍ବାସ୍ଥ୍ୟ ମନ୍ତ୍ରାଳୟ

ନୂଆଦିଲ୍ଲୀ ୦୨/୦୭/୨୦୨୧ କଳିଙ୍ଗ ଜ୍ଯୋତି : ଏଣିକି ଗର୍ଭବତୀ ମହିଳାମାନେ କରୋନା ଟିକା ନେଇପାରିବେ । ଏଥିଲାଗି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଅନୁମତି ଦିଆଯାଇଛି । ଫଳରେ ଏ ନେଇ ଗତ କିଛି ମାସ ହେଲା ଚାଲିଥିବା କଳ୍ପନାଜଳ୍ପନା ଓ ଆଶଙ୍କାର ଅବସାନ ଘଟିଛି । ଆଜି ଏ ସମ୍ପର୍କରେ…
error: Content is protected !!
Open chat