Browsing Category

Llifestyle

ମେଡିକାଲ୍ ପିଜି ଛାତ୍ର ଜିଲ୍ଲା ଡାକ୍ତରଖାନାରେ ୩ ମାସ କାର୍ଯ୍ୟ କରିବେ : ଭାରତୀୟ ଭେଷଜ ପରିଷଦ

ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ୨୨-୦୯-୨୦ : ଭାରତୀୟ ଭେଷଜ ପରିଷଦ (ମେଡିକାଲ୍ କାଉନସିଲ୍ ଅଫ୍ ଇଣ୍ଡିଆ)ର ଏକ ସ୍ୱତନ୍ତ୍ର ଅଧିବେଶନରେ ସ୍ନାତକୋତ୍ତର ଛାତ୍ରଛାତ୍ରୀମାନଙ୍କ ପାଇଁ ନୂତନ ନିୟମ ପ୍ରସ୍ତୁତ କରିଛନ୍ତି ଫଳରେ ଏଣିକି ସ୍ନାତକୋତ୍ତର ଛାତ୍ରଛାତ୍ରୀମାନେ ସେମାନଙ୍କ ପାଠ୍ୟକ୍ରମର ଏକ

କରୋନା କାଳରେ ଗ୍ରାହକଙ୍କ ପାଇଁ ବଡ଼ ଆଶ୍ୱସ୍ତି ଆଣିଲା ଏସବିଆଇ: ଋଣ ପରିଶୋଧ ପାଇଁ ମିଳିଲା ଦୁଇ ବର୍ଷର ଅତିରିକ୍ତ ସମୟ

ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ୨୨-୦୯-୨୦ : ଋଣ କରିଥିବା ଗ୍ରାହକଙ୍କ ପାଇଁ ଖୁସି ଖବର ଆଣିଛି ଏସବିଆଇ । ଭାରତୀୟ ଷ୍ଟେଟ ବ୍ୟାଙ୍କରୁ ଗୃହ ଋଣ କିମ୍ବା ଅନ୍ୟାନ୍ୟ ଋଣ ନେଇଥିବା ଗ୍ରାହକ ସେମାନଙ୍କ ଇଏମଆଇ ପରିଶୋଧ ପାଇଁ ଏଣିକିି ଅତିରିକ୍ତ ୨ ବର୍ଷ ସମୟ ପାଇବେ । କରୋନା ମହାମାରୀ ଦ୍ୱାରା

ଏନ୍‌ଜିଓ ପଞ୍ଜିକରଣରେ ଆଧାର ବାଧ୍ୟ ହେବ

ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ୨୨-୦୯-୨୦ : ବିଦେଶ ଯୋଗଦାନ (ନିୟାମକ) ଆଇନରେ ସଂଶୋଧନ ପାଇଁ ଏକ ବିଲ୍‌ ପ୍ରସ୍ତୁତ କରାଯାଇଛି । ଏହାକୁ ଲୋକସଭାରେ ଆଗତ କରାଯିବ । ଏହି ବିଲ୍‌ରେ ରହିଥିବା ପ୍ରସ୍ତାବ ଅନୁସାରେ ଏନ୍‌ଜିଓଗୁଡ଼ିକର ପଞ୍ଜିକରଣ ପାଇଁ ଆଧାରକୁ ବାଧ୍ୟତାମୂଳକ କରାଯିବ । ସରକାରୀ

କଳାହାଣ୍ଡିରେ ନୂଆ ମେଡିକାଲ୍ କଲେଜ ପ୍ରସ୍ତାବକୁ ଅନୁମୋଦନ, ଲୋକସଭା ସାଂସଦ ବସନ୍ତ ପଣ୍ଡାଙ୍କୁ ଚିଠି ଲେଖି ଜଣାଇଲେ…

ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ୨୧-୦୯-୨୦ : କେନ୍ଦ୍ର ସରକାର କଳାହାଣ୍ଡିରେ ଏକ ନୂଆ ମେଡିକାଲ୍ କଲେଜ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡାକ୍ତର ହର୍ଷବର୍ଦ୍ଧନ କଳାହାଣ୍ଡିର ବିଜେପି ଲୋକସଭା ସଦସ୍ୟ ବସନ୍ତ ପଣ୍ଡାଙ୍କୁ ଚିଠି

କରୋନା ଟେଷ୍ଟିଂ ପାଇଁ ଦେଶରେ ତିଆରି ହୋଇଥିବା ‘ଫେଲୁଦା’କୁ ଡିସିଜିଆଇ ଅନୁମତି କମ୍‌ ଖର୍ଚ୍ଚ, କମ୍‌ ସମୟରେ ହେବ ନମୁନା…

ଆର୍‌ଟି-ପିସିଆର୍‌ ପରୀକ୍ଷା ଭଳି ଦେଉଛି ଫଳାଫଳ ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ୨୧-୦୯-୨୦ : କରୋନା ଲଢ଼େଇ କ୍ଷେତ୍ରରେ ଭାରତ ଆଉ ପାଦେ ଆଗକୁ ବଢ଼ିଛି । ସ୍ୱଦେଶୀ ଜ୍ଞାନ କୌଶଳରେ ନିର୍ମିତ ଦେଶର ପ୍ରଥମ କୋଭିଡ ସିଆର୍‌ଆଇଏସ୍‌ପିଆର୍‌ ଟେଷ୍ଟିଂ କିଟ୍‌ ‘ଫେଲୁଦା’କୁ ଡ୍ରଗ କଣ୍ଟ୍ରୋଲର

ବିଶୃଙ୍ଖଳ ଆଚରଣ ପାଇଁ ରାଜ୍ୟ ସଭାର ୮ ସାଂସଦ ନିଲମ୍ବିତ

ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ୨୧-୦୯-୨୦ : ବିଶୃଙ୍ଖଳ ଆଚରଣ ପାଇଁ ରାଜ୍ୟ ସଭାର ୮ ସାଂସଦଙ୍କୁ ସୋମବାର ନିଲମ୍ବନ କରାଯାଇଛି। ରାଜ୍ୟସଭାର ମତ ଲୋଡ଼ି ଏକ ସପ୍ତାହ ପାଇଁ ଅଧ୍ୟକ୍ଷ ଭେଙ୍କିଆ ନାଇଡ଼ୁ ସାଂସଦଙ୍କୁ ନିଲମ୍ବନ କରିଛନ୍ତି। କୃଷି ବିଲ ଆଲୋଚନାରେ ହଙ୍ଗାମା କରିଥିବା ୮ ସାଂସଦ

ପୁରୀ ପେଣ୍ଠକଟାରେ ଚର୍ଚ୍ଚା :କଙ୍କଡ଼ା ଦେହରେ ଠାକୁରଙ୍କ ନୃସିଂହ ଅବତାରର ଦୃଶ୍ୟ

ପୁରୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ୨୧-୦୯-୨୦ : କଙ୍କଡ଼ା ଶରୀରରେ ଠାକୁରଙ୍କ ଛବି! ନିରେଖିଲେ ଠାକୁରଙ୍କ ନୃସିଂହ ଅବତାରର ଦୃଶ୍ୟ । ଏହି ବିଚିତ୍ର କଙ୍କଡ଼ା ଦେଖିବାକୁ ପେଣ୍ଠକଟାରେ ଭିଡ଼ ଲାଗିଛି । ପେଣ୍ଠକଟା ବେହେରା ସାହିର ଜନାର୍ଦ୍ଦନ ବେହେରା । ସେ ଜଣେ ମାଛ ବ୍ୟବସାୟୀ । ରବିବାର

ଆଜିଠାରୁ ଆଇପିଏଲ୍‍ର ୧୩ଶ ସଂସ୍କରଣ

ମୁମ୍ବଇ ଇଣ୍ଡିଆନ୍ସ-ଚେନ୍ନଇ ସୁପର କିଙ୍ଗସ୍‌ ଉଦ୍‌ଘାଟନୀ ମ୍ୟାଚ ଆବୁଧାବି/ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ୧୯-୦୯-୨୦ : ସମସ୍ତ କଳ୍ପନା ଜଳ୍ପନାର ଅନ୍ତଃ ହେବାକୁ ଯାଉଛି। ଶନିବାରଠାରୁ ୟୁନାଇଟେଡ୍‍ ଆରବ ଏମିରେଟ୍‍ସ (ୟୁଏଇ)ରେ ଇଣ୍ଡିଆନ୍‍ ପ୍ରିମିୟର ଲିଗ୍‍ (ଆଇପିଏଲ୍‍)ର ୧୩ଶ

ଜାତୀୟ ସୁରକ୍ଷା ଉପରେ ବଡ଼ ବିପଦ!ନ୍ୟାସନାଲ ଇନଫରମେଟିକ୍ସ ସେଣ୍ଟରର କମ୍ପ୍ୟୁଟର ହ୍ୟାକ, ପ୍ରଧାନମନ୍ତ୍ରୀଙ୍କ ଠାରୁ…

ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ୧୮-୦୯-୨୦ :ସେପ୍ଟେମ୍ବର ଆରମ୍ଭରୁ ଚୀନ୍‌ ଦ୍ବାରା କରାଯାଇଥିବା ତଥ୍ୟ ଚୋରି ଘଟଣା ପରେ ଏବେ ଆଉ ଏକ ବଡ଼ ଖୁଲାସା ହୋଇଛି। ନ୍ୟାସନାଲ ଇନଫରମେଟିକ୍ସ ସେଣ୍ଟର (ଏନଆଇସି)ର ଅନେକ କମ୍ପ୍ୟୁଟରକୁ ହ୍ୟାକରଙ୍କ ଦ୍ୱାରା ହ୍ୟାକ୍ କରାଯାଇଥିବା ଜଣା ପଡ଼ିଛି |

ଦେଶରେ ଆସନ୍ତା ବର୍ଷ ପ୍ରାରମ୍ଭରେ ଉପଲବ୍ଧ ହେବ କୋଭିଡ-୧୯ ଟିକା : ହର୍ଷ ବର୍ଦ୍ଧନ

ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ୧୮-୦୯-୨୦ : ଆସନ୍ତା ବର୍ଷ ଆରମ୍ଭ ସୁଦ୍ଧା ଦେଶରେ କୋଭିଡ-୧୯ ଟିକା ଉପଲବ୍ଧ ହେବ ବୋଲି ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରୀ ଡ଼କ୍ଟର ହର୍ଷବର୍ଦ୍ଧନ ଆଶା ପ୍ରକଟ କରିଛନ୍ତି। ସେ ସୂଚନା ଦେଇଛନ୍ତି ଯେ ତିନିଟି ଟିକା ପ୍ରାର୍ଥୀ
error: Content is protected !!
Open chat