Browsing Category
Llifestyle
ମୋଦି ମୋର ଭଲ ବନ୍ଧୁ, ଆମେରିକାର ଭାରତୀୟ ମାନେ ମୋତେ ହିଁ ଭୋଟ ଦେବେ : ଟ୍ରମ୍ପ
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୬/୦୯ : ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତୀୟ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ପ୍ରୟାସରତ ଅଛନ୍ତି । ମୋଦି ତାଙ୍କର ଭଲ ବନ୍ଧୁ ଏବଂ ଆମେରିକାର ଭାରତୀୟ ମାନେ ତାଙ୍କୁ ହିଁ ଭୋଟ କରିବେ ବୋଲି ଟ୍ରମ୍ପ ଶୁକ୍ରବାର ମତ ଦେଇଛନ୍ତି । ଆସନ୍ତା!-->…
ମହେନ୍ଦ୍ରଗିରିର ବିକାଶ ପାଇଁ କେନ୍ଦ୍ରକୁ ପ୍ରସ୍ତାବ ଦେବାକୁ ରାଜ୍ୟ ସରକାରଙ୍କୁ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ…
ପତ୍ର ଲେଖି ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡିଲେ କେନ୍ଦ୍ରମନ୍ତ୍ରୀ
– ସ୍ୱଦେଶ ଦର୍ଶନ ଯୋଜନାରେ ରାମାୟଣ ସର୍କିଟ ଅଧିନରେ କେନ୍ଦ୍ର ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରଣାଳୟକୁ ପ୍ରସ୍ତାବ ଦେବା ପାଇଁ ଅନୁରୋଧ
– ରାଜ୍ୟ ସରକାରଙ୍କୁ ଏଥିପାଇଁ ପ୍ରସ୍ତାବ ଦେବାକୁ ପୂର୍ବରୁ ଅନୁରୋଧ କରିଥିଲା!-->!-->!-->!-->!-->…
ହୋମ୍ ଆଇସୋଲେସନ୍ ପାଇଁ ନୂଆ ଏସ୍ଓପି ଜାରି କଲା ବିଏମ୍ସି
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ଵର ୦୬/୦୯: ଭୁବନେଶ୍ଵର ମହାନଗର ନିଗମ ଅଞ୍ଚଳରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ଚାଲିଛି। ଏହାକୁ ଦୃଷ୍ଟିରେ ରଖି ବିଏମ୍ସି ଅଞ୍ଚଳରେ ଥିବା ଆଇସୋଲେସନ୍ ବ୍ୟବସ୍ଥା ପାଇଁ ନୂଆ ଏସ୍ଓପି ଜାରି ହୋଇଛି। ଉଭୟ ହୋମ୍ ଓ ପେଡ୍ ଆଇସୋଲେସନ୍ ଉପରେ ବିଏମ୍ସି କଡ଼ା!-->…
୨୦୨୧ରେ ଭାରତର କିଛି ଅଞ୍ଚଳରେ ରହିବ କରୋନା ପ୍ରଭାବ: ଏମ୍ସ ମୁଖ୍ୟ ଡକ୍ଟର ରଣଦୀପ ଗୁଲେରିଆ
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୬/୦୯ : ଦେଶରେ ବଢ଼ୁଥିବା କରୋନା ଭୂତାଣୁ ସଂକ୍ରମଣ ଥମିବାର ନାଁ ନେଉ ନାହିଁ। ଆଜି ଭାରତରେ ମୋଟ କରୋନା ସଂକ୍ରମଣ ୪୦ଲକ୍ଷ ଅତିକ୍ରମ କରିଛି। ଏଥିସହିତ ୩୧ଲକ୍ଷରୁ ଅଧିକ କରୋନା ରୋଗୀ ମଧ୍ୟ ଆରୋଗ୍ୟ ଲାଭ କରିଛନ୍ତି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ!-->…
ଆଇସିଏମଆରର ନୂଆ ଗାଇଡଲାଇନ – ଏବେ ଇଛା କଲେ ବି ହେବ କରୋନା ଟେଷ୍ଟିଂ
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୬/୦୯ : କରୋନା ପରୀକ୍ଷଣ ନିୟମରେ କୋହଳ କରିବା ପାଇଁ ପରାମର୍ଶ ଦେଇଛନ୍ତି ଆଇସିଏମଆର। ଏବେ ଯେ କୌଣସି ବ୍ୟକ୍ତି ଚାହିଁଲେ ନିଜର କରୋନା ପରୀକ୍ଷଣ କରାଇପାରିବେ। କାରଣ ବିଭିନ୍ନ ଦେଶ ଓ ରାଜ୍ୟ ସେମାନଙ୍କ ପ୍ରବେଶ ପଥରେ କରୋନା ନେଗେଟିଭ୍ ରିପୋର୍ଟକୁ!-->…
ସାଂସଦ ସ୍ୱାମୀଙ୍କ ବିରୋଧରେ କୋର୍ଟ ଗଲେ ବର୍ଷା ପ୍ରିୟଦର୍ଶିନୀ: ଅନୁଭବଙ୍କ ଉପରେ ଘରୋଇ ହିଂସା ଓ ମାନସିକ ଅତ୍ୟାଚାର…
ଭୁବନେଶ୍ଵର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୫/୦୯: ସ୍ୱାମୀଙ୍କ ବିରୋଧରେ କୋର୍ଟ ଗଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ । ଘରୋଇ ହିଂସା ଓ ମାନସିକ ଅତ୍ୟାଚାର ଅଭିଯୋଗ ଆଣିଲେ ଅନୁଭବଙ୍କ ପତ୍ନୀ । କଟକ ଏସଡିଜେଏମ କୋର୍ଟରେ ଅଭିଯୋଗ କରିଛନ୍ତି ବର୍ଷା । ଏନେଇ ପ୍ରତିକ୍ରିୟା ରଖିଛନ୍ତି!-->…
ରାଜଗାଙ୍ଗପୁର: ନ୍ୟାସନାଲ ହ୍ୟୁମାନ ରାଇଟସ କମିଶନ ତରଫରୁ ଗୁରୁଦିବସ ଉପଲକ୍ଷେ ଅଞ୍ଚଳର ୧୭ ଜଣ ଶିକ୍ଷକ ଓ…
ରାଜଗାଙ୍ଗପୁର,(କଳିଙ୍ଗ ଜ୍ୟୋତି ବ୍ୟୁରୋ ଚିଫ ସୌମ୍ୟଜିତ ସ୍ୱାଇଁ),୦୫/୦୯ : ପ୍ରତି ବର୍ଷ ସେପ୍ଟେମ୍ବର ମାସ ୫ ତାରିଖକୁ ସମଗ୍ର ଦେଶରେ ଗୁରୁଦିବସ ରୂପେ ପାଳନ କରାଯାଏ। ଆଜି, ସେପ୍ଟେମ୍ବର ୫ ତାରିଖ, ସ୍ୱାଧୀନ ଭାରତର ପ୍ରଥମ ଉପ-ରାଷ୍ଟ୍ରପତି ତଥା ଭାରତର ଦ୍ୱିତୀୟ ରାଷ୍ଟ୍ରପତି ଓ ମହାନ ଶିକ୍ଷକ!-->…
ରାଜଧାନୀର ଦ୍ୱିତୀୟ ପର୍ଯ୍ୟାୟ ସେରୋ ସର୍ଭେ ରିପୋର୍ଟ : ୭୭ହଜାର ସଂକ୍ରମିତ, ୫.୧୫% ଲୋକଙ୍କ ଶରୀରରେ ଆଣ୍ଟିବଡ଼ି
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ଵର ୦୫/୦୯: ରାଜଧାନୀରେ ହୋଇଥିବା ଦ୍ୱିତୀୟ ପର୍ଯ୍ୟାୟ ସେରୋ ସର୍ଭେ ରିପୋର୍ଟ ଆସିଛି। ଆରଏମ୍ଆରସି ପକ୍ଷରୁ ବିଏମ୍ସିକୁ ରିପୋର୍ଟ ଦିଆଯାଇଛି। ଭୁବନେଶ୍ୱରରର ପ୍ରାୟ ୭୭ହଜାର ଲୋକେ ନିଜ ଅଜାଣତରେ ଆକ୍ରାନ୍ତ ହୋଇ ସୁସ୍ଥ ହୋଇ ସାରିଛନ୍ତି। ସହରରେ ସଂକ୍ରମଣ!-->…
ଯୁବତୀଙ୍କ ଜିଦ୍ ଆଗରେ ରେଳବାଇକୁ ମୁ୍ଣ୍ଡ ନୁଆଇବାକୁ ପଡ଼ିଲା:କେବଳ ଜଣେ ମହିଳା ଯାତ୍ରୀଙ୍କୁ ନେଇ ରାଞ୍ଚିରେ ପହଞ୍ଚିଲା…
କଳିଙ୍ଗ ଜ୍ୟୋତି ବ୍ୟୁରୋ ରାଞ୍ଚି ୦୫/୦୯ : ଆପଣ କେବେ ଶୁଣିଛନ୍ତି କି ଟ୍ରେନ୍ କେବଳ ଜଣେ ଯାତ୍ରୀଙ୍କୁ ନେଇ ଯାତ୍ରା କରୁଛି, ଯଦି ତାହା ସତ ନୁହେଁ ତେବେ ମାନି ନିଅନ୍ତୁ କି ଏହା ପ୍ରକୃତରେ ହୋଇଛି। ଦିଲ୍ଲୀ-ରାଞ୍ଚି ରାଜଧାନୀ ଟ୍ରେନ୍ କେବଳ ଜଣେ ମହିଳା ଯାତ୍ରୀଙ୍କୁ ନେଇ ଡାଲ୍ଟନଗଞ୍ଜରୁ ଆଣି!-->…
ଗୁରୁଦିବସ: ଅଜ୍ଞାନ ରୂପକ ଅନ୍ଧକାରକୁ ଦୂରେଇ ଜ୍ଞାନର ଆଲୋକ ପ୍ରଦାନ କରୁଥିବା ଗୁରୁଜୀଙ୍କୁ ଆବାହନ କରିବାର ଦିନଟିଏ ।
କଳିଙ୍ଗ ଜ୍ୟୋତି ବ୍ୟୁରୋ,୦୫/୦୯ : ଗୁରୁଦିବସ ଏକ ଶୁଭ ଓ ପବିତ୍ର ଦିବସ । ଗୁରୁ ହେଉଛନ୍ତି ଏପରି ଏକ ବ୍ୟକ୍ତି ଯେ ଅଜ୍ଞାନ ରୂପକ ଅନ୍ଧକାରକୁ ଦୂରେଇ ଜ୍ଞାନର ଆଲୋକ ପ୍ରଦାନ କରନ୍ତି। ସମାଜର ଏକ ବିଶେଷ ଭାର ବହନ କରୁଥିବା ବ୍ୟକ୍ତିତ୍ୱ ହେଉଛନ୍ତି ଗୁରୁ। ତାଙ୍କୁ ସମ୍ମାନ ପ୍ରଦାନ କରିବା ହେଉଛି!-->…