Browsing Category

Llifestyle

‘ପବ୍‌ଜି’ ନିଷିଦ୍ଧ ହେବା ପରେ ଅକ୍ଷୟ କୁମାର ଘୋଷଣା କଲେ ଆତ୍ମନିର୍ଭର ମଲ୍ଟିପ୍ଲେୟାର୍‌ ଗେମ୍ ‘ଫୌଜି’

କଳିଙ୍ଗ ଜ୍ୟୋତି ବ୍ୟୁରୋ ମୁମ୍ବାଇ ୦୫/୦୯ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆତ୍ମନିର୍ଭର ଭାରତ ଅଭିଯାନକୁ ସମର୍ଥନ  କରି ଶୁକ୍ରବାର ଦିନ ଅଭିନେତା ଅକ୍ଷୟ କୁମାର ପ୍ରସ୍ତୁତି ଚାଲିଥିବା ମଲ୍ଟିପ୍ଲେୟାର୍‌ ଗେମ୍ ‘ଫୌଜି’ ବିଷୟରେ ଘୋଷଣା କରିଛନ୍ତି। ଅକ୍ଷୟ କୁମ‌ାର ଏହି

ଆଜି ପ୍ରକାଶ ପାଇବ ଯୁକ୍ତ୨ କଳା ରେଜଲ୍ଟ

କଳିଙ୍ଗ ଜ୍ୟୋତି ବ୍ୟୁରୋ,୦୫/୦୯ ଭୁବନେଶ୍ୱର - ଆଜି ,ଶନିବାର ଅପରାହ୍ନ ୪ଟାରେ ଯୁକ୍ତ୨ କଳା ଓ ଧନ୍ଦାମୂଳକବିଭାଗ ପରୀକ୍ଷା ଫଳପ୍ରକାଶ ପାଇବ । ଛାତ୍ରଛାତ୍ରୀମାନେ ପରିଷଦର ୱେବ୍‌ ସାଇଟ୍‌ ରେ ସେମାନଙ୍କ ପରୀକ୍ଷା ଫଳ ଜାଣି ପାରିବେ । ଛାତ୍ରଛାତ୍ରୀମାନେ www.orissaresults.in ୱେବ୍‌

କଙ୍ଗନା ରଣାୱତଙ୍କର ମୁମ୍ବାଇରେ ରହିବାର କୌଣସି ଅଧିକାର ନାହିଁ – ମହାରାଷ୍ଟ୍ର ଗୃହମନ୍ତ୍ରୀ ଅନିଲ ଦେଶମୁଖ

କଳିଙ୍ଗ ଜ୍ୟୋତି ବ୍ୟୁରୋ ମୁମ୍ବାଇ ୦୫/୦୯ : ବଲିଉଡ ଅଭିନେତ୍ରୀ କଙ୍ଗନା ରଣାୱତ ଗୋଟାଏ ପରେ ଗୋଟାଏ ବିସ୍ପୋରକ ବୟାନ ପାଇଁ ସବୁବେଳେ ଚର୍ଚ୍ଚାରେ ରହିଆସିଛନ୍ତି। ଏବେ ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ପରେ କଙ୍ଗନା ଏବେ ଅଧିକ ସକ୍ରିୟ ହୋଇଯାଇଛନ୍ତି। ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ

ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନର ଆକଳନ: ଆସନ୍ତା ବର୍ଷ ମଧ୍ୟ ଭାଗ ପରେ ସାର୍ବଜନୀନ ହୋଇପାରେ କରୋନା ଟୀକା

ଜେନେଭା/ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୪/୦୯ : କରୋନା ସଂକ୍ରମଣ ବୃଦ୍ଧି ଜନିତ ଆଶଙ୍କା, କରୋନା ଟୀକା ଉଦ୍ଭାବନ ଆଶା ମଧ୍ୟରେ ନିରାଶାବାଣୀ ଶୁଣାଇଛି ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ । ଆସନ୍ତା ବର୍ଷ ମଧ୍ୟଭାଗ ପର୍ଯ୍ୟନ୍ତ କରୋନା ଟୀକା ମିଳିବା ଆଶା ନାହିଁ ବୋଲି କହିଛନ୍ତି

କରୋନା ପ୍ରଭାବ ଯୋଗୁଁ ଋଣ ଶୁଝି ପାରିନଥିବା ମାମଲାରେ ଗ୍ରାହକଙ୍କୁ ସୁପ୍ରିମକୋର୍ଟଙ୍କ ଆଶ୍ୱସ୍ତି, ଖାତାକୁ ବ୍ୟାଙ୍କ…

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୪/୦୯ : କରୋନା ମହାମାରୀ ପ୍ରଭାବ ଯୋଗୁଁ ଋଣ ଶୁଝି ପାରିନଥିବା ଗ୍ରାହକମାନଙ୍କୁ ସୁପ୍ରିମକୋର୍ଟ ବଡ଼ ଧରଣର ଆଶ୍ବସ୍ତି ପ୍ରଦାନ କରିଛନ୍ତି। ମୋରାଟୋରିଅମ ମାମଲାର ଶୁଣାଣି କରି କୋର୍ଟ ଆଜି ସ୍ପଷ୍ଟ କରିଛନ୍ତି ଯେ ଯେଉଁ ଗ୍ରାହକମାନେ ଅଗଷ୍ଟ ୩୧ ପର୍ଯ୍ୟନ୍ତ

ସଂକ୍ରମଣ ସଂଖ୍ୟା ପାଞ୍ଚ ରାଜ୍ୟରେ ଦେଶର ୬୨% ସକ୍ରିୟ ମାମଲା, ୭୦% ମୃତ୍ୟୁ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୪/୦୯ :ଦେଶର କରୋନା ସଂକ୍ରମଣ ସଂଖ୍ୟା ଗତ ସପ୍ତାହରେ ଦୈନିକ ହାରାହାରି ୬୦ ହଜାର ଟପିବାକୁ ବସିଛି । ତେବେ ପରିସଂଖ୍ୟାନ ଅନୁସାରେ ଦେଶରେ ମୋଟ ସଂକ୍ରମିତଙ୍କ ମଧ୍ୟରୁ ୬୨% ସକ୍ରିୟ ମାମଲା ଓ ୭୦% ମୃତ୍ୟୁ ୫ଟି ରାଜ୍ୟରେ ଘଟିଛି । ଏହି ରାଜ୍ୟଗୁଡ଼ିକ

ହନି ଟ୍ରାପ୍ ମାମଲାର ମହିଳା କଏଦୀଙ୍କ ସହ ଜେଲରଙ୍କ ଫଟୋ ଭାଇରାଲ, ତଦନ୍ତ ପାଇଁ ନିଜେ ଗଲେ ଭୋପାଳ ଡିଆଇଜି

କଳିଙ୍ଗ ଜ୍ୟୋତି ବ୍ୟୁରୋ ଇନ୍ଦୋର ୦୪/୦୯ : ମଧ୍ୟ ପ୍ରଦେଶର ଚର୍ଚ୍ଚିତ ହନି ଟ୍ରାପ୍ ମାମଲାରେ ଜେଲରେ ସଜା କାଟୁଥିବା ମହିଳା ଅଭିଯୁକ୍ତ ଶ୍ବେତା ଓ ଜେଲରଙ୍କ ସାକ୍ଷାତ ବେଳର ଫଟୋ ଭାଇରାଲ। ପୂର୍ବରୁ ଥଣ୍ଡା ପଡିଯାଇଥିବା ଏହି ମାମଲାରେ ପୁଣିଥରେ ଚର୍ଚ୍ଚାର ପରିସରକୁ ଆସିଛି। ସୋସିଆଲ ମିଡିଆରେ

ଐତିହାସିକ ଛବିରାଣୀ ହତ୍ୟାକାଣ୍ଡର ନିର୍ଭିକ ରାୟ ପ୍ରକାଶ କରିଥିବା ପୂର୍ବତନ ଜିଲ୍ଲା ଜଜ ସ୍ୱର୍ଗତ କୃଷ୍ଣଚନ୍ଦ୍ର କରଙ୍କ…

କେନ୍ଦ୍ରାପଡା,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୪/୦୯ : ଐତିହାସିକ ଛବିରାଣୀ ହତ୍ୟାକାଣ୍ଡର ନିର୍ଭିକ ରାୟ ପ୍ରକାଶ କରିଥିବା ପୂର୍ବତନ ଜିଲ୍ଲା ଜଜ ସ୍ୱର୍ଗତ କୃଷ୍ଣଚନ୍ଦ୍ର କରଙ୍କ ସ୍ମୃତିସଭା ସ୍ଥାନୀୟ କେନ୍ଦ୍ରାପଡା ପବ୍ଲିକ ରିଡିଂ ରୁମ୍‌ ପରିସରରେ ଗତ ବୁଧବାର ଦିିିିନ ଅନୁଷ୍ଠିତ ହୋଇଯାଇଛି ।

ସେପ୍ଟେମ୍ବର ୫ ତାରିଖ ଅପରାହ୍ନ ୪ଟାରେ ଯୁକ୍ତ୨ କଳା ଓ ଧନ୍ଦାମୂଳକ ବିଭାଗ ପରୀକ୍ଷା ଫଳ ପ୍ରକାଶ ପାଇବ: ବିଦ୍ୟାଳୟ ଓ…

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ଵର ୦୩/୦୯: ସେପ୍ଟେମ୍ବର ୫ ତାରିଖ ଅପରାହ୍ନ ୪ଟାରେ ଯୁକ୍ତ୨ କଳା ଓ ଧନ୍ଦାମୂଳକ ବିଭାଗ ପରୀକ୍ଷା ଫଳପ୍ରକାଶ ପାଇବ ବୋଲି ସୂଚନା ମିଳିଛି। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଆଜି ଯୁକ୍ତ୨ କଳା

ଡବ୍ଲୁଏଚଓ ଜାରି କଲା ଆଡଭାଇଜରୀ : ଗୁରୁତର କରୋନା ରୋଗୀଙ୍କ ଜୀବନ ବଞ୍ଚାଇ ପାରିବ ଷ୍ଟେରଏଡ୍

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୩/୦୯ : ସାରା ବିଶ୍ବରେ କରୋନା ଭାଇରସ୍ ସଂକ୍ରମଣ ମାମଲାର ଗ୍ରାଫ୍ ବଢିବାରେ ଲାଗିଛି। ଭାରତ, ଆମେରିକା ସହିତ ବହୁ ଦେଶ ଏଥିରେ କବଳିତ ହୋଇଛି। ଏହାର ଚିକିତ୍ସା ପାଇଁ ବୈଜ୍ଞାନିକମାନେ ଔଷଧ ଓ ଟିକା ବିକଶିତ କରିବାରେ ଲାଗିଛନ୍ତି। ଏହା ଭିତରେ ଏକ
error: Content is protected !!
Open chat