Browsing Category

Llifestyle

ଘରୋଇ ଏଲପିଜି ସିଲିଣ୍ଡରର ମୂଲ୍ୟ ୨୫.୫ ଟଙ୍କା ବୃଦ୍ଧି

ଭୁବନେଶ୍ୱର/ନୂଆଦିଲ୍ଲୀ ୦୧/୦୭/୨୦୨୧ କଳିଙ୍ଗ ଜ୍ଯୋତି : ତୈଳ ମାର୍କେଟିଂ କମ୍ପାନୀଗୁଡିକ ଘରୋଇ ଏଲପିଜି ସିଲିଣ୍ଡରର ମୂଲ୍ୟ ୧୪.୨ କିଲୋଗ୍ରାମ ସିଲିଣ୍ଡର ପିଛା ୨୫.୫ ଟଙ୍କା ବୃଦ୍ଧି କରିଛନ୍ତି। ଯାହା ଆଜି ଠାରୁ ଲାଗୁ ହେବ। ମୁମ୍ବଇ ଏବଂ ଦିଲ୍ଲୀରେ ରନ୍ଧନ ଗ୍ୟାସ ୧୪.୨ କିଲୋଗ୍ରାମ ସିଲିଣ୍ଡର…

ଅଧିକ ତାଲାବନ୍ଦ ହେଲେ ବ୍ୟବସାୟ, ନିଯୁକ୍ତି ଓ ଅର୍ଥନୀତି ବିଧ୍ୱସ୍ତ ହୋଇଯିବ- ରାହୁଲ ବଜାଜ

ନୂଆଦିଲ୍ଲୀ ୦୧/୦୭/୨୦୨୧ କଳିଙ୍ଗ ଜ୍ଯୋତି : କୋଭିଡ-୧୯ ମହାମାରୀକୁ ନିୟନ୍ତ୍ରଣ କରିବାକୁ ଘୋଷଣା କରାଯାଉଥିବା ତାଲାବନ୍ଦ ଦ୍ୱାରା ବ୍ୟବସାୟ, ନିଯୁକ୍ତି ଏବଂ ସମୁଦାୟ ଅର୍ଥନୀତି ନଷ୍ଟ ହେଉଛି । କରୋନା ଭୂତାଣୁ ସଂକ୍ରମଣକୁ ସଠିକ ଭାବରେ ନିୟନ୍ତ୍ରଣ ନକରି ଏଭଳି ତାଲାବନ୍ଦ କରାଗଲେ ତାହା…

୨ରୁ ୧୭ ବର୍ଷ ପିଲାଙ୍କ ଉପରେ କୋଭୋଭାକ୍ସ ଟିକା ପରୀକ୍ଷଣକୁ ମନା କଲେ ସରକାର

ନୂଆଦିଲ୍ଲୀ ୦୧/୦୭/୨୦୨୧ କଳିଙ୍ଗ ଜ୍ଯୋତି : ଦେଶରେ ୨ରୁ ୧୭ ବର୍ଷ ବୟସର ପିଲାଙ୍କ ଠାରେ କୋଭିଡ-୧୯ ଟିକା କୋଭୋଭାକ୍ସର ୨ୟ ଏବଂ ୩ୟ ପର୍ଯ୍ୟାୟ ପରୀକ୍ଷଣ କରିବାକୁ କରାଯାଇଥିବା ଆବେଦନକୁ କେନ୍ଦ୍ର ସରକାର ଅଗ୍ରାହ୍ୟ କରିଦେଇଛନ୍ତି । ସେରମ୍‍ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆ ପକ୍ଷରୁ ଏଥିପାଇଁ ଭାରତର…

ମଡର୍ଣ୍ଣା ଟିକା ଆମଦାନୀ ପାଇଁ ମିଳିଲା ଅନୁମତି

ନୂଆଦିଲ୍ଲୀ ୨୯/୦୬/୨୦୨୧ କଳିଙ୍ଗ ଜ୍ଯୋତି : ଆମେରିକୀୟ କମ୍ପାନୀ ମଡର୍ଣ୍ଣା ଦ୍ୱାରା ପ୍ରସ୍ତୁତ କରୋନା ଟିକାର ଜରୁରୀକାଳୀନ ବ୍ୟବହାର ପାଇଁ ଡ୍ରଗ୍ସ କଣ୍ଟ୍ରୋଲର ଜେନେରାଲ ଅଫ୍ ଇଣ୍ଡିଆ(ଡିସିଜିଆଇ) ମଙ୍ଗଳବାର ଅନୁମତି ପ୍ରଦାନ କରିଛନ୍ତି। ମୁମ୍ବଇ ସ୍ଥିତ ଫାର୍ମା କମ୍ପାନୀ ସିପ୍ଲା ଏଣିକି ଏହି…

ସଂକ୍ରମଣ ବଢିଲେ ଆଉଥରେ ହୋଇପାରେ ଲକ୍‌ଡାଉନ୍‌! ଡେଲ୍ଟା ପ୍ଲସ୍‌ ଆକ୍ରାନ୍ତଙ୍କ ପାଖ ଦେଇ ଗଲେ ବି ହୋଇପାରନ୍ତି ସଂକ୍ରମିତ…

ନୂଆଦିଲ୍ଲୀ ୨୬/୦୬/୨୦୨୧ କଳିଙ୍ଗ ଜ୍ଯୋତି : ଡେଲ୍ଟାପ୍ଲସ ଆକ୍ରାନ୍ତଙ୍କ ପାଖ ଦେଇ ଚାଲିକରି ଗଲେ ସଂକ୍ରମିତ ହେବାର ସମ୍ଭାବନା ରହିଛି ବୋଲି ଏମସ୍‌ର ନିର୍ଦ୍ଦେଶକ ଡାକ୍ତର ଗୁଲେରିଆ ପ୍ରକାଶ କରିଛନ୍ତି । ଏହା ଏକ ନୂଆ ମ୍ୟୁଟେସନ୍‌ । ଅନ୍ୟ ପ୍ରତିରୂପ ଅପେକ୍ଷା ଏହା ଦ୍ରୁତଗତିରେ ବ୍ୟାପୁଥିବା…

କୋଭାକ୍ସିନ ଓ କୋଭିସିଲ୍ଡ ଟିକା ସବୁ ଭାରିଆଣ୍ଟ ପ୍ରତି ଫଳପ୍ରଦ-ଆରଏମଆରସି

ଭୁବନେଶ୍ବର ୨୫/୦୬/୨୦୨୧ କଳିଙ୍ଗ ଜ୍ଯୋତି : କରୋନା ଟିକା କୋଭାକ୍ସିନ ଓ କୋଭିସିଲ୍ଡ ସବୁ ଭାରିଆଣ୍ଟ ପ୍ରତି ଫଳପ୍ରଦ ବୋଲି ଭାରତୀୟ ଆର୍ୟୁବିଜ୍ଞାନ ଗବେଷଣା ପରିଷଦ (ଆସିଏମ୍‌ଆର) ମୁଖ୍ୟ ବଳରାମ ଭାର୍ଗବଙ୍କ ସୂଚନା ଦେଇଛନ୍ତି। କୋଭାକ୍ସିନ ଓ କୋଭିସିଲ୍ଡ ଟିକା କୋଭିଡର ସମସ୍ତ ଭାରିଆଣ୍ଟକୁ ମାତ୍…

ଶିଶୁଙ୍କୁ କରୋନାରୁ ରୋକିବ ମିଳିମିଳା ଟିକା

ନୂଆଦିଲ୍ଲୀ ୨୪/୦୬/୨୦୨୧ କଳିଙ୍ଗ ଜ୍ଯୋତି : ମିଳିମିଳା ଟିକା ଶିଶୁଙ୍କୁ କରୋନା ଭୂତାଣୁ ସଂକ୍ରମଣରୁ ରୋକିପାରିବ ବୋଲି ବିଶେଷଜ୍ଞମାନେ କହିଛନ୍ତି। ଏ ସମ୍ପର୍କରେ ହୋଇଥିବା ଏକ ଅନୁଧ୍ୟାନର ତଥ୍ୟ ଅନୁଯାୟୀ ମିଳିମିଳା ଟିକା କରୋନା ଭୂତାଣୁ ବା ସାର୍ସ-ସିଓଭି-୨ ବିରୋଧରେ ୮୭.୫% ପ୍ରଭାବୀ।…

‘ଡେଲ୍‌ଟା+’ ସମ୍ଭାବ୍ୟ ୩ୟ ପ୍ରବାହର କାରଣ ହେବ ବୋଲି କୌଣସି ପ୍ରମାଣ ନାହିଁ: ବିଶେଷଜ୍ଞ

ନୂଆଦିଲ୍ଲୀ ୨୪/୦୬/୨୦୨୧ କଳିଙ୍ଗ ଜ୍ଯୋତି : ‘ଡେଲ୍‌ଟା+ ଭେରିଆଣ୍ଟ୍‌’ ସମ୍ଭାବ୍ୟ ୩ୟ କୋଭିଡ୍ ସଂକ୍ରମଣ ପ୍ରବାହର କାରଣ ହେବ ବୋଲି କୌଣସି ପ୍ରମାଣ ନ ଥିବା କଥା ଭାରତର ଜଣେ ଶୀର୍ଷସ୍ତରୀୟ ଚିକିତ୍ସକ ତଥା ଗୁଣସୂତ୍ର-କ୍ରମ ନିର୍ଦ୍ଧାରକ ଡାକ୍ତର ଅନୁରାଗ ଅଗ୍ରୱାଲ୍‌ କହିଛନ୍ତି। ସମ୍ପ୍ରତି…

‘ଶିଶୁଙ୍କୁ ଲୋଡ଼ା ନାହିଁ କରୋନା ଟିକା’

ନୂଆଦିଲ୍ଲୀ ୨୪/୦୬/୨୦୨୧ କଳିଙ୍ଗ ଜ୍ଯୋତି : ଦେଶରେ କରୋନା ଭୂତାଣୁ ସଂକ୍ରମଣର ତୃତୀୟ ଲହର ଖୁବ୍‌ଶୀଘ୍ର ଆସିବାକୁ ଯାଉଛି। ଏ ସମ୍ପର୍କରେ ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ସତର୍କ କରାଇସାରିଲେଣି। ସମ୍ଭବତଃ ୪ରୁ ୬ ସପ୍ତାହ ମଧ୍ୟରେ ଏହି ଲହର ଆସିବ ବୋଲି ପୂର୍ବାନୁମାନ କରାଯାଇଛି। କରୋନାର ଏହି…

ଇଣ୍ଡିଗୋ ଏୟାର ଲାଇନ୍ସର ‘ଭ୍ୟାକ୍ସି ଫେୟାର’ଅଫର: ଟିକା ନିଅନ୍ତୁ, ଟିକେଟରେ ୧୦% ରିହାତି ପାଆନ୍ତୁ

ନୂଆଦିଲ୍ଲୀ ୨୩/୦୬/୨୦୨୧ କଳିଙ୍ଗ ଜ୍ଯୋତି : ଦେଶରେ ବଢିଚାଲିଥିବା କରୋନା ସଂକ୍ରମଣକୁ ରୋକିବାକୁ ଟିକା ହିଁ ଏକମାତ୍ର ମାଧ୍ୟମ ବୋଲି ବିଶେଷଜ୍ଞମାନେ ମତ ଦେଇଛନ୍ତି । ହେଲେ ଟିକାକୁ ନେଇ ଅନେକ ଗୁଜବ ଉଠିବା ପରେ କିଛି ଲୋକଙ୍କ ମନରେ ଟିକାକୁ ନେଇ ସନ୍ଦେହ ସୃଷ୍ଟି ହୋଇଛି । ଲୋକଙ୍କୁ ଟିକା…
error: Content is protected !!
Open chat