Browsing Category
Llifestyle
ସେପ୍ଟେମ୍ବରରୁ ୨ ବର୍ଷରୁ ଅଧିକ ବୟସର ପିଲାଙ୍କ ପାଇଁ ମିଳିବ କୋଭାକ୍ସିନ ଟିକା
ନୂଆଦିଲ୍ଲୀ ୨୩/୦୬/୨୦୨୧ କଳିଙ୍ଗ ଜ୍ଯୋତି : ଦେଶରେ କୋଭିଡ ଟିକାକରଣ ଅଭିଯାନକୁ ବ୍ୟାପକ କରାଯାଇଥିବାବେଳେ ପିଲାଙ୍କ ପାଇଁ କୋଭିଡ ଟିକା ସେପ୍ଟେମ୍ବର ସୁଦ୍ଧା ଉପଲବ୍ଧ ହେବା ଆଶା କରାଯାଉଛି। ଭାରତ ବାୟୋଟେକ୍ ପକ୍ଷରୁ ପିଲାଙ୍କ ପାଇଁ କୋଭାକ୍ସିନ ଟିକା ପ୍ରସ୍ତୁତି ଚାଲିଛି। ସେପ୍ଟେମ୍ବର!-->…
ଚଳିତ ବର୍ଷ ସେପ୍ଟେମ୍ବର-ଅକ୍ଟୋବର ବେଳକୁ ଆସିବ କରୋନାର ତୃତୀୟ ଲହର: ଆଇଆଇଟି କାନପୁର ଅଧ୍ୟୟନ
ନୂଆଦିଲ୍ଲୀ ୨୧/୦୬/୨୦୨୧ କଳିଙ୍ଗ ଜ୍ଯୋତି ବ୍ଯୁରୋ : ଚଳିତ ବର୍ଷ ସେପ୍ଟେମ୍ବର-ଅକ୍ଟୋବର ବେଳକୁ ଆସିବ କରୋନାର ତୃତୀୟ ଲହର । ଆଇଆଇଟି କାନପୁର କରିଥିବା ଅଧ୍ୟୟନରୁ ଏହା ଜଣାପଡିଛି।ପ୍ରଫେସର ରାଜେଶ ରଂଜନ ଏବଂ ମହେନ୍ଦ୍ର ବର୍ମାଙ୍କ ଦ୍ୱାରା ଏହି ଅଧ୍ୟୟନ କରାଯାଇଥିଲା । ତୃତୀୟ ଲହର ଖୁବ ଶୀଘ୍ର!-->…
ଅନ୍ତର୍ଜାତୀୟ ଯୋଗ ଦିବସ : ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଏମ ଯୋଗ ଆପ୍ ର ଶୁଭାରମ୍ଭ
ନୂଆଦିଲ୍ଲୀ ୨୧/୦୬/୨୦୨୧ କଳିଙ୍ଗ ଜ୍ଯୋତି ବ୍ଯୁରୋ : ଆଜି ଅନ୍ତର୍ଜାତୀୟ ଯୋଗ ଦିବସ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସମଗ୍ର ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ଦେଶ ତଥା ସାରା ବିଶ୍ୱରେ କରୋନା ମହାମାରୀର କାୟା ବର୍ତ୍ତମାନ ମଧ୍ୟ ଜାରି ରହିଛି। ମହାମାରୀର ୨ୟ ତରଙ୍ଗରେ!-->…
ସତ୍ୟ ନାଡେଲା ମାଇକ୍ରୋସଫ୍ଟ ଚେୟାରମ୍ୟାନ ନିଯୁକ୍ତ
ୱାଶିଂଟନ: ଭାରତ ଜନ୍ମିତ ସତ୍ୟ ନାଡେଲା ମାଇକ୍ରୋସଫ୍ଟ କର୍ପୋରେସନର ନୂଆ ଚେୟାରମ୍ୟାନ ଭାବେ ନିଯୁକ୍ତ ହୋଇଛନ୍ତି। ସେ ଏହାର ଚିଫ ଏକଜିକ୍ୟୁଟିଭ ଅଫିସର (ସିଇଓ) ଭାବେ କାର୍ଯ୍ୟ କରୁଥିଲେ। ପୂର୍ବରୁ ମାଇକ୍ରୋସଫ୍ଟର ଚେୟାରମ୍ୟାନ ଥିବା ଜନ୍ ଥମ୍ପସନଙ୍କ ସ୍ଥାନରେ ନାଡେଲାଙ୍କୁ ନୂତନ ନିଯୁକ୍ତି!-->…
ଜୁଲାଇ ୩୧ ସୁଦ୍ଧା ସିବିଏସଇ ପରୀକ୍ଷା ଫଳ ଘୋଷଣା
ନୂଆଦିଲ୍ଲୀ ୧୭/୦୬/୨୦୨୧ କଳିଙ୍ଗ ଜ୍ଯୋତି : କୋଭିଡ-୧୯ର ଦ୍ୱିତୀୟ ଲହର କାରଣରୁ ସରକାର ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ସିବିଏସଇ ଦଶମ, ଏକାଦଶ ଓ ଦ୍ୱାଦଶ ପରୀକ୍ଷା ବାତିଲ କରିଥିଲେ। ଛାତ୍ରଛାତ୍ରୀଙ୍କର ମେଧାକୁ ଭିତ୍ତିକରି ପରୀକ୍ଷା ଫଳ ପ୍ରକାଶ କରାଯିବାକୁ!-->…
କୋଭାକ୍ସିନ ଉତ୍ପାଦନରେ ବାଛୁରୀ ସିରମ ବ୍ୟବହାର କରାଯାଉନାହିଁ : ସରକାର
ନୂଆଦିଲ୍ଲୀ ୧୬/୦୬/୨୦୨୧ କଳିଙ୍ଗ ଜ୍ଯୋତି ବ୍ଯୁରୋ : କରୋନା ଟିକା କୋଭାକ୍ସିନ ପ୍ରସ୍ତୁତିରେ କଣ ବାଛୁରୀ ସିରମ (ରକ୍ତ ନମୁନା) ବ୍ୟବହାର ହେଉଛି ? ଏପରି ଏକ ପ୍ରଶ୍ନ ସାରା ଦେଶରେ ଏବେ ଚର୍ଚ୍ଚାର ବିଷୟ ହୋଇଛି ?
କୋଭାକ୍ସିନ ପ୍ରସ୍ତୁତିରେ କଅଁଳା ବାଛୁରୀର ରକ୍ତ ବ୍ୟବହାର କରାଯାଉଥିବା!-->!-->!-->…
ରାଜ୍ୟରେ ଆଗାମୀ ୨ ସପ୍ତାହ ତାଲାବନ୍ଦ ଆଂଶିକ କୋହଳ
ସଂକ୍ରମଣ କମିଥିବା ୧୭ ଜିଲାରେ ସକାଳ ୭ ରୁ ସନ୍ଧ୍ୟା ୫ ଯାଏଁ କୋହଳ
ଭୁବନେଶ୍ୱର ୧୬/୦୬/୨୦୨୧ କଳିଙ୍ଗ ଜ୍ଯୋତି ବ୍ଯୁରୋ : ରାଜ୍ୟରେ ସମସ୍ତ ଜିଲାରେ ତାଲାବନ୍ଦ ଆଂଶିକ ଭାବେ ୧୪ ଦିନ ପାଇଁ ଘୋଷଣା କରାଯାଇଛି। ୧୭ ଜୁନ ସକାଳ ୫ଟାରୁ ଜୁଲାଇ ୧ ସକାଳ ୫ଟା ଯାଏଁ ଏହି ତାଲାବନ୍ଦ ଲାଗୁ ହେବ।!-->!-->!-->…
ଆଜିଠାରୁ ହଲମାର୍କ ସୁନା ବାଧ୍ୟତାମୂଳକ, ପ୍ରଥମେ ୨୫୬ଟି ଜିଲ୍ଲାରେ ଲାଗୁ ହେବ
ନୂଆଦିଲ୍ଲୀ ୧୬/୦୬/୨୦୨୧ କଳିଙ୍ଗ ଜ୍ଯୋତି ବ୍ଯୁରୋ : ଦେଶରେ ଆଜିଠାରୁ ସୁନା ଗହଣା ଓ ଅନ୍ୟାନ୍ୟ ସୁନା ସାମଗ୍ରୀ ଉପରେ ହଲମାର୍କିଂକୁ ବାଧ୍ୟତାମୂଳକ କରାଯାଇଛି । ଗତ କାଲି କେନ୍ଦ୍ର ଖାଉଟି ବ୍ୟାପାର ମନ୍ତ୍ରାଳୟ ପକ୍ଷରୁ ଏକ ପ୍ରେସ ବିଜ୍ଞପ୍ତି ଜାରି କରି ଏ ସମ୍ପର୍କରେ ଘୋଷଣା କରାଯାଇଥିଲା ।
!-->!-->…
ରାମ ମନ୍ଦିର ନିର୍ମାଣ ପାଇଁ ବର୍ଷୁଛି ଟଙ୍କା, ୫୦୦ କୋଟିର କରାଗଲା ଫିକ୍ସଡ଼ ଡିପୋଜିଟ
ନୂଆଦିଲ୍ଲୀ ୧୩/୦୬/୨୦୨୧ କଳିଙ୍ଗ ଜ୍ଯୋତି ବ୍ଯୁରୋ : ଅଯୋଧ୍ୟାର ରାମ ଜନ୍ମଭୂମି ପରିସରରେ ହେବାକୁ ଥିବା ରାମ ଜନ୍ମଭୂମି ମନ୍ଦିର ନିର୍ମାଣ ଆରମ୍ଭ ହୋଇଯାଇଥିବାବେଳେ ଏଥିପାଇଁ ଟଙ୍କା ବର୍ଷା ହେବାରେ ଲାଗିଛି | କୁହାଯାଉଛି ଯେ କେବଳ ମନ୍ଦିର ନିର୍ମାଣ ପାଇଁ ସାରା ଦେଶରେ ଆରମ୍ଭ ହୋଇଥିବା!-->…
ହଜ୍ ଯାତ୍ରା ପାଇଁ ଗାଇଡ୍ଲାଇନ୍ ଜାରି ; ୬୫ ବର୍ଷରୁ କମ ଓ ଟୀକା ନେଇଥିବା ବ୍ୟକ୍ତି ଯାଇପାରିବେ
ଦୁବାଇ ୧୧/୦୬/୨୦୨୧ କଳିଙ୍ଗ ଜ୍ଯୋତି ବ୍ଯୁରୋ : ହଜ୍ ଯାତ୍ରା ପାଇଁ ଗାଇଡ୍ଲାଇନ୍ ଜାରୀ କରିଛି ସଉଦି ଅରବ। ଗାଇଡ୍ ଲାଇନ୍ ଆନୁସାରେ ଚଳିତ ଥର ବିଦେଶ ହଜ୍ ଯାତ୍ରୀଙ୍କୁ ମନା ହୋଇଥିବା ବେଳେ ମାତ୍ର ୬୦ ହଜାର ଶ୍ରଦ୍ଧାଳୁଙ୍କୁ ପବିତ୍ର ହଜ୍ ପାଇଁ ଅନୁମତି ମିଳିଛି। ଅନୁମୋଦିତ ସମସ୍ତ!-->…