Browsing Category
Llifestyle
୭୪ତମ ସ୍ଵାଧୀନତା ଦିବସ ଅବସରରେ ଦେଶବାସୀଙ୍କୁ କେନ୍ଦ୍ର ସ୍ଵରାଷ୍ଟ୍ର ମନ୍ତ୍ରୀ ଶ୍ରୀ ଅମିତ ଶାହଙ୍କ ଶୁଭେଚ୍ଛା
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୬/୦୮ : ସ୍ଵାଧୀନତା ଦିବସ ଅବସରରେ ଦେଶବାସୀଙ୍କୁ କେନ୍ଦ୍ର ସ୍ଵରାଷ୍ଟ୍ର ମନ୍ତ୍ରୀ ଶ୍ରୀ ଅମିତ ଶାହ ଶୁଭେଚ୍ଛା ଜଣାଇଛନ୍ତି । ୭୪ତମ ସ୍ଵାଧୀନତା ଦିବସ ଅବସରରେ କେନ୍ଦ୍ର ସ୍ଵରାଷ୍ଟ୍ର ମନ୍ତ୍ରୀ ତାଙ୍କ ନୂଆଦିଲ୍ଲୀସ୍ଥିତ ବାସଭବନରେ ଜାତୀୟ ପତାକା ଉତ୍ତୋଳନ!-->…
୭୪ତମ ସ୍ଵାଧୀନତା ଦିବସ ଅବସରରେ ଦେଶବାସୀଙ୍କୁ କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ବାଷ୍ପ ଏବଂ ଇସ୍ପାତ ମନ୍ତ୍ରୀ ଶ୍ରୀ…
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୬/୦୮ : କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ବାଷ୍ପ ଏବଂ ଇସ୍ପାତ ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ୭୪ତମ ସ୍ଵାଧୀନତା ଦିବସ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
!-->!-->!-->!-->!-->…
ଅଗଷ୍ଟ ଶେଷ ସୁଦ୍ଧା ବଜାରକୁ ଆସିବ ରୁଷ୍ ଉତ୍ପାଦିତ କୋଭିଡ୍-୧୯ ଟିକା “ସ୍ପୁଟ୍ନିକ୍-୫” : ରିପୋର୍ଟ
ନୁଆଦିଲ୍ଲୀ / ମସ୍କୋ: କୋଭିଡ୍-୧୯ ସଂକ୍ରମଣରୁ ରକ୍ଷା ପାଇବାକୁ ରୁଷ୍ ନୂଆ ଟିକା ଉତ୍ପାଦନ ଆରମ୍ଭ କରିଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ଠାରୁ ସୂଚନା ପାଇ ‘ଇଣ୍ଟର୍ଫ୍ୟାକ୍ସ’ ନିଉଜ୍ ଏଜେନ୍ସି ଶନିବାର ଦିନ ରିପୋର୍ଟ କରିଛି।ରୁଷ୍ କହିଛି ଯେ, ମସ୍କୋର ଗାମାଲେୟା ଇନ୍ଷ୍ଟିଚ୍ୟୁଟ୍!-->…
‘ଏୟାର ଇଣ୍ଡିଆ ୱାନ୍’ : ଆମେରିକା ନିର୍ମିତ ଅବିଶ୍ୱସନୀୟ ସୁରକ୍ଷା ବ୍ୟବସ୍ଥା ସଜ୍ଜିତ – ଭାରତର ପ୍ରଧାନମନ୍ତ୍ରୀ…
ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୬/୦୮ : ‘ଏୟାର ଫୋର୍ସ ୱାନ’ ବିଶ୍ବର ଶକ୍ତିଶାଳୀ ବିମାନ ମଧ୍ୟରେ ଅନ୍ୟତମ ଅଟେ। ତେବେ ଏହାରି ମଧ୍ୟରେ ଭାରତ ମଧ୍ୟ ଆମେରିକାର ‘ଏୟାର ଫୋର୍ସ ୱାନ’ ସମକକ୍ଷ ଦୁଇଟି ବିମାନ ପାଇବାକୁ ଯାଉଛି। ଯେଉଁଥିରୁ ଗୋଟିଏ ଭାରତର ପ୍ରଧାନମନ୍ତ୍ରୀ ଗସ୍ତ ପାଇଁ!-->…
ସୁନ୍ଦରଗଡ଼: ଶିଶୁଙ୍କ ପୋଷଣ ପାଇଁ ଅଙ୍ଗନବାଡ଼ି ମାଧ୍ୟମରେ “ମାଣ୍ଡିଆ ଲଡୁ” ଓ “ସ୍ପିରୁଲିନା…
ସୁନ୍ଦରଗଡ଼,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୫/୦୮ : ସୁନ୍ଦରଗଡ଼ ଜିଲ୍ଲାରେ ଶିଶୁମାନଙ୍କ ପୁଷ୍ଟି ବିକାଶ ପାଇଁ ଅଙ୍ଗନବାଡ଼ି କେନ୍ଦ୍ର ମାଧ୍ୟମରେ ମାଣ୍ଡିଆ ଲଡୁ ଏବଂ ସ୍ପିରୁଲିନା ଚିକି ବଣ୍ଟନ ଆରମ୍ଭ ହୋଇଛି। ସ୍ୱାଧୀନତା ଦିବସ ପାଳନ ଅବସରରେ ସୁନ୍ଦରଗଡ଼ ଜିଲ୍ଲାରେ ଦୁଇଟି ଅଭିନବ କାର୍ଯ୍ୟକ୍ରମର!-->…
ସ୍ୱାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା – ‘ନ୍ୟାଶନାଲ୍ ଡିଜିଟାଲ୍ ହେଲ୍ଥ ମିଶନ’ –…
ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୫/୦୮ : ଆଜି ୭୪ ତମ ସ୍ୱାଧୀନତା ଦିବସ ପାଳନ ଅବସରରେ ଐତିହାସିକ ଲାଲକିଲ୍ଲାରୁ ଦେଶବାସୀଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବଡ଼ ଘୋଷଣା କରିଛନ୍ତି। ଡିଜିଟାଲ କାର୍ଯ୍ୟକୁ ଅଧିକ ତ୍ୱାରାନ୍ୱିତ କରିବା ପାଇଁ ମୋଦି ‘ନ୍ୟାଶନାଲ୍!-->…
ଭୁବନେଶ୍ୱର: ୭୪ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ – ୟୁନିଟ:୩ ପ୍ରଦର୍ଶନୀ ପଡ଼ିଆରେ ମୁଖ୍ୟମନ୍ତ୍ରୀ ନବୀନ…
ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୫/୦୮ : ମହାମାରୀ କରୋନା କାଳରେ ଆଜି ସମଗ୍ର ଦେଶରେ ୭୪ତମ ସ୍ୱାଧୀନତା ଦିବସ ପାଳନ କରାଯାଉଛି । ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳନ କରାଯାଇଛି । ୭୪ତମ ସ୍ୱାଧୀନତା ଦିବସ ଅବସରରେ ରାଜ୍ୟର ରାଜଧାନୀ ଭୁବନେଶ୍ବରର!-->…
କରୋନା କଟକଣା ମଧ୍ୟରେ ଆଜି ସାରା ଦେଶ ପାଳନ କରୁଛି ୭୪ତମ ସ୍ୱାଧୀନତା ଦିବସ : ଲାଲକିଲ୍ଲାରୁ ଦେଶବାସୀଙ୍କୁ ସମ୍ବୋଧନ କଲେ…
ସ୍ୱାଧୀନତା ସଂଗ୍ରାମୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଇ ପ୍ରଧାନମନ୍ତ୍ରୀ ଦେଶର କୋଟି କୋଟି କରୋନା ଯୋଦ୍ଧାଙ୍କ ସେବାକୁ କଲେ ପ୍ରଶଂସା
ସ୍ୱାଧୀନତା ଦିବସରେ ନ୍ୟାସନାଲ ଡିଜିଟାଲ ହେଲଥ୍ ମିଶନର ଘୋଷଣା କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୫/୦୮ : କରୋନା କଟକଣା!-->!-->!-->!-->!-->…
ଚୀନରେ ଖାଦ୍ୟ ସଙ୍କଟ : ସରକାରଙ୍କ ଦ୍ୱାରା ଆରମ୍ଭ ହେଲା କ୍ୟାମ୍ପେନ ‘କ୍ଲିନ୍ ୟୋର ପ୍ଲେଟ୍’
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ/ ବେଜିଂ ୧୫/୦୮ : ଚୀନରେ ଏବେ ଖାଦ୍ୟ ସଙ୍କଟର ସମ୍ମୁଖୀନ ହେବାକୁ ଯାଉଛି । ଏ କଥା କ୍ଷମତାସୀନ ରାଷ୍ଟ୍ରପତି ଜିଙ୍ଗପିଙ୍ଗ ସ୍ବୀକାର ନ କଲେ ମଧ୍ୟ ତାଙ୍କ କାର୍ଯ୍ୟ ପ୍ରଣାଳୀରୁ ଏହା ସ୍ପଷ୍ଟ ହୋଇ ଯାଇଛି । ଭାରତ, ଜାପାନ, ଅଷ୍ଟ୍ରେଲିଆ, ଆମେରିକା ପରି ଦେଶରୁ!-->…
ମଧ୍ୟବିତ୍ତଙ୍କ ପାଇଁ ଖୁସି ଖବର : ଏଣିକି ପାଇବେ ‘ଆୟୁଷ୍ମାନ ଭାରତ’ ସ୍ୱାସ୍ଥ୍ୟ ଯୋଜନାର ସୁବିଧା
ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୪/୦୮ : 'ଆୟୁଷ୍ମାନ ଭାରତ ଯୋଜନା' ଏବେ କେବଳ ଗରିବଙ୍କ ମଧ୍ୟରେ ସୀମିତ ରହିବ ନାହିଁ । ଦେଶର ଗରିବଙ୍କୁ ଉନ୍ନତ ସ୍ୱାସ୍ଥ୍ୟ ସୁବିଧା ମିଳୁଛି, ମାତ୍ର ଏହି ଯୋଜନାର ଫାଇଦା ଗରିବୀ ରେଖା ଉପରେ ଥିବା ନିମ୍ନ ମଧ୍ୟବିତ୍ତ ପରିବାର ମଧ୍ୟ ପାଇବେ । ଏ!-->…
