Browsing Category
Llifestyle
ବର୍ଷକ ପାଇଁ ଅଲଗା ହେଲେ ଭିଭୋ – ବିସିସିଆଇ : ଭାରତୀୟ କ୍ରିକେଟ୍ ବୋର୍ଡର ପ୍ରେସ୍ ବିଜ୍ଞପ୍ତି ଦ୍ୱାରା ଘୋଷଣା
ମୁମ୍ବାଇ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୭/୦୮ : ଭାରତ-ଚୀନ୍ ସୀମା ବିବାଦ ଭିତରେ ବିସିସିଆଇ ଚଳିତବର୍ଷ ପାଇଁ ଚୀନ ମୋବାଇଲ୍ କଂପାନି ସହ ସଂପର୍କ ଛିନ୍ନ କରିଛି। ଗୁରୁବାର ପ୍ରେସ୍ ବିଜ୍ଞପ୍ତି ପ୍ରକାଶ କରି ୟୁଏଇରେ ଆୟୋଜିତ ହେବାକୁ ଥିବା ଆଇପିଏଲ୍-୧୩ରେ ଭିଭୋ ମୁଖ୍ୟ ପ୍ରାୟୋଜକ ରହିବ ନାହିଁ!-->…
ବିଶ୍ୱ ନିୟନ୍ତା ପ୍ରଭୁ ଶ୍ରୀରାମଙ୍କ ଭୂମିପୂଜନ ଉତ୍ସବ ଦେଖିବା ପାଇଁ ଅଟକିଗଲା ପୂରା ପୃଥିବୀ । ଆମେରିକା ଓ ଇଂଲଣ୍ଡରେ…
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ / ଅଯୋଧ୍ୟା ୦୭/୦୮: ଅଯୋଧ୍ୟା ଉପରେ ଅଟକିଗଲା ସାରା ବିଶ୍ୱର ନଜର । ପ୍ରଭୁ ଶ୍ରୀରାମଙ୍କ ମନ୍ଦିର ନିର୍ମାଣ ପାଇଁ ବୁଧବାର ହୋଇଥିବା ଭୂମି ପୂଜନ ସମାରୋହର ସାକ୍ଷୀ ବନିଛନ୍ତି ବିଶ୍ୱର ଅନେକ ଦେଶ । ଭାରତର ଏହି ଐତିହାସିକ ମୁହୂର୍ତ୍ତକୁ ବିଭିନ୍ନ ମାଧ୍ୟମରେ!-->…
ଭଦ୍ରକ ଜିଲାପାଳଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ : ଆଖଣ୍ଡଳମଣିଙ୍କ ପୀଠ ଚତୁଃପାର୍ଶ୍ୱରୁ ହେବ ଜବରଦଖଲ ଉଚ୍ଛେଦ
ଭଦ୍ରକ/ଆରଡି,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୭/୦୮: ଭଦ୍ରକ ଜିଲ୍ଲାର ପ୍ରସିଦ୍ଧ ଶୈବକ୍ଷେତ୍ର ଆରଡିସ୍ଥ ବାବା ଆଖଣ୍ଡଳମଣିଙ୍କ ପୀଠ ତଥା ମନ୍ଦିର ପରିସର ଓ ଚତୁଃପାର୍ଶ୍ୱର ଆନୁଷଙ୍ଗିକ ଉନ୍ନତି ଏବଂ ସୌନ୍ଦର୍ଯ୍ୟକରଣ ପାଇଁ ଗତ କିଛି ମାସ ହେବ ଏକ ଜନସ୍ବାର୍ଥ ମାମଲା ଦାୟର ହୋଇଥିଲା। ଉକ୍ତ ମାମଲାର!-->…
ମାଡ୍ରାସ ହାଇକୋର୍ଟଙ୍କ ନିର୍ଦ୍ଦେଶ : ପତଞ୍ଜଳି ‘କୋରୋନିଲ୍’ ଟ୍ରେଡ୍ ମାର୍କକୁ ବ୍ୟବହାର କରିପାରିବନି ଓ ତା ସହିତ ୧୦…
କଳିଙ୍ଗ ଜ୍ୟୋତି ବ୍ୟୁରୋ ଚେନ୍ନାଇ ୦୭/୦୮: କରୋନିଲ ଟ୍ରେଡ୍ ମାର୍କକୁ ବ୍ୟବହାର କରିପାରିବନି ପତଞ୍ଜଳି। ଏନେଇ ପତଞ୍ଜଳି ଆୟୁର୍ବେଦ ଲିମିଟେଡ୍ ଏବଂ ଦିବ୍ୟା ୟୋଗ ମନ୍ଦିର ଟ୍ରଷ୍ଟକୁ ବାରଣ କରିଛନ୍ତି ମାଡ୍ରାସ ହାଇକୋର୍ଟ। ତା ସହିତ ୧୦ ଲକ୍ଷ ଟଙ୍କା ଫାଇନ୍ ମଧ୍ୟ କରିଛନ୍ତି କୋର୍ଟ। ଅଗଷ୍ଟ!-->…
କୋଭିଡ ସଂକ୍ରମିତ ମା ଶିଶୁକୁ ସ୍ତନ୍ୟପାନ କରାଇପାରିବେ : ୟୁନିସେଫ
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୦୭/୦୮: ଭୁବନେଶ୍ୱର ଏମ୍ସ ଅଧିନସ୍ଥ ଗୋଷ୍ଠୀ ଓ ପରିବାର ମେଡିସିନ ବିଭାଗ ପକ୍ଷରୁ ୟୁନିସେଫ ସହଯୋଗିତାରେ କୋଭିଡ-୧୯ ସମୟରେ ସ୍ତନ୍ୟପାନ-ସମସ୍ୟା ଓ ସମାଧାନ ସମ୍ପର୍କରେ ଏକ ଗଣମାଧ୍ୟମ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଏଥିରେ ବିଶେଷଜ୍ଞମାନେ ଯୋଗ ଦେଇ!-->…
ଅଗଷ୍ଟ ୭ରୁ ଆରମ୍ଭ ହେବ ପ୍ରଥମ ଅନ୍ଲାଇନ୍ ଦେଶାତ୍ମବୋଧ ଚଳଚ୍ଚିତ୍ର ଉତ୍ସବ
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୭/୦୮:ଜାତୀୟ ଚଳଚ୍ଚିତ୍ର ଉନ୍ନୟନ ନିଗମ ପ୍ରଥମ ଥର ପାଇଁ ଏକ ଅନ୍ଲାଇନ ଦେଶାତ୍ମବୋଧକ ଚଳଚ୍ଚିତ୍ର ଉତ୍ସବ ଆୟୋଜନ କରୁଛି । ଆସନ୍ତାକାଲିଠାରୁ ଏହା ଆରମ୍ଭ ହେବ । ଚଳିତବର୍ଷର ସ୍ୱାଧୀନତା ଦିବସ ପାଳନର ଏହା ଏକ ଅଂଶବିଶେଷ । ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ!-->…
ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କ ଘୋଷଣା : ମାର୍ଚ୍ଚ ୩୧, ୨୦୨୧ ପର୍ଯ୍ୟନ୍ତ ବନ୍ଧକ ସୁନା ଅଳଙ୍କାର ମୂଲ୍ୟର ୯୦…
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୭/୦୮: କରୋନା ସମୟରେ ଲୋକମାନଙ୍କୁ ସହାୟତା କରିବାକୁ ରିଜର୍ଭ ବ୍ୟାଙ୍କ ନିଜର ସୁନା ଋଣ ନିୟମରେ କେତେକ ପରିବର୍ତ୍ତନ ଆଣିଛି । ଏଣିକି ବନ୍ଧକ ସୁନା ଅଳଙ୍କାର ମୂଲ୍ୟର ୯୦ ପ୍ରତିଶତ ବ୍ୟାଙ୍କ ଋଣ ମିଳିପାରିବ । ପୂର୍ବରୁ ବନ୍ଧକ ସୁନା ମୂଲ୍ୟର ୭୫!-->…
ରାମ ମନ୍ଦିର ମାମଲାରେ ମୁଣ୍ଡ ନ ପୁରାଇବା ପାଇଁ ପାକିସ୍ତାନକୁ ଭାରତର କଡ଼ା ଚେତାବନୀ
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୭/୦୮: ଅଯୋଧ୍ୟାରେ ରାମ ମନ୍ଦିର ଭିତ୍ତିପ୍ରସ୍ତର ସ୍ଥାପନକୁ ପାକିସ୍ତାନର ସମାଲୋଚନା କରିବା ପରେ ତାହାର ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି ଭାରତ । ଅନ୍ୟ ଦେଶର ଆଭ୍ୟନ୍ତରୀଣ ବ୍ୟାପାରରେ ହସ୍ତକ୍ଷେପ ନ କରିବାକୁ ଓ ସାଂପ୍ରଦାୟିକ ବିଭେଦ ସୃଷ୍ଟି!-->…
ଏଥର ଗୁଗଲ ଚୀନକୁ ଦେଲା ଜୋରଦାର ଝଟକା ! ! ଡିଲିଟ୍ କଲା ୨୫୦୦ ୟୁଟ୍ୟୁବ ଚ୍ୟାନେଲ
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ /ଓ୍ବାଶିଂଟନ୍ ୦୭/୦୮: ଚାଇନାକୁ ପୁଣି ଏକ ବଡ଼ ଝଟ୍କା ଲାଗିଛି। ଗୁଗଲ ପକ୍ଷରୁ ଚାଇନାର ୨୫୦୦ ୟୁଟ୍ୟୁବ୍ ଚ୍ୟାନେଲ୍କୁ ଡିଲିଟ୍ କରିଛି। ଏପ୍ରିଲ୍ରୁ ଜୁନ୍ ମାସ ମଧ୍ୟରେ ଗୁଗଲ ପକ୍ଷରୁ ଏଭଳି କରାଯାଇଛି। ଏହି ଚ୍ୟାନେଲରେ ଭ୍ରମାତ୍ମକ ତଥ୍ୟ!-->…
ତୁର୍କୀକୁ ଭାରତର ଚେତାବନୀ: ଭାରତ ବିରୋଧୀ ମନ୍ତବ୍ୟ ଦେବା ବେଳେ ସଞ୍ଜତ ଓ ସତର୍କ ରୁହ ।
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୭/୦୮: କୌଣସି ମନ୍ତବ୍ୟ ଦେବା ବେଳେ ସଞ୍ଜତ ଓ ସତର୍କ ରହିବାକୁ ତୁର୍କୀକୁ ଚେତାବନୀ ଦେଇଛି ଭାରତ । ଜାମ୍ମୁକାଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ପ୍ରସଙ୍ଗରେ ତୁର୍କୀ ପକ୍ଷରୁ ଦିଆଯାଇଥିବା ମନ୍ତବ୍ୟ ଆଧାରରେ ଭାରତ ଏପରି ଚେତାବନୀ ଦେଇଛି ।
ଭାରତ!-->!-->!-->!-->!-->…
