Browsing Category

Llifestyle

କରୋନା ପୀଡ଼ିତ ପିଲାମାନଙ୍କ କ୍ଷେତ୍ରରେ ବ୍ୟବହାର ହେବନି ରେମଡେସିଭିର୍‍ ଔଷଧ

ନୂଆଦିଲ୍ଲୀ ୧୦/୦୬/୨୦୨୧ କଳିଙ୍ଗ ଜ୍ଯୋତି ବ୍ଯୁରୋ : କରୋନା ସଂକ୍ରମଣରେ ପୀଡ଼ିତ ହେଉଥିବା ପିଲାମାନଙ୍କ କ୍ଷେତ୍ରରେ ରେମଡେସିଭିର୍‍ ଔଷଧ ଆଦୌ ବ୍ୟବହାର ନ କରିବା ପାଇଁ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏହାଛଡ଼ା ୫ବର୍ଷରୁ କମ୍‍ ପିଲାମାନେ ଆଉ ମାସ୍କ ପିନ୍ଧିବାର ଆବଶ୍ୟକତା ନାହିଁ

ଭାରତକୁ ଫେରିବ ଚିତା ; ଅର୍ଦ୍ଧ ଶତାବ୍ଦୀ ପରେ ଭାରତୀୟ ଭୁଖଣ୍ଡରେ ଦେଖିବାକୁ ମିଳିବ

ନୂଆଦିଲ୍ଲୀ ୦୯/୦୬/୨୦୨୧ କଳିଙ୍ଗ ଜ୍ଯୋତି ବ୍ଯୁରୋ : ବିଶ୍ୱରେ ଭୂପୃଷ୍ଠରେ ସର୍ବାଧିକ ବେଗରେ ଗତି କରିପାରୁଥିବା ଚିତାବାଘକୁ ଆଉ କିଛିଦିନ ମଧ୍ୟରେ ଭାରତୀୟମାନେ ଦେଖିବାର ସୁଯୋଗ ପାଇବେ। ପାଖାପାଖି ୫୦ ବର୍ଷ ତଳେ ଭାରତରୁ ଚିତାବାଘ ବଂଶ ବିଲୁପ୍ତ ହୋଇଯାଇଥିବାବେଳେ ଏବେ କିଛି ଚିତାବାଘ

କରୋନାର ୩ୟ ଲହର ମୁକାବିଲା ପାଇଁ ଗାଇଡଲାଇନ ଜାରି କଲେ ରାଜ୍ୟ ସରକାର

ଭୁବନେଶ୍ୱର ୦୮/୦୬/୨୦୨୧ କଳିଙ୍ଗ ଜ୍ଯୋତି : ରାଜ୍ୟରେ କରୋନା ଭାଇରସ୍ ମହାମାରୀର ୨ୟ ଲହର ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଥିବା ବେଳେ ସରକାର ଏବେ ୩ୟ ଲହର ନେଇ ଅଧିକ ଚିନ୍ତିତ । ବିଶେଷଜ୍ଞମାନେ ଏବେ ଠାରୁ ସତର୍କ ସୂଚନା ଦେଉଛନ୍ତି ଯେ, କରୋନାର ୩ୟ ଲହର  ଶିଶୁମାନଙ୍କୁ ଅଧିକ ପ୍ରଭାବିତ

ଡିସେମ୍ବର ଶେଷ ସୁଦ୍ଧା ଉପଲବ୍ଧ ହେବ ୨୦୦ କୋଟିରୁ ଊର୍ଦ୍ଧ୍ବ ଟିକା

ନୂଆଦିଲ୍ଲୀ ୦୮/୦୬/୨୦୨୧ କଳିଙ୍ଗ ଜ୍ଯୋତି ବ୍ଯୁରୋ : କରୋନା ମହାମାରୀର ମୁକାବିଲା ପାଇଁ କୋଭିଡ ଟିକାକୁ ଏକ ଶକ୍ତିଶାଳୀ ଅସ୍ତ୍ର ଭାବେ ବିବେଚନା କରାଯାଉଛି। ଦେଶରେ ତୃତୀୟ ପର୍ଯ୍ୟାୟ ଟିକାକରଣ ଏବେ ଜୋରସୋରରେ ଚାଲିଛି। କେନ୍ଦ୍ର ସରକାର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକୁ ଟିକା ଯୋଗାଣ

ଜମି ଜବରଦଖଲକାରୀ ଆଇନର ଶରଣ ନେଇପାରିବେ ନାହିଁ- ସୁପ୍ରିମକୋର୍ଟ

ନୂଆଦିଲ୍ଲୀ ୦୮/୦୬/୨୦୨୧ କଳିଙ୍ଗ ଜ୍ଯୋତି ବ୍ଯୁରୋ : ଜମି ଜବରଦଖଲକାରୀ କେବେହେଲେ ଆଇନର ଶରଣ ନେଇପାରିବେ ନାହିଁ ବୋଲି ଦେଶର ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି। ଏଥିସହିତ ଆରାବଳି ଜଙ୍ଗଲ ଅଞ୍ଚଳରେ ଏକ ଗ୍ରାମ ନିକଟରେ ଜବର ଦଖଲ କରି ଗଢି ଉଠିଥିବା ପ୍ରାୟ ୧୦ ହଜାର ଆବାସିକ ନିର୍ମାଣ ସମେତ ସମସ୍ତ

ମାତା ବୈଷ୍ଣୋ ଦେବୀ ଭବନରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ନଗଦ କ୍ୟାସ୍

ଜମ୍ମୁ ୦୮/୦୬/୨୦୨୧ କଳିଙ୍ଗ ଜ୍ଯୋତି ବ୍ଯୁରୋ : ଜମ୍ମୁର କଟ୍‌ରା ସ୍ଥିତ ମାତା ବୈଷ୍ଣୋ ଦେବୀ ମନ୍ଦିର କମ୍ପ୍ଲେକ୍ସରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି । ମନ୍ଦିର ପରିସରରେ ଥିବା କାଲିକା ଭବନ ନିକଟରେ କାଉଣ୍ଟର ନମ୍ବର ଦୁଇ ନିକଟରେ ନିଆଁ ଲାଗିଯାଇଥିଲା । ବର୍ତ୍ତମାନ ରିଲିଫ ଓ ଉଦ୍ଧାର

ରାସ୍ତାରୋକ ବେଳେ ଲୋକଙ୍କୁ ବୁଝାସୁଝା କରୁଥିବା ତହସିଲଦାରଙ୍କୁ ଆକ୍ରମଣ କଲେ ପୂର୍ବତନ ପେକ୍ସ ସଭାପତି- ଥାନାରେ ମାମଲା

ବଲାଙ୍ଗୀର : ବଲାଙ୍ଗୀର-ଟିଟିଲାଗଡ଼ ୨୬ନମ୍ବର ଜାତୀୟ ରାଜପଥ ଉପରେ ଧାନ ଗାଡ଼ି ରଖି ଆନ୍ଦୋଳନରେ ଥିବା ଚାଷୀଙ୍କୁ ବୁଝାସୁଝା କରୁଥିବା ବେଳେ ତହସିଲଦାର ଚନ୍ଦ୍ରମଣି ନାଗଙ୍କୁ ଆକ୍ରମଣ ହୋଇଛି । ରାସ୍ତାରୋକ ସମ୍ପର୍କରେ ତହସିଲଦାର ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ଥିଲେ । ଚାଷୀଙ୍କ ସହ ଆଲୋଚନା

ବଦଳିଲା ସିବିଏସଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାର ମୂଲ୍ୟାଙ୍କନ ପ୍ରକ୍ରିୟା, ମାର୍କ ଦାଖଲ ତାରିଖ ବଢ଼ାଇଲା ବୋର୍ଡ

ନୂଆଦିଲ୍ଲୀ : ସିବିଏସ୍ଇ ଦ୍ୱାଦଶ ପରୀକ୍ଷାର ଫଳାଫଳ ମୂଲ୍ୟାଙ୍କନ ପ୍ରକ୍ରିୟା ବଦଳାଇଲା ବୋର୍ଡ | ଏହା ସହ ପରୀକ୍ଷାର ଫଳାଫଳ ଦାଖଲ ପାଇଁ ତାରିଖ ବୃଦ୍ଧି କରିଛି ବୋର୍ଡ। କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ ସୋମବାର ଏକ ବିଜ୍ଞପ୍ତି ପ୍ରକାଶ କରି କହିଛି, “ବିଦ୍ୟାଳୟଗୁଡ଼ିକରେ ବାକି ଥିବା

ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା : ସମସ୍ତଙ୍କୁ ମିଳିବ ମାଗଣା ଟିକା

ନୂଆଦିଲ୍ଲୀ : କରୋନା ମହାମାରୀର ଦ୍ୱିତୀୟ ଲହର ଦେଶରେ ଜାରି ରହିବା ସହ ସଂକ୍ରମଣ ମଧ୍ୟ ହ୍ରାସ ପାଇବାରେ ଲାଗିଛି। ତେବେ ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଉଦବୋଧନ ଦେବା ସହ ଅନେକ କିଛି ନୂଆ ଘୋଷଣା କରିଛନ୍ତି। ସମସ୍ତ ଦେଶବାସୀଙ୍କୁ ମାଗଣା ଟିକା ମିଳିବ ବୋଲି ମଧ୍ୟ

ମାଗଣା ଟିକା ସହ ୮୦ କୋଟି ଲୋକଙ୍କୁ ନଭେମ୍ବର ଯାଏଁ ମାଗଣାରେ ମିଳିବ ରାସନ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ : ମାଗଣା ଟିକା ସହ ମାଗଣା ରାସନ ଦେବାକୁ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଘୋଷଣା କରିଛନ୍ତି। କରୋନା ପାଇଁ ଜୀବିକା ବିପନ୍ନ ହୋଇଥିବାରୁ ମାଗଣା ରାସନ ଦେବାକୁ ମୋଦୀ ଆଜି ଘୋଷଣା କରିଛନ୍ତି । ନଭେମ୍ବର ଯାଏଁ ଦେଶର ୮୦ କୋଟି ଲୋକଙ୍କୁ ମାଗଣା ରାସନ ଦେବାକୁ ମୋଦୀ ଘୋଷଣା
error: Content is protected !!
Open chat