Browsing Category

Llifestyle

ଅସଦୁଦ୍ଦିନ ଓୱେସୀଙ୍କୁ ଆଖଡ଼ା ପରିଷଦ ଅଧ୍ୟକ୍ଷ ମହନ୍ତ ଗିରିଙ୍କ କଡା ଜବାବ, ଭୂମିପୂଜନ ଦିନ ରାମ ନାମ ଜପ କରନ୍ତୁ ଓୱେସୀ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଅଯୋଧ୍ୟା ୩୦/୦୭: ଅଯୋଧ୍ୟାରେ ଅଗଷ୍ଟ ୫ ତାରିଖରେ ରାମ ମନ୍ଦିର ଭୂମିପୂଜନ ହେବ | ଭୂମିପୂଜନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାମିଲ ହେବାକୁ ନେଇ ପ୍ରଶ୍ନ ଉଠାଇଥିଲେ ଏମଆଇଏମ ସାଂସଦ ଅସଦୁଦ୍ଦିନ ଓୱେସୀ | ଓୱେସୀଙ୍କ ଉପରେ ସାଧୁ ସନ୍ଥଙ୍କ ସବୁଠାରୁ ବଡ ସଂସ୍ଥା

ଭିଜିଲାନ୍ସ ଜାଲରେ ମୁରିବାହାଲ ଥାନା ଏସଆଇ ସରୋଜ ରଥ

କଳିଙ୍ଗ ଜ୍ୟୋତି ବ୍ୟୁରୋ ବଲାଙ୍ଗୀର ୩୦/୦୭: ଲାଞ୍ଚ ନେଇ ଧରାପଡ଼ିଲେ ଲାଞ୍ଚୁଆ ପୁଲିସ ଅଫିସର। ମୁରିବାହାଲ ଥାନାର ଏସଆଇ ଏକ ମାମଲାର ଚାର୍ଜସିଟ ହାଳୁକା କରିବା ପାଇଁ ଜଣେ ମୁଦାଲାଙ୍କ ପକ୍ଷରୁ ୧୦ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବଲାଙ୍ଗୀର ଭିଜିଲାନ୍ସର ଏକ ଟିମ ତାଙ୍କୁ ଗିରଫ କରିଛି।

୨୪ ଘଣ୍ଟାରେ ଓଡ଼ିଶାରେ ୧,୨୦୩ କରୋନା ଆକ୍ରାନ୍ତ‌ ଚିହ୍ନଟ, ୩୦ ହଜାର ପାର୍‌ କଲା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୩୦/୦୭ : ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୧,୨୦୩ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି।ଚିହ୍ନଟ ନୂଆ ୧,୨୦୩ ଆକ୍ରାନ୍ତଙ୍କ ମଧ୍ୟରୁ ୭୫୮ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୪୪୫ ରହିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ

ଦେଶରେ ରେକର୍ଡ଼ – ୫୨, ୧୨୩ ନୂଆ କରୋନା ଆକ୍ରାନ୍ତ, ୭୭୫ ମୃତ୍ୟୁ, ମୃତକଙ୍କ ସଂଖ୍ୟା ୩୪, ୯୬୮କୁ ବୃଦ୍ଧି

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୩୦/୦୭:ଦେଶରେ ପ୍ରଥମ ଥର ପାଇଁ ୫୨ ହଜାର ଟପିଲା ଆକ୍ରାନ୍ତ ସଂଖ୍ୟା । ଗତ ୨୪ ଘଂଟାରେ ସାରା ଦେଶରେ ୫୨ ହଜାର ୧୨୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ ପ୍ରଥମ ଥର ପାଇଁ ଦିନକରେ ଆକ୍ରାନ୍ତ ଚିହ୍ନଟରେ ଏହା ହେଉଛି ସର୍ବାଧିକ । ସେହିପରି ଗତ ୨୪ ଘଂଟାରେ

ଅଯୋଧ୍ୟାର ରୌନାହୀରେ ମସଜିଦ ନିର୍ମାଣ ପାଇଁ ସୁନ୍ନି ୱାକ ଅଫ ବୋର୍ଡ ଟ୍ରଷ୍ଟ ଗଠନ ହେଲା

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ/ଲକ୍ଷ୍ନୌ ୩୦/୦୭ : ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ପାଇଁ ପ୍ରକ୍ରିୟା ଜୋରସୋରରେ ଆଗେଇ ଚାଲିଛି। ଆସନ୍ତା ୫ ତାରିଖରେ ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ପାଇଁ ଭୂମି ପୂଜନ କରାଯିବ। ତେବେ ଏସବୁ ଭିତରେ ଆଯୋଧ୍ୟାରେ ମସଜିଦ୍‌ ନିର୍ମାଣ ପାଇଁ ଆଜି ସୁନ୍ନି

ମାନବ ସମ୍ବଳ ମନ୍ତ୍ରଣାଳୟର ନୂଆ ନାମକରଣ : ହେଲା ‘ଶିକ୍ଷା ମନ୍ତ୍ରଣାଳୟ’ନୂଆ ଶିକ୍ଷାନୀତି…

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୩୦/୦୭: କେନ୍ଦ୍ର କ୍ୟାବିନେଟ ଆଜି ନୂଆ ଶିକ୍ଷା ନୀତି ୨୦୨୦କୁ ମଂଜୁରୀ ଦେଇଛନ୍ତି । ଗତ ୩୪ ବର୍ଷରେ ପ୍ରଥମ ଥର ପାଇଁ ଦେଶର ଶିକ୍ଷା ନୀତିରେ ପରିବର୍ତ୍ତନ ଅଣାଯାଇଛି । ଆଧୁନିକ ସମୟ ଓ ପରିସ୍ଥିତିକୁ ଦୃଷ୍ଟିରେ ରଖି ଏହି ଶିକ୍ଷାନୀତି ପ୍ରସ୍ତୁତ

ଅମ୍ବାଲାରେ ଅବତରଣ କଲା ରାଫେଲ,ସଂସ୍କୃତ ଶ୍ଳୋକ ଲେଖି ୫ଟି ରାଫେଲକୁ ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ ମୋଦୀ, ପ୍ରତିରକ୍ଷା…

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୩୦/୦୭: ଆଜି ଭାରତ ମାଟି ଛୁଇଁଛି ରାଫେଲ୍। ଫ୍ରାନ୍ସ୍‌ରୁ ପ୍ରଥମ ପର୍ଯ୍ୟାୟରେ ଆସିଥିବା ପାଞ୍ଚଟି ରାଫେଲ୍ ‌ଲଢୁଆ ଜେଟ୍ ହରିୟାଣାର ଅମ୍ବାଲା ଏୟାର ବେସରେ ଅବତରଣ କରିଛି । ଭାରତୀୟ ବାୟୁସେନାର ବହୁ ବରିଷ୍ଠ ଅଧିକାରୀ ଅମ୍ବାଲା ବେସରେ ଉପସ୍ଥିତ ରହି

ଆତଙ୍କବାଦୀଙ୍କ ଟାର୍ଗେଟରେ ଅଯୋଧ୍ୟା, ସତର୍କ କରାଇଲା “ର”

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୯/୦୭ : ଆଯୋଧ୍ୟାରେ ରାମମନ୍ଦିର ନିର୍ମାଣ ଲାଗି ଆସନ୍ତା ୫ ତାରିଖରେ ଭୂମିପୂଜା ହେବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି କାର୍ଯ୍ୟକ୍ରମରେ ଯୋଗ ଦେବେ । ଏହି ଭୂମିପୂଜା କାର୍ଯ୍ୟକ୍ରମ ଉପରେ ଏବେ ସାରା ବିଶ୍ୱର ଦୃଷ୍ଟି ରହିଛି । ଏହା ଫଳରେ ଅଯୋଧ୍ୟା

‘ମିଜାଇଲ ମ୍ୟାନ’ ତଥା ଭାରତରତ୍ନ ସ୍ୱର୍ଗତଃ ଡ. ଅବଦୁଲ କଲାମଙ୍କ ମାନସସନ୍ତାନ – ଧାମରାସ୍ଥ…

ଭଦ୍ରକ, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୨୯/୦୭ : ଭଦ୍ରକ ଜିଲା ଧାମରା ନିକଟରେ ଥିବା ଭାରତ ବର୍ଷର ବୃହତ୍ତମ ପ୍ରତିରକ୍ଷା ଘାଟି ହୁଇଲର ଦ୍ୱୀପ ଏବେ କଲାମ ଦ୍ୱୀପ ନାମରେ ନାମିତ ହୋଇଛି । ଏହି ଦ୍ୱୀପରେ ଥିବା କଲାମଙ୍କ ମାନସ ପୁତ୍ର ତଥା ପୃଥିବୀ କ୍ଷେପଣାସ୍ତ୍ରର ପ୍ରଥମ ଖସିବା ସ୍ଥାନ ତଥା କାଲାମ

ଅଗଷ୍ଟରେ ହରିଦାସପୁର-ପାରାଦୀପ ପାସେଞ୍ଜର ଟ୍ରେନ ଚଳାଇବା ପାଇଁ ରେଳମନ୍ତ୍ରୀଙ୍କୁ ରେଳମନ୍ତ୍ରୀଙ୍କୁ ଚିଠି ଲେଖିଲେ…

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୯/୦୭: ହରିଦାସପୁର-ପାରାଦୀପ ରେଳପଥରେ ଯାତ୍ରୀବାହୀ ଟ୍ରେନ୍‌ ଚଳାଇବାକୁ କେନ୍ଦ୍ର ରେଳମନ୍ତ୍ରୀ ପୀୟୁଷ ଗୋଏଲଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଯାତ୍ରୀବାହୀ ଟ୍ରେନ ଏହି ରୁଟ୍‌ରେ ଚଳାଚଳ କଲେ କେନ୍ଦ୍ରାପଡ଼ା ସମେତ ବହୁ ଲୋକ ଉପକୃତ
error: Content is protected !!
Open chat