Browsing Category

Llifestyle

ଜୁଲାଇ ୨୯ ତାରିଖରେ ପ୍ରକାଶ ପାଇବ ମାଟ୍ରିକ୍‌ ପରୀକ୍ଷା ଫଳ ଏବଂ ଅଗଷ୍ଟ ତୃତୀୟ ସପ୍ତାହ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା ଫଳ…

ଭୁବନେଶ୍ୱର, (କଳିଙ୍ଗ ଜ୍ୟୋତି ବ୍ୟୁରୋ),୨୭/୦୭ : ଆସନ୍ତା ଜୁଲାଇ ୨୯ ତାରିଖରେ ମାଟ୍ରିକ୍‌ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ଆଜି ବିଦ୍ୟାଳୟ ଓ ଗଣ ଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। କେବେ‌ ମାଟ୍ରିକ୍‌ ଫଳାଫଳ ପ୍ରକାଶ ପାଇବ ସେ ନେଇ ପରୀକ୍ଷାର୍ଥୀଙ୍କ ମନରେ ଯେଉଁ ଉତ୍ସୁକତା

ବିଭିନ୍ନ ସମସ୍ୟାର ଅଭିଯୋଗ କରିବା ପାଇଁ ସାଧାରଣ ଜନତାଙ୍କ ପାଇଁ କଟକ ଡିସିପିଙ୍କ ଦ୍ୱାରା ହ୍ୱାଟ୍ସଆପ୍ ନମ୍ବର ଜାରି :…

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର୨୭/୦୭: ବିଭିନ୍ନ ସମସ୍ୟାର ଅଭିଯୋଗ କରିବା ପାଇଁ ସାଧାରଣ ଜନତାଙ୍କ ପାଇଁ କଟକ ଡିସିପି ଏକ ହ୍ୱାଟ୍ସଆପ୍ ନମ୍ବର ଜାରି କରିଛନ୍ତି। ଜାରି ହୋଇଥିବା ନମ୍ବର ଟି ହେଲା ୮୭୬୩୦୬୮୧୬୭। ଏହି ନମ୍ବରରେ ଲୋକମାନେ ସେମାନଙ୍କର ସମସ୍ୟା ବିଷୟରେ ଅଭିଯୋଗ

ଇସ୍‌ଲାମିକ୍ ଷ୍ଟେଟ୍ ର ସାଙ୍ଘାତିକ ଷଡଯନ୍ତ୍ର : ଭାରତୀୟ ସଂଖ୍ୟାଲଘୁ ସମ୍ପ୍ରଦାୟଙ୍କୁ କରୋନା…

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୭/୦୭:ଦ୍ରୁତ ବେଗରେ ବ୍ୟାପୁଥିବା ଅଭିନବ କରୋନାଭାଇରସ୍ ବିପକ୍ଷରେ ବିଶ୍ବ ଲଢୁଥିବା ବେଳେ ଇସ୍‌ଲାମିକ୍ ଷ୍ଟେଟ୍ ଅନ୍‌ଲାଇନ୍ ପ୍ରକାଶନ ‘ଭଏସ୍ ଅଫ୍ ହିନ୍ଦ୍’ ତା’ର ସମର୍ଥକମାନଙ୍କୁ କହିଛି କି, ସେମାନେ ଏ ମହାମାରୀକୁ ସୁଯୋଗ ଭାବେ ବ୍ୟବହାର କରନ୍ତୁ ଓ

ଉତ୍ତରପ୍ରଦେଶରେ ପହଞ୍ଚିଲେ ୬ ଚୀନ ବାହୁଡ଼ା ଜାପାନୀ କମ୍ପାନୀ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୭/୦୭ : ଚୀନର ଦାଦାଗିରିରେ ଅତିଷ୍ଠ ବିଦେଶୀ କମ୍ପାନୀ ଏବେ ସେଠାରେ ଉତ୍ପାଦନ ବନ୍ଦ କରିବାକୁ ନିଷ୍ପତ୍ତି ନେଇ ଅନ୍ୟତ୍ର ନିବେଶ କରିବାକୁ ନିଷ୍ପତ୍ତି ନେଇଛନ୍ତି । ଜାପାନ ନିଜ ଦେଶର କମ୍ପାନୀଗୁଡ଼ିକୁ ଚୀନରେ ପ୍ରକଳ୍ପ ବନ୍ଦ କରିବାକୁ ଏକପ୍ରକାର ପରୋକ୍ଷ

ଡାକ୍ତରଖାନାରେ ଥାଇ କରୋନା ମୁକାବିଲାର ଟିପ୍ସ ଦେଲେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ/ଭୋପାଳ ୨୭/୦୭: କରୋନାରେ ଆକ୍ରାନ୍ତ ହୋଇ ବର୍ତ୍ତମାନ ହସ୍‌ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ। ଡାକ୍ତରଖାନାରେ ଭର୍ତ୍ତି ହେବାର ଗୋଟିଏ ଦିନ ପରେ ଆଜି ନିଜ ସ୍ୱାସ୍ଥ୍ୟ ସମ୍ପର୍କରେ ଟ୍ୱିଟ୍ କରି ସୂଚନା

ରାଜ୍ୟରେ କରୋନା ନେଲା ଆଉ ୭ ଜୀବନ, ମୋଟ ମୃତ୍ୟୁ ସଂଖ୍ୟା ୧୪୭କୁ ବୃଦ୍ଧି

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର୨୭/୦୭: ରାଜ୍ୟରେ ସୋମବାର କରୋନା ଆକ୍ରାନ୍ତରେ ୭ ଜଣଙ୍କ ମୃତ୍ୟୁ ହୋଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୪୭ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି ।

ରାଜ୍ୟରୁ ଆଜି ୧୫୦୩ ପଜିଟିଭ୍‌ ଚିହ୍ନଟ, ମୋଟ୍‌ ସଂକ୍ରମିତଙ୍କ ୨୬ ହଜାର ୮୯୨ କୁ ବୃଦ୍ଧି

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର୨୭/୦୭ : ରାଜ୍ୟରେ ଆଜି ୧୫୦୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୦୦୨ ଜଣ ଚିହ୍ନଟ ହୋଇଥିବାବେଳେ ୫୦୧ ଟି

ରାଜ୍ୟ ସରକାର ବିଶ୍ୱବିଦ୍ୟାଳୟ ପରୀକ୍ଷା ବାତିଲ କରିପାରିବେନି – ୟୁଜିସି

ରାଜ୍ୟ ସରକାର ଚାହିଁଲେ ବିଶ୍ୱବିଦ୍ୟାଳୟ ଦ୍ୱାରା ଆୟୋଜିତ କୌଣସି ପରୀକ୍ଷା ବାତିଲ କରିପାରିବେ ନାହିଁ ବୋଲି ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ, ୟୁଜିସି କହିଛି। ଏଥିରେ ରାଜ୍ୟ ସରକାରଙ୍କ ଅଧିକାର ନ ଥିବା ୟୁଜିସି କୋର୍ଟଙ୍କୁ ଅବଗତ କରାଇଛି। ବମ୍ବେ ହାଇକୋର୍ଟରେ ପରୀକ୍ଷା ବାତିଲ

ଦେଶରେ ୪୯, ୯୩୧ ନୂଆ କରୋନା ଆକ୍ରାନ୍ତ, ୭୦୮ ମୃତ୍ୟୁ, ମୃତକଙ୍କ ସଂଖ୍ୟା ୩୨, ୭୭୧କୁ ବୃଦ୍ଧି

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୭/୦୭:ମହାମାରୀ କରୋନା ରବିବାର ସବୁ ପୁରୁଣା ରେକର୍ଡକୁ ଭାଙ୍ଗି ଦେଇଛି। ୨୪ ଘଣ୍ଟାରେ ପ୍ରାୟ ୫୦ ହଜାର ଲୋକ ଏହି ପ୍ରାଣଘାତୀ ଭାଇରସରେ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୪ ଲକ୍ଷ ପାର କରିଯାଇଛି। ସେହିପରି ଦିନକରେ

କାଶ୍ମୀର କେଶରକୁ ଜିଆଇ ମାନ୍ୟତା

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ/ଶ୍ରୀନଗର ୨୭/୦୭ : କାଶ୍ମୀର ଉପତ୍ୟକାରୁ ଉତ୍ପାଦିତ ହେଉଥିବା କେଶରକୁ ଜିଆଇ ମାନ୍ୟତା ମିଳିଛି। କେନ୍ଦ୍ର ସରକାରଙ୍କ ଏହି ନିଷ୍ପତ୍ତି ଉପରେ ଖୁସି  ପ୍ରକଟ କରି ଜମ୍ମୁ-କାଶ୍ମୀର ଉପରାଜ୍ୟପାଳ ଗିରୀଶ ଚନ୍ଦ୍ର ମୁର୍ମୁ କହିଛନ୍ତି, କାଶ୍ମୀର ଉପତ୍ୟକାରେ
error: Content is protected !!
Open chat