Browsing Category

Llifestyle

କରୋନା ମୃତକଙ୍କ ଶବକୁ ମିଳିବ ଏଣିକି ଉପଯୁକ୍ତ ସମ୍ମାନ : ଗାଇଡ୍ ଲାଇନ ଜାରି କଲେ ରାଜ୍ୟ ସରକାର

ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୨୬/୦୭ : ଗଞ୍ଜାମ ଜିଲ୍ଲା କୋଦଳା ମେଡିକାଲ ବାହାରେ ଆଗଧାଡିର କରୋନା ଯୋଦ୍ଧା ପୋଲିସ ଅଫିସରଙ୍କ ମୃତଦେହ ପଡି ରହିବା ଭଳି ସମ୍ବେଦନଶୀଳ ଘଟଣା ପରେ ରାଜ୍ୟ ସରକାର ଏକ ବଡ ଘୋଷଣା କରିଛନ୍ତି । ଏଣିକି କରୋନାରେ ମୃତ୍ୟୁ ହେଲେ ମୃତଦେହକୁ ମିଳିବ ସମ୍ମାନ ।

ଆବଶ୍ୟକ ପଡ଼ିଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ଧାରଣାରେ ବସିବି : ଅଶୋକ ଗେହଲୋଟ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ/ଜୟପୁର ୨୬/୦୭: ଦିନକୁ ଦିନ ଜଟିଳ ହେଉଛି ରାଜସ୍ଥାନର ରାଜନୈତିକ ସ୍ଥିତି । ଶନିବାର ଅପରାହ୍ଣରେ କଂଗ୍ରେସ ବିଧାୟକ ଦଳର ଏକ ବୈଠକ କରିବା ପରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ କହିଛନ୍ତି ଯେ ସେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଭେଟି ଅଭିଯୋଗ କରିବେ ।

ଚୀନକୁ ଜୋରଦାର ଝଟକା : ଚୀନ୍‌ର ସବୁଠୁ ବଡ଼ ଆଣବିକ କେନ୍ଦ୍ର ‘ଆଇନେଷ୍ଟ’ରୁ ଏକକାଳୀନ ୯୦ ପରମାଣୁ ବୈଜ୍ଞାନିକଙ୍କ…

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୬/୦୭ : ଚୀନ୍‌ର ସବୁଠୁ ବଡ ଆଣବିକ ଗବେଷଣା କେନ୍ଦ୍ର ‘ଇନିଷ୍ଟିଚ୍ୟୁଟ୍ ଅଫ ନ୍ୟୁକ୍ଲିୟର ଏନେର୍ଜୀ ସେଫ୍ଟି ଟେକ୍ନୋଲଜି’ (ଆଇନେଷ୍ଟ)ରୁ ଏକକାଳୀନ ୯୦ ଜଣ ବୈଜ୍ଞାନିକ ଇସ୍ତଫା ଦେଇଥିବା ଜଣାପଡିଛି। ପ୍ରାୟ ୫୦୦ ବୈଜ୍ଞାନିକଙ୍କୁ ନେଇ କାମ

ରାଜ୍ୟରେ ରେକର୍ଡ଼ ସଂଖ୍ୟକ ୧୩୭୬ ପଜିଟିଭ୍‌ ଚିହ୍ନଟ , ମୃତ୍ୟୁ – ୧୦ : ମୃତ୍ୟୁ ସଂଖ୍ୟା ୧୪୦ କୁ ବୃଦ୍ଧି

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୬/୦୭: ରାଜ୍ୟରେ ହୁ ହୁ ହୋଇ ବଢ଼ୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ରବିବାର ୩୦ ଜିଲାରୁ ରେକର୍ଡ ସଂଖ୍ୟକ ୧୩୭୬ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୯୧୭ କ୍ୱାରାଣ୍ଟାଇନ୍‌ ମାମଲା ଥିବା ବେଳେ ୪୫୯ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ

ଦେଶରେ ୪୮, ୬୬୧ ନୂଆ କରୋନା ଆକ୍ରାନ୍ତ, ୭୦୫ ମୃତ୍ୟୁ, ମୃତକଙ୍କ ସଂଖ୍ୟା ୩୨, ୦୬୩କୁ ବୃଦ୍ଧି

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୬/୦୭: ଆଜି ବି ଦେଶରେ ୪୮, ୬୬୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ଗତ ୨୪ ଘଣ୍ଟାରେ ୭୦୫ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। https://twitter.com/ANI/status/1287243461813350400 ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩, ୮୫,

ଭୁବନେଶ୍ବର ମହାନଗର ନିଗମ ଅଞ୍ଚଳରେ ୮୦ ପ୍ରତିଶତରୁ ଅଧିକ ଆକ୍ରାନ୍ତ ଲକ୍ଷଣହୀନ: ବିଏମ୍‌ସି କମିଶନର

ଭୁବନେଶ୍ବର: ଗତ କିଛି ଦିନ ହେବ ଭୁବନେଶ୍ବରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଆଜି ଭୁବନେଶ୍ବରରେ କରୋନା ସ୍ଥିତି ନେଇ ବିଏମ୍‌ସି ପର୍ଯ୍ୟବେକ୍ଷକ ଅନୁ ଗର୍ଗ ଏବଂ ବିଏମ୍‌ସି କମିଶନର ପ୍ରେମ୍‌ଚାନ୍ଦ ଚୌଧୁରୀ ସୂଚନା ଦେଇଛନ୍ତି।

ଚଳିତମାସ ଶେଷ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳାଫଳ : ମାଧ୍ୟମିକ ଶିକ୍ଷା ବୋର୍ଡ ସଭାପତି – ରାମାଶିଷ…

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୬/୦୭: କେବେ‌ ମାଟ୍ରିକ୍‌ ଫଳାଫଳ ପ୍ରକାଶ ପାଇବ ସେ ନେଇ ପରୀକ୍ଷାର୍ଥୀଙ୍କ ମନରେ ଯେଉଁ ଉତ୍ସୁକତା ରହିଥିଲା। ଏବେ ତାହା ଖୁବ୍‌ ଶୀଘ୍ର ଶେ‌ଷ ହେବାକୁ ଯାଉଛି। ଚଳିତ ମାସ ଶେଷ ସୁଦ୍ଧା ମାଟ୍ରିକ୍‌ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି

ଭୁବନେଶ୍ୱର କ୍ୟାପିଟାଲ ଥାନାରେ କରୋନା ପଶିଲା

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୬/୦୭: ଚନ୍ଦ୍ରଶେଖରପୁର, ଚନ୍ଦକା, ମଞ୍ଚେଶ୍ବର ପରେ କ୍ୟାପିଟାଲ ଥାନାକୁ ଛୁଇଁଛି କରୋନା। ଜଣେ ମହିଳା କନେଷ୍ଟବଳ କରୋନା ସଂକ୍ରମିତ ହୋଇଛନ୍ତି। ଆଜି ପଜିଟିଭ୍‌ ରିପୋର୍ଟ ଆସିବା ପରେ ସମଗ୍ର ଥାନାକୁ ସାନିଟାଇଜ୍‌ କରାଯାଇଛି। ଯେଉଁମାନେ ତାଙ୍କ

ସଂପୂର୍ଣ୍ଣ ଓ ଶୀଘ୍ର ସେନା ପ୍ରତ୍ୟାହାର ପାଇଁ ଭାରତ-ଚାଇନା ରାଜି

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୬/୦୭ : ଭାରତ ଓ ଚାଇନା ମଧ୍ୟରେ ଚାଲିଥିବା ସୀମା ବିବାଦକୁ ନେଇ ପ୍ରତିଦିନ ନୂଆନୂଆ ଖବର ଆସିବାରେ ଲାଗିଛି। ଆଜି ଆସିଥିବା ଖବର ଅନୁଯାୟୀ, ସୀମାର ସବୁ ସ୍ଥାନରେ ସଂପୂର୍ଣ୍ଣ ଓ ଶୀଘ୍ର ଡିସଏନଗେଜ୍‌ମେଣ୍ଟ କରିବାକୁ ଉଭୟ ଦେଶ ସହମତି ପ୍ରକାଶ କରିଛନ୍ତି।

ହଜିଗଲା ମାନବିକତା ! ! ମୃତ ପୋଲିସ ଅଫିସର ଅଛୁଆଁ ହୋଇଗଲେ : ମୃତ କରୋନା ଯୋଦ୍ଧାଙ୍କୁ କାନ୍ଧ ଦେଲେ ସାମ୍ବାଦିକ –…

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୬/୦୭: ହଜିଗଲା ମାନବିକତା, ଭୁଲିଗଲେ ମଣିଷ ପଣିଆ। ମୃତ୍ୟୁ ପରେ ଅଛୁଆଁ ହୋଇଗଲା ମୃତଦେହ। ଏଭଳି ଏକ ହୃଦୟ ବିଦାରକ ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା କୋଦଳାରେ। କୋଦଳା ମେଡିକାଲ ବାହାରେ ପଡି ରହିଥିଲା କରୋନା ମୁକାବିଲାର ଆଗଧାଡିର ଯୋଦ୍ଧା ପୋଲିସ
error: Content is protected !!
Open chat