Browsing Category

Llifestyle

ଚୋରା ଗଞ୍ଜେଇ ଚାଲାଣର ଚରାଭୂଇଁ ପାଲଟିଛି କୋରାପୁଟ : ଜୟପୁରରୁ ଚୋରା ଚାଲାଣ ବେଳେ ୨୧୭୩ କେଜି ଗଞ୍ଜେଇ ଜବତ – ୪…

ଜୟପୁର, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୨୬/୦୭ : କୋରାପୁଟ ଜିଲା ଜୟପୁର ସଦର ପୋଲିସ ଗଞ୍ଜେଇ ଲୋଡିଙ୍ଗ ହେଉଥିବା ବେଳେ ଖବର ପାଇ ଚଢ଼ଉ କରିଛି । ଜୟପୁର ଏସଡିପିଓ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇ କହିଛନ୍ତି ଯେ, ଜୟପୁର ସଦର ଥାନା ଅନ୍ତର୍ଗତ ବାୟାଗୁଡା ଠାରେ ୮ରୁ ୧୦ ଜଣ ଯୁବକ ଗଞ୍ଜେଇ

ଛାତ୍ରଛାତ୍ରୀଙ୍କୁ ଜୁନ୍‌ ୧୪ରୁ ଅଗଷ୍ଟ ଶେଷ ପର୍ଯ୍ୟନ୍ତ ୫୭ ଦିନ ପାଇଁ ମଧ୍ୟାହ୍ନ ଭୋଜନରେ ଶୁଖିଲା ଖାଦ୍ୟ ମିଳିବ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୬/୦୭ : ରାଜ୍ୟ ସରକାର କୋଭିଡ୍‌-୧୯ ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀଙ୍କୁ ମଧ୍ୟାହ୍ନଭୋଜନ ଅଧୀନରେ ଯୋଗ୍ୟ ବିଦ୍ୟାର୍ଥୀଙ୍କୁ ଛୁଟି ସମୟରେ ମଧ୍ୟ ଶୁଖିଲା ଖାଦ୍ୟ ପ୍ରଦାନ କରିବେ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ନିୟମାବଳୀ ଜାରି

୭୪ତମ ସ୍ବାଧୀନତା ଦିବସରେ ଲାଲ୍‌କିଲ୍ଲାରେ ୨୦୦ରୁ ୨୫୦ ନିମନ୍ତ୍ରିତ ଅତିଥିଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ…

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୫/୦୭ : ଆଗାମୀ ଅଗଷ୍ଟ ୧୫ ତାରିଖ ୭୪ତମ ସ୍ବାଧୀନତା ଦିବସ ଅବସରରେ ନୂଆଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜାତୀୟ ପତାକା ଉତ୍ତୋଳନ କରିବା ସହ ଦେଶ ଉଦ୍ଦେଶ୍ୟରେ ଅଭିଭାଷଣ ରଖିବେ। ତେବେ ଚଳିତ ବର୍ଷ ମହାମାରୀ କରୋନାଭୂତାଣୁ ଯୋଗୁଁ

ରାଜ୍ୟ ସରକାର ବଡ଼ ନିଷ୍ପତ୍ତି : ପ୍ରଧାନମନ୍ତ୍ରୀ ଫସଲ ବୀମାରେ ସବୁ କୃଷକ ସାମିଲ ହେବେ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୫/୦୭ : ଚଳିତ ବର୍ଷ ଖରିଫ୍ ଓ ରବି ଚାଷ ପାଇଁ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା କାର୍ଯ୍ୟକାରୀ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ସମବାୟ ବିଭାଗ ପକ୍ଷରୁ ଏନେଇ ଆଜି ପ୍ରକାଶ ପାଇଥିବା ସଂକଳ୍ପନାମା ଅନୁଯାୟୀ ଭାଗ ଚାଷୀଙ୍କ ସମେତ ଅନ୍ୟ

୨୦୨୨ ସୁଦ୍ଧା ସବୁ ୱାଗନ୍‌କୁ ଆରଏଫ୍‌ଆଇଡି ଟ୍ୟାଗ୍‌

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୫/୦୭ : ୨୦୨୨ ଡିସେମ୍ବର ସୁଦ୍ଧା ଭାରତୀୟ ରେଳପଥ ଦେଶର ସବୁ ରେଳ ୱାଗନକୁ ରେଡିଓ ଫ୍ରିକ୍ୱେନ୍ସି ଆଇଡେଣ୍ଟିଫିକେସନ(ଆରଏଫ୍‌ଆଇଡି ଟ୍ୟାଗ) ବ୍ୟବସ୍ଥାରେ ଅନ୍ତର୍ଭୁକ୍ତ କରିବାକୁ ଲକ୍ଷ୍ୟ ରଖିଛି। ଏହି ସମୟ ସୁଦ୍ଧା ସବୁ ରେଳ ୱାଗନ୍‌ରେ ରେଡିଓ

ଇ-କମର୍ସ କମ୍ପାନୀ ‘ଫ୍ଲିପ୍‌କାର୍ଟ’ ଅଧିଗ୍ରହଣ କଲା ‘ଓ୍ବାଲ୍‌ମାର୍ଟ ଇଣ୍ଡିଆ’ର ୧୦୦%…

ନୂଆଦିଲ୍ଲୀ, (କଳିଙ୍ଗ ଜ୍ୟୋତି ବ୍ୟୁରୋ),୨୫/୦୭ : ଇ-କମର୍ସ କମ୍ପାନୀ ଫ୍ଲିପ୍‌କାର୍ଟ ଓ୍ବାଲ୍‌ମାର୍ଟ ଇଣ୍ଡିଆ ହୋଲ୍‌ସେଲ୍‌ ବିଜ୍‌ନେସର ୧୦୦% ଅଂଶଧନ ହାସଲ କରିଛି। ରିଟେଲ ଇକୋସିଷ୍ଟମ ପରିବର୍ତ୍ତନ ଦିଗରେ ଏହା ସହାୟକ ହେବ। ଦେଶର କ୍ଷୁଦ୍ର ବ୍ୟବସାୟଗୁଡିକର କ୍ଷମତା ବିସ୍ତାର କରିବାରେ ଏହା

ଭୁବନେଶ୍ୱର ରେ ଚିହ୍ନଟ ହେଲେ ୧୧୧ ସଂକ୍ରମିତ, ମୋଟ ସଂଖ୍ୟା ୧୮୨୮ ହେଲା; କଟକ ସହରରୁ ଚିହ୍ନଟ ହେଲେ ୩୫ ଆକ୍ରାନ୍ତ ,…

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୬/୦୭: ସୂଚନା ଅନୁଯାୟୀ, ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୮୨୮ କୁ ବୃଦ୍ଧି ହୋଇଛି । ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୮୬୩ ଜଣ ସୁସ୍ଥ ହୋଇ ହୋଇଥିବା ବେଳେ ୯୫୨ ଜଣ ଚିକିତ୍ସାଧିନ ଅଛନ୍ତି ଓ ୧୧ ଜଣଙ୍କର ମୃତ୍ୟୁ ଘଟିଛି ।

ରାମ ମନ୍ଦିର ନିର୍ମାଣ ଭୂମି ପୂଜନ ସମୟ ନିର୍ଘଣ୍ଟ : ଅଗଷ୍ଟ ୫ ତାରିଖ ସମୟ ୧୨.୩୦

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୫/୦୭: ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ କାମ ଆରମ୍ଭ କରିବା ପାଇଁ ପ୍ରଶାସନ ଓ ସରକାର ଜୋରଦାର ପ୍ରୟାସ କରିଚାଲିଛି। ଏବେ ମିଳିଥିବା ସୂଚନା ଅନୁଯାୟୀ, ଅଗଷ୍ଟ ୫ ତାରିଖ ମଧ୍ୟାହ୍ନ ୧୨.୩୦ରେ ହିଁ ମନ୍ଦିର ନିର୍ମାଣ ପାଇଁ ଭୂମି ପୂଜନ କରାଯିବ। ଏହାପରେ

ଚାନ୍ଦବାଲି ବ୍ଲକ ‘ମତୋ – ଚୌଧୁରୀଘାଟ’ ରାସ୍ତା ସମ୍ପ୍ରସାରଣ ପାଇଁ ନଳଗୋହିରା ବଜାର ଉଚ୍ଛେଦ :…

ଭଦ୍ରକ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୨୫/୦୭ : ବହୁପ୍ରତୀକ୍ଷିତ ତଥା ବହୁମୁଖୀ, ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ 'ମତୋ -ଚୌଧୁରୀଘାଟ ରାସ୍ତା ସମ୍ପ୍ରସାରଣ ପାଇଁ ପ୍ରଶାସନ ପକ୍ଷରୁ ଜମି ଅଧିଗ୍ରହଣ ଓ ଜବରଦଖଲ ଉଚ୍ଛେଦ ଅଭିଯାନ ଆରମ୍ଭ ହୋଇଛି । ଏହି ବହୁପ୍ରତୀକ୍ଷିତ ରାସ୍ତା ଦ୍ବାରା

ଅନ୍‌ଲାଇନ୍‌ ପରୀକ୍ଷାରେ ବିଫଳ ହେଲେ ଅଫ୍‌ଲାଇନ୍‌ ସୁଯୋଗ ଦିଆଯିବ – ବିପିୟୁଟି ପରୀକ୍ଷା ନିର୍ଦେଶକ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୫/୦୭ : ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ବବିଦ୍ୟାଳୟ(ବିପିୟୁଟି) ଶେଷ ସେମିଷ୍ଟର ଅନ୍‌ଲାଇନ୍‌ ପରୀକ୍ଷାରେ ଅକୃତକାର୍ଯ୍ୟ ହେଲେ ବିଦ୍ୟାର୍ଥୀ ଅଫ୍‌ଲାଇନ୍‌ରେ ପରୀକ୍ଷା ଦେଇପାରିବେ। ଏନେଇ ବିପିୟୁଟି ପକ୍ଷରୁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି।
error: Content is protected !!
Open chat