Browsing Category

Llifestyle

ଏଣିକି ୩ ସନ୍ତାନ ଜନ୍ମ ଦେଇପାରିବେ ଚୀନ ଦମ୍ପତି; ବୃଦ୍ଧାବୃଦ୍ଧଙ୍କ ସଂଖ୍ୟା ବୃଦ୍ଧି ଯୋଗୁ ଆଇନ ବଦଳାଇଲେ ସରକାର

ବେଜିଂ: ବୃଦ୍ଧା ବୃଦ୍ଧଙ୍କ ସଂଖ୍ୟା ବୃଦ୍ଧି ଏବଂ ଜନସଂଖ୍ୟା ବୃଦ୍ଧିରେ ଗତିରୋଧ ଯୋଗୁ ଚିନ୍ତିତ ହୋଇପଡ଼ିଥିବା ଚୀନ ଏକ ବଡ଼ ନିଷ୍ପତ୍ତି ନେଇଛି। ଚୀନ ସରକାର ପରିବାର ନିୟୋଜନ ନିୟମକୁ କୋହଳ କରିବା ଲାଗି ଘୋଷଣା କରିଛନ୍ତି। ସୋମବାର ନିଆଯାଇଥିବା ନିଷ୍ପତ୍ତି ଅନୁସାରେ, ଏଣିକି ଚୀନରେ

ଟ୍ବିଟରକୁ ନୂଆ ଆଇଟି ନିୟମ ପାଳନ କରିବାକୁ ପଡ଼ିବ: ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ: ମାଇକ୍ରୋବ୍ଲଗିଂ ସୋସିଆଲ ମିଡିଆ ସାଇଟ୍‌ ଟ୍ବିଟରକୁ ଭାରତ ସରକାରଙ୍କ ନୂତନ ସୂଚନା ଓ ପ୍ରଯୁକ୍ତିବିଦ୍ୟା ନିୟମ ପାଳନ କରିବାକୁ ପଡ଼ିବ। ଦିଲ୍ଲୀ ହାଇକୋର୍ଟ ସୋମବାର ଏହି ନିର୍ଦେଶ ଦେଇଛନ୍ତି। ନୂଆ ନିୟମ ଉପରେ ରୋକ୍‌ ଲଗାଇବାକୁ ଅନୁରୋଧ କରିଥିବା ଟ୍ବିଟରକୁ କୋର୍ଟ କହିଛନ୍ତି, ଯଦି

ପିଏନବି ଦୁର୍ନୀତି: ଚୋକ୍‌ସୀଙ୍କୁ ଭାରତ ଆଣିବାକୁ ଡୋମିନିକାରେ ପହଞ୍ଚିଲା ବିମାନ

ନୂଆଦିଲ୍ଲୀ : ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନବି) ଦୁର୍ନୀତିର ମୁଖ୍ୟ ଅଭିଯୁକ୍ତ ତଥା ପଳାତକ ଘୋଷିତ ମେହୁଲ ଚୋକ୍‌ସୀଙ୍କୁ ଭାରତ ଆଣିବା ଲାଗି ଭାରତୀୟ ବିମାନ ଡୋମିନିକାରେ ପହଞ୍ଚିଛି। ଗତ ବୁଧବାର ମେହୁଲ ଚୋକ୍‌ସୀ କ୍ୟୁବା ଫେରାର ହେବାକୁ ଉଦ୍ୟମ କରୁଥିବାବେଳେ ଡୋମିନିକାରେ ପୁଲିସ ହାତରେ

ଜୁନ ୧ରୁ ମହଙ୍ଗା ହେବ ବିମାନ ଯାତ୍ରା, ଭଡ଼ା ବୃଦ୍ଧି କଲେ ସରକାର

ନୂଆଦିଲ୍ଲୀ: ଆସନ୍ତା ଜୁନ ୧ ତାରିଖରୁ ବିମାନ ଯାତ୍ରା ମହଙ୍ଗା ହେବ। ଭାରତ ମଧ୍ୟରେ କୌଣସି ସ୍ଥାନକୁ ଯାତ୍ରା କଲେ ଯାତ୍ରୀଙ୍କୁ ପୂର୍ବାପେକ୍ଷା ଅଧିକ ଭଡ଼ା ଦେବାକୁ ପଡ଼ିବ। କେନ୍ଦ୍ର ସରକାର ବିମାନ ଭଡ଼ା ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଥିବାବେଳେ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ

ଜୁନ ୩୦ ଯାଏଁ ବଢ଼ିଲା ଅନ୍ତର୍ଜାତୀୟ ବିମାନ ଉଡାଣ କଟକଣା

ନୂଆଦିଲ୍ଲୀ : କରୋନା ମହାମାରୀ ମଧ୍ୟରେ ଅନ୍ତର୍ଜାତୀୟ ଯାତ୍ରୀବାହୀ ବିମାନ ଉପରେ ପ୍ରତିବନ୍ଧକ ଜୁନ୍ ୩୦ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ବିମାନ ଚଳାଚଳ ନିୟନ୍ତ୍ରକ ଡିଜିସିଏ ଶୁକ୍ରବାର ଦିନ ଏହି ସୂଚନା ଦେଇଛି। ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ ଅର୍ଥାତ ଡିଜିସିଏ କହିଛି ଯେ

କଳା କବକ ସଂକ୍ରମଣ: ଆମେରିକାରୁ ଆସିବ ୧୦ ଲକ୍ଷ ଆମ୍ଫୋଟେରିସିନ୍‌ ଇଞ୍ଜେକ୍ସନ

ନୂଆଦିଲ୍ଲୀ: କରୋନା ମହାମାରୀ ସମୟରେ କଳା କବକ ସଂକ୍ରମଣ ଚିନ୍ତାଜନକ ପରିସ୍ଥିତି ସୃଷ୍ଟି କରିଛି। ଧୀରେ ଧୀରେ ଏହି ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇ ୧୧ ହଜାର ଅତିକ୍ରମ କଲାଣି। ତନ୍ମଧ୍ୟରୁ ଗୁଜରାଟରୁ କେବଳ ୨୮୦୦ରୁ ଅଧିକ ରୋଗୀ ଚିହ୍ନଟ ହୋଇଛନ୍ତି। ସେହିପରି ମହାରାଷ୍ଟ୍ରରୁ ୨୭୦୦,

ନୂଆ ‘ଡିଜିଟାଲ୍‌ ନିୟମ’କୁ ଚାଲେଞ୍ଜ୍‌ କରି ଅଦାଲତକୁ ଗଲା ‘ହ୍ବାଟ୍‌ସ୍‌ଆପ୍‌’

ନୂଆଦିଲ୍ଲୀ: ଆଜି ଲାଗୁ ହେଉଥିବା ସରକାରଙ୍କ ନୂଆ ‘ଡିଜିଟାଲ୍‌ ନିୟମାବଳି’କୁ ଚାଲେଞ୍ଜ୍ କରି ମଙ୍ଗଳବାର ଦିନ ‘ହ୍ବାଟ୍‌ସ୍‌ଆପ୍‌’ ଦିଲ୍ଲୀ ହାଇକୋର୍ଟରେ ମାମଲା ଦାଏର କରିଛି। ଏହି ନିୟମାବଳୀ କାରଣରୁ ବ୍ୟବହାରକାରୀଙ୍କ ଗୋପନୀୟତା ଉଲ୍ଲଂଘନ କରିବା ଲାଗି ‘ହ୍ବାଟ୍‌ସ୍‌ଆପ୍‌’ ବାଧ୍ୟ କରିବ ବୋଲି

ତୃତୀୟ ଲହରରେ ଛୋଟ ଶିଶୁ ସର୍ବାଧିକ କରୋନା ସଂକ୍ରମିତ ହେବା ନେଇ କୌଣସି ତଥ୍ୟ ନାହିଁ: କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ

ନୂଆଦିଲ୍ଲୀ : ତୃତୀୟ ଲହରରେ ଛୋଟ ଶିଶୁ ସର୍ବାଧିକ କରୋନା ସଂକ୍ରମିତ ହେବା ନେଇ କୌଣସି ତଥ୍ୟ ନାହିଁ । ତେଣୁ ଏନେଇ ଲୋକଙ୍କୁ ଭୟଭୀତ ହେବାରେ ଆବଶ୍ୟକତା ନାହିଁ ବୋଲି ଆଜି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ କରାଯାଇଥିବା ସାମ୍ବାଦିକ ସମ୍ମିଳନୀରେ କୁହାଯାଇଛି । ତୃତୀୟ ଲହରରେ

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅତିଭୀଷଣ ବାତ୍ୟାର ରୂପ ନେବ ୟାସ୍, ୨୬ ତାରିଖ ମଧ୍ୟାହ୍ନରେ ଛୁଇଁବ ସ୍ଥଳଭାଗ

ଭୁବନେଶ୍ବର: ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁସାରେ ବାତ୍ୟା ୟାସ୍‌ ବର୍ତ୍ତମାନ ସମୁଦ୍ର ମଧ୍ୟରେ ସାମୁଦ୍ରିକ ଝଡ଼ ବା ବାତ୍ୟାରେ ପରିଣତ ହୋଇଛି । ଆଗାମୀ ୨୪ ଘଂଟାରେ ଏହା ଅତିଭୀଷଣ ବାତ୍ୟାର ରୂପ ନେବ । କ୍ରମଶଃ ଓଡ଼ିଶା ଉପକୂଳ, ବାତ୍ୟାର କେନ୍ଦ୍ରସ୍ଥଳ ମଧ୍ୟରେ ଥିବା ବ୍ୟବଧାନ କମିବାରେ

ଓଡ଼ିଶାରେ ସମ୍ଭାବ୍ୟ ବାତ୍ୟା ନେଇ ଭାରତ ସରକାର ସମ୍ପୂର୍ଣ୍ଣ ସହଯୋଗ କରିବା ପାଇଁ ପ୍ରସ୍ତୁତ : ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର : ଓଡ଼ିଶାରେ ସମ୍ଭାବ୍ୟ ବାତ୍ୟା ‘ୟାସ୍‍’କୁ ନେଇ ପ୍ରାକ୍‍ ପ୍ରସ୍ତୁତି ଏବଂ ତାହାର ମୁକାବିଲା ପାଇଁ ହୋଇଥିବା ପ୍ରସ୍ତୁତି ଉପରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ, ଭାରତୀୟ ପାଣିପାଗ (ଆଇଏମଡ଼ି) ନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ଏବଂ ଏନଡ଼ିଆରଏଫ ଡ଼ିଜି ସତ୍ୟ ନାରାୟଣ
error: Content is protected !!
Open chat