Browsing Category

Llifestyle

ଦୁଇଟି ପର୍ଯ୍ୟାୟରେ ସମ୍ବଲପୁର ଜିଲ୍ଲା ସଟ୍‌ଡାଉନ୍ : ଜିଲ୍ଲାପାଳଙ୍କ ସୂଚନା – ଆସନ୍ତାକାଲି ଠାରୁ ଜୁଲାଇ ୩୧…

ସମ୍ବଲପୁର, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୨୧/୦୭ : ଆସନ୍ତାକାଲି ଠାରୁ ଜୁଲାଇ ୩୧ ଯାଏଁ ସଟ୍‌ଡାଉନ୍‌ ବଳବତ୍ତର ରହିବ। ଦୁଇଟି ପର୍ଯ୍ୟାୟରେ ସଟ୍‌ଡାଉନ୍‌ ଲାଗୁ ହେବ। ୨୨ରୁ ୨୫ ତାରିଖ ଯାଏଁ ପ୍ରଥମ ପର୍ଯ୍ୟାୟ ସଟ୍‌ଡାଉନ୍‌ ଏବଂ ୨୬ରୁ ୩୧ ତାରିଖ ଯାଏଁ ଦ୍ୱିତୀୟ ପର୍ଯ୍ୟାୟ ସଟ୍‌ଡାଉନ୍‌ ଲାଗୁ

ଇ-ବାଣିଜ୍ୟ ସଂସ୍ଥା ଉପରେ କେନ୍ଦ୍ର ସରକାର ଉପଭୋକ୍ତା ସୁରକ୍ଷା ଆଇନ-୨୦୧୯ କୁ କାର୍ଯ୍ୟକାରୀ କଲେ

ଭୁବନେଶ୍ୱର, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୨୧।୭ : ଦେଶରେ ଇ-ବାଣିଜ୍ୟ କାରବାର ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଗ୍ରାହକମାନେ ଅନ୍‌ଲାଇନ ଜରିଆରେ ମଗାଉଥିବା ସାମଗ୍ରୀ ଖରାପ ପଡ଼ିଲେ ସେହି ସଂସ୍ଥାଗୁଡ଼ିକ ବିରୋଧରେ ପୂର୍ବରୁ ଅଭିଯୋଗ କରିବାର କୌଣସି ଆଇନଗତ ବ୍ୟବସ୍ଥା ନ ଥିଲା।

“ଅଲ୍‌ବିଦା ବିଜୟ” – ପଞ୍ଚଭୂତରେ ଲୀନ ହେଲେ ଅଭିନେତା ବିଜୟ ମହାନ୍ତି : ରାଷ୍ଟ୍ରୀୟ ମର୍ଯ୍ୟାଦା…

ଭୁବନେଶ୍ୱର, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୨୧/୦୭ : ବରିଷ୍ଠ ଅଭିନେତା ବିଜୟ ମହାନ୍ତିଙ୍କର ଶେଷକୃତ୍ୟ ଭୁବନେଶ୍ୱର ସତ୍ୟନଗର ଶ୍ମଶାନରେ ସଂପନ୍ନ ହୋଇଛି। କୋଭିଡ କଟକଣା ପାଇଁ ମାତ୍ର ଅଳ୍ପକେତେ ଜଣ ଲୋକଙ୍କ ସମାଗମରେ ବିଜୟଙ୍କ ଶେଷକୃତ୍ତ୍ୟ କରାଯାଇଛି। ନିଜର ବଳିଷ୍ଠ ଅଭିନୟରେ ଲକ୍ଷ ଲକ୍ଷ

ଅକ୍ସଫୋର୍ଡ ୟୁନିଭର୍ସିଟିର କରୋନା ଭାକ୍ସିନ ସୁରକ୍ଷିତ; ଖୁବ୍‌ ଶୀଘ୍ର ଭାରତରେ ଉତ୍ପାଦନ ଆରମ୍ଭ ହେବ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୧/୦୭ : କରୋନା ଟିକା ପ୍ରସ୍ତୁତି କ୍ଷେତ୍ରରେ ବ୍ରିଟେନ୍‌କୁ ଆସିଲା ବଡ଼ ଖବର । ଅକ୍ସଫୋର୍ଡ ୟୁନିଭର୍ସିଟି ପ୍ରସ୍ତୁତ କରିଥିବା ଭ୍ୟାକ୍ସିନ AZD1222 ମଣିଷ ଶରୀରରେ କରୋନା ପ୍ରତିରୋଧକ ଶକ୍ତି ବୃଦ୍ଧି କରୁଥିବା ଜଣାପଡ଼ିଛି । ଟିକା ନେବାର ୧୪ ଦିନ ଭିତରେ

ଆଜିଠୁ ଗଞ୍ଜାମରେ ପ୍ଲାଜମା ଥେରାପି ଆରମ୍ଭ ହେବ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଗଞ୍ଜାମ ୨୧/୦୭ : ଆଜିଠାରୁ ଗଞ୍ଜାମ ଜିଲ୍ଲାରେ ଆରମ୍ଭ ହେବ ପ୍ଲାଜମା ଥେରାପି। ଏହି ଚିକିତ୍ସା ପଦ୍ଧତି ବେଶ୍ ଫଳପ୍ରଦ ହୋଇଥିବାରୁ ଗଂଜାମରେ ମଧ୍ୟ ଏହାକୁ ପ୍ରୟୋଗ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ପୂର୍ବରୁ ରାଜ୍ୟରେ ପ୍ଲାଜମା ଥେରାପିରେ ସଫଳତା ମିଳିବା

ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ ସୂଚନା ଦେବାକୁ ବିଏମ୍‌ସି ପକ୍ଷରୁ ଅନୁରୋଧ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୧/୦୭ : କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଯଦି କେହି ଲୋକ ଆସୁଛନ୍ତି, ତେବେ ତାଙ୍କର ସୂଚନା ସ୍ଥାନୀୟ ଲୋକ ବିଏମ୍‌ସିର ଜୋନ୍‌ ଅଫିସ୍‌, ସର୍ଭେଲାନ୍ସ ଟିମ୍‌କୁ ଦେବାକୁ ବିଏମ୍‌ସି ପକ୍ଷରୁ ଅନୁରୋଧ କରାଯାଇଛି। ବିଏମ୍‌ସି ପକ୍ଷରୁ କୁହାଯାଇଛି ଯେ ଜଣେ

ଦେଶରେ ଭୟଙ୍କର ହେଉଛି କରୋନା ସ୍ଥିତି : ଗତ ୨୪ ଘଣ୍ଟା ମଧ୍ୟରେ ୩୭ ହଜାର୧୪୮ ନୂଆ ଆକ୍ରାନ୍ତ ଚିହ୍ନଟ, ୫୮୭ ଆକ୍ରାନ୍ତ…

ନୂଆଦିଲ୍ଲୀ, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୨୧/୦୭ : ଦେଶରେ ଭୟଙ୍କର ହେଉଛି କରୋନା ସ୍ଥିତି। ଦିନକୁ ଦିନ ଏହା ଅଣାୟତ ହୋଇ ଚାଲିଛି । ପ୍ରତିଦିନ ହୁ ହୁ ହୋଇ ବଢ଼ି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା । ମୃତ୍ୟୁ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ଏହାରି ମଧ୍ୟରେ ଦେଶରେ ୨୮ ହଜାର ଟପିଛି କରୋନା

ରାଜ୍ୟରେ ପୁଣି ୬୪୭ ଜଣ କରୋନା ପଜିଟିଭ୍ ଚିହ୍ନଟ ସହ ମୃତ୍ୟୁ ସଂଖ୍ୟା ୬ : ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮,୭୫୭ କୁ…

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୧/୦୭ : ଆଜି ରାଜ୍ୟରେ ୬୪୭ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୪୩୧ଜଣ ସଙ୍ଗରୋଧ କେନ୍ଦ୍ରର ହୋଇଥିବା ବେଳେ ୨୧୬ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮,୭୫୭କୁ ବୃଦ୍ଧି

କେନ୍ଦ୍ର ସରକାରଙ୍କୁ ଚେକ୍ ଦେଲେ ଗେହଲଟ : ରାଜ୍ୟ ସକରାରଙ୍କ ବିନା ଅନୁମତିରେ ରାଜସ୍ଥାନରେ ପଶି ପାରିବ ନାହିଁ…

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୧/୦୭ : ରାଜସ୍ଥାନରେ ଜାରି ରାଜନୈତିକ ସଙ୍କଟ ମଧ୍ୟରେ ଗେହଲଟ ସରକାର କେନ୍ଦ୍ର ସରକାରଙ୍କ ବିରୋଧରେ ମୋର୍ଚ୍ଚା ଖୋଲି ସିବିଆଇକୁ ନେଇ ବଡ ନିଷ୍ପତ୍ତି ନେଇଛନ୍ତି। ଏହି ନିଷ୍ପତ୍ତି ପରେ ଏବେ ରାଜସ୍ଥାନରେ ସିବିଆଇ ସିଧାସଳଖ କୌଣସି ମାମଲାରେ ଯାଞ୍ଚ କରି

ଆଇଏଏସ୍‌ ପ୍ରିୟବ୍ରତ ପଟ୍ଟନାୟକଙ୍କ ପରଲୋକ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୧/୦୭ : ପୂର୍ବତନ ପ୍ରଶାସନିକ ଅଧିକାରୀ ପ୍ରିୟବ୍ରତ ପଟ୍ଟନାୟକଙ୍କ ଦେହାନ୍ତ ହୋଇଯାଇଛି । ଆଜି ସକାଳ 7ଟା 30 ମିନିଟ୍‌ରେ ପ୍ରିୟବ୍ରତଙ୍କ ପରଲୋକ ହୋଇଥିବାର ସୂଚନା ରହିଛି । କିଛିଦିନ ଧରି ଲିଭର କ୍ୟାନସରରେ ପୀଡିତ ହୋଇ ମୁମ୍ବଇରେ ଚିକିତ୍ସାଧୀନ
error: Content is protected !!
Open chat