Browsing Category

Llifestyle

ମଧ୍ୟପ୍ରଦେଶ ରାଜ୍ୟପାଳ ଲାଲଜି ଟଣ୍ଡନଙ୍କ ପରଲୋକ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଲକ୍ଷ୍ମୌ ୨୧/୦୭: ମଧ୍ୟପ୍ରଦେଶ ରାଜ୍ୟପାଳ ଲାଲଜି ଟଣ୍ଡନଙ୍କ ପରଲୋକ। ୮୫ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। କିଛି ଦିନ ହେଲା ଅସୁସ୍ଥ ଥିଲେ। ଗତ ସପ୍ତାହରେ ତାଙ୍କୁ ଲକ୍ଷ୍ମୌର ଏକ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଏହାପରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଦିନକୁ

ଓଡିଶା ସରକାରଙ୍କ ବଡ ଘୋଷଣା : କୋଭିଡ ହସ୍‌ପିଟାଲରେ କାର୍ଯ୍ୟରତ ଡାକ୍ତର, ନର୍ସଙ୍କ ସମେତ ଫାର୍ମାସିଷ୍ଟ, ରେଡିଓଗ୍ରାଫର…

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୧/୦୭ : କୋଭିଡ ହସ୍‌ପିଟାଲରେ କାର୍ଯ୍ୟରତ ଡାକ୍ତର, ନର୍ସଙ୍କ ସମେତ ଫାର୍ମାସିଷ୍ଟ, ରେଡିଓଗ୍ରାଫର ଏବଂ ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କୁ ପ୍ରୋତ୍ସାହନ ରାଶି ମିଳିବ । ଏନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି ।

“ମୁଁ ବାଇଗଣ ବିକିବାକୁ ଆସିନି” : ପାଇଲଟଙ୍କୁ ଗେହଲଟଙ୍କ ନିଶାନ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୧/୦୭: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଗେହଲଟଙ୍କ ଟାର୍ଗେଟରେ ପାଇଲଟ । ମରୁଭୂମି ରାଜନୀତିରେ ଝଡ ଥମିନଥିବା ବେଳେ ପାଇଲଟଙ୍କୁ ପୁଣି ଥରେ ସିଧା ନିଶାନା କରିଛନ୍ତି ଗେହଲଟ । କଂଗ୍ରେସ ପିଠିରେ ଛୁରୀ ଭୁଷିବା ଭଳି କାମ କରିଛନ୍ତି ପାଇଲଟ । ଏଭଳି ସାଂଘାତିକ

ପରିବହନ କ୍ଷେତ୍ରରେ ପୁଣି ତିନି ମାସ ପାଇଁ ରିହାତି ଘୋଷଣା ରାଜ୍ୟ ସରକାର

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୧/୦୭: ପରିବହନ କ୍ଷେତ୍ରରେ ପୁଣି ତିନି ମାସ ପାଇଁ ରିହାତି ଘୋଷଣା କରିଛନ୍ତି ରାଜ୍ୟ ସରକାର। ସାମୟିକ ଭାବେ କିଛି ନିର୍ଦ୍ଦିଷ୍ଟ ପରିବହନ ଉପରୁ ମୋଟରଯାନ ଟିକସ ଓ ଅତିରିକ୍ତ ଟିକସ ଛାଡ଼ ଘୋଷଣା କରାଯାଇଛି। ଷ୍ଟେଜ୍ ଓ କଣ୍ଟ୍ରାକ୍ଟ

ସୁଶାନ୍ତଙ୍କ ମୃତ୍ୟୁ ରହସ୍ୟ ଖୋଲିବାକୁ କଙ୍ଗନାଙ୍କୁ ସାହାଯ୍ୟ କରିବେ ସୁବ୍ରମଣ୍ୟମ ସ୍ୱାମୀ

କଳିଙ୍ଗ ଜ୍ୟୋତି ବ୍ୟୁରୋ ମୁମ୍ୱାଇ ୨୧/୦୭ : ବଲିଉଡ ଷ୍ଟାର ସୁଶାନ୍ତଙ୍କ ଆତ୍ମହତ୍ୟା ମାମଲାରେ କଙ୍ଗନା ରାଣାୱାତ ତାଙ୍କୁ ନ୍ୟାୟ ପ୍ରଦାନ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି। କଙ୍ଗନାଙ୍କ କହିବା ଅନୁଯାୟୀ, ସୁଶାନ୍ତ କେବେ ବି ଆତ୍ମହତ୍ୟା କରିନଥିବେ। ତାଙ୍କ

କରୋନା କଟକଣା ମଧ୍ୟରେ ଆଜି ଭଦ୍ରକସ୍ଥ ଆରଡିଧାମରେ ବାବା ‘ଆଖଣ୍ଡଳମଣି’ଙ୍କର ଶ୍ରାବଣ ୩ୟ ସୋମବାର ଜଳାଭିଷେକ…

ଆରଡି / ଭଦ୍ରକ, (କଳିଙ୍ଗଜ୍ୟୋତି ବ୍ୟୁରୋ), ୨୦/୦୭ : ଆଜି ପବିତ୍ର ଶ୍ରାବଣମାସର ତୃତୀୟ ସୋମବାରରେ ଭଦ୍ରକର ପ୍ରସିଦ୍ଧ ଶୈବପୀଠ ଆରଡିଧାମର ବାବା ଆଖଣ୍ଡଳମଣିଙ୍କ ମନ୍ଦିରରେ ରୀତିନୀତି ଅନୁଯାୟୀ ଜଳାଭିଷେକ ଓ ଚିତାଲାଗି ନୀତି ସମ୍ପନ୍ନ ହୋଇଛି। ଦୀର୍ଘ ୪ମାସରୁ ଉର୍ଦ୍ଧ୍ବ ହେବ କରୋନା

ପରପାରିରେ ବରିଷ୍ଠ ଅଭିନେତା ବିଜୟ ମହାନ୍ତି

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୦/୦୭: ଓଲିଉଡ୍‌ ଜଗତର ଲୋକପ୍ରିୟ ଅଭିନେତା ବିଜୟ ମହାନ୍ତି ଆଉ ନାହାନ୍ତି । 70 ବର୍ଷ ବୟସରେ ବିଜୟ ମହାନ୍ତି ପରଲୋକ ଗମନ କରିଛନ୍ତି । ଆଜି ସନ୍ଧ୍ୟାରେ ଗୁରୁତର ହେବାରୁ ତାଙ୍କୁ କେୟାର ହସ୍ପିଟାଲ ନିଆଯାଇଥିଲା । ଏଠାରେ ତାଙ୍କର ମୃତ୍ୟୁ ହୋଇଥିବାର

ହଜିଗଲା ମାନବିକତା : ୩୦ଟଙ୍କା ଲାଞ୍ଚ ଦେଇ ନ ପାରିବାରୁ ମା’ ସହ ମିଶି ଅଜାଙ୍କୁ ଷ୍ଟ୍ରେଚରରେ ଠେଲିଠେଲି ନେଲା ୬ବର୍ଷର…

ଲକ୍ଷ୍ନୌ, (କଳିଙ୍ଗଜ୍ୟୋତି ବ୍ୟୁରୋ), ୨୦/୦୭ : ଉତ୍ତରପ୍ରଦେଶର ଦେଓରିଆ ଜିଲ୍ଲାରେ ଥିବା ଏକ ଡାକ୍ତରଖାନାର ଅବହେଳାର ଦୃଶ୍ୟ ସୋସିଆଲ ମିଡିଆରେ ଭାଇରାଲ୍‌ ହେବା ପରେ ଲୋକମାନେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଭାଇରାଲ ଭିଡିଓରେ ଜଣେ ନିରୀହ ଶିଶୁ ତାର ମା’ ସହିତ ମିଶି ଆଜାଙ୍କୁ ଷ୍ଟ୍ରେଚରରେ

ବରିଷ୍ଠ ଓଡ଼ିଆ ଅଭିନେତା ବିଜୟ ମହାନ୍ତି ଗୁରୁତର : ହସ୍ପିଟାଲରେ ଭର୍ତ୍ତି

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୦/୦୭ : ବରିଷ୍ଠ ଓଡ଼ିଆ ଅଭିନେତା ବିଜୟ ମହାନ୍ତିଙ୍କ ସ୍ୱାସ୍ଥ୍ୟାବସ୍ଥା ପୁଣି ଗୁରୁତର। ଗୁରୁତର ହେବାରୁ ତାଙ୍କୁ ଘରୁ ଭୁବନେଶ୍ୱର କେୟାର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେ କିଛି ଦିନ ଧରି କେୟାର ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଆଗରୁ

ସୁନ୍ଦର ପିଚାଇଙ୍କ ବଡ ଖୁଲାସା : ଭୂକମ୍ପ ଓ ସୁନାମୀ ଆସିବା ପୂର୍ବରୁ ଜାଣିପାରିବ ଗୁଗଲ

ନୂଆଦିଲ୍ଲୀ, (କଳିଙ୍ଗଜ୍ୟୋତି ବ୍ୟୁରୋ), ୨୦/୦୭ : ଗୁଗଲର ସିଇଓ ସୁନ୍ଦର ପିଚାଇ କହିଛନ୍ତି ଯେ, ଗୁଗଲ ବହୁତ ପୂର୍ବରୁ ଏମିତି ଟେକ୍ନୋଲୋଜି ଉପରେ କାମ କରିବା ଆରମ୍ଭ କରିଦେଇଥିଲା ଯାହା ସାହାଯ୍ୟରେ ଭୁକମ୍ପ ଓ ସୁନାମୀ ପୂର୍ବରୁ ଜଣାପଡିବ । କମ୍ପାନୀ ଏଥିପାଇଁ ସମୁଦ୍ର ଭିତରେ ଫାଇବର କେବଲ୍ସ
error: Content is protected !!
Open chat