Browsing Category

Llifestyle

ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ଘଟଣାରେ ନୂଆ ମୋଡ : ସିବିଆଇ ଯାଞ୍ଚ ପାଇଁ ଓକିଲ ନିଯୁକ୍ତ କଲେ ଡ.ସୁବ୍ରମଣ୍ୟମ ସ୍ୱାମୀ

ମୁମ୍ବାଇ / ଭୁବନେଶ୍ୱର, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୧୧/୦୭ : ବଲିଉଡ୍ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କର ମୃତ୍ୟୁ ପରେ ଏହି ଘଟଣାର ସତ୍ୟାସତ୍ୟ ଜାଣିବା ପାଇଁ ପ୍ରଶଂସକମାନେ ସିବିଆଇ ଯାଞ୍ଚ କରିବାକୁ ଦାବି କରିଆସୁଛନ୍ତି। ସୋଶାଲ୍ ମିଡିଆରେ ମଧ୍ୟ "#CBIForSonOfBihar" ଟ୍ରେଣ୍ଡ

ହୋମ୍ ଆଇସୋଲେସନ୍ ନେଇ ଭୁବନେଶ୍ୱର ମହାନଗର ନିଗମ ନୂଆ SOP ଜାରି କଲା

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୧୧/୦୭: ଲକ୍ଷଣ ବିହୀନ କିମ୍ବା ସ୍ୱଳ୍ପ ଲକ୍ଷଣ ଥିବା କରୋନା ଆକ୍ରାନ୍ତ ହୋମ୍ ଆଇସୋଲେସନ୍‌ରେ ରହିବାକୁ ଚାହୁଁଥିଲେ ସେମାନଙ୍କ ପାଇଁ SOP ଜାରି କରିଛି ଭୁବନେଶ୍ୱର ମହାନଗର ନିଗମ(BMC)। ଏହି SOPରେ କୁହାଯାଇଛି, ହୋମ୍ ଆଇସୋଲେସନରେ ରହିବାକୁ

ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି , Whatsapp ଓ Teligramରେ ପଠାଯିବ ସମନ୍ ଓ ଲିଗାଲ ନୋଟିସ୍

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୧/୦୭: ଏବେ କୋର୍ଟଙ୍କ ପକ୍ଷରୁ ସମନ୍‌ ଅଥବା ଲିଗାଲ ନୋଟିସ୍‌ ସୋସିଆଲ ନେଟୱାର୍କିଂ ସାଇଟ୍‌ରେ ପଠା ଯାଇପାରିବ। ଏଥିଲାଗି ସୁପ୍ରିମକୋର୍ଟ ଶୁକ୍ରବାର ଅନୁମତି ଦେଇଛନ୍ତି। ସର୍ବୋଚ୍ଚ ନ୍ୟାୟାଳୟଙ୍କ ଅନୁମତି ପରେ ସୋସିଆଲ ନେଟୱାର୍କିଂ ସାଇଟ୍‌

ଆସନ୍ତା ସପ୍ତାହରୁ ୧୦ କରୋନା ନମୂନା ଟେଷ୍ଟ ହେବ: ଆଇଏଲଏସ ନିର୍ଦ୍ଦେଶକ ଅଜୟ ପରିଡା

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ବର ୧୧/୦୭: ଆସନ୍ତା ୧୦ରୁ ୧୨ ଦିନ ଭିତରେ ରାଜ୍ୟରେ ଆରମ୍ଭ ହେବ ପ୍ଲାଜମା ଥେରାପି । କଟକ ଏସସିବିରେ ପ୍ଲାଜମା ଥେରାପି ହବ୍ । ୧୦ ଦିନ ଭିତରେ ସରକାର ଏହାର ଉଦଘାଟନ କରିବେ । ସମ, କିମ୍ସ,ଏସସିିବି, ଆଉ ଅଶ୍ୱିନୀ ହସ୍ପିଟାଲରେ ଏହା ଆରମ୍ଭ ହେବ ବୋଲି ସୂଚନା

ବ୍ୟାନ୍‌ ହୋଇଥିବା ୫୯ ଚାଇନିଜ୍‌ ଆପକୁ ସରକାରଙ୍କ ନୋଟିସ୍

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୧/୦୭: ଦେଶର ସୁରକ୍ଷା ଦୃଷ୍ଟିରୁ ବ୍ୟାନ୍‌ ହୋଇଥିବା ୫୯ ଟି ଚାଇନିଜ୍‌ ଆପକୁ ନୋଟିସ୍‌ କରିଛି କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରାଳୟ(MEITY)। ନୋଟିସ୍‌ରେ ବ୍ୟାନ୍ ହୋଇଥିବା ଆପ୍‌ଗୁଡ଼ିକୁ ୭୯ଟି ପ୍ରଶ୍ନ ପଚରାଯାଇଛି।

ବାୟୁ ଦ୍ୱାରା କରୋନା ବ୍ୟାପିବା ସମ୍ଭାବନା ପରେ WHO ର ନୂଆ ଗାଇଡଲାଇନ୍ ଜାରି

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୧/୦୭: ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ ବା ଡବ୍ଲ୍ୟୁଏଚଓ କରୋନା ଭାଇରସକୁ ନେଇ ନୂଆ ଗାଇଡଲାଇନ୍ ଜାରି କରିଛି । ବାୟୁ ଦ୍ୱାରା ଭାଇରସ ବ୍ୟାପିବା ଖବର ଆସିବା ପରେ ଏହି ଗାଇଡଲାଇନ୍ ଜାରି କରାଯାଇଛି । ଗୁରୁବାର ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ ଗାଇଡଲାଇନ୍

ଆଜି ରାଜ୍ୟରେ ରେକର୍ଡ ସଂଖ୍ୟକ କରୋନା ରୋଗୀ ସୁସ୍ଥ : କୋଭିଡ ଯୋଦ୍ଧାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୧୦/୦୭ : ଆଜି ରାଜ୍ୟରେ ରେକର୍ଡ ୫୬୫ ଜଣ ସୁସ୍ଥ ହେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସନ୍ତୋଷ ପ୍ରକଟ କରିବା ସହ ସ୍ୱାସ୍ଥ୍ୟକର୍ମୀ ଓ କୋଭିଡ ଯୋଦ୍ଧାମାନଙ୍କୁ ପ୍ରଶଂସା କରିଛନ୍ତି । ଏକ ଟ୍ଵିଟ କରି ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ

ଓଡ଼ିଶାର ଆଉ ୫ ଜିଲ୍ଲା ମାଓବାଦୀ ମୁକ୍ତ ହେଲା : ଡିଜିପି ଅଭୟ

ଭୁବନେଶ୍ୱର, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୧୦/୦୭ : ମାଓବାଦୀ ମୁକ୍ତ ହେଲା ଓଡ଼ିଶାର ଆଉ ୫ ଜିଲ୍ଲା। ଅନୁଗୁଳ, ବୌଦ୍ଧ, ସମ୍ବଲପୁର, ଦେବଗଡ଼ ଓ ନୟାଗଡ଼ ଜିଲ୍ଲାକୁ ରାଜ୍ୟ ସରକାର ମାଓବାଦୀ ମୁକ୍ତ ବୋଲି ଘୋଷଣା କରିଛନ୍ତି। ଏନେଇ ପୋଲିସ ଡିଜି ଅଭୟ ଟୁଇଟ କରି ସୂଚନା ଦେଇଛନ୍ତି। ଏଥିସହିତ

ବ୍ରହ୍ମପୁରର ସବ୍‌-ଇନ୍ସପେକ୍ଟରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୧୦/୦୭ : ବ୍ରହ୍ମପୁରର ଜଣେ ସବ୍‌-ଇନ୍ସପେକ୍ଟରଙ୍କୁ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ତାଙ୍କ ନାଁ ବି.ବି ସେଠୀ। ସେ କୋରନାରେ ଆକ୍ରାନ୍ତ ହୋଇଥିଲେ। ତେବେ ସୁସ୍ଥ ହେବା ପରେ ସଙ୍ଗେ ସଙ୍ଗେ ଆସି କାର୍ଯ୍ୟରେ ଯୋଗ ଦେଇଛନ୍ତି।

ବଢୁଛି କରୋନା ସଂକ୍ରମଣ : ଚୌଦ୍ୱାର ଜେଲରେ ୮ କଏଦୀ ପଜିଟିଭ୍ ଚିହ୍ନଟ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୧୦/୦୭: ଜେଲକୁ ବ୍ୟାପିଲା କରୋନା । କଟକ ଚୌଦ୍ୱାର ଜେଲରେ କଏଦୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏକାସଙ୍ଗେ ୮ ଜଣ କଏଦୀଙ୍କ ଦେହରେ ଭୂତାଣୁ ଚିହ୍ନଟ ହୋଇଛି । ଏହାପରେ ଆକ୍ରାନ୍ତ କଏଦୀଙ୍କୁ କଟକର ସ୍ୱତନ୍ତ୍ର କୋଭିଡ୍ ହସପିଟାଲକୁ ପଠାଇଦିଆଯାଇଛି
error: Content is protected !!
Open chat