Browsing Category
National-International
ରାଜ୍ୟବାସୀଙ୍କ ସ୍ବାସ୍ଥ୍ୟସେବାର ବିକାଶ ନିମନ୍ତେ ସରକାରଙ୍କ “ନିର୍ମଳ” ଯୋଜନା : ୫ ବର୍ଷରେ ଖର୍ଚ ହେବ…
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୧୩/୦୮ : ରାଜ୍ୟବାସୀଙ୍କ ସ୍ବାସ୍ଥ୍ୟସେବାର ବିକାଶ ନିମନ୍ତେ ସରକାର ‘ନିର୍ମଳ’ ଯୋଜନାକୁ ସଂଶୋଧନ କରିଛନ୍ତି ଏବଂ ଏହି ଯୋଜନାରେ ଆଗାମୀ ୫ ବର୍ଷରେ ୧୯୯୮.୧୫ କୋଟି ଟଙ୍କା ବ୍ୟୟ କରିବାକୁ ଯୋଜନା କରିଛନ୍ତି । ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଆଗତ ଏ !-->…
ଭାରତରେ ବନ୍ଦ ହେବାକୁ ଯାଉଛି ଫେସବୁକ ଲାଇଟ : ଏହି ଲୋକପ୍ରିୟ ଆପର ଅଛନ୍ତି ଲକ୍ଷାଧିକ ବ୍ୟବହାରକାରୀ
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୩/୦୮ : ଫେସବୁକର କିଛି ଆପ୍ ଅଛି ଯାହାକୁ କମ୍ପାନୀ କମ୍ ଇଣ୍ଟରନେଟ୍ ବେଗରେ ମଧ୍ୟ ବ୍ୟବହାର କରିବାକୁ ଲଞ୍ଚ କରିଛି | କମ ଇଣ୍ଟରନେଟ ଥିବା ଅଂଚଳରେ ଫେସବୁକକୁ ବ୍ୟବହାର କରିବାକୁ କମ୍ପାନୀ ଫେସବୁକ ଲାଇଟକୁ ଲଞ୍ଚ କରିଥିଲା | ଭାରତରେ ମଧ୍ୟ ଲକ୍ଷାଧିକ!-->…
ଅକ୍ଷୟ କୁମାର : ବିଶ୍ୱର ଷଷ୍ଠ ସର୍ବାଧିକ ଆୟକାରୀ ପୁରୁଷ ଅଭିନେତା – ଫୋର୍ବସ ପତ୍ରିକା ପ୍ରକାଶ କଲା ବିଶ୍ୱର…
ମୁମ୍ବାଇ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୩/୦୮ : ଲୋକପ୍ରିୟ ଅଭିନେତା ଅକ୍ଷୟ କୁମାର ଅନ୍ତର୍ଜାତୀୟ ପତ୍ରିକା ଫୋର୍ବସ୍ ପକ୍ଷରୁ ପ୍ରକାଶିତ ୨୦୨୦ର ବିଶ୍ୱର ୧୦ ଜଣ ସର୍ବାଧିକ ରୋଜଗାର କରୁଥିବା ପୁରୁଷ ଅଭିନେତାଙ୍କ ତାଲିକାରେ ଏକମାତ୍ର ଭାରତୀୟ ଭାବେ ସ୍ଥାନ ପାଇଛନ୍ତି । ପତ୍ରିକାରେ ପ୍ରଦତ୍ତ!-->…
କର୍ଣ୍ଣାଟକ : ଫେସବୁକ ପୋଷ୍ଟରୁ ହୋଇଥିବା ବେଙ୍ଗାଲୁରୁ ଦଙ୍ଗା ଯୋଜନାବଦ୍ଧ ଥିଲା, ଦଙ୍ଗାକାରୀଙ୍କ ଠାରୁ କ୍ଷତିପୂରଣ ଆଦାୟ…
କଳିଙ୍ଗ ଜ୍ୟୋତି ବ୍ୟୁରୋ ବେଙ୍ଗାଲୁରୁ ୧୩/୦୮: ଗୋଟିଏ ଫେସବୁକ ପୋଷ୍ଟକୁ କେନ୍ଦ୍ର କରି ମଙ୍ଗଳବାର ରାତିରେ କର୍ଣ୍ଣାଟକାର ରାଜଧାନୀ ବେଙ୍ଗାଲୁରୁରେ ଭୟଙ୍କର ଦଙ୍ଗା ଦେଖିବାକୁ ମିଳିଛି। ଦଙ୍ଗାକାରୀ ପୋଡ଼ା ଜଳା କରିବାରୁ ପୁଲିସ୍ ଗୁଳି ଚଳାଇଛି। ଏଥିରେ ୩ ଜଣ ସାଧାରଣ ନାଗରିକଙ୍କ ମଧ୍ୟ ମୃତ୍ୟୁ!-->…
ରାଜସ୍ଥାନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ ସମର୍ଥକ ବିଧାୟକଙ୍କୁ ଧରି ଜୟପୁର ଫେରିଲେ
ନୂଆଦିଲ୍ଲୀ/ ଜୟପୁର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୨/୦୮ : ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍ଙ୍କ ବିରୋଧରେ ଆରମ୍ଭ କରିଥିବା ବିଦ୍ରୋହରୁ ଓହରି ଯାଇ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ ତାଙ୍କର ସମର୍ଥକ ବିଧାୟକମାନଙ୍କୁ ଧରି ଜୟପୁର ଫେରି ଆସିଛନ୍ତି। ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀ!-->…
ଅଭିନେତା ସଞ୍ଜୟ ଦତ୍ତଙ୍କୁ ଫୁସ୍ଫୁସ୍ କ୍ୟାନ୍ସର : ଚିକିତ୍ସା ପାଇଁ ଖୁବଶୀଘ୍ର ଯିବେ ଆମେରିକା
ମୁମ୍ବାଇ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୨/୦୮ : ଅଭିନେତା ସଞ୍ଜୟ ଦତ୍ତ ଫୁସ୍ଫୁସ୍ କ୍ୟାନ୍ସର୍ରେ ଆକ୍ରାନ୍ତ ହୋଇଥିବା ଥିବା ସୂଚନା ମିଳିଛି। ବର୍ତ୍ତମାନ ଏହା ଷ୍ଟେଜ୍-୩ରେ ଅଛି। ବଲିଉଡ୍ରେ 'ସଞ୍ଜୁ ବାବା' ଭାବେ ପରିଚିତ ସଞ୍ଜୟ ଦତ୍ତ କ୍ୟାନ୍ସର୍ରେ ଆକ୍ରାନ୍ତ ହୋଇଥିବା ନେଇ ମଙ୍ଗଳବାର!-->…
‘ପାରଦର୍ଶୀ କରାଧାନ-ଇମାନଦାର କା ସମ୍ମାନ’ – ସଚ୍ଚୋଟ ଟିକସଦାତା ହେବେ ପୁରସ୍କୃତ : ଆସନ୍ତାକାଲି ପ୍ରଧାନମନ୍ତ୍ରୀ…
ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୨/୦୮ : ଆସନ୍ତାକାଲି ଗୁରୁବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସଚ୍ଚୋଟ ଟିକସଦାତାମାନଙ୍କ ପାଇଁ ‘ପାରଦର୍ଶୀ କରାଧାନ-ଇମାନଦାର କା ସମ୍ମାନ’ ନାମକ ଏକ ପ୍ଲାଟଫର୍ମ ଲଞ୍ଚ କରିବେ। ଭିଡିଓ କନଫରେନ୍ସ ଜରିଆରେ କେନ୍ଦ୍ର ଅର୍ଥ ଏବଂ କର୍ପୋରେଟ୍!-->…
‘କମଳା ହ୍ୟାରିସ’ : ପ୍ରଥମ ଭାରତୀୟ ବଂଶୋଦ୍ଭବ ମହିଳା ହେବେ ଆମେରିକାର ଉପରାଷ୍ଟ୍ରପତି ପ୍ରାର୍ଥୀ
ନୂଆଦିଲ୍ଲୀ/ୱାଶିଂଟନ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୨/୦୮ : ପ୍ରଥମ ଭାରତୀୟ ବଂଶୋଦ୍ଭବ ମହିଳା କମଳା ହ୍ୟାରିସ ହେବେ ଆମେରିକା ଉପରାଷ୍ଟ୍ରପତି ପ୍ରାର୍ଥୀ । ଡ଼େମୋକ୍ରାଟିକ୍ ଦଳର ରାଷ୍ଟ୍ରପତି ପ୍ରାର୍ଥୀ ଜୋ ବାଇନେଡ଼ ଏ କଥା ଘୋଷଣା କରିଛନ୍ତି । ଏହି ପଦ ନିମନ୍ତେ ନିର୍ବାଚନ ଲଢ଼ିବାରେ ସେ!-->…
‘କଳିଙ୍ଗ ଜ୍ୟୋତି’ ପକ୍ଷରୁ ପବିତ୍ର ଜନ୍ମାଷ୍ଟମୀ ଏବଂ ସ୍ୱାଧୀନତା ଦିବସ ଉପଲକ୍ଷେ ହାର୍ଦ୍ଦିକ ଶୁଭେଚ୍ଛା ।
ତା.୧୨/୦୮/୨୦୨୦, ବୁଧବାର ଠାରୁ ଦୈନିକ 'କଳିଙ୍ଗ ଜ୍ୟୋତି' ଇ-ପେପର ରୂେପ ଆତ୍ମପ୍ରକାଶ କଲା ।
ପଢିବାକୁ ଲଗଅନ କରନ୍ତୁ - www.kalingajyoti.com/epaper
‘ସ୍ପୁତନିକ ଭି’ : ରୁଷ ସାମ୍ନାକୁ ଆଣିଲା ବିଶ୍ୱର ପ୍ରଥମ କରୋନା ଭ୍ୟାକ୍ସିନର ଅଫିସିଆଲ ଫଟୋ
ନୂଆଦିଲ୍ଲୀ/ମସ୍କୋ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୨/୦୮ : ସାମ୍ନାକୁ ଆସିଲା ରୁଷର କରୋନା ଭ୍ୟାକ୍ସିନ ‘ସ୍ପୁତନିକ ଭି’ର ଅଫିସିଆଲ ଫଟୋ ନିକଟରେ ରୁଷ ସଫଳତାର ସହ କରୋନା ଟିକା ପ୍ରସ୍ତୁତ କରିଥିବା ଘୋଷଣା କରିଛି। ଏହା କରିବାରେ ଏହା ବିଶ୍ୱର ପ୍ରଥମ ଦେଶ ହୋଇପାରିଛି। ଟୀକାକରଣର ପ୍ରଥମ ମାତ୍ରା!-->…
