Browsing Category
National-International
“ଆତ୍ମନିର୍ଭର ଭାରତ” : ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ୧୦୧ ରକ୍ଷା ଉପକରଣର ଆମଦାନୀ ଉପରେ ରୋକ୍…
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୯/୦୮: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି। ଆତ୍ମନିର୍ଭର କରିବାକୁ ଭାରତକୁ ପ୍ରୋତ୍ସାହନ ଦେବାକୁ ପ୍ରତିରକ୍ଷା କ୍ଷେତ୍ରରେ ଆମଦାନୀ ହେଉଥିବା ୧୦୧ ଉପକରଣ ଉପରେ ବ୍ୟାନ୍ ଲଗାଇଛନ୍ତି ସରକାର। ଏବେ ଏହିସବୁ!-->…
ଚାଷୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଉପହାର; ସାଢ଼େ ୮ କୋଟି ଚାଷୀଙ୍କ ବ୍ୟାଙ୍କ୍ ଆକାଉଣ୍ଟ୍କୁ ଗଲା ୧୭ ହଜାର କୋଟି…
ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୯/୦୮ : ଦେଶର କୃଷକମାନଙ୍କ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉପହାର ଭେଟି ଦେଇଛନ୍ତି। ରବିବାର ପ୍ରଧାନମନ୍ତ୍ରୀ ୧ ଲକ୍ଷ କୋଟି ଟଙ୍କାର କୃଷି ଭିତ୍ତିଭୂମି ପାଣ୍ଠି ଶୁଭାରମ୍ଭ କରିଛନ୍ତି। ପ୍ରଧାନମନ୍ତ୍ରୀ ଭିଡିଓ କନ୍ଫରେନ୍ସିଂ ଜରିଆରେ ଏହାର!-->…
କୋଭିଡ୍ କେୟାର୍ ସେଣ୍ଟର୍ରେ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କାର କ୍ଷତିପୂରଣ ଦେବେ ମୁଖ୍ୟମନ୍ତ୍ରୀ…
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ / ବିଜୟୱାଡା ୦୯/୦୮: ଆଜି ସକାଳେ ଆନ୍ଧ୍ରପ୍ରଦେଶର ବିଜୟୱାଡା ସହରରେ ଥିବା କୋଭିଡ୍ କେୟାର ସେଣ୍ଟରରେ ନିଆଁ ଲାଗିଥିବା ନେଇ ଖବର ମିଳିଥିଲା। ଏହି ଦୁର୍ଘଟଣାରେ ପ୍ରଥମେ ୭ଜଣ କରୋନା ରୋଗୀଙ୍କ ମୃତ୍ୟୁ ଘଟିଥିବା ନେଇ ସୂଚନା ମିଳିଥିବା ବେଳେ ଏବେ ମୃତ୍ୟୁ!-->…
ଇଂଲଣ୍ଡ ପ୍ରଧାନମନ୍ତ୍ରୀ ବୋରିସ ଜନସନ୍ ଙ୍କ ପ୍ରଭୁ ଶ୍ରୀରାମ ଅଭିଷେକ
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ/ ଲଣ୍ଡନ୦୯/୦୮:: ଅଯୋଧ୍ୟାରେ ଗତ ୫ ତାରିଖରେ ଶ୍ରୀରାମମନ୍ଦିର ଭୂମି ପୂଜନ ସମୟରେ ଦେଶ ବିଦେଶରେ ଏଥିପାଇଁ ପ୍ରଭୁ ଶ୍ରୀରାମଙ୍କ ପୂଜାର୍ଚନା ହୋଇଛି । ଆମେରିକାର ଟାଇମ୍ସ ସ୍କୋୟାରଠାରୁ ଆରମ୍ଭ କରି ନ୍ୟୁଜିଲାଣ୍ଡ ପର୍ଯ୍ୟନ୍ତ ବିଭିନ୍ନ ଦେଶରେ ଶ୍ରୀରାମଙ୍କ!-->…
ଜାତୀୟ ରାଜପଥ-୧୬ ପଳାସୁଣି ରୁ ଖଣ୍ଡଗିରି ଛକ ପର୍ଯ୍ୟନ୍ତ ଏନ୍ଏଚ୍ରେ ବିଏମ୍ସି କରିବନି ଯାନ୍ତ୍ରିକ ସଫେଇ
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର୦୯/୦୮: ଏଣିକି ଜାତୀୟ ରାଜପଥ-୧୬ରେ ପଳାସୁଣିରୁ ଖଣ୍ଡଗିରି ଛକ ପର୍ଯ୍ୟନ୍ତ ରାସ୍ତାରେ ବିଏମ୍ସି ଯାନ୍ତ୍ରିକ ସଫେଇ କରିବନି। ଏହି ରାସ୍ତା ଜାତୀୟ ରାଜପଥ କର୍ତ୍ତୃପକ୍ଷଙ୍କ ଅଧୀନରେ ଯାଉଥିବାରୁ ଏନ୍ଏଚ୍ଏଆଇ ଏହାକୁ ନିୟମିତ ସଫେଇ କରିବେ। ରାସ୍ତା ଯେପରି ସଫା!-->…
କରୋନା ପରେ ଆଉ ଏକ ଭୟଙ୍କର ଜୈବିକ ଆତଙ୍କବାଦର ଷଡ଼ଯନ୍ତ୍ର । ରାଜ୍ୟଙ୍କୁ ସତର୍କ କରାଇଲେ କେନ୍ଦ୍ର ସରକାର
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୯/୦୮: ବଢୁଛି ଜୈବିକ ଆତଙ୍କବାଦ। ସିଧାସଳଖ ଲଢେଇ ନ କରି ଏବେ ମାନବ ସମାଜର ପରିବେଶ, ଜୈବ ବିବଧତା ଓ ପରିବେଶକୁ ଧ୍ବଂସ କରିବାକୁ ଚାଲିଛି ମାରାତ୍ମକ ଷଡ଼ଯନ୍ତ୍ର। କରୋନା ମହାମାରୀକୁ ନେଇ ବିଶ୍ବବ୍ୟାପୀ ଏକ ଲଢେଇ ଚାଲିଥିବା ସମୟରେ କୃଷିକ୍ଷେତ୍ର, ପରିବେଶ!-->…
କୋଭିଡ୍ ରୋଗୀଙ୍କ ପାଇଁ ଘରୋଇ ହସ୍ପିଟାଲ୍ରେ ୧୦ ପ୍ରତିଶତ ଶଯ୍ୟା ସଂରକ୍ଷିତ ରହିବ
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର୦୯/୦୮: ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ କୋଭିଡ୍ ରୋଗୀଙ୍କ ଚିକିତ୍ସା ପାଇଁ ରାଜ୍ୟ ସରକାର ନୂତନ ନିର୍ଦ୍ଦେଶାବଳୀ ଜାରି କରିଛନ୍ତି। ୩୦ରୁ ଅଧିକ ଶଯ୍ୟା ରହିଥିବା ଘରୋଇ ହସ୍ପିଟାଲ୍ମାନେ ଏଣିକି ନିଜର ୧୦ ପ୍ରତିଶତ ଶଯ୍ୟା କୋଭିଡ୍!-->…
ରାଜ୍ୟରେ ଆଉ ୬୫ଟି ସିଭିଲ୍ ଜଜ୍ କୋର୍ଟ (ଜୁନିୟର ଡିଭିଜନ୍) ତଥା ପ୍ରଥମଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍…
କଳିଙ୍ଗ ଜ୍ୟୋତି ବ୍ୟୁରୋ କଟକ ୦୯/୦୮: ରାଜ୍ୟରେ ଆଉ ୬୫ଟି ସିଭିଲ୍ ଜଜ୍ କୋର୍ଟ (ଜୁନିୟର ଡିଭିଜନ୍) ତଥା ପ୍ରଥମଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍ (ଜେଏମ୍ଏଫ୍ସି) କୋର୍ଟ ଖୋଲାଯିବ। ଏନେଇ ଓଡ଼ିଶା ହାଇକୋର୍ଟର ସ୍ବତନ୍ତ୍ର ଅଧିକାରୀ (ପ୍ରଶାସନିକ)ଙ୍କ ପକ୍ଷରୁ ୨୩ଟି ଜିଲାର ଜିଲା!-->…
କୋଭିଡ ମୃତ୍ୟୁହାର ହ୍ରାସ ପାଇଁ ଅଧିକ ସମ୍ବଳର ସର୍ବାଧିକ ଉପଯୋଗ କରି ଚିକିତ୍ସାଗତ ପରିଚାଳନାରେ ଉନ୍ନତି ଆଣିବାକୁ ରାଜ୍ୟ…
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୯/୦୮: ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ମିଳିତ ଉଦ୍ୟମରେ ତତ୍ପରତାପୂର୍ଣ୍ଣ ପରିଚାଳନା ବ୍ୟବସ୍ଥା ଯୋଗୁଁ ଦେଶରେ କୋଭିଡ-୧୯ ମୃତ୍ୟୁହାର ହ୍ରାସ ପାଇବାରେ ଲାଗିଛି। ଏବେ ଆକ୍ରାନ୍ତଙ୍କ ମଧ୍ୟରୁ ପ୍ରାଣ ହରାଉଥିବା ଲୋକଙ୍କ ସଂଖ୍ୟାର ହାର ୨.୦୪ ଶତାଂଶ!-->…
କରୋନାରେ ୧୯୬ ଡାକ୍ତରଙ୍କ ମୃତ୍ୟୁ : ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲା IMA
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୯/୦୮:କରୋନାରେ ସାରା ଦେଶରେ ୧୯୬ ଜଣ ଡାକ୍ତରଙ୍କ ମୃତ୍ୟୁ ଘଟିଲାଣି। ସେମାନଙ୍କ ମଧ୍ୟରୁ ଅଧିଂକାଶ ସାଧରଣ ବିଭାଗ ଓ ଡାକ୍ତରି ଅଭ୍ୟାସ କରୁଥିବା ଡାକ୍ତର ଅଛନ୍ତି। ଇଣ୍ଡିଆନ ମେଡିକାଲ ଆସୋସିଏସନ୍(IMA) ପକ୍ଷରୁ ଶନିବାର ଏହି ସୂଚନା ଦିଆଯାଇଛି। ଏହି!-->…
