Browsing Category
National-International
ନୂଆ ମାନଚିତ୍ର ପ୍ରସଙ୍ଗରେ ଭାରତର ପ୍ରତିକ୍ରିୟା : ପାକିସ୍ତାନ ସରକାରଙ୍କ ରାଜନୈତିକ ମୁର୍ଖତା
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୬/୦୮: ପାକିସ୍ତାନ ଦ୍ୱାରା ଭାରତର ଜମ୍ମୁ, କଶ୍ମୀର, ଲଦାଖ ଓ ଗୁଜୁରାଟର ଜୁନାଗଡ଼କୁ ନିଜସ୍ୱ ଅଞ୍ଚଳ ବୋଲି ଦର୍ଶାଇ ନୂଆ ମାନଚିତ୍ର ଜାରି କରିବାକୁ ତୀବ୍ର ବିରୋଧ କରିଛି । ଏହା ପାକିସ୍ତାନ ସରକାରଙ୍କ ରାଜନୈତିକ ମୁର୍ଖତା ବୋଲି ଭାରତ ସରକାର କହିଛନ୍ତି ।!-->…
ହିଂସା ଓ ଘୃଣାର ମଞ୍ଜି ବୁଣୁଥିବା ଅଭିଯୋଗ କରି ହିନ୍ଦୁ ସେନା ପକ୍ଷରୁ ସାଂସଦ ଅସାଦୁଦ୍ଦିନ ଓୱେସୀ ଓ ଅଲ ଇଣ୍ଡିଆ…
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୬/୦୮: ନୂଆଦିଲ୍ଲୀ: ହିଂସା ଓ ଘୃଣାର ମଞ୍ଜି ବୁଣୁଥିବା ଅଭିଯୋଗ କରି ହିନ୍ଦୁ ସେନା ପକ୍ଷରୁ ସାଂସଦ ଅସାଦୁଦ୍ଦିନ ଓୱେସୀ ଓ ଅଲ ଇଣ୍ଡିଆ ପର୍ସନାଲ ଲ’ ବୋର୍ଡ(ଆଇଏମପିଏଲବି) ନାଁରେ ଏତଲା ଦିଆଯାଇଛି। ଦିଲ୍ଲୀ ପୁଲିସ୍ ନିକଟରେ ହିନ୍ଦୁ ସେନା ଫାଇଲ କରିଥିବା!-->…
ଆଇନ ଜାଲରେ ସାଂଘାତିକ ଫସିଲେ ରିୟା : ଗୋଟେ ପଟେ ସିବିଆଇ ଜାରି କଲା ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲା ତଦନ୍ତ…
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ/ମୁମ୍ବାଇ ୦୬/୦୮ : କେନ୍ଦ୍ର ସରକାର ବୁଧବାର ସୁପ୍ରିମକୋର୍ଟରେ ସୁଶାନ୍ତ ସିଂହ ରାଜପୁତ ମାମଲାର ସିବିଆଇ ତଦନ୍ତ ସ୍ବୀକାର କରିଥିବା ସୂଚନା ଦେବା ପରେ ବିଳମ୍ବିତ ସନ୍ଧ୍ୟାରେ ସିବିଆଇ ଏଥି ନିମନ୍ତେ ବିଜ୍ଞପ୍ତି ପ୍ରକାଶ କରିଛି । ବିହାର ସରକାରଙ୍କ ସୁପାରିସ!-->…
ରାମ ମନ୍ଦିର ପ୍ରସଙ୍ଗରେ ନୀରବତା ଭାଙ୍ଗିଲେ ରାହୁଲ : କହିଲେ -“ରାମ ହିଁ ପ୍ରେମ, ରାମ ହିଁ ନ୍ୟାୟ”
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ/ଅଯୋଧ୍ୟା ୦୬/୦୮: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ବୁଧବାର ଅଯୋଧ୍ୟା ଭୂମି ପୂଜନ ଉତ୍ସବ ପରେ ଟ୍ୱିଟ୍ କରି ନରେନ୍ଦ୍ର ମୋଦୀ ସରକାରକୁ ଟାର୍ଗେଟ୍ କରିଛନ୍ତି । ରାହୁଲ ଟ୍ୱିଟରେ ଲେଖିଛନ୍ତି ଯେ, ରାମ ହେଉଛନ୍ତି ପ୍ରେମ, ସେ କେବେ ହେଲେ ଘୃଣା!-->…
ଲୁପିନର କରୋନା ଔଷଧ: ବ୍ରାଣ୍ଡ “କୋଭିହଲ୍ଟ” ,ଟ୍ୟାବଲେଟର ଦାମ ମାତ୍ର ୪୯ ଟଙ୍କା
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୬/୦୮: ଔଷଧ ଉତ୍ପାଦନକାରୀ ସଂସ୍ଥା ଲୁପିନ ଆଜି କରୋନା ଔଷଧ ବାହାର କରିଛି। କରୋନା ପାଇଁ ଫଳପ୍ରଦ ହେଉଥିବା ଫାଭିପିରାଭିର ଔଷକୁ ଉକ୍ତ କମ୍ପାନୀ କୋଭିହଲ୍ଟ ବ୍ରାଣ୍ଡ ନାଁରେ ବଜାରକୁ ଛାଡ଼ିଛି। ମାଇଲ୍ଡ ଓ ମୋଡରେଟ କରୋନା ରୋଗୀଙ୍କ ପାଇଁ ବାହାରିଥିବା ଏହି!-->…
ବିହାର ପୋଲିସ ଅଫିସରଙ୍କୁ ଜୋର-ଜବରଦସ୍ତି କ୍ୱାରେଣ୍ଟାଇନ୍ ଘଟଣାରେ ମୁମ୍ବାଇ ମହାନଗର ନିଗମକୁ ସୁପ୍ରିମକୋର୍ଟଙ୍କ କଡା…
ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୫/୦୮ : ବିହାରର ଆଇପିଏସ୍ ଅଫିସରଙ୍କୁ ଜବରଦସ୍ତି କ୍ୱାରେଣ୍ଟିନ୍ ରଖିବାକୁ ନେଇ ମୁମ୍ବାଇ ମହାନଗର ନିଗମ (ବିଏମ୍ସି)କୁ ସର୍ବୋଚ୍ଚ କୋର୍ଟ ସମାଲୋଚନା କରିଛନ୍ତି । ଏପରି ପଦକ୍ଷେପ ସମାଜକୁ ଏକ ଭୁଲ୍ ବାର୍ତ୍ତା ପ୍ରଦାନ କରିବ ବୋଲି ସର୍ବୋଚ୍ଚ କୋର୍ଟ!-->…
Xiaomi ସ୍ମାର୍ଟଫୋନରେ ଥିବା ବ୍ରାଉଜରକୁ ବ୍ୟାନ କଲେ କେନ୍ଦ୍ର ସରକାର
ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୫/୦୮ : ଭାରତରେ କାର୍ଯ୍ୟ କରୁଥିବା ଚାଇନିଜ୍ କମ୍ପାନୀଗୁଡିକ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦିନକୁ ଦିନ ବଢ଼ୁଛି। କେନ୍ଦ୍ର ସରକାର ଇତି ମଧ୍ୟରେ ଜିଆଓମି ଦ୍ୱାରା ପ୍ରସ୍ତୁତ ସ୍ମାର୍ଟଫୋନରେ ଦିଆଯାଇଥିବା ବ୍ରାଉଜରକୁ ବ୍ୟାନ କରିଛନ୍ତି।
‘ଏମ୍ଆଇ!-->!-->!-->!-->!-->…
ରାମ ମନ୍ଦିର ଶିଳାନ୍ୟାସ କାର୍ଯ୍ୟକ୍ରମ ପରେ ବିଚଳିତ ପାକ୍ ରେଳମନ୍ତ୍ରୀଙ୍କ ମନ୍ତବ୍ୟ – “ଭାରତ ଆଉ…
ଇସଲାମାବାଦ/ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୫/୦୮ : ଆନ୍ତର୍ଜାତିକ ମଞ୍ଚରେ ବାରମ୍ବାର କାଶ୍ମୀର ପ୍ରସଙ୍ଗ ଉତ୍ଥାପନ କରି ନିରାଶ ହେଉଥିବା ପାକିସ୍ଥାନ ରାମମନ୍ଦିର ପ୍ରସଙ୍ଗରେ ଭାରତକୁ ନିଶାଣ କରିଛି । ଅଯୋଧ୍ୟାରେ ରାମ ମନ୍ଦିର ଶିଳାନ୍ୟାସ କାର୍ଯ୍ୟକ୍ରମ ପରେ ବିଚଳିତ ହୋଇଛି!-->…
ପ୍ରଧାନମନ୍ତ୍ରୀ ପୂରଣ କଲେ ଭାରତ ବର୍ଷର ଉତ୍କଣ୍ଠା : ଆଜି ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଚନ୍ଦ୍ରଙ୍କ ଭବ୍ୟ ମନ୍ଦିରର ଭୂମି…
ଅଯୋଧ୍ୟା / ନୂଆଦିଲ୍ଲୀ, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୦୫/୦୮ : ବେଦ ମନ୍ତ୍ର ଗାନ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦୀ ଆଜି ଦିନ ୧୨:୫୫:୦୮ରେ ପଡ଼ିଥିବା ମାହେନ୍ଦ୍ର ବେଳାରେ ୪୦ କିଲୋଗ୍ରାମ ଓଜନର ରୂପା ଇଟାରେ ମନ୍ଦିର ନିର୍ମାଣ ଲାଗି ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ସମୟରେ ଭୁମି ପୂଜନ!-->…
ଆଦିତ୍ୟ ମୃତ୍ୟୁ ମାମଲା, ଜେରା ହେବେ ଓଏଏସ୍ ଅଫିସର୍!
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୦୫/୦୮: ଆଦିତ୍ୟ ଦାଶ ମୃତ୍ୟୁ ମାମଲାରେ ଦୀର୍ଘ ୨୪ ଦିନ ତଦନ୍ତରେ ଜିଆରପି ଯେଉଁ ଦିଗରେ ଆଦୌ ଆଗେଇ ନଥିଲା, ସେଇ ଦିଗକୁ ଏବେ ନଜର ପକାଇଛି କ୍ରାଇମ୍ବ୍ରାଞ୍ଚ। କ୍ରାଇମ୍ବ୍ରାଞ୍ଚ ସ୍କାନର୍ରେ ଆସିଛନ୍ତି ପ୍ରଶାସନିକ ଅଧିକାରୀ ଯାହାଙ୍କର ଆଶୀର୍ବାଦରେ!-->…
