Browsing Category
National-International
ଦେଶରେ କେବଳ ଟିକା ଆସିବା ପରେ ଗୋଷ୍ଠୀ ପ୍ରତିରୋଧକ ଶକ୍ତି ଆସିପାରିବ : ସ୍ୱାସ୍ଥ୍ୟ ମନ୍ତ୍ରାଳୟ
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୩୧/୦୭:ସମଗ୍ର ବିଶ୍ୱରେ ଏବେ ୩ଟି କରୋନା ଟିକା ୩ୟ ପର୍ଯ୍ୟାୟ କ୍ଲିନିକାଲ ପରୀକ୍ଷଣ ସ୍ତରରେ ପହଞ୍ଚିଛି । ସେଗୁଡ଼ିକ ଆମେରିକା, ବ୍ରିଟେନ ଓ ଚୀନରେ ବିକଶିତ କରାଯାଉଛି । ଭାରତରେ ୨ଟି କରୋନା ଟିକାର ପରୀକ୍ଷଣ ଚାଲିଛି ଓ ସେଗୁଡ଼ିକ ଏବେ ୧ମ ଓ ୨ୟ ପର୍ଯ୍ୟାୟ!-->…
ପୂର୍ବତଟ ରେଳପଥର ମହାପ୍ରବନ୍ଧକଙ୍କ ଦ୍ୱାରା ଭୁବନେଶ୍ୱରସ୍ଥିତ ମୁଖ୍ୟାଳୟ ଠାରେ ସାଇବର ସେଲ ଉଦଘାଟିତ
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୩୧/୦୭: ଡିଜିଟାଲ ତଥ୍ୟ ପ୍ରମାଣ ସଂଗ୍ରହ ଓ ସାଇବର ଅନୁସନ୍ଧାନ ପ୍ରଣାଳୀ ର ପ୍ରୟୋଗ ନିମନ୍ତେ ପୂର୍ବ ତଟ ରେଳପଥର ରେଳ ସୁରକ୍ଷା ବଳ ସାଇବର ସେଲକୁ, ଅତିରିକ୍ତ ମହାପ୍ରବନ୍ଧକ ଶ୍ରୀ ସୁଧୀର କୁମାର, ପ୍ରମୁଖ ମୁଖ୍ୟ ନିରାପତ୍ତା କମିଶନର ଶ୍ରୀ ରାଜାରାମ,!-->…
ଆତ୍ମହତ୍ୟା ନୁହେଁ, ସୁଶାନ୍ତଙ୍କୁ ହତ୍ୟା କରାଯାଇଛି : ୨୬ଟି ସୁରାକ୍ ଦେଲେ ସୁବ୍ରମଣ୍ୟମ ସ୍ୱାମୀ
ନୂଆଦିଲ୍ଲୀ: ସୁଶାନ୍ତ ସିଂହ ରାଜପୁତ୍ ମୃତ୍ୟୁ ଘଟଣା ଦିନକୁ ଦିନ ରୋଚକ ମୋଡ ନେଉଛି। ମୁମ୍ବାଇ ପୋଲିସ ଏହାକୁ ଆତ୍ମହତ୍ୟା ବୋଲି କହୁଥିବାବେଳେ ସୁଶାନ୍ତଙ୍କ ଫ୍ୟାନ୍ସ ତଥା ପରିବାର ଲୋକେ ଏହାକୁ ସହଜରେ ଗ୍ରହଣ କରୁନାହାନ୍ତି। ସୁଶାନ୍ତଙ୍କ ମୃତ୍ୟୁର ସିବିଆଇ (Central Bureau of!-->…
କରୋନା ମୁକାବିଲା ଲାଗି ଟେଷ୍ଟିଂ ବଢ଼ିଥିବାରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି : ଶାଳିନୀ ପଣ୍ଡିତ
ଭୁବନେଶ୍ୱର, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୩୧/୦୭ : କରୋନା ମୁକାବିଲା ଲାଗି ରାଜ୍ୟ ସରକାର ଟେଷ୍ଟିଂକୁ ଗୁରୁତ୍ୱ ଦେଉଛନ୍ତି । ଟେଷ୍ଟିଂ ବଢ଼ି ଥିବାରୁ ଅଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି । ଜାତୀୟ ସ୍ୱାସ୍ଥ୍ୟ ମିଶନ ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ ଏହା କହିଛନ୍ତି । ସ୍ଥାନୀୟ ଗୀତଗୋବିନ୍ଦ!-->…
କରୋନାରେ ମୃତ ଦୁଇ ସାମ୍ବାଦିକଙ୍କ ପରିବାରକୁ ୧୫ ଲକ୍ଷ ମଞ୍ଜୁର କଲେ ନବୀନ ପଟ୍ଟନାୟକ
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୩୧/୦୭: : କରୋନାରେ ମୃତ୍ୟୁ ଘଟିଥିବା ଦୁଇ ଜଣ ସାମ୍ବାଦିକଙ୍କ ପରିବାରକୁ ୧୫ ଲକ୍ଷ ଟଙ୍କା ଲେଖାଏ ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପୂର୍ବରୁ କରୋନାରେ ସାମ୍ବାଦିକଙ୍କ ମୃତ୍ୟୁ ହେଲେ ଏହି ପରିମାଣର ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀ!-->…
ଜିଏସ୍ଟି ଠକେଇ କଲେ ଜାମିନ ମିଳିବନି : ଓଡ଼ିଶା ହାଇକୋର୍ଟ
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୩୧/୦୭:: ଜିଏସ୍ଟି ଠକେଇକାରୀଙ୍କୁ ଆଉ ମିଳିବନି ରକ୍ଷା। ଜିଏସ୍ଟି ଠକେଇ ମାମଲାରେ ଦିଆଯିବନି ଜାମିନ। କାରଣ ଜିଏସ୍ଟି ଠକେଇ ଦ୍ୱାରା ଦେଶର ଅର୍ଥନୀତି ଧ୍ୱଂସ ହେଉଛି। ଦେଶର ଅର୍ଥନୀତିକୁ ପ୍ରଭାବିତ କରୁଥିବା ଏଭଳି ଅପରାଧୀଙ୍କୁ ଆଇନ ପରସରକୁ ନଆଣିଲେ!-->…
ସାମ୍ସଙ୍ଗ ଫୋନରେ ଗୁଗଲ ପ୍ରଡକ୍ଟକୁ ମିଳିବ ପ୍ରାଥମିକତା
ନୂଆଦିଲ୍ଲୀ, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୩୦/୦୭ : ଦକ୍ଷିଣ କୋରିଆ ଭିତ୍ତିକ କମ୍ପାନୀ ସାମ୍ସଙ୍ଗର ଫୋନଗୁଡିକରେ ଗୁଗଲ ପ୍ରଡକ୍ଟଗୁଡିକୁ ପ୍ରାଥମିକତା ମିଳିବାକୁ ଯାଉଛି। ଆଲ୍ଫାବେଟ୍ ଇଙ୍କ୍ର ଗୁଗଲ ଏବଂ ସାମ୍ସଙ୍ଗ ଇଲେକଟ୍ରୋନିକ୍ସ ମଧ୍ୟରେ ଏ ନେଇ ଏକ ବଡ ଡିଲ୍ ହେବାକୁ ଯାଉଛି ବୋଲି!-->…
ପୁଣି ବଢିଲା ଆୟକର ଦାଖଲ ଅବଧି : ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ଘୁଞ୍ଚିଲା ରିଟର୍ଣ୍ଣ ତାରିଖ
ନୂଆଦିଲ୍ଲୀ / ଭୁବନେଶ୍ୱର, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୩୦/୦୭ : ୨୦୧୮-୧୯ ଆର୍ଥିକ ବର୍ଷ ପାଇଁ ଆୟକର ରିଟର୍ଣ୍ଣ ଦେବାର ତାରିଖକୁ ପୁଣି ବଢାଇ ଦିଆଯାଇଛି। ଆୟକର ବିଭାଗ ପକ୍ଷରୁ କୁହାଯାଇଛି, କରୋନା ମହାମାରୀକୁ ଦୃଷ୍ଟିରେ ରଖି ଆୟକରଦାତାଙ୍କ ସୁବିଧା ପାଇଁ CBDT (Central Board of Direct!-->…
ଶେଷରେ ରାଜସ୍ଥାନ ରାଜ୍ୟପାଳ କଲରାଜ ମିଶ୍ର ଅଗଷ୍ଟ ୧୪ରୁ ବିଧାନସଭା ଅଧିବେଶନ ଡାକିବାକୁ ରାଜି ହେଲେ
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୩୦/୦୭ : ଗେହଲଟ ସରକାରଙ୍କ ତିନୋଟି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିବା ପରେ ରାଜସ୍ଥାନ ରାଜ୍ୟପାଳ କଲରାଜ ମିଶ୍ର ଶେଷରେ ଅଗଷ୍ଟ ୧୪ରୁ ବିଧାନସଭା ଅଧିବେଶନ ଡାକିବାକୁ ରାଜି ହୋଇଛନ୍ତି। ରାଜ୍ୟପାଳ କାଲରାଜ ମିଶ୍ରଙ୍କୁ ଅଶୋକ ଗେହଲଟ କ୍ୟାବିନେଟ!-->!-->!-->…
ଆଜି ଅଭିନେତା ସୋନୁ ସୁଦଙ୍କ ‘ଜନ୍ମଦିନ’ : ଜନ୍ମଦିନରେ ପ୍ରବାସୀଙ୍କୁ ୩ଲକ୍ଷ ଚାକିରୀ ଦେବାକୁ କଲେ…
ମୁମ୍ବାଇ, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୩୦/୦୭ : ଅଭିନେତା ସୋନୁ ସୁଦ କରୋନା କାଳରେ ଯେଉଁଭଳି ଅଭାବୀ ଲୋକଙ୍କ ସାହାଯ୍ୟ କରିଛନ୍ତି, ଯେଉଁଭଳି ସଙ୍କଟ ସମୟରେ ଦେବତା ହୋଇ ଲୋକଙ୍କୁ ସମ୍ଭାଳିଛନ୍ତି, ତାଙ୍କ ପ୍ରଶଂସାର ଧାରା ଜାରି ରହିଛି। ଏବେ ଏହି ପ୍ରଶଂସା ପରେ ସୋନୁ ଅଟକି ଯାଇନାହାନ୍ତି।!-->…
