Browsing Category
National-International
ପାଣିପାଗ ସମ୍ପର୍କିତ ସବିଶେଷ ତଥ୍ୟ : ଲଞ୍ଚ ହେଲା ‘ମୌସମ’ ଆପ୍
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୮/୦୭: ପାଣିପାଗ ସମ୍ପର୍କିତ ସବିଶେଷ ତଥ୍ୟ ଲୋକଙ୍କ ପାଖରେ ଉପଲବ୍ଧ ହେବା ଲାଗି କେନ୍ଦ୍ର ସରକାରଙ୍କ ପକ୍ଷରୁ ‘ମୌସମ’ ଆପ୍ ଲଞ୍ଚ୍ ହୋଇଛି। ଭୂବିଜ୍ଞାନ ମନ୍ତ୍ରୀ ହର୍ଷବର୍ଦ୍ଧନ ସୋମବାର ଏହି ଆପ୍ର ଶୁଭାରମ୍ଭ କରିଛନ୍ତି। ଏହା ସହର ଭିତ୍ତିକ ପାଣିପାଗ!-->…
ବ୍ଲମବର୍ଗ କରୋନା ଭାଇରସ୍ ଟ୍ରାକର କହିଲା, ବିଶ୍ୱରେ ସବୁଠୁ ଦ୍ରୁତ ଗତିରେ ଭାରତରେ ବଢୁଛି ସଂକ୍ରମଣ : ଦିନକୁ ପାଖାପାଖି…
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୮/୦୭:ଦେଶରେ ବଢିଚାଲିଛି କରୋନା ସଂକ୍ରମଣ । ଗତ ୭ ଦିନର ତଥ୍ୟ କହୁଛି, ପ୍ରତିଦିନ ପ୍ରାୟ ୫୦ହଜାର ଲୋକ କରୋନାରେ ସଂକ୍ରମିତ ହେଉଛନ୍ତି । ବ୍ଲୁମବର୍ଗ କରୋନା ଭାଇରସ ଟ୍ରାକର ତଥ୍ୟ ଅନୁସାରେ, ଗତ ସପ୍ତାହରେ ପାଖାପାଖି ୨୦ ପ୍ରତିଶତ ହାରରେ ସଂକ୍ରମଣ!-->…
ରାଜଧାନୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ହଜାର ଟପିଲା
ରାଜ୍ୟର ଦୈନିକ ବୃଦ୍ଧି ୫.୯୧ %, ଭୁବନେଶ୍ବରରେ ୭.୯୮%ତ୍ରିନାଥ ବସ୍ତିରୁ ୪୪ ପଜିଟିଭ୍ ଚିହ୍ନଟସୁସ୍ଥ ହେଲେଣି ହଜାରରୁ ଅଧିକ ରୋଗୀ
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୮/୦୭: ରାଜଧାନୀରେ କରୋନା ରୋଗୀଙ୍କ ସଂଖ୍ୟା ୨ ହଜାର ଟପିଛି। ଗତ ୨୭ ଦିନରେ ୧୮୧୮ଜଣ ରୋଗୀ ଚିହ୍ନଟ ହେବା ପରେ!-->!-->!-->…
ମିଡ୍ ଡେ ମିଲ୍(ଏମ୍ଡିଏମ୍) ରାସନ୍ ସହ ସ୍କୁଲ ପିଲାଙ୍କୁ ଦିଆଯିବ ଆଇରନ୍ ଫୋଲିକ୍ ଏସିଡ୍ ଟାବଲେଟ୍
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୮/୦୭ : ମିଡ୍ ଡେ ମିଲ୍(ଏମ୍ଡିଏମ୍) ରାସନ୍ ସହ ସ୍କୁଲ ପିଲାଙ୍କୁ ଦିଆଯିବ ଆଇରନ୍ ଫୋଲିକ୍ ଏସିଡ୍ ଟାବଲେଟ୍। ଏହି ଟାବଲେଟ୍ ବାଣ୍ଟିବା ପାଇଁ ଜିଲ୍ଲାପାଳମାନଙ୍କୁ ଚିଠି ଲେଖିଛନ୍ତି ଏମ୍ଡିଏମ୍ ରାଜ୍ୟ ନୋଡାଲ ଅଫିସର ଗଙ୍ଗାଧର ସାହୁ।!-->…
ଶବ ସତ୍କାର ପାଇଁ ନୂଆ ନିର୍ଦ୍ଦେଶନାମା ଜାରି କଲେ ସରକାର
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୮/୦୭:ସନ୍ଦିଗ୍ଧ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହେଲେ ଅକଥନୀୟ ଦୁର୍ଦ୍ଦଶାର ସମ୍ମୁଖୀନ ହେଉଛନ୍ତି ପରିବାର ଲୋକେ। ସାହି ପଡ଼ିଶା, ବନ୍ଧୁ ବାନ୍ଧବ ଶବ ସତ୍କାର ନିମନ୍ତେ ଧରାଛୁଆଁ ଦେଉ ନାହାନ୍ତି। ଫଳରେ ଘଣ୍ଟା ଘଣ୍ଟା ଧରି ପଡ଼ି ରହୁଛି ଶବ। ଏପରିକି କରୋନା!-->…
ବିଶ୍ୱର ସର୍ବବୃହତ ଅନଲାଇନ ହାକାଥନର ଉଦ୍ଘାଟନ କରିବେ ପ୍ରଧାନମନ୍ତ୍ରୀ
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୮/୦୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ଅଗଷ୍ଟ ୧ ତାରିଖରେ ଭାରତରେ ଆୟୋଜିତ ବିଶ୍ୱର ସର୍ବବୃହତ୍ ଅନ୍ଲାଇନ ହାକାଥନର ଗ୍ରାଣ୍ଡ ଫିନାଲେକୁ ଉଦ୍ଘାଟନ କରିବେ । ଏହା ଭିଡିଓ କନଫରେନ୍ସ ବ୍ୟବସ୍ଥାରେ ପରିଚାଳିତ ହେବ ।
ଏ ସଂପର୍କରେ!-->!-->!-->!-->!-->…
ରାଜ୍ୟରେ ଆଗାମୀ ୧୫ ଦିନ ପର୍ଯ୍ୟନ୍ତ ବୃଦ୍ଧି ପାଇବ କରୋନା ସଂକ୍ରମଣ : ବରିଷ୍ଠ ଚିକିତ୍ସକ ଅଶୋକ ମହାପାତ୍ର
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୮/୦୭ : ରାଜ୍ୟରେ ଦିନକୁ ଦିନ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଲୋକମାନେ ବି ପ୍ରତିଦିନ ଏହି ସଂକ୍ରମଣ ହାରକୁ ଦେଖି ଭୟ କରିବାରେ ଲାଗିଲେଣି। ତେବେ ନିକଟରେ ହେଉଥିବା ସର୍ଭେ ହେତୁ ଏହି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା କୁହାଯାଉଥିବା!-->…
ସବ୍ୟସାଚୀ ହେଲେ ୟୁନିସେଫ୍ କରୋନା ଲଢ଼େଇର ଆଇଡଲ୍
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୮/୦୭: କରୋନା ମହାମାରୀ ବେଳେ ପ୍ରବାସୀ ଓଡ଼ିଆ ଶ୍ରମିକଙ୍କ ପାଇଁ ଦେବଦୂତ ସାଜିଛନ୍ତି ଓଡ଼ିଆ ହିରୋ ସବ୍ୟସାଚୀ ମିଶ୍ର। ଲକଡାଉନରେ ବାହାର ରାଜ୍ୟରେ ଫଶି ରହିଥିବା ଶ୍ରମିକଙ୍କୁ ସବ୍ୟସାଚୀ କେବଳ ସୁବିଧାରେ ଓଡ଼ିଶାକୁ ଫେରାଇ ଆଣିନାହାନ୍ତି ବରଂ ସେମାନଙ୍କ!-->…
ଦୈନିକ 10 ଲକ୍ଷ କରୋନା ଟେଷ୍ଟ ହେବ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୮/୦୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୋଲକାତା ଓ ମୁମ୍ବାଇରେ ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ(ICMR)ର 3ଟି ନୂଆ ଲ୍ୟାବ ଉଦଘାଟନ କରିଛନ୍ତି। ଭିଡିଓ କନଫରେନ୍ସ ଜରିଆରେ ସେ ଏହି ଲ୍ୟାବଗୁଡିକର ଉଦଘାଟନ କରିଛନ୍ତି। ଆଗକୁ ଦେଶରେ ଦୈନିକ 10 ଲକ୍ଷ!-->…
ରାଜସ୍ଥାନ : ବିଧାନସଭା ଅଧିବେଶନ ଡାକିବାକୁ ରାଜ୍ୟପାଳ କଲରାଜ ମିଶ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଲେ
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ/ଜୟପୁର ୨୮/୦୭: ରାଜସ୍ଥାନରେ ଚାଲିଥିବା ରାଜନୈତିକ ହଟଚମଟ ମଧ୍ୟରେ ରାଜ୍ୟପାଳ କାଲରାଜ ମିଶ୍ର ବିଧାନସଭା ଅଧିବେଶନ ଡାକିବାକୁ ରାଜି ହୋଇଛନ୍ତି। ସୂଚନାଅନୁସାରେ, ରାଜ୍ୟପାଳ କଲରାଜ ମିଶ୍ର ସୋମବାର ଅପରାହ୍ନରେ ରାଜ୍ୟ କ୍ୟାବିନେଟର ଦାବିକୁ ଗ୍ରହଣ!-->…
