Browsing Category
National-International
ଇ-ବାଣିଜ୍ୟ ସଂସ୍ଥା ଉପରେ କେନ୍ଦ୍ର ସରକାର ଉପଭୋକ୍ତା ସୁରକ୍ଷା ଆଇନ-୨୦୧୯ କୁ କାର୍ଯ୍ୟକାରୀ କଲେ
ଭୁବନେଶ୍ୱର, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୨୧।୭ : ଦେଶରେ ଇ-ବାଣିଜ୍ୟ କାରବାର ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଗ୍ରାହକମାନେ ଅନ୍ଲାଇନ ଜରିଆରେ ମଗାଉଥିବା ସାମଗ୍ରୀ ଖରାପ ପଡ଼ିଲେ ସେହି ସଂସ୍ଥାଗୁଡ଼ିକ ବିରୋଧରେ ପୂର୍ବରୁ ଅଭିଯୋଗ କରିବାର କୌଣସି ଆଇନଗତ ବ୍ୟବସ୍ଥା ନ ଥିଲା।!-->…
ଅକ୍ସଫୋର୍ଡ ୟୁନିଭର୍ସିଟିର କରୋନା ଭାକ୍ସିନ ସୁରକ୍ଷିତ; ଖୁବ୍ ଶୀଘ୍ର ଭାରତରେ ଉତ୍ପାଦନ ଆରମ୍ଭ ହେବ
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୧/୦୭ : କରୋନା ଟିକା ପ୍ରସ୍ତୁତି କ୍ଷେତ୍ରରେ ବ୍ରିଟେନ୍କୁ ଆସିଲା ବଡ଼ ଖବର । ଅକ୍ସଫୋର୍ଡ ୟୁନିଭର୍ସିଟି ପ୍ରସ୍ତୁତ କରିଥିବା ଭ୍ୟାକ୍ସିନ AZD1222 ମଣିଷ ଶରୀରରେ କରୋନା ପ୍ରତିରୋଧକ ଶକ୍ତି ବୃଦ୍ଧି କରୁଥିବା ଜଣାପଡ଼ିଛି । ଟିକା ନେବାର ୧୪ ଦିନ ଭିତରେ!-->…
ଇସ୍ରୋକୁ କରୋନା ସଂକ୍ରମଣ ଭୟ : ଶ୍ରୀହରିକୋଟା ମହାକାଶ କେନ୍ଦ୍ର ଲକଡାଉନ ଘୋଷଣା
ବାଙ୍ଗାଲୁରୁ, (କଳିଙ୍ଗଜ୍ୟୋତି ବ୍ୟୁରୋ), ୨୧/୦୭ : ସାରା ଭାରତରେ କରୋନା ବ୍ୟାପିଚାଲିଥିବାବେଳେ ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ମଧ୍ୟ ଏଥିରୁ ବାଦ ପଡ଼ିନାହିଁ । ଶ୍ରୀହରିକୋଟାସ୍ଥିତ ସତୀଶ ଧଓ୍ଵନ ମହାକାଶ କେନ୍ଦ୍ରରେ କାର୍ଯ୍ୟରତ କେତେକ କର୍ମଚାରୀ ଓ ସୁରକ୍ଷା କର୍ମୀ କରୋନା!-->…
ଆଜିଠୁ ଗଞ୍ଜାମରେ ପ୍ଲାଜମା ଥେରାପି ଆରମ୍ଭ ହେବ
କଳିଙ୍ଗ ଜ୍ୟୋତି ବ୍ୟୁରୋ ଗଞ୍ଜାମ ୨୧/୦୭ : ଆଜିଠାରୁ ଗଞ୍ଜାମ ଜିଲ୍ଲାରେ ଆରମ୍ଭ ହେବ ପ୍ଲାଜମା ଥେରାପି। ଏହି ଚିକିତ୍ସା ପଦ୍ଧତି ବେଶ୍ ଫଳପ୍ରଦ ହୋଇଥିବାରୁ ଗଂଜାମରେ ମଧ୍ୟ ଏହାକୁ ପ୍ରୟୋଗ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ପୂର୍ବରୁ ରାଜ୍ୟରେ ପ୍ଲାଜମା ଥେରାପିରେ ସଫଳତା ମିଳିବା!-->…
ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ ସୂଚନା ଦେବାକୁ ବିଏମ୍ସି ପକ୍ଷରୁ ଅନୁରୋଧ
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୧/୦୭ : କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଯଦି କେହି ଲୋକ ଆସୁଛନ୍ତି, ତେବେ ତାଙ୍କର ସୂଚନା ସ୍ଥାନୀୟ ଲୋକ ବିଏମ୍ସିର ଜୋନ୍ ଅଫିସ୍, ସର୍ଭେଲାନ୍ସ ଟିମ୍କୁ ଦେବାକୁ ବିଏମ୍ସି ପକ୍ଷରୁ ଅନୁରୋଧ କରାଯାଇଛି। ବିଏମ୍ସି ପକ୍ଷରୁ କୁହାଯାଇଛି ଯେ ଜଣେ!-->…
ଦେଶରେ ଭୟଙ୍କର ହେଉଛି କରୋନା ସ୍ଥିତି : ଗତ ୨୪ ଘଣ୍ଟା ମଧ୍ୟରେ ୩୭ ହଜାର୧୪୮ ନୂଆ ଆକ୍ରାନ୍ତ ଚିହ୍ନଟ, ୫୮୭ ଆକ୍ରାନ୍ତ…
ନୂଆଦିଲ୍ଲୀ, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୨୧/୦୭ : ଦେଶରେ ଭୟଙ୍କର ହେଉଛି କରୋନା ସ୍ଥିତି। ଦିନକୁ ଦିନ ଏହା ଅଣାୟତ ହୋଇ ଚାଲିଛି । ପ୍ରତିଦିନ ହୁ ହୁ ହୋଇ ବଢ଼ି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା । ମୃତ୍ୟୁ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ଏହାରି ମଧ୍ୟରେ ଦେଶରେ ୨୮ ହଜାର ଟପିଛି କରୋନା!-->…
ରାଜ୍ୟରେ ପୁଣି ୬୪୭ ଜଣ କରୋନା ପଜିଟିଭ୍ ଚିହ୍ନଟ ସହ ମୃତ୍ୟୁ ସଂଖ୍ୟା ୬ : ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮,୭୫୭ କୁ…
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୧/୦୭ : ଆଜି ରାଜ୍ୟରେ ୬୪୭ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୪୩୧ଜଣ ସଙ୍ଗରୋଧ କେନ୍ଦ୍ରର ହୋଇଥିବା ବେଳେ ୨୧୬ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି।
ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮,୭୫୭କୁ ବୃଦ୍ଧି!-->!-->!-->!-->!-->…
କେନ୍ଦ୍ର ସରକାରଙ୍କୁ ଚେକ୍ ଦେଲେ ଗେହଲଟ : ରାଜ୍ୟ ସକରାରଙ୍କ ବିନା ଅନୁମତିରେ ରାଜସ୍ଥାନରେ ପଶି ପାରିବ ନାହିଁ…
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୧/୦୭ : ରାଜସ୍ଥାନରେ ଜାରି ରାଜନୈତିକ ସଙ୍କଟ ମଧ୍ୟରେ ଗେହଲଟ ସରକାର କେନ୍ଦ୍ର ସରକାରଙ୍କ ବିରୋଧରେ ମୋର୍ଚ୍ଚା ଖୋଲି ସିବିଆଇକୁ ନେଇ ବଡ ନିଷ୍ପତ୍ତି ନେଇଛନ୍ତି। ଏହି ନିଷ୍ପତ୍ତି ପରେ ଏବେ ରାଜସ୍ଥାନରେ ସିବିଆଇ ସିଧାସଳଖ କୌଣସି ମାମଲାରେ ଯାଞ୍ଚ କରି!-->…
ଆଇଏଏସ୍ ପ୍ରିୟବ୍ରତ ପଟ୍ଟନାୟକଙ୍କ ପରଲୋକ
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୧/୦୭ : ପୂର୍ବତନ ପ୍ରଶାସନିକ ଅଧିକାରୀ ପ୍ରିୟବ୍ରତ ପଟ୍ଟନାୟକଙ୍କ ଦେହାନ୍ତ ହୋଇଯାଇଛି । ଆଜି ସକାଳ 7ଟା 30 ମିନିଟ୍ରେ ପ୍ରିୟବ୍ରତଙ୍କ ପରଲୋକ ହୋଇଥିବାର ସୂଚନା ରହିଛି ।
କିଛିଦିନ ଧରି ଲିଭର କ୍ୟାନସରରେ ପୀଡିତ ହୋଇ ମୁମ୍ବଇରେ ଚିକିତ୍ସାଧୀନ!-->!-->!-->…
ମଧ୍ୟପ୍ରଦେଶ ରାଜ୍ୟପାଳ ଲାଲଜି ଟଣ୍ଡନଙ୍କ ପରଲୋକ
କଳିଙ୍ଗ ଜ୍ୟୋତି ବ୍ୟୁରୋ ଲକ୍ଷ୍ମୌ ୨୧/୦୭: ମଧ୍ୟପ୍ରଦେଶ ରାଜ୍ୟପାଳ ଲାଲଜି ଟଣ୍ଡନଙ୍କ ପରଲୋକ। ୮୫ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। କିଛି ଦିନ ହେଲା ଅସୁସ୍ଥ ଥିଲେ। ଗତ ସପ୍ତାହରେ ତାଙ୍କୁ ଲକ୍ଷ୍ମୌର ଏକ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଏହାପରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଦିନକୁ!-->…
