Browsing Category

National-International

ମୁକେଶ ଅମ୍ବାନୀଙ୍କ ବୈପ୍ଳବିକ ଉପହାର : ଆଣିଲେ ରିଲାଏନ୍ସର ‘ଜିଓ ଗ୍ଲାସ୍‌’ – ୭୫ ଗ୍ରାମର…

ମୁମ୍ବାଇ / ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୬/୦୭ : ବୁଧବାର ଆର୍‌ଆଇଏଲ୍‌ର ବାର୍ଷିକ ସାଧାରଣ ବୈଠକରେ ଈଶା ଅମ୍ବାନୀ ଏବଂ ଆକାଶ ଅମ୍ବାନୀ ଜିଓଗ୍ଲାସ ଲଞ୍ଚ କରିଛନ୍ତି। ଏହି ଡିଜିଟାଲ ଚଷମା ସାହାଯ୍ୟରେ ମିଟିଂ ସମୟରେ ବ୍ୟବହାରକାରୀ ଥ୍ରୀ ଡି ଭିଜୁଆଲ ସହ ଯୋଡ଼ି ହୋଇପାରିବେ। ଏହି ଚଷମା

୧୫ତମ ଭାରତ-ୟୁ‌ରୋପୀୟ ସଂଘର ଭର୍ଚୁଆଲ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ : ବିଶ୍ୱ ଶାନ୍ତି ଓ ସ୍ଥିରତା ରକ୍ଷା…

ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୬/୦୭ : ୧୫ତମ ଭାରତ-ୟୁ‌ରୋପୀୟ ସଂଘର ଭର୍ଚୁଆଲ ସମ୍ମିଳନୀରେ ଯୋଗ ଦେଇ ପ୍ରଧାନମନ୍ତ୍ରୀ ବିଶ୍ୱରେ ଶାନ୍ତି ଓ ସ୍ଥିରତା ରକ୍ଷା କରିବାରେ ଭାରତ ଓ ୟୁରୋପୀୟ ସଂଘର ଭୂମିକା ଗୁରୁତ୍ବପୂର୍ଣ୍ଣ ବୋଲି କହିଥିଲେ। ବିଶ୍ୱରେ ଦେଖା ଦେଇଥିବା ଆହ୍ୱାନଗୁଡ଼ିକୁ ଉଭୟ

ଓଡ଼ିଶାର ହସ୍ତଶିଳ୍ପ ଓ ହସ୍ତତନ୍ତର ବିକ୍ରିବଟା ପାଇଁ ଫ୍ଲିପ୍‌କାର୍ଟ ସହ ହାତ ମିଳାଇଲେ ଓଡ଼ିଶା ସରକାର

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୧୬/୦୭: ଓଡ଼ିଶାର ହସ୍ତଶିଳ୍ପ ଓ ହସ୍ତତନ୍ତର ବିକ୍ରିବଟା ଏବଂ ପ୍ରଚାର ପ୍ରସାର ଲାଗି ଦେଶର ଲୋକପ୍ରିୟ ଇ-କମର୍ସ ପ୍ଲାଟ୍‌ଫର୍ମ ‘ଫ୍ଲିପ୍‌କାଟ’ ସହ ରାଜ୍ୟ ସରକାର ଏକ ଚୁକ୍ତିନାମା ସ୍ବାକ୍ଷର କରିଛନ୍ତି। ଫ୍ଲିପ୍‌କାର୍ଟ ସମର୍ଥ କାର୍ଯ୍ୟକ୍ରମ ଅଧୀନରେ

କ୍ୟାପିଟାଲ ହସ୍ପିଟାଲର ୪ କର୍ମଚାରୀ ପଜିଟିଭ୍: କାର୍ଡିଓଲୋଜି ଓପିଡି ୪୮ ଘଣ୍ଟା ବନ୍ଦ; ଆଜିଠାରୁ ଆରମ୍ଭ ହେବ…

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୧୬/୦୭ :କ୍ୟାପିଟାଲ ହସ୍ପିଟାଲରେ ଆଜି ୪ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହି ସମସ୍ତ ଆକ୍ରାନ୍ତ ହସ୍ପିଟାଲରେ କାର୍ଯ୍ୟରତ କର୍ମଚାରୀ ବୋଲି ଜଣାପଡ଼ିଛି। ଯାହାଫଳରେ କ୍ୟାପିଟାଲ ହସ୍ପିଟାଲରେ ଏ ପର୍ଯ୍ୟନ୍ତ ୧୭ଜଣ ପଜିଟିଭ୍ ଚିହ୍ନଟ ହୋଇ ସାରିଲେଣି।

ରାଜ୍ୟବାସୀଙ୍କ ପାଇଁ ଖୁସି ଖବର : ଏଣିକି ଘରୋଇ ଲ୍ୟାବ୍‌ରେ ହେବ ଆଣ୍ଟିଜେନ୍‌ ଟେଷ୍ଟ

ଭୁବନେଶ୍ୱର (କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୬/୦୭ : ଏଣିକି ଘରୋଇ ଲ୍ୟାବ୍‌ରେ ଆଣ୍ଟିଜେନ୍‌ ଟେଷ୍ଟ କରାଯାଇପାରିବ। ଏଥିପାଇଁ ୪୫୦ ଟଙ୍କା ଧାର୍ଯ୍ୟ କରିଛନ୍ତି ରାଜ୍ୟ ସରକାର। ICMR ପ୍ରୋଟୋକଲ୍‌ ମାନି ଟେଷ୍ଟ କରିବାକୁ ଘରୋଇ ଲ୍ୟାବ୍‌କୁ ଅନୁମତି ଦିଆଯାଇଛି। ଏହି ଟେଷ୍ଟ ଦ୍ୱାରା ଲୋକମାନେ

ଫେସବୁକ ଯଦି ବେଶୀ ପସନ୍ଦ ତେବେ ଚାକିରି ଛାଡ଼ିଦିଅ : ଦିଲ୍ଲୀ ହାଇକୋର୍ଟ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୬/୦୭: ସରକାରଙ୍କ ନିର୍ଦେଶକୁ ବିରୋଧ କରି ଫେସବୁକ୍ ବ୍ୟବହାର କରିବାକୁ ଅଦାଲତରେ ପହଞ୍ଚିଥିବା ଜଣେ ବରିଷ୍ଠ ସାମରିକ ଅଧିକାରୀଙ୍କୁ ଦିଲ୍ଲୀ ହାଇକୋର୍ଟ ଅତ୍ୟନ୍ତ କଠୋର ବାଣୀ ଶୁଣାଇଛନ୍ତି । ଅଦାଲତ କହିଛନ୍ତି ଯେ ଯଦି ଆପଣଙ୍କୁ ଫେସବୁକ୍ ବେଶୀ ପସନ୍ଦ

ଅଶ୍ୱିନୀ ହସ୍ପିଟାଲରେ ଗୁରୁତର କରୋନା କରୋନା ଆକ୍ରାନ୍ତଙ୍କୁ ଦିଆଗଲା ପ୍ରଥମ ପ୍ଲାଜ୍‌ମା ଥେରାପି

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୧୬/୦୭ : ରାଜ୍ୟରେ ପ୍ରଥମ ଥର ପାଇଁ ପ୍ଲାଜମା ଥେରାପି ବ୍ୟବସ୍ଥା କଟକ ଏସ୍‌ସିବି ମେଡିକାଲଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଭିଡିଓ କନଫରେନ୍ସିଂ ଜରିଆରେ ଉଦ୍‌ଘାଟିତ୍‌ ହୋଇଛି। ଏହାପରେ ପରେ SCBରେ ୪ ପ୍ଲାଜମା ସଂଗୃହୀତ ହୋଇଛି।

ଆରମ୍ଭ ହେଲା ପ୍ଲାଜମା ଥେରାପି, ରାଜ୍ୟବାସୀଙ୍କୁ ମାଗଣାରେ ମିଳିବ ପ୍ଲାଜମା ଥେରାପି : ମୁଖ୍ୟମନ୍ତ୍ରୀ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୧୬/୦୭:ରାଜ୍ୟରେ ଆରମ୍ଭ ହୋଇଛି ପ୍ଲାଜମା ଥେରାପି। କଟକସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ହସ୍‌ପିଟାଲରେ ପ୍ଲାଜମା ଥେରାପି ବ୍ୟବସ୍ଥାର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବୁଧବାର ଅପରାହ୍ନ ପ୍ରାୟ ୫.୩୦ରେ ଭିଡିଓ

କରୋନା ଭ୍ୟାକସିନ୍ ତିଆରି କରୁଥିବା ଭାରତୀୟ କମ୍ପାନୀ Zydus ଆରମ୍ଭ କରିଛି ମାନବ ପରୀକ୍ଷଣ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୬/୦୭ : ଭାରତୀୟ ଔଷଧ କମ୍ପାନୀ Zydus Cadilla ବୁଧବାର ଦିନ କହିଛି ଯେ ,ଭ୍ୟାକସିନ ପାଇଁ ମାନବ ପରୀକ୍ଷଣ ଆରମ୍ଭ କରିଛି | କମ୍ପାନୀ କହିଛି ଯେ ZYCoV-D, ପ୍ଳାସମିଡ୍ ଡିଏନଏ ଭ୍ୟାକସିନକୁ ପ୍ରି-କ୍ଲିନିକାଲ୍ ଟକ୍ସିସିଟି ଅଧ୍ୟୟନରୁ ସୁରକ୍ଷିତ ବୋଲି

ବିଶ୍ୱର ବଡ଼ ବଡ଼ ନେତା, ଶିଳ୍ପପତି ଯଥା ବାରାକ ଓବାମା, ବେଞ୍ଜାମିନ , ଡାରେନ ବଫ, ବିଲ ଗେଟସଙ୍କ ଆକାଉଂଟ ହ୍ୟାକ : ଟୁଇଟ…

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୬/୦୭: ବିଶ୍ୱର ବଡ ବଜ ହସ୍ତୀଙ୍କ ଟ୍ୱିଟର ଆକାଉଂଟକୁ ହକ କଲେ ହ୍ୟାକର । ରାଜନେତା, ବଡ ବ୍ୟବସାୟୀ, ସେଲିବ୍ରେଟିଙ୍କ ଟ୍ୱିଟର ଆକାଉଂଟ ହ୍ୟାକ ହୋଇଯାଇଛି । ଟ୍ୱିଟର ଆକାଉଂଟ ହ୍ୟାକ କରିବା ପରେ ହ୍ୟାକର ସେହି ଟୁଇଟର ହ୍ୟାଣ୍ଡଲରୁ ଟ୍ୱିଟ୍ ବିଟ କଏନ
error: Content is protected !!
Open chat