Browsing Category

National-International

କେନ୍ଦ୍ର ସରକାରଙ୍କ ପକ୍ଷରୁ ଅନ୍‌ଲାଇନ୍‌ କ୍ଲାସ୍‌ର ସମୟ ସୀମାନେଇ ମାର୍ଗଦର୍ଶିକା ଜାରି : ଛୋଟ ପିଲା ଅଧଘଣ୍ଟାରୁ ଅଧିକ…

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୬/୦୭ : କରୋନା ସଂକ୍ରମଣ ଯୋଗୁ ଦେଶରେ ଲକ୍‌ଡାଉନ୍‌ ଜାରି ହୋଇଛି। ଏପରିସ୍ଥଳେ ସମସ୍ତ ସ୍କୁଲ କଲେଜକୁ ମାର୍ଚ୍ଚ ୧୬ ଠାରୁ ବନ୍ଦ କରାଯାଇଛି। ଫଳରେ ୨୪ କୋଟିରୁ ଅଧିକ ଛାତ୍ରୀଛାତ୍ରଙ୍କ ଶିକ୍ଷା ପ୍ରଭାବିତ ହୋଇଛି। ଛାତ୍ରୀଛାତ୍ରମାନେ ଅନ୍‌ଲାଇନ୍‌ କ୍ଲାସ୍‌

ଭଲ ଇଂରାଜୀ କହିଲେ ଚଳିବନି, ପ୍ରତିଶୃତିବଦ୍ଧତା ମଧ୍ୟ ଗୁରୁତ୍ୱପୂର୍ଣ୍ଣ: ଅଶୋକ ଗେହଲଟ୍‌

କଳିଙ୍ଗ ଜ୍ୟୋତି ବ୍ୟୁରୋ ଜୟପୁର ୧୬/୦୭ : ରାଜସ୍ଥାନ ରାଜନୈତିକ ପାଣିପାଗ ଧୀରେ ଧୀରେ ଜଟିଳ ହେବାରେ ଲାଗିଛି। ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ୍‌ଙ୍କୁ ପଦରୁ ହଟାଇବାରେ ସକ୍ଷମ ହୋଇଥିବା ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ପୁଣି ସଚିନଙ୍କ ଉପରେ ବର୍ଷିଛନ୍ତି। ସଚିନ ବିଧାୟକଙ୍କୁ

ରାଜ୍ୟ କଂଗ୍ରେସ ନେତୃତ୍ୱ ଏବେ ପରିବର୍ତ୍ତନ ହେବାର ନାହିଁ : ରଂଜୀବ ବିଶ୍ୱାଳ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୧୫/୦୭ : ରାଜ୍ୟରେ ପିସିସି ନେତୃତ୍ୱ ପରିବର୍ତ୍ତନକୁ ଚାଲିଛି ଚର୍ଚ୍ଚା। ହେଲେ ଏପରି ଚର୍ଚ୍ଚାକୁ ଖଣ୍ଡନ କରିଛନ୍ତି ରଂଜୀବ ବିଶ୍ୱାଳ । ସେ କହିଛନ୍ତି, ତାଙ୍କ ପାଖରେ ଥିବା ତଥ୍ୟ ଅନୁସାରେ ରାଜ୍ୟର କଂଗ୍ରେସ ମଙ୍ଗୁଆଳ ଏବେ ବଦଳିବାର ନାହିଁ କିମ୍ବା

କରୋନା ପାଇଁ ଭୁବନେଶ୍ୱରରେ ୪୦ ପ୍ରତିଶତ ‌ରେସ୍ତୋରାଁ ଓ ଢାବାରେ ତାଲା ଝୁଲିବ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୧୫/୦୭: କରୋନା ପାଇଁ ହୁଗୁଳି ଗଲାଣି ବ୍ୟାବସାୟିକ ଭିତ୍ତିଭୂମି। ଦେବାଳିଆ ହୋଇଗଲାଣି ବ୍ୟବସାୟ। ଏପରିକି ରାଜଧାନୀ ଭଳି ସ୍ଥାନରେ ମଧ୍ୟ କିଛି ରେସ୍ତୋରାଁ ଓ ଢାବାରେ ସବୁଦିନ ପାଇଁ ତାଲା ଠୁଙ୍କି ଦିଆଯାଇଛି। କେବଳ ପାର୍ସଲ ଦେବା ପାଇଁ ଅନୁମତି ଥିଲେ ହେଁ

ଓଲିଙ୍କୁ କଟାକ୍ଷ କଲା ଶିବସେନା- ବାବର ବି ନେପାଳୀ ଥିଲେ ବୋଲି ଦାବି କରିପାରନ୍ତି ଓଲି

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୫/୦୭: ପ୍ରଭୁ ଶ୍ରୀରାମଙ୍କ ପ୍ରକୃତ ଅଯୋଧ୍ୟା ଭାରତରେ ନାହିଁ, ନେପାଳରେ ବୋଲି କହିବା ପରେ ନେପାଳ ପ୍ରଧାନମନ୍ତ୍ରୀ କେ. ପି. ଶର୍ମା ଓଲିଙ୍କୁ ଭାରତରେ କଡ଼ା ବିରୋଧ କରାଯାଉଛି। ଭାରତର ହିନ୍ଦୁ ସଂଗଠନଗୁଡ଼ିକ ଓଲିଙ୍କୁ ତୀବ୍ର ସମାଲୋଚନା କରିଛନ୍ତି।

ଆଇଆଇଟି ଦିଲ୍ଲୀ ଦ୍ଵାରା ବିଶ୍ବର ସବୁଠୁ ଶସ୍ତା କୋଭିଡ-୧୯ ଟେଷ୍ଟିଙ୍ଗ କିଟ୍ ପ୍ରସ୍ତୁତ : ମୂଲ୍ୟ ମାତ୍ର ୬୫୦ ଟଙ୍କା

କଳିଙ୍ଗ ଜ୍ଯୋତି ବ୍ଯୁରୋ ନୂଆଦିଲ୍ଲୀ ୧୫/୦୭: ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ଟେକ୍ନୋଲୋଜି (ଆଇଆଇଟି) ଦିଲ୍ଲୀ ପକ୍ଷରୁ ବିଶ୍ବର ସବୁଠାରୁ ଶସ୍ତା କୋଭିଡ-୧୯ ଟେଷ୍ଟିଙ୍ଗ କିଟ୍ ପ୍ରସ୍ତୁତ କରାଯାଇଛି। କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କ ଏବଂ ବିଭାଗୀୟ ରାଷ୍ଟ୍ର ମନ୍ତ୍ରୀ

୧୦୦% ସ୍ୱଦେଶୀ ଜ୍ଞାନକୌଶଳରେ ଜିଓ ଲଞ୍ଚ କରିବ ୫ଜି ସେବା- ମୁକେଶ ଅମ୍ବାନୀ

କଳିଙ୍ଗ ଜ୍ଯୋତି ବ୍ଯୁରୋ ନୂଆଦିଲ୍ଲୀ ୧୫/୦୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆତ୍ମନିର୍ଭର ଭାରତ ଯୋଜନାରେ ବଡ଼ ପଦକ୍ଷେପ ଗ୍ରହଣ କରିବାକୁ ଘୋଷଣା କରିଛି ରିଲାଏନ୍ସ ଜିଓ। ରିଲାଏନ୍ସ ଇଣ୍ଡଷ୍ଟ୍ରୀ ଲିଃ(ଆରଆଇଏଲ)ର ୪୩ତମ ବାର୍ଷିକ ସାଧାରଣ ବୈଠକରେ କମ୍ପାନୀର ଅଧ୍ୟକ୍ଷ ମୁକେଶ ଅମ୍ପାନୀ

ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲିଙ୍କ ବିରୁଦ୍ଧରେ ଦିଲ୍ଲୀ ନେପାଳ ଦୂତାବାସ ବାହାରେ ନେପାଳୀ ନାଗରିକଙ୍କ ବିକ୍ଷୋଭ…

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୫/୦୭: ନେପାଳର ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲି ଦାଵା କରିଛନ୍ତି ଯେ ଅଯୋଧ୍ୟା ଭାରତରେ ନୁହେଁ ନେପାଳରେ ଅବସ୍ଥିତ l ସେ କହିଛନ୍ତି ଯେ ଉତ୍ତରପ୍ରଦେଶରେ ଥିବା ଅଯୋଧ୍ୟା ନକଲି ଅଯୋଧ୍ୟା ଓ ଭଗବାନ ଶ୍ରୀରାମ ଚନ୍ଦ୍ର ହେଉଛନ୍ତି ନେପାଳୀ ନାଗରିକ l ନେପାଳ

କରୋନାରେ ପ୍ରାଣ ହରାଇଲେ ପଶ୍ଚିମବଙ୍ଗ ହୁଗୁଳି ଜିଲା ଚନ୍ଦନନଗର ଉପ ଜିଲାପାଳ ଦେବଦତ୍ତା ରାୟ

କଳିଙ୍ଗ ଜ୍ୟୋତି ବ୍ୟୁରୋ କଲକାତା ୧୫/୦୭: କରୋନା ସଂକ୍ରମଣରେ ପଶ୍ଚିମବଙ୍ଗ ହୁଗୁଳି ଜିଲା ଚନ୍ଦନନଗର ସବଡିଭିଜନର ଉପଜିଲାପାଳ ଦେବଦତ୍ତା ରାୟ (୩୮)ଙ୍କର ମୃତ୍ୟୁ ହୋଇଛି। ଦେବଦତ୍ତାଙ୍କଠାରେ କରୋନା ଲକ୍ଷଣ ଦେଖାଯାଇଥିବାବେଳେ ସେ ହୋମ୍ କ୍ବାରେଣ୍ଟାଇନରେ ଥିଲେ। ରବିବାର ତାଙ୍କ

ଜିଓ ପ୍ଲାଟଫର୍ମରେ ନିବେଶ କରିବ ଗୁଗଲ୍‍

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୫/୦୭: ବିଶ୍ୱର ୫ମ ସର୍ବବୃହତ ଅର୍ଥନୀତି ଭାବେ ପରିଗଣିତ ହେଉଥିବା ଭାରତରେ ନିଜ ସ୍ଥିତି ମଜଭୁତ କରିବାକୁ ଗୁଗଲ୍‍ ଆଗାମୀ ସାତବର୍ଷ ମଧ୍ୟରେ ପ୍ରାୟ ୧୦ବିଲିଅନ ଡଲାର ନିବେଶ କରିବାକୁ ପ୍ରତିଶ୍ରୁତି ଦେଇଛି। ଭାରତ ସଂପ୍ରତି ବିଶ୍ୱର ପ୍ରମୁଖ ଇଣ୍ଟରନେଟ
error: Content is protected !!
Open chat