Browsing Category
National-International
ହୋଟେଲ୍ ତାଜ୍କୁ ଉଡ଼ାଇ ଦେବାକୁ ଆତଙ୍କବାଦୀ ସଂଗଠନ ଲଶ୍କର-ଇ-ତୋଏବା ର ଧମକ
କଳିଙ୍ଗ ଜ୍ୟୋତି ବ୍ୟୁରୋ ମୁମ୍ବାଇ ୩୦ ୦୬:ମୁମ୍ବାଇର କୋଲାବାରେ ଥିବା ‘ତାଜ ମହଲ ପ୍ୟାଲେସ୍ ହୋଟେଲ୍’ ଓ ବାନ୍ଦ୍ରାରେ ଥିବା ‘ତାଜ ଲ୍ୟାଣ୍ଡସ ଏଣ୍ଡ ହୋଟେଲ୍’କୁ ଉଡ଼ାଇ ଦିଆଯିବାକୁ ଧମକ ମିଳିଛି। ଫୋନ୍ରେ ଏହି ଧମକ ମିଳିଛି। ଏହି ଧମକ ପରେ ଏସବୁ ସ୍ଥାନରେ ସୁରକ୍ଷା ବ୍ୟବସ୍ଥାକୁ!-->!-->!-->!-->!-->…
ଭାରତୀୟ ୟୁଜରଙ୍କ ବ୍ୟକ୍ତିଗତ ତଥ୍ୟ ଚୀନକୁ ଦେଇନୁ : ଟିକଟକ ଇଣ୍ଡିଆ
କଳିଙ୍ଗ ଜ୍ୟୋତି ବ୍ୟୁରୋ ଦିଲ୍ଲୀ ୩୦/୦୬ : ଭାରତ ସରକାର ଲୋକପ୍ରିୟ ଭିଡିଓ ସେୟାରିଂ ମୋବାଇଲ ଆପ ଟିକଟକକୁ ନିଷିଦ୍ଧ କରିବା ପରେ ଟିକଟକ ପକ୍ଷରୁ ଆଜି ଏକ ବୟାନ ଜାରି କରାଯାଇଛି ।
ଟିକଟକ ଇଣ୍ଡିଆ ପକ୍ଷରୁ କୁହାଯାଇଛି ଯେ ନିଜର ପକ୍ଷ ରଖିବାକୁ ଓ ଆବଶ୍ୟକ ସ୍ପଷ୍ଟୀକରଣ ଦେବାକୁ!-->!-->!-->!-->!-->…
ରାଜ୍ୟର ୨୨ଟି ଜିଲ୍ଲାରୁ ନୂଆ ୨୦୬ ନୂଆ କରୋନା ପଜିଟିଭ୍ ଚିହ୍ନଟ, ୭ ହଜାର ଟପିଲା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା
କଳିଙ୍ଗ ଜ୍ୟୋତି ଭୁବନେଶ୍ୱର ୩୦/୦୬:ଭୁବନେଶ୍ବର: ରାଜ୍ୟରେ ଆଜି ପୁଣି ୨୦୬ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୦୬୫କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଏମାନଙ୍କ!-->!-->!-->!-->!-->!-->!-->…
ଦେଶର ପ୍ରଥମ କରୋନା ଟିକା ‘କୋଭାକ୍ସିନ’ ପ୍ରସ୍ତୁତ , ଜୁଲାଇରୁ କ୍ଲିନିକାଲ୍ ଟ୍ରାଏଲ
କଳିଙ୍ଗ ଜ୍ୟୋତି ବ୍ୟୁରୋ ଦିଲ୍ଲୀ ୨୯/୦୬ :ଦେଶର ପ୍ରଥମ କରୋନା ଟିକା ‘କୋଭାକ୍ସିନ’ ପ୍ରସ୍ତୁତ ହୋଇଯାଇଛି। ଜୁଲାଇ ମାସରେ ଦେଶବ୍ୟାପୀ ଏହାର କ୍ଲିନିକାଲ୍ ଟ୍ରାଏଲ କରାଯିବ।
ଆଇସିଏମ୍ଆର୍, ନ୍ୟାସନାଲ୍ ଇନଷ୍ଟିଟ୍ୟୁଟ୍ ଅଫ୍ ଭାଇରୋଲୋଜି–ଏନ୍ଆଇଭି ସହ ମିଳିତ ଉଦ୍ୟମରେ ଭାରତ ବାୟୋଟେକ୍!-->!-->!-->!-->!-->…
ସୋନିଆଙ୍କୁ ଧର୍ମେନ୍ଦ୍ରଙ୍କ କଟାକ୍ଷ : କଂଗ୍ରେସର ସଂସ୍କାର ହେଉଛି ରାଜସ୍ୱ ଲୁଟିବା ଓ ମୋଦୀଙ୍କ ସଂସ୍କାର ହେଉଛି…
କଳିଙ୍ଗ ଜ୍ୟୋତି ବ୍ୟୁରୋ ଦିଲ୍ଲୀ ୩୦/୦୬:ମୋଦୀ ସରକାରରେ ଟଙ୍କା ଡିବିଟି ଜରିଆରେ ଗରିବଙ୍କ ପାଖରେ ପହଁଚୁଛି ମାତ୍ର କଂଗ୍ରେସ ସରକାରରେ ଟଙ୍କା ରାଜୀବ ଗାନ୍ଧି ଫାଉଣ୍ଡେସନକୁ ଡିବିଟି ହେଉଥିଲା• ଏପ୍ରିଲ ଓ ମେ ମାସରେ ପେଟ୍ରୋଲ ଏବଂ ଡିଜେଲର ଚାହିଦା ୭୦ରୁ ୮୦ ପ୍ରତିଶତ କମି ଯାଇଥିଲା,!-->!-->!-->!-->!-->…
କେନ୍ଦ୍ର ସରକାରଙ୍କ ଗୃହ ମନ୍ତ୍ରାଳୟ ଦ୍ୱାରା ଅନଲକ୍ -୨.୦ ର ଗାଇଡଲାଇନ୍ ଜାରି
ନୂଆଦିଲ୍ଲୀ, (କଳିଙ୍ଗ ଜ୍ୟୋତି ବ୍ୟୁରୋ) ୩୦/୦୬ : ଅନଲକ୍-୧ର ଅବଧି ଜୁନ୍ ୩୦ ତାରିଖରେ ଶେଷ ହେବାକୁ ଯାଉଛି। ଏହା ସହ ଅନଲକ୍-୨ର ଘୋଷଣା କରାଯାଇଛି, ଯାହା ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ଏଥିରେ କିଛି ଗତିବିଧିକୁ କିଛି କଟକଣା କୋହଳ କରାଯାଇଛି। କେନ୍ଦ୍ର ସରକାରଙ୍କ ଗୃହ!-->…
ଗଗନଯାନ ଅଭିଯାନ କୋଭିଡ-୧୯ ଦ୍ୱାରା ପ୍ରଭାବିତ ହେବନାହିଁ : ଡଃ ଜିତେନ୍ଦ୍ର ସିଂହ
କଳିଙ୍ଗ ଜ୍ୟୋତି ବ୍ୟୁରୋ ଦିଲ୍ଲୀ ୩୦/୦୬:ଭାରତର ପ୍ରଥମ ମାନବ ମହାକାଶ ଅଭିଯାନ ଗଗନ ଯାନ କୋଭିଡ-୧୯ ବୈଶ୍ଵିକ ମହାମାରୀ ଦ୍ୱାରା ପ୍ରଭାବିତ ହେବନାହିଁ ବୋଲି କେନ୍ଦ୍ର ଆଣବିକ ଶକ୍ତି ଓ ମହାକାଶ ବିଭାଗ ରାଷ୍ଟ୍ରମନ୍ତ୍ରୀ ଡଃ ଜିତେନ୍ଦ୍ର ସିଂହ କହିଛନ୍ତି। ଅଭିଯାନର ପ୍ରାକ ପ୍ରସ୍ତୁତି!-->!-->!-->…
ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ସମ୍ବୋଧନ କରିବେ ।
ନୂଆଦିଲ୍ଲୀ, (କଳିଙ୍ଗ ଜ୍ୟୋତି ବ୍ୟୁରୋ) ୩୦/୦୬ : ଆଜି ଅପରାହ୍ନ ୪ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ସମ୍ବୋଧନ କରି ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଉଦବୋଧନ ଦେବେ। ଏନେଇ ପିଏମଓ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି। ଆସନ୍ତା ବୁଧବାର ଠାରୁ ଅନଲକ୍-ଟୁ କାର୍ଯ୍ୟକାରୀ!-->…
ଫରିଦାବାଦରେ ଇଣ୍ଡିଆନ ଅଏଲର ଦ୍ୱିତୀୟ ଆର୍ ଆଣ୍ଡ୍ ଡି କ୍ୟାମ୍ପସର ଶିଳାନ୍ୟାସ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର…
କଳିଙ୍ଗ ଜ୍ୟୋତି ବ୍ୟୁରୋ ଦିଲ୍ଲୀ ୩୦/୦୬ :କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ନୂଆଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ହରିୟାଣା ମୁଖ୍ୟମନ୍ତ୍ରୀ ମୋନହର ଲାଲ୍ ଖଟ୍ଟରଙ୍କ ସହ ଫରିଦାବାଦ ଠାରେ ଇଣ୍ଡିଆନ ଅଏଲ ଟେକ୍ନୋଲୋଜି ଡେଭଲପମେଂଟ୍ ଆଣ୍ଡ୍ ଡିପ୍ଲୋଏମେଟ୍ ସେଂଟରର!-->!-->!-->…
ଭାରତରେ ଟିକ୍ଟକ୍ ସମେତ ୫୯ଟି ଚାଇନା ମୋବାଇଲ୍ ଆପ୍କୁ ନିଷିଦ୍ଧ ଘୋଷଣା : ବ୍ୟକ୍ତିଗତ ତଥ୍ୟଚୋରି ଅଭିଯୋଗ ।
ନୂଆଦିଲ୍ଲୀ, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୩୦/୦୬ : ତଥ୍ୟ ଚୋରି ଅଭିଯୋଗରେ ଟିକ୍ଟକ୍ ସମେତ ୫୯ଟି ଚାଇନା ମୋବାଇଲ୍ ଆପ୍କୁ ଭାରତରେ ବ୍ୟାନ୍ ଘୋଷଣା କରାଯାଇଛି। ଭାରତ-ଚୀନ ମଧ୍ୟରେ ସୀମା ବିବାଦକୁ ନେଇ ଉତ୍ତେଜନା ଲାଗିରହିଥିବା ବେଳେ ଭାରତ ଚୀନ ଉପରେ ଜୋରଦାର ସାଇବର୍ ଆକ୍ରମଣ କରିଛି। ଦେଶର!-->…
