Browsing Category
National-International
ଭାରତୀୟ ନିର୍ବାଚନ କମିଶନଙ୍କ ସୂଚନା : ପିପିଲି ଉପନିର୍ବାଚନ ସ୍ଥଗିତ
ଭୁବନେଶ୍ବର: ରାଜ୍ୟରେ ପିପିଲି ଉପନିର୍ବାଚନକୁ ସ୍ଥଗିତ ରଖାଯାଇଛି। ରାଜ୍ୟରେ କୋଭିଡ୍ ଲକ୍ଡାଉନ୍ କାରଣରୁ ପିପିଲି ଉପନିର୍ବାଚନ ସ୍ଥଗିତ ରଖାଯାଇଛି। ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା କାରଣରୁ ପିପିଲିରେ ଉପନିର୍ବାଚନ ସ୍ଥଗିତ ରଖାଯାଇଛି। ଏ ନେଇ ଭାରତୀୟ ନିର୍ବାଚନ କମିଶନଙ୍କ!-->…
ଥରେ ସିଟି-ସ୍କାନ କରିବା ୩୦୦ ଥର ଛାତି ଏକ୍ସ-ରେ କରିବା ସହ ସମାନ, ସାମାନ୍ୟ କରୋନା ଲକ୍ଷଣ ଥିଲେ ସିଟି ସ୍କାନ କରନ୍ତୁ…
ନୂଆଦିଲ୍ଲୀ : ଦେଶରେ କରୋନା ପରୀକ୍ଷା ପାଇଁ ସିଟି-ସ୍କାନର ଦୁରୁପଯୋଗ କରାଯାଉଛି । ଯେଉଁମାନଙ୍କର ସାମାନ୍ୟ ଲକ୍ଷଣ ରହିଛି ସେମାନେ ସିଟି-ସ୍କାନ କରିବାର ଆଦୌ ଆବଶ୍ୟକତା ନାହିଁ । ଏହାର ଉପକାର ତୁଳନାରେ ଅପକାର ଅଧିକ । କାରଣ ଗୋଟିଏ ଥର ସିଟି ସ୍କାନ କରିବା ଅର୍ଥ ହେଉଛି ୩୦୦ ଥର ଛାତି!-->…
ନିଟ୍ ପିଜି ପରୀକ୍ଷା ସ୍ଥଗିତ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କୋଭିଡ୍ ସମୀକ୍ଷା ବୈଠକରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଅତି କମ୍ରେ ୪ ମାସ ନିଟ୍ ପିଜି ପରୀକ୍ଷା ସ୍ଥଗିତ ରଖାଯିବ ବୋଲି ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏଥର କରୋନା ଡ୍ୟୁଟିରେ ନିୟୋଜିତ ହେବେ ମେଡ଼ିକାଲ୍ ଛାତ୍ରଛାତ୍ରୀ।!-->…
ସାମ୍ବାଦିକଙ୍କୁ ଆଗଧାଡ଼ିର କରୋନା ଯୋଦ୍ଧା ଘୋଷଣା କଲେ ମୁଖ୍ୟମନ୍ତ୍ରୀ, କରୋନାରେ ମୃତ୍ୟୁ ହେଲେ ମିଳିବ ୧୫ଲକ୍ଷ…
ଭୁବନେଶ୍ବର: ସାମ୍ବାଦିକଙ୍କୁ ଆଗଧାଡ଼ିର କରୋନା ଯୋଦ୍ଧା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କରୋନାରେ କୌଣସି ସାମ୍ବାଦିକଙ୍କ ମୃତ୍ୟୁ ହେଲେ ମିଳିବ ୧୫ଲକ୍ଷ ଟଙ୍କାର ଅନୁକମ୍ପା ରାଶି। ମୁଖ୍ୟମନ୍ତ୍ରୀଙ୍କ ଏହି ଘୋଷଣା ପରେ ରାଜ୍ୟର ୬୯୪୪ଜଣ କାର୍ଯ୍ୟରତ ସାମ୍ବାଦିକ ଉପକୃତ ହେବେ ବୋଲି!-->…
ମେ ୧୪ ବଦଳରେ ୧୦ରୁ ଆରମ୍ଭ ହେବ ସୁପ୍ରିମକୋର୍ଟଙ୍କ ଗ୍ରୀଷ୍ମ ଅବକାଶ
ନୂଆଦିଲ୍ଲୀ : ଦିଲ୍ଲୀ ସମେତ ସାରା ଦେଶରେ କରୋନା ସଂକ୍ରମଣ ମାମଲା ବଢିଚାଲିଥିବାରୁ ସୁପ୍ରିମକୋର୍ଟ ୪ ଦିନ ପୂର୍ବରୁ ଗ୍ରୀଷ୍ମ ଅବକାଶ ଘୋଷଣା କରିଛନ୍ତି । ପୂର୍ବରୁ ମେ ୧୪ରେ ସୁପ୍ରିମକୋର୍ଟଙ୍କ ଗ୍ରୀଷ୍ମ ଅବକାଶ ଆରମ୍ଭ ହେଉଥିବାବେଳେ ଏବେ ତାହା ମେ ୧୦ରୁ ଆରମ୍ଭ ହେବ ଓ ତାହା ଜୁନ ୨୮!-->…
ରାଜ୍ୟରେ ମେ’ ୧ ଓ ୨ରେ ବନ୍ଦ ରହିବ କରୋନା ଟିକାକରଣ, ୪୫ ବର୍ଷରୁ ଊର୍ଦ୍ଧ୍ବ ବ୍ୟକ୍ତିଙ୍କୁ ଅଗ୍ରାଧିକାର ଭିତ୍ତିରେ…
ଭୁବନେଶ୍ବର : ସାରା ଦେଶରେ ୧୮ରୁ ୪୪ ବର୍ଷ ବୟସ ବର୍ଗର ଲୋକମାନଙ୍କ କରୋନା ଟିକାକରଣ ଆରମ୍ଭ ହେବ। ଓଡ଼ିଶାରେ ସପ୍ତାହାନ୍ତ ସଟଡାଉନ ଯୋଗୁଁ ଏହି ଟିକାକରଣ ଆରମ୍ଭ ହେବ ନାହିଁ। ଏବେ ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର କରୋନା ଟିକା ମହଜୁଦ ନାହିଁ। ରାଜ୍ୟକୁ ଟିକା ପଠାଇବା ପାଇଁ ପ୍ରସ୍ତୁତକାରୀ!-->…
ଏକ୍ଜିଟ୍ ପୋଲ୍; ଆସାମରେ ପୁଣି ବିଜେପି ସରକାର
ନୂଆଦିଲ୍ଲୀ; ଆସାମରେ ପୁଣି ଫେରିବ ବିଜେପି ସରକାର। ଏଥର କଂଗ୍ରେସ ବିଜେପିକୁ କଡ଼ା ଟକ୍କର ଦେଇଥିବା ବେଳେ ସରକାର ଗଠନ କରିବାରେ ଅସଫଳ ହୋଇଛି। ଏକ୍ଜିଟ୍ ପୋଲ୍ରେ ଏଭଳି ଫଳାଫଳା ପ୍ରକାଶ ପାଇଛି।
ଜାତୀୟ ଗଣମାଧ୍ୟମ ଇଣ୍ଡିଆ ଟୁଡେର ଆକ୍ସିସ୍ ମାଇ ଇଣ୍ଡିଆ ଏକ୍ଜିଟ୍ ପୋଲ୍ ଅନୁସାରେ!-->!-->!-->…
ଜାଣନ୍ତୁ ଯଦି ଅମ୍ଳଜାନ ଅଭାବ ହୁଏ ତେବେ କ’ଣ କରିବେ?
ନୂଆଦିଲ୍ଲୀ: କରୋନାର ଦ୍ବିତୀୟ ଲହର ଏବେ ଦେଶବ୍ୟାପୀ ଆତଙ୍କ ସୃଷ୍ଟି କରିଛି । କେଉଁଠି ଚିକିତ୍ସା ପାଇଁ ଶଯ୍ୟା ମିଳୁ ନାହିଁ ତ ଆଉ କେଉଁଠି ଶଯ୍ୟା ମିଳିଲେ ଅମ୍ଳଜାନ ମିଳୁନି। ଅମ୍ଳଜାନ ଅଭାବରୁ ପ୍ରତିଦିନ ଅନେକ ସଂକ୍ରମିତଙ୍କ ଜୀବନ ଚାଲି ଯାଉଛି। ତେବେ ଅନେକ ସଂକ୍ରମିତ ଘରେ ରହି ମଧ୍ୟ!-->…
କୋଭିଡ ସ୍ଥିତି ନେଇ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : କୋଭିଡ ସ୍ଥିିତି ନେଇ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଟେଲିଫୋନ ଯୋଗେ କଥା ହୋଇଛନ୍ତି। ବର୍ତ୍ତମାନର କୋଭିଡ ସ୍ଥିତି ଯୁଦ୍ଧ ସହ ସମାନ। ଜାତୀୟସ୍ତରରେ କୋଭିଡ ମୁକାବିଲାରେ ଓଡିଶା ସହଯୋଗ କରିବ। ଦେଶରେ ଦେଖାଦେଇଥିବା ଅକ୍ସିଜେନ!-->…
କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିୟାଲ ନିଶଙ୍କ କରେନା ପଜିଟିଭ୍
ନୂଆଦିଲ୍ଲୀ : କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିୟାଲ ନିଶଙ୍କ କରେନା ସଂକ୍ରମିତ ହୋଇଛନ୍ତି । ଶ୍ରୀ ପୋଖରିୟାଲ ଏକ ଟ୍ୱିଟରେ କହିଛନ୍ତି ଯେ ଡାକ୍ତରଙ୍କ ପରାମର୍ଶ ଅନୁଯାୟୀ ସେ ଔଷଧ ସେବନ କରିବା ସହ ଚିକିତ୍ସିତ ହେଉଛନ୍ତି।
ନିକଟରେ ତାଙ୍କ ସମ୍ପର୍କରେ ଆସିଥିବା ସମସ୍ତଙ୍କୁ କରୋନା!-->!-->!-->…
