Browsing Category

National-International

ଅଗଷ୍ଟ ୧୫ ସୁଦ୍ଧା ଟିକାକରଣ ସାରିବାକୁ କେନ୍ଦ୍ରର ​‌ଯୋଜନା

ନୂଆଦିଲ୍ଲୀ: ଆଗାମୀ ସାଢ଼େ ୩ ମାସ ଅର୍ଥାତ ଅଗଷ୍ଟ ୧୫ ସୁଦ୍ଧା ଦେଶରେ ଟିକାକରଣ ଅଭିଯାନ ଶେଷ ହେବ। ୧୮ ବର୍ଷରୁ ଅଧିକ ବୟସର ସମସ୍ତ ବ୍ୟକ୍ତିଙ୍କୁ ଏହି ସମୟ ମଧ୍ୟରେ ଟିକାକରଣ କରାଯିବ ବୋଲି କେନ୍ଦ୍ର ସରକାର ଯୋଜନା କରିଛନ୍ତି। ଏଥିପାଇଁ ଦେଶବ୍ୟାପୀ ୧୦ ଲକ୍ଷରୁ ଅଧିକ ଟିକାକରଣ କେନ୍ଦ୍ର

ରାଜ୍ୟମାନେ ଚାହିଁଲେ ଲକଡାଉନ୍ ଲାଗୁ କରିପାରିବେ- ଅମିତ ଶାହ

ନୂଆଦିଲ୍ଲୀ, ୧୯/୦୪ : ଚିନ୍ତା ବଢାଇଲାଣି କରୋନାର ନୂଆ ଷ୍ଟ୍ରେନ୍। ଦେଶରେ ଦେନିକ କରୋନା ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ବର୍ଦ୍ଧିତ ସଂକ୍ରମଣ ସରକାରଙ୍କ ମୁଣ୍ଡ ବ୍ୟଥାର କାରଣ ପାଲଟିଲାଣି। ସେପଟେ ଦେଶରେ ପୂର୍ବବତ୍ ଲକଡାଉନ୍ ଲାଗୁ ଆଶଙ୍କା କରି ଲୋକମାନେ

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା, ମେ’ ୧ରୁ ୧୮ ବର୍ଷରୁ ଅଧିକ ସମସ୍ତଙ୍କୁ ମିଳିବ ଟିକା

ନୂଆଦିଲ୍ଲୀ: କରୋନା ଟିକା ନେଇ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା। ମେ’ ୧ରୁ ୧୮ ବର୍ଷରୁ ଅଧିକ ସମସ୍ତଙ୍କୁ ମିଳିବ ଟିକା। ଉତ୍ପାଦକମାନେ କେନ୍ଦ୍ରକୁ ୫୦ ପ୍ରତିଶତ ଟିକା ଯୋଗାଇବେ। ବାକି ୫୦ ପ୍ରତିଶତ ରାଜ୍ୟମାନଙ୍କୁ ଦେଇପାରିବେ ଉତ୍ପାଦକ। ଏଣିକି ରାଜ୍ୟମାନେ ସିଧାସଳଖ ଉତ୍ପାଦକଙ୍କଠାରୁ କିଣି

୨୪ରୁ ସାରା ଓଡ଼ିଶାରେ ଲାଗୁ ହେଲା ଶନିବାର-ରବିବାର ସପ୍ତାହାନ୍ତ    ସଟଡାଉନ

ଭୁବନେଶ୍ଵର : ରାଜ୍ୟରେ ବଢୁଥିବା ସଂକ୍ରମଣ ଭିତରେ ରାଜ୍ୟକୁ ପୁଣି ଫେରିଛି ସପ୍ତାହନ୍ତ ସଟଡାଉନ୍‌ । ରାଜ୍ୟ ସରକାର ଆଜି ରାଜ୍ୟର ସମସ୍ତ ସହରାଞ୍ଚଳରେ ସପ୍ତାହନ୍ତ ସଟଡାଉନ୍‌ ଘୋଷଣା କରିଛନ୍ତି । ଆସନ୍ତା ଶନିବାର ଓ ରବିବାରଠାରୁ ରାଜ୍ୟର ସମସ୍ତ ସହରାଞ୍ଚଳରେ ସଟଡାଉନ୍‌ କଟକଣା ଜାରି ରହିବ ।

ପିପିଲି ଉପନିର୍ବାଚନ: ଶୋଭାଯାତ୍ରା ଓ ନିର୍ବାଚନୀ ସଭା କରିବନି ବିଜେଡ଼ି

ଭୁବନେଶ୍ଵର: ପିପିଲି ଉପନିର୍ବାଚନରେ ଆଉ ରାଲି କରିବନି ବିଜୁ ଜନତା ଦଳ(ବିଜେଡ଼ି)। ସାଧାରଣ ସଭା ଓ ଶୋଭାଯାତ୍ରା ନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ବଢ଼ି ଚାଲିଥିବା କରୋନା ସଂକ୍ରମଣ ଦୃଷ୍ଟିରୁ ରାଲି ବନ୍ଦ ପାଇଁ ନିଷ୍ପତ୍ତି ନିଆଯାଇଛି। ନିର୍ବାଚନୀ ସଭା ଓ

କରୋନାକୁ ନେଇ ନୀରବତା ଭାଙ୍ଗିଲେ ମନମୋହନ; ମୋଦୀଙ୍କୁ କହିଲେ- ଅଧିକ ଟିକାକରଣ ଦ୍ବାରା ହିଁ ମିଳିବ ବିଜୟ

ନୂଆଦିଲ୍ଲୀ: କରୋନା ସଂକ୍ରମଣ ଦେଶରେ ଆତଙ୍କ ସୃଷ୍ଟି କରିଛି। ପ୍ରତିଦିନ ନୂଆ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ହସ୍ପିଟାଲରେ ବେଡ୍‌ ଏବଂ ଅକ୍ସିଜେନ ଅଭାବ ଦେଖାଦେଲାଣି। କରୋନା ଟିକା ବି ପର୍ଯ୍ୟାପ୍ତ ମିଳୁନାହିଁ। ଏହା ମଧ୍ୟରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ

ତଥ୍ୟ ପ୍ରମାଣ ନଥିଲେ ନୈତିକ କାରଣରୁ ଦୋଷୀ ସାବ୍ୟସ୍ତ କରାଯାଇପାରିବ ନାହିଁ: ବମ୍ବେ ହାଇକୋର୍ଟ

ମୁମ୍ବଇ: ଶ୍ୱଶୁର ଘର ଲୋକ ଯଉତୁକ ଦାବି କରୁଛନ୍ତି ଅଭିଯୋଗ ଆଣି ବୋହୁ ଆତ୍ମହତ୍ୟା କଲା। ବନ୍ଧାହେଲେ ଶ୍ୱଶୁର ଘର ଲୋକ। ସେମାନଙ୍କ ବିରୁଦ୍ଧରେ ହତ୍ୟା ଅଭିଯୋଗ ଅଣାଗଲା ଏବଂ ସେମାନଙ୍କୁ ନିମ୍ନ ଅଦାଲତରେ ଦୋଷୀ ସାବ୍ୟସ୍ତ କରାଗଲା। ଉକ୍ତ ପରିବାର ଏହି ରାୟ ବିରୁଦ୍ଧରେ ବମ୍ବେ ହାଇକୋର୍ଟରେ ଅପିଲ

ଓଡ଼ିଶାରେ କାଲିଠୁ ନାଇଟ୍ କର୍ଫ୍ୟୁ

ଭୁବନେଶ୍ୱର ୧୫/୪: ରାଜ୍ୟକୁ ପୁଣି ଫେରିଲା କୋଭିଡ୍ କଟକଣା । ରାଜ୍ୟରେ କାଲିଠୁ ନାଇଟ୍ କର୍ଫ୍ୟୁ କଟକଣା ଲାଗିବ । ଏନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । ସଂକ୍ରମଣ ଦେଖି ନୂଆ ପଦକ୍ଷେପ ନେଲେ ରାଜ୍ୟ ସରକାର । ନୂଆ ପଦକ୍ଷେପ ନେଇ ସୂଚନା ଦେଲେ

ରାଜ୍ୟରେ ମାଟ୍ରିକ, +୨ ପରୀକ୍ଷା ସ୍ଥଗିତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର : ରାଜ୍ୟରେ ସମସ୍ତ ବୋର୍ଡ ପରୀକ୍ଷାକୁ ସ୍ଥଗିତ ରଖିବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବର୍ତ୍ତମାନର କରୋନା ମହାମାରୀ ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀ ମାନଙ୍କର ସ୍ବାସ୍ଥ୍ୟ ନିରାପତ୍ତାକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ଦଶମ ଓ ଦ୍ବାଦଶ ବୋର୍ଡ ପରୀକ୍ଷାକୁ

ସ୍ପୁଟନିକ-ଭି ଟିକାକୁ ମିଳିଲା ମଞ୍ଜୁରୀ

ନୂଆଦିଲ୍ଲୀ: କରୋନା ଭୂତାଣୁ ଦ୍ରୁତ ଗତିରେ ମାଡ଼ି ଚାଲିଥିବାବେଳେ ଏହା ଉପରେ ଲଗାମ ଲଗାଇବାକୁ ସରକାର ଯେତେ ପ୍ରୟାସ କଲେ ବି ସଫଳ ହୋଇପାରୁ ନାହାନ୍ତି। ଏହି ପରିପ୍ରେକ୍ଷୀ କେନ୍ଦ୍ର ସରକାର ଦେଶରେ ରୁଷ ଦ୍ବାରା ପ୍ରସ୍ତୁତ କରୋନା ଟିକା ସ୍ପୁଟନିକ-ଭିକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ସୋମବାର
error: Content is protected !!
Open chat