Browsing Category

National-International

ଆସନ୍ତାକାଲି ଆସିବେ ରାଷ୍ଟ୍ରପତି, ସୁରକ୍ଷା ବ୍ୟବସ୍ତା କଡାକଡି

ଆସନ୍ତାକାଲି ରାଷ୍ଟ୍ରପତି ରାମନାଥ କୋବିନ୍ଦ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ରାଷ୍ଟ୍ରପତି ଶନିବାର ସଂଧ୍ୟା ୬ଟାରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଂଚିବା ପରେ ରାଜଭବନରେ ରାତ୍ରି ଯାପନ କରିବେ। ୨୧ ତାରିଖ (ରବିବାର)ରେ ରାଷ୍ଟ୍ରପତି ରାଉରକେଲା ଯାଇ ଏନଆଇଟିର ସମାବର୍ତ୍ତନ

୨୦୨୧ରେ କେବଳ ଥରେ ହେବ ନିଟ୍ ପରୀକ୍ଷା: କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖ୍ରିଆଲ

ନୂଆଦିଲ୍ଲୀ: ଚଳିତ ବର୍ଷ କେବଳ ଥରେ ହେବ ନ୍ୟାସନାଲ୍‌ ଏଲିଜିବିଲିଟି କମ୍‌ ଏନ୍‌ଣ୍ଟ୍ରାନ୍ସ ଟେ‌ଷ୍ଟ(ନିଟ୍‌) ପରୀକ୍ଷା। ପରୀକ୍ଷାର୍ଥୀମା‌ନେ କେବଳ ଥରେ ହିଁ ନିଟ ପରୀକ୍ଷା ଦେବାର ସୁଯୋଗ ପାଇବେ। ଏ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖ୍ରିଆଲ୍ ଲୋକସଭାରେ ଘୋଷଣା କରିଛନ୍ତି। ଦେଶର କିଛି

ରାଜ୍ୟରେ ବନାଗ୍ନି ସଂପୂର୍ଣ୍ଣ ଆୟତ୍ତାଧିନ ରହିଛି : ଫରେଷ୍ଟ ଫାୟାର ଟାସ୍କଫୋର୍ସ

ଭୁବନେଶ୍ବର: ଶିମିଳିପାଳ ଓ ରାଜ୍ୟର ଅନ୍ୟ ଜଙ୍ଗଲରେ ଲାଗିଥିବା ନିଆଁ ସଂପର୍କରେ ଅନୁଧ୍ୟାନ ଲାଗି ଆସିଥିବା କେନ୍ଦ୍ରୀୟ ବିଶେଷଜ୍ଞ ଦଳ ସେମାନଙ୍କର କ୍ଷେତ୍ର ପରିଦର୍ଶନ ଶେଷ କରିଛନ୍ତି। ଆଜି ଏହି ଦଳ ରାଜ୍ୟ ସରକାରଙ୍କ ସହ ଏ ବାବଦରେ ଆଲୋଚନା କରିବେ ବୋଲି ସୂଚନା ଦେଇଛନ୍ତି ରାଜ୍ୟ ସରକାରଙ୍କ

ବ୍ୟାଙ୍କ ଧର୍ମଘଟ : ସୋମବାର, ମଙ୍ଗଳବାର ବନ୍ଦ ରହିବ ବ୍ୟାଙ୍କ, ପ୍ରଭାବିତ ହୋଇପାରେ ବ୍ୟାଙ୍କ ସେବା

ନୂଆଦିଲ୍ଲୀ : ଗତ ଶନିବାର ଓ ଆଜି (ରବିବାର ) ବନ୍ଦ ଥିବା ବ୍ୟାଙ୍କଗୁଡ଼ିକ ଆସନ୍ତା ଦୁଇଦିନ ଅର୍ଥାତ ସୋମବାର ଓ ମଙ୍ଗଳବାର ମଧ୍ୟ ବନ୍ଦ ରହିବ । ଫଳରେ କ୍ରମାଗତ ୪ ଦିନ ବ୍ୟାଙ୍କ ବନ୍ଦ ରହିବା ଫଳରେ ଦେଶରେ ବ୍ୟାଙ୍କ ସେବା ପ୍ରଭାବିତ ହେବାର ଆଶଙ୍କା ରହିଛି । ସରକାରଙ୍କ ବ୍ୟାଙ୍କ ମିଶ୍ରଣ

‘ଜନ୍‌ସନ୍‌ ଆଣ୍ଡ୍‌ ଜନ୍‌ସନ୍‌’ କୋଭିଡ୍‌-୧୯ ଟିକାକୁ ଜରୁରୀ ବ୍ୟବହାର ତାଲିକାଭୁକ୍ତ କରିବା ଲାଗି ‘ଡବ୍ଲୁଏଚ୍‌ଓ’ର…

ଜେନିଭା: ‘ଜନ୍‌ସନ୍‌ ଆଣ୍ଡ୍‌ ଜନ୍‌ସନ୍‌’ କୋଭିଡ୍‌-୧୯ ଟିକାକୁ ଜରୁରୀକାଳୀନ ବ୍ୟବହାର ତାଲିକାଭୁକ୍ତ କରିବା ଲାଗି ଶୁକ୍ରବାର ଦିନ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ ଅନୁମୋଦନ କରିଛି। ବିଶେଷତଃ ଦୁର୍ବଳ ‘ରେଗୁଲେଟରି ଏଜେନ୍‌ସି’ ଥିବା ଦେଶଗୁଡ଼ିକରେ ଏହି ଟିକାର ବ୍ୟବହାର ନିମନ୍ତେ ‘ବିଶ୍ୱ

ତୃଣମୂଳ କଂଗ୍ରେସରେ ଯୋଗ ଦେଲେ ପୂର୍ବତନ ବିଜେପି ନେତା ଯଶଓ୍ଵନ୍ତ ସିହ୍ନା

ନୂଆଦିଲ୍ଲୀ: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ କିଛି ସପ୍ତାହ ବାକି ଥିବା ବେଳେ ପୂର୍ବରୁ ଅଟଳବିହାରୀ ବାଜପେୟୀଙ୍କ ପ୍ରଧାନମନ୍ତ୍ରୀତ୍ୱରେ କେନ୍ଦ୍ର ଅର୍ଥମନ୍ତ୍ରୀ ଥିବା ଯଶଓ୍ଵନ୍ତ ସିହ୍ନା ଆଜି ‘ତୃଣମୂଳ କଂଗ୍ରେସ’ରେ ଯୋଗ ଦେଇଛନ୍ତି। ‘ବିଜେପି’ର ଏହି ୮୩ ବର୍ଷିୟ ପୂର୍ବତନ ନେତା ୨୦୧୮ରେ

ଭାରତ ଆସିବେ ଆମେରିକା ପ୍ରତିରକ୍ଷା ମନ୍ତ୍ରୀ ଲୟର୍ଡ ଅଷ୍ଟିନ

ଆମେରିକା ପ୍ରତିରକ୍ଷା ମନ୍ତ୍ରୀ ଲୟର୍ଡ ଅଷ୍ଟିନ ଆସନ୍ତା ୧୯ ତାରିଖରେ ଭାରତ ଗସ୍ତରେ ଆସିବେ। ସେ ତାଙ୍କ ଗସ୍ତ କାଳରେ ଭାରତର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏବଂ ଅନ୍ୟ ବରିଷ୍ଠ ନେତାମାନଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଏହି ଚାରି ଦିନିଆ ଗସ୍ତ କାଳରେ

କର୍ମକରିବା ହେଉଛି ଭଗବତ ଗୀତାର ସୂକ୍ଷ୍ମ ତତ୍ତ୍ୱ – ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଆତ୍ମନିର୍ଭର ଭାରତ ଅଭିଯାନ ଏକ ବୃହତ ମାନବିକତା ଲାଗି ମୂଲ୍ୟବୋଧ ଓ ସମ୍ବଳ ସୃଷ୍ଟି କରିବ। ଏହାକୁ ବିଶ୍ୱର ବିକାଶ ଦିଗରେ ଏକ ସକାରାତ୍ମକ ପଦକ୍ଷେପ ବୋଲି ବର୍ଣ୍ଣନା କରି ସେ କହିଛନ୍ତି ୧୩୦ କୋଟି ଭାରତୀୟ ନିଜର ଭବିଷ୍ୟତ କାର୍ଯ୍ୟପନ୍ଥା

ଦେଶର ଯୁବକମାନେ ଆମର ପୂର୍ବପୁରୁଷଙ୍କ ବଳିଦାନକୁ ସ୍ମରଣ କରିବା ଆବଶ୍ୟକ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଦେଶ ଚଳିତ ବର୍ଷ ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ପାଳନ କରିବ। ଏଥିପାଇଁ ୭୫ ସପ୍ତାହ ବ୍ୟାପୀ କାର୍ଯ୍ୟକ୍ରମର ଆୟୋଜନ କରିିଛନ୍ତି କେନ୍ଦ୍ର ସରକାର। କେନ୍ଦ୍ର ସରକାର ପକ୍ଷରୁ ଏଥିପାଇଁ ଏକ ୨୫୯ ଜଣିଆ ଜାତୀୟ କମିଟି ଗଠନ କରାଯାଇଛି, ଯେଉଁଥିରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ

ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଚେତାବନୀ : ଆସିପାରେ କରୋନା ମହାମାରୀର ତୃତୀୟ କିମ୍ବା ଚତୁର୍ଥ ଲହର

ନୂଆଦିଲ୍ଲୀ : କିଛିଦିନ ଧରି କରୋନା ସଂକ୍ରମଣ ହ୍ରାସ ପରେ ପୁଣି ଥରେ ସାରା ବିଶ୍ୱରେ ଏହାର ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । ସାରା ବିଶ୍ୱରେ ଗତ ୨୪ ଘଣ୍ଟା ମଧ୍ୟରେ ତିନି ଲକ୍ଷରୁ ଅଧିକ ଲୋକ ସଂକ୍ରମିତ ହୋଇଛନ୍ତି, ଫଳ​‌ରେ ସଂକ୍ରମଣ ସଂଖ୍ୟା ୧୧ କୋଟି ୭୦ ଲକ୍ଷରୁ ଅଧିକ ହୋଇଯାଇଛି। ଅନ୍ୟ
error: Content is protected !!
Open chat