Browsing Category
National-International
ଆଜି ନୂଆ ସଂସଦ ଭବନର ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ନୂତନ ସଂସଦ ଭବନର ଶିଳାନ୍ୟାସ କରିବେ। ଏହି ଶିଳାନ୍ୟାସ ଉତ୍ସବରେ ପ୍ରାୟ ୨ଶହ ଅତିଥୀ ସାମିଲ ହେବେ । ବିଭିନ୍ନ ରାଜନୈତିକ ଦଳର ନେତା, କେନ୍ଦ୍ର ମନ୍ତ୍ରୀ ଏବଂ ବିଭିନ୍ନ ଦେଶର ରାଷ୍ଟ୍ରଦୂତ ଯୋଗଦେବେ। ଚାରି ମହଲା ବିଶିଷ୍ଟ ନୂତନ ସଂସଦ!-->…
ମିଳିବ ନିଯୁକ୍ତି ପ୍ରୋତ୍ସାହନ, ଆତ୍ମନିର୍ଭର ଭାରତ ରୋଜଗାର ଯୋଜନାକୁ କ୍ୟାବିନେଟର ଅନୁମୋଦନ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ଆତ୍ମନିର୍ଭର ଭାରତ ରୋଜଗାର ଯୋଜନାକୁ ଅନୁମୋଦନ ଦେଇଛନ୍ତି। ଆତ୍ମନିର୍ଭର ଭାରତ ପ୍ୟାକେଜ ୩.୦ ଅନ୍ତର୍ଗତ କୋଭିଡ ପୁନରୁଦ୍ଧାର ପର୍ଯ୍ୟାୟରେ ନୂତନ ନିଯୁକ୍ତି ସୁଯୋଗ ସୃଷ୍ଟି ପାଇଁ କ୍ୟାବିନେଟ ଏହି!-->…
୨୦୨୩ ହକି ବିଶ୍ବକପ୍ ପ୍ରସ୍ତୁତି, ବଢ଼ିବ ବିଜୁ ପଟ୍ଟନାୟକ ଷ୍ଟାଡିୟମ କ୍ଷମତା
ବନେଶ୍ୱର/ରାଉରକେଲା, ୯/ ୧୨: ଏଏଫ୍ଆଇଏଚ୍ ପୁରୁଷ ହକି ବିଶ୍ୱକପ୍-୨୦୨୩ ଉଭୟ ଭୁବନେଶ୍ୱର ଓ ରାଉରକେଲା ଦୁଇଟି ଭେନ୍ୟୁରେ ଆୟୋଜିତ ହେବ । ପୂର୍ବରୁ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ବିଶ୍ୱକପ୍-୨୦୧୮ ବେଶ୍ ସଫଳତାର ସହ ଆୟୋଜିତ ହୋଇଥିଲା । ତେଣୁ ଭୁବନେଶ୍ୱରରେ ଅନ୍ତର୍ଜାତୀୟ!-->…
ସବୁ ଗାଁ ହେବ ୱାଇଫାଇ; ସରକାର ଆଣିଲେ ପିଏମ-ବାଣୀ ଯୋଜନା
ନୂଆଦିଲ୍ଲୀ: ଏଣିକି ଗ୍ରାମାଞ୍ଚଳ ହେବ ୱାଇଫାଇ। ମାଗଣାରେ ଉପଲବ୍ଧ ହେବ ଇଣ୍ଟରନେଟ୍ ସେବା। ୱାଇଫାଇ ଜରିଆରେ ବ୍ୟବହାରକାରୀ ଇଣ୍ଟରନେଟ୍ ସୁବିଧା ପାଇବେ। ଏଥିପାଇଁ କେନ୍ଦ୍ର ସରକାର ପିଏମ-ବାଣୀ ନାମରେ ଏକ ନୂଆ ଯୋଜନା ଆରମ୍ଭ କରିବେ। ପିଏମ-ବାଣୀ ଯୋଜନାରେ ସରକାର ଗ୍ରାମାଞ୍ଚଳରେ ଇଣ୍ଟରନେଟ୍!-->…
କାଟ ଖାଇଲା ସରକାରଙ୍କ ପ୍ରସ୍ତାବ, ଦେଶବ୍ୟାପୀ ଜୋରଦାର ହେବ ବିକ୍ଷୋଭ
ଆଜି ସରକାରଙ୍କ ପକ୍ଷରୁ ଦିଆଯାଇଥିବା ୧୯ ପୃଷ୍ଠାର ପ୍ରସ୍ତାବକୁ କୃଷକ ସଙ୍ଗଠନ ଅଗ୍ରାହ୍ୟ କରିଛି। ପ୍ରସ୍ତାବ ପାଇବା ପରେ କୃଷକ ସଂଗଠନଗୁଡିକ ଏହି ପ୍ରସ୍ତାବ ଉପରେ ବ୍ୟାପକ ଆଲୋଚନା ପର୍ଯ୍ୟାଲୋଚନା କରିବା ପରେ ଦିଲ୍ଲୀ-ହରିୟାଣା ସୀମା ସିଙ୍ଗୁ ଠାରେ ଏକ ସାମ୍ବାଦିକ ସମ୍ମିଳନୀରେ ସରକାରଙ୍କ!-->…
ଭିଡିଓ କନଫରେନ୍ସିଂ ମାଧ୍ୟମରେ ଇକୋ ରିଟ୍ରିଟକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଓଡ଼ିଶା ପର୍ଯ୍ୟଟନର ଇକୋ ରିଟ୍ରିଟର ଦ୍ୱିତୀୟ ସଂସ୍କରଣକୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିଛନ୍ତି। ଏହି ସମାରୋହରେ କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ ପ୍ରହ୍ଲାଦ ସିଂହ ପଟେଲ ଏବଂ କେନ୍ଦ୍ର ପେଟ୍ରୋଲିୟମ୍ ଏବଂ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର!-->…
କରୋନା ରୋଗୀଙ୍କ ଘର ବାହାରେ ଲାଗିବନି ପୋଷ୍ଟର: ସୁପ୍ରମିକୋର୍ଟ
ନୂଆଦିଲ୍ଲୀ: ଏଣିକି ସରକାର କରୋନା ରୋଗୀଙ୍କ ଘର ବାହାରେ ପୋଷ୍ଟର ଲଗାଇପାରିବେନି। ଏହା ଉପରେ ସୁପ୍ରିମକୋର୍ଟ ଅଙ୍କୁଶ ଲଗାଇଛନ୍ତି। କୌଣସି ବ୍ୟକ୍ତି କରୋନା ଭୂତାଣୁରେ ଆକ୍ରାନ୍ତ ହୋଇଥିଲେ ତାଙ୍କ ଘର ବାହାରେ ପ୍ରଶାସନ ପକ୍ଷରୁ ଚେତାବନୀ ସମ୍ପର୍କିତ ପୋଷ୍ଟର ବା ସାଇନେଜ୍ ଲଗାଯାଉଛି। କିନ୍ତୁ!-->…
କିଛି ସପ୍ତାହରେ ଟିକାକୁ ମିଳିବ ଅନୁମତି : ଡୋଜ୍ ପ୍ରତି ୨୫୦ ଟଙ୍କାରେ ଦେବ ସିରମ
ନୂଆଦିଲ୍ଲୀ : ରୁଷ୍ରେ କରୋନା ଟିକା ସ୍ପୁଟନିକ୍-୫ର ଗଣ ଟିକାଦାନ ଆରମ୍ଭ ହୋଇଥିବାବେଳେ ଆଜି ଫାଇଜର ପ୍ରସ୍ତୁତ ଟିକାକୁ ବ୍ରିଟେନ ସର୍ବସାଧାରଣରେ ଦେବା ଆରମ୍ଭ କରିଛି। ବ୍ରିଟେନର ଜଣେ ୯୦ ବର୍ଷୀୟ ମହିଳା ଫାଇଜର ଟିକା ନେଇଛନ୍ତି। ଅନ୍ୟପକ୍ଷରେ ଭାରତରେ ମଧ୍ୟ ଆଉ କିଛି ସପ୍ତାହ ପରେ କରୋନା!-->…
ଟିକା ପାଇଁ କିଛି ସପ୍ତାହର ଅପେକ୍ଷା – ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସଚିବ
ଦେଶରେ କୋଭିଡ -୧୯ ସଂକ୍ରମଣ ମାମଲା ହ୍ରାସପାଉଛି। ଫଳରେ ଏବେ ଦେଶରେ ସକ୍ରିୟ ଚିକିତ୍ସାଧିନଙ୍କ ସଂଖ୍ୟା ୪ ଲକ୍ଷରୁ କମ୍ ରହିଛି। ଆଜି କରୋନା ମହାମାରୀ ସ୍ଥିତି ସମ୍ପର୍କରେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଏବଂ ଭାରତୀୟ ଭେଷଜ ଗବେଷଣା ପରିଷଦ ଦ୍ୱାରା ଏକ ସାମ୍ବାଦିକ ସମ୍ମିଳନୀରେ ସ୍ୱାସ୍ଥ୍ୟ!-->…
‘ଭାରତ ବନ୍ଦ’ ଆଂଶିକ ସଫଳ, ଆଜି କୃଷକ ନେତାଙ୍କୁ ଭେଟିବେ ଶାହା, କାଲି ରାଷ୍ଟ୍ରପତିଙ୍କ ଠାରେ ଫେରାଦ ହେବେ ବିରୋଧୀ
କୃଷକ ସଂଗଠନଗୁଡିକ ଦ୍ୱାରା ଆଜି ଦିଆଯାଇଥିବା ଭାରତ ବନ୍ଦ ଆଂଶିକ ସଫଳ ହୋଇଛି। କେନ୍ଦ୍ର ସରକାର ସଂସଦରେ ଗୃହୀତ କରାଇ ଆଇନରେ ପରିଣତ କରିଥିବା ୩ଟି କୃଷି ଆଇନ ବିରୋଧରେ ଦେଶର ବିଭିନ୍ନ ସ୍ଥାନରୁ ଆସିଥିବା କୃଷକମାନେ ଭାରତ ବନ୍ଦ କରିଥିଲେ। ଏହା ସମଗ୍ର ଦେଶରେ ମିଶ୍ରିତ ପ୍ରଭାବ ପକାଇଛି। ଏହି!-->…
