Browsing Category
National-International
ଦେଶରେ ଦିନକରେ ୩୧ ହଜାର ୧୧୮ କରୋନା ଆକ୍ରାନ୍ତ ଚିହ୍ନଟ, ୪୮୨ ମୃତ
ନୂଆଦିଲ୍ଳୀ : ଦେଶରେ ଦିନକରେ ୩୧ ହଜାର ୧୧୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୪,୬୨,୮୧୦ରେ ପହଞ୍ଚିଛି। ସେହିଭଳି ଆଜି ୪୮୨ ଜଣ କରୋନାରେ ପ୍ରାଣ ହରାଇଛନ୍ତି। ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୪,୩୫,୬୦୩ ରହିଥିବାବେଳେ!-->!-->!-->…
ପୁରୀ ବେଳାଭୂମିକୁ ମିଳିଲା ‘ବ୍ଲୁ ଫ୍ଲାଗ ବିଚ’ ମାନ୍ୟତା: ସନ୍ତୋଷ ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ –…
ଭୁବନେଶ୍ୱର/ପୁରୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୨/୧୦ : ପୁରୀ ବେଳାଭୂମିକୁ ବ୍ଲୁ ଫ୍ଲାଗ୍ ବିଚ୍ ମାନ୍ୟତା ପ୍ରଦାନ କରିଛି ଅନ୍ତର୍ଜାତୀୟ ସଂସ୍ଥା । ଡେ଼ନମାର୍କର ଏକ ସଂସ୍ଥା ପକ୍ଷରୁ ଏହି ବ୍ଲୁ ଫ୍ଲାଗ୍ ବିଚ୍ ମାନ୍ୟତା ପ୍ରଦାନ କରାଯାଇଛି । ଦିଗବାରିଣୀ ଖୁଂଟି ଠାରୁ ମେ ଫେୟାର ହୋଟେଲ!-->…
ବାଲେଶ୍ୱର ଓ ତିର୍ତ୍ତୋଲ ଉପ-ନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି: ନଭେମ୍ବର ୩ରେ କରୋନା କଟକଣା ମଧ୍ୟରେ ହେବ ମତଦାନ
ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୦/୧୦: ବାଲେଶ୍ୱର ସଦର ଏବଂ ତିର୍ତ୍ତୋଲ ବିଧାନସଭା ଆସନ ପାଇଁ ହେବାକୁ ଥିବା ଉପ ନିର୍ବାଚନ ପାଇଁ ଶୁକ୍ରବାର ଦିନ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହି ବିଜ୍ଞପ୍ତି ଅନୁସାରେ ଏହି ଦୁଇଟି ଆସନ ପାଇଁ ଆସନ୍ତା ନଭେମ୍ବର ୩ ତାରିଖରେ!-->…
ଉତ୍ତର ଆଣ୍ଡାମାନ ସାଗର ଏବଂ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ପ୍ରଭାବରେ ଓଡିଶାରେ ୨ ଦିନ ପ୍ରବଳ ବର୍ଷା…
ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୦/୧୦: ଉତ୍ତର ଆଣ୍ଡାମାନ ସାଗର ଏବଂ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଶୁକ୍ରବାର ସକାଳେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ଆଗାମୀ ଦିନରେ ଆହୁରି ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଂଟା ମଧ୍ୟରେ କେନ୍ଦ୍ରୀୟ!-->…
ଅରୁଣସ୍ତମ୍ଭ ପାଖକୁ ମନ୍ତ୍ରୀ, ନେତାଙ୍କୁ ଛାଡୁଛ, ଭକ୍ତଙ୍କୁ କାହିଁକି ଛାଡୁନ ? ? ଦୁଇଦିନ ଭିତରେ ଜବାବ ଦିଅ ସରକାର:…
ପୁରୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୦/୧୦: ଗତ ସପ୍ତାହକ ଭିତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସାଂସଦ ଅପରାଜିତା ଷଡଙ୍ଗୀ ଓ କଂଗ୍ରେସର ଓଡିଶାର ପ୍ରଭାରୀ ଡଃ ଏ.ଚେଲା କୁମାର ପୁରୀ ଆସି ସିଂଦ୍ୱାର ନିକଟ ଅରୁଣସ୍ତମ୍ଭ ନିକଟରେ ପତିତପାବନଙ୍କୁ ଦର୍ଶନ କରି ଫେରିଛନ୍ତି ।
!-->!-->!-->!-->!-->!-->!-->…
ରେପୋ ରେଟ୍ ଅପରିବର୍ତ୍ତିତ ରଖିଲା ରିଜର୍ଭ ବ୍ୟାଙ୍କ; ଘର ଏବଂ ଅଟୋମୋବାଇଲ୍ ଋଣ ସୁଧ କମିବ ନାହିଁ
ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ,୦୯-୧୦-୨୦ :ଘର ଏବଂ ଅଟୋମୋବାଇଲ୍ ଋଣର ସୁଧହାର ଅପରିବର୍ତ୍ତିତ ରହିଥିବାରୁ ଏହାର ଇଏମଆଇ ନିକଟ ଭବିଷ୍ୟତରେ ହ୍ରାସ ହେବାର ସମ୍ଭାବନା ନାହିଁ। ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଶୁକ୍ରବାର ଏହାର ଦ୍ବି-ମାସିକ ମୁଦ୍ରା ନୀତି ସମୀକ୍ଷା ବୈଠକ ପରେ!-->…
ଦେଶରେ ଉତ୍ତମ ଗୁଣର ଉଚ୍ଚଶିକ୍ଷା ପାଇଁ ସରକାରଙ୍କ ପ୍ରୟାସ :ଭାରତରେ ଖୋଲିବ ଅକ୍ସଫୋର୍ଡ, ୟେଲ ବିଶ୍ବବିଦ୍ୟାଳୟ…
ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ,୦୮-୧୦-୨୦ : ଭାରତୀୟ ବିଶ୍ବବିଦ୍ୟାଳୟଗୁଡ଼ିକରୁ ଉତ୍ତୀର୍ଣ୍ଣ ବିଦ୍ୟାର୍ଥୀମାନେ ମାଇକ୍ରୋସଫ୍ଟ ଠାରୁ ଆରମ୍ଭ କରି ଗୁଗଲ୍ ପର୍ଯ୍ୟନ୍ତ ବିଶ୍ବସ୍ତରୀୟ କମ୍ପାନିର ମୁଖ୍ୟ ହୋଇପାରିଛନ୍ତି। ତେବେ ଭାରତୀୟ ବିଦ୍ୟାର୍ଥୀମାନେ ୟେଲ୍, ଅକ୍ସଫୋର୍ଡ ଓ ଷ୍ଟାନଫୋର୍ଡ!-->…
ବିମାନରେ ଜନ୍ମ ନେଲା ଛୁଆ; ମିଳିବ ସାରା ଜୀବନ ମାଗଣା ବିମାନଯାତ୍ରାର ସୁଯୋଗ
ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ,୦୯-୧୦-୨୦ :ଯାତ୍ରା ଦ୍ବାରା ଜଣେ ଗୋଟିଏ ସ୍ଥାନରୁ ଅନ୍ୟସ୍ଥାନକୁ ଯାତ୍ରା ସହଜରେ ସମ୍ଭବ । ମାତ୍ର ଏହି ଯାତ୍ରା ମହଙ୍ଗା ହୋଇଥିବାରୁ ସମସ୍ତେ ଏହାର ସୁଯୋଗ ପାଆନ୍ତି ନାହିଁ । ମାତ୍ର ବୁଧବାର ରାତିରେ ଜନ୍ମ ନେଇଥିବା ଏକ ଶିଶୁକୁ ମିଳିଛି ଆଜୀବନ ମାଗଣା!-->…
ଘଡ଼ିସନ୍ଧି ମୁହୂର୍ତ୍ତରେ ଆମେ ସ୍ଥିରତା ଦେଖାଇଲୁ ଏବଂ ସମାଧାନର ଦେଶ ଭାବରେ ଉଭା ହେଲୁ – ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ,୦୯-୧୦-୨୦ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ଭାରତ ଏବଂ କାନାଡା ବାର୍ଷିକ ଇନଭେଷ୍ଟ ଇଣ୍ଡିଆ ସମ୍ମିଳନୀରେ ଉଦବୋଧନ ଦେଇ କହିଛନ୍ତି ଯେ ଘଡ଼ିସନ୍ଧି ମୁହୂର୍ତ୍ତରେ ଆମେ ସ୍ଥିରତା ଦେଖାଇଲୁ ଏବଂ ସମାଧାନର ଦେଶ ଭାବରେ ଉଭା ହେଲୁ। ଭାରତ ଏବଂ!-->…
କେନ୍ଦ୍ରମନ୍ତ୍ରୀ ରାମବିଳାସ ପାଶ୍ୱାନଙ୍କ ପରଲୋକ
ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ,୦୯-୧୦-୨୦ : କେନ୍ଦ୍ରମନ୍ତ୍ରୀ ରାମ ବିଳାସ ପାଶ୍ୱାନଙ୍କ ପରଲୋକ। ଗୁରୁବାର ଦିନ ତାଙ୍କର ମୃତ୍ୟୁ ହୋଇଥିବା ଟ୍ୱିଟ୍ କରି ସୂଚନା ଦେଇଛନ୍ତି ତାଙ୍କ ପୁଅ ଚିରାଗ ପାଶ୍ୱାନ । ୭୪ ବର୍ଷିୟ ରାମ ବିଳାସ ପାଶ୍ୱାନ ନିକଟରେ ଦିଲ୍ଲୀର ଏକ ହସ୍ପିଟଲାରେ!-->…
