Browsing Category

National-International

ସମୟର ଗୁରୁତ୍ୱକୁ ଆକଳନ କରିନଥିଲେ ତତ୍କାଳୀନ ସରକାର – ମୋଦୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉତ୍ତରପ୍ରଦେଶର ପୂର୍ବ ସରକାରଗୁଡିକୁ ସମାଲୋଚନା କରି କହିଛନ୍ତି ଯେ ସେମାନେ ସମୟର ମୂଲ୍ୟ ଆକଳନ କରିପାରି ନଥିଲେ ତେଣୁ ଏବେର ସରକାର ସେହି ସମୟର ଆବଶ୍ୟକତାକୁ ଏବେ ପୂରଣ କରିବା ପାଇଁ ଚେଷ୍ଟା କରୁଛନ୍ତି। ଆଜି ପ୍ରଧାନମନ୍ତ୍ରୀ କାନପୁର ମେଟ୍ରୋ ରେଳ ପ୍ରକଳ୍ପ

ଓମିକ୍ରନକୁ ନେଇ ରାଜ୍ୟଙ୍କୁ କେନ୍ଦ୍ରର ପରାମର୍ଶ : ଗହଳି ଏଡ଼ାଅ, ସ୍ବାସ୍ଥ୍ୟ ଭିତ୍ତିଭୂମି ପ୍ରସ୍ତୁତ ରଖ

ମଣିପୁର, ଗୋଆକୁ ବ୍ୟାପିଲା ଓମିକ୍ରନ, ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୬୪୪ ନୂଆଦିଲ୍ଲୀ ୨୮/୧୨/୨୦୨୧ କଳିଙ୍ଗ ଜ୍ୟୋତି : ଦେଶରେ କରୋନାର ଓମିକ୍ରନ ପ୍ରଜାତି ଭୂତାଣୁ ସଂକ୍ରମଣ ବୃଦ୍ଧିକୁ ନେଇ ସୋମବାର କେନ୍ଦ୍ର ସରକାର ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସରକାରକୁ କେତେକ ନିର୍ଦେଶନାମା

ଆସନ୍ତା ବର୍ଷରୁ ୫ଜି ସେବା

ନୂଆଦିଲ୍ଲୀ ୨୮/୧୨/୨୦୨୧ କଳିଙ୍ଗ ଜ୍ୟୋତି : ଆସନ୍ତା ବର୍ଷରୁ ଆରମ୍ଭ ହେବ ୫ଜି ସେବା। ଦିଲ୍ଲୀ, ମୁମ୍ବଇ, ଚେନ୍ନାଇ ଓ କଲକତାରେ ମିଳିବ ୫ଜି ସେବା। ସେହିପରି ହାଇଦ୍ରାବାଦ, ଅହମ୍ମଦାବାଦ, ଚଣ୍ଡଗଡ଼, ଜାମନଗର ଓ ବେଙ୍ଗଲୁରୁକୁ ବି ସେବା ମିଳିବ ବୋଲି କେନ୍ଦ୍ର ସରକାରଙ୍କ ପକ୍ଷରୁ ସୂଚନା

ଓମିକ୍ରନ ଭାରିଆଣ୍ଟ ; କେନ୍ଦ୍ର ପକ୍ଷରୁ ରାଜ୍ୟ ପାଇଁ ନୂଆ ନିର୍ଦ୍ଦେଶନାମା ଜାରି

ନୂଆଦିଲ୍ଲୀ ୨୭/୧୨/୨୦୨୧ କଳିଙ୍ଗ ଜ୍ୟୋତି : ସାରା ଦେଶରେ କରୋନାର ନୂଆ ପ୍ରକରଣ ଓମିକ୍ରନ୍ ବିପଦକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ରାଜ୍ୟମାନଙ୍କୁ ଏକ ନୂତନ ନିର୍ଦ୍ଦେଶନାମା ଜାରି କରିଛନ୍ତି। ସ୍ଥାନୀୟ ସ୍ତରରେ ଆବଶ୍ୟକତା ଅନୁଯାୟୀ ପ୍ରତିବନ୍ଧକ ଲାଗୁ କରିବାକୁ କେନ୍ଦ୍ର ସମସ୍ତ

କିଶୋରଙ୍କୁ କେବଳ ଦିଆଯିବ କୋଭାକ୍ସିନ ଟିକା, ଜାନୁଆରୀ ପହିଲାରୁ ଆରମ୍ଭ ହେବ ଟିକାକରଣ ପାଇଁ ପଞ୍ଜୀକରଣ

ନୂଆଦିଲ୍ଲୀ ୨୭/୧୨/୨୦୨୧ କଳିଙ୍ଗ ଜ୍ୟୋତି : କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କିଶୋର ଟିକାକରଣ ପାଇଁ ନିୟମାବଳୀ ଜାରି ହୋଇଛି। ଏହି ନିୟମାବଳୀରେ କିଶୋରଙ୍କୁ କେବଳ କୋଭାକ୍ସିନ ଟିକା ଦିଆଯିବ ବୋଲି ଦର୍ଶାଯାଇଛି। କିଶୋରଙ୍କ ପାଇଁ ଜାନୁଆରୀ ୩ରେ ଟିକାକରଣ ଆରମ୍ଭ ହେବ। କୋଭିଡ୍

‘ସତସଙ୍ଗ’ର ଆଚାର୍ଯ୍ୟଦେବ ଭାବେ ସ୍ଥଳାଭିଷିକ୍ତ ହେଲେ ଶ୍ରୀଶ୍ରୀବାବାଇଦା

ଦେଓଘର ୨୭/୧୨/୨୦୨୧ କଳିଙ୍ଗ ଜ୍ୟୋତି : ପ୍ରଧାନ ଆଚାର୍ଯ୍ୟଦେବ ପରମପୂଜ୍ୟପାଦ ଶ୍ରୀଶ୍ରୀଦାଦାଙ୍କ ମହାପ୍ରୟାଣ ପରେ ‘ସତସଙ୍ଗ’ର ନୂତନ ଆଚାର୍ଯ୍ୟଦେବ ଭାବେ ସ୍ଥଳାଭିଷିକ୍ତ ହୋଇଛନ୍ତି ଶ୍ରୀଶ୍ରୀବାବାଇଦା ( ଶ୍ରୀ ଅର୍କଦ୍ୟୁତି ଚକ୍ରବର୍ତ୍ତୀ)। ଗତକାଲି ଶ୍ରୀଶ୍ରୀଦାଦାଙ୍କ ପାରଲୌକିକ କ୍ରିୟାର

ରାଜସ୍ଥାନରେ ଟିକାକରଣ ବାଧ୍ୟତାମୂଳକ

ନୂଆଦିଲ୍ଲୀ ୨୫/୧୨/୨୦୨୧ କଳିଙ୍ଗ ଜ୍ୟୋତି : ଓମିକ୍ରନ ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜସ୍ଥାନ ସରକାରଙ୍କ ବଡ଼ ନିଷ୍ପତ୍ତି । ଏଣିକି ରାଜ୍ୟରେ ଟିକାକରଣକୁ ବାଧ୍ୟତାମୂଳକ କରିଛନ୍ତି ରାଜସ୍ଥାନ ସରକାର । ଦେଶର ୧୭ ରାଜ୍ୟ ସହ ରାଜସ୍ଥାନରେ ବି ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି ।

ମଞ୍ଚ ଉପରେ ଥାଇ ପୋଲିସକୁ ଖୋଲାଖୋଲି ଧମକ ଦେଲେ ଅସଦୁଦ୍ଦିନ ଓୱେସି, କହିଲେ ଯୋଗୀଙ୍କ ମଠ ଯିବା ପରେ କିଏ ତୁମକୁ ବଞ୍ଚାଇବ…

ଲକ୍ଷ୍ନୌ ୨୪/୧୨/୨୦୨୧ କଳିଙ୍ଗ ଜ୍ୟୋତି : ଏଆଇଏମ୍ଆଇଏମ୍ ମୁଖ୍ୟ ଅସଦୁଦ୍ଦିନ ଓୱେସି ଉତ୍ତରପ୍ରଦେଶରେ ଏକ ରାଲିରେ ଉଦବୋଧନ ଦେଇ ଉତ୍ତରପ୍ରଦେଶ ପୋଲିସକୁ ଖୋଲାଖୋଲି ଧମକ ଦେଇଛନ୍ତି । ଏଥି ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ବିରୋଧରେ

ୟୁପିକୁ ଫେରିଲା ଲାଗିଲା ନାଇଟ୍‍ କର୍ଫ୍ୟୁ

ଲକ୍ଷ୍ନୌ ୨୪/୧୨/୨୦୨୧ କଳିଙ୍ଗ ଜ୍ୟୋତି : ପୁଣି ଉତ୍ତର ପ୍ରଦେଶକୁ ଫେରିଲା ନାଇଟ୍‍ କର୍ଫ୍ୟୁ । । ଉତ୍ତରପ୍ରଦେଶ ସରକାର ପ୍ରଥମ ପର୍ୟ୍ୟାୟରେ ନାଇଟ୍ କର୍ଫ୍ୟୁ ଜାରି କରିଛନ୍ତି। ଦେଶରେ ବଢ଼ୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ନାଇଟ୍‍ କର୍ଫ୍ୟୁ ଲଗାଇଛନ୍ତି ଉତ୍ତର ପ୍ରଦେଶ ସରକାର ।

ନୂଆବର୍ଷରୁ ଗଡ଼ିବନି ପୁରୁଣା ଗାଡ଼ି

ରାଜଧାନୀ ନୂଆଦିଲ୍ଲୀରେ କମୁନି ବାୟୁ ପ୍ରଦୂଷଣ । ବିଷାକ୍ତ ବାୟୁରେ ଛଟପଟ ହେଉଛନ୍ତି ଦିଲ୍ଲୀବାସୀ । ଏଥିପାଇଁ ନୂଆ ବର୍ଷରୁ ଦିଲ୍ଲୀରେ ଗଡ଼ିବନି ୧୫ ବର୍ଷର ପୁରୁଣା ଗାଡ଼ି । ଆସନ୍ତା ଜାନୁଆରୀ ୧ ସୁଦ୍ଧା ଯେଉଁ ଗାଡ଼ିଗୁଡ଼ିକ ପଞ୍ଜୀକରଣ ଶେଷ ହୋଇଛି । ସେମାନଙ୍କ ପଞ୍ଜୀକରଣ ବାତିଲ କରାଯାଇଛି ।
error: Content is protected !!
Open chat