Browsing Category
National-International
ରାଜ୍ୟସଭାରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡଃ ହର୍ଷବର୍ଦ୍ଧନଙ୍କ ସୂଚନା: କୋଭିଡ୍-୧୯ ଟିକା ୨୦୨୧ ଆରମ୍ଭରୁ ଭାରତରେ…
ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୭/୦୯ : ୨୦୨୧ ବର୍ଷ ଆରମ୍ଭ ବେଳକୁ ଭାରତରେ କୋଭିଡ୍-୧୯ ଟିକା ଉପଲବ୍ଧ କରାଯିବ ବୋଲି ଆଜି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଡଃ ହର୍ଷବର୍ଦ୍ଧନ କହିଛନ୍ତି। ରାଜ୍ୟସଭାରେ ଡଃ ହର୍ଷବର୍ଦ୍ଧନ କହିଛନ୍ତି, ଅନ୍ୟ ଦେଶମାନଙ୍କ ପରି ଭାରତ ମଧ୍ୟ ଚେଷ୍ଟା କରୁଛି।!-->…
‘ଅଟଳ ଟନେଲ’: ବିଶ୍ୱର ସର୍ବବୃହତ ରାଜପଥ ସୁଡ଼ଙ୍ଗର ନିର୍ମାଣ ଶେଷ – ଚଳିତ ମାସରେ ଲୋକାର୍ପଣ କରିବେ…
ମନାଲି/ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୭/୦୯ : ପୃଥିବୀର ଦୀର୍ଘତମ ରାଜପଥ ସୁଡ଼ଙ୍ଗ ‘ଅଟଳ ଟନେଲ୍’ ନିର୍ମାଣ କାର୍ଯ୍ୟ ଇତିମଧ୍ୟରେ ଶେଷ ହୋଇଛି। ମନାଲିକୁ ଲେହ ସହ ସଂଯୋଗ କରୁଥିବା ବିଶ୍ୱର ସର୍ବବୃହତ ରାଜପଥ ଟନେଲ ‘ଅଟଳ ଟନେଲ’ ନିର୍ମାଣ କାର୍ଯ୍ୟ ଶେଷ ହୋଇଛି । ୧୦ ହଜାର ଫୁଟରୁ!-->…
ବରିଷ୍ଠ ବିଜେପି ନେତା ଆଶୋକ ସାହୁଙ୍କ ପରଲୋକ
ଭୁବନେଶ୍ୱର କଳିଙ୍ଗ ଜ୍ୟୋତି ବ୍ୟୁରୋ ୧୭-୦୯-୨୦ : ବରିଷ୍ଠ ବିଜେପି ନେତା ତଥା ଅବସର ପ୍ରାପ୍ତ ଆଇପିଏସ ଅଫିସର ଆଶୋକ ସାହୁଙ୍କ ଆଜି ପରଲୋକ ହୋଇଛି। କଟକ ପିଠାପୁରସ୍ଥିତ ବାସଭବନରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୬୮ ବର୍ଷ ବୟସ ହୋଇଥିଲା। ଅସୁସ୍ଥତା କାରଣରୁ!-->…
ଭାରତକୁ ୧୦କୋଟି କରୋନା ଟିକା ଡୋଜ ବିକିବ ରୁଷ୍
ମସ୍କୋ/ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ୧୭-୦୯-୨୦ : ଭାରତକୁ ୧୦କୋଟି କରୋନା ଟିକା ‘ସ୍ପୁଟିନିକ-ଭି’ ବିକ୍ରି କରିବ ରୁଷ୍। ରୁଷର ସଭରେନ ୱେଲଥ୍ ଫଣ୍ଡ ଭାରତର ଔଷଧ ପ୍ରସ୍ତୁତକାରୀ କମ୍ପାନୀ ଡକ୍ଟର ରେଡ୍ଡିକୁ ଏହି ଟିକା ବିକ୍ରି କରିବାକୁ ସମ୍ମତି ପ୍ରକାଣ କରିଛି। ଏଥିପାଇଁ ରୁଷର!-->…
ସେପ୍ଟେମ୍ବର ୩୦ ରେ ବାବ୍ରୀ ମସ୍ଜିଦ୍ ଭଙ୍ଗା ମାମଲା ରାୟ
ନୂଆଦିଲ୍ଲୀ/ଲକ୍ଷ୍ନୌ କଳିଙ୍ଗ ଜ୍ୟୋତି ବ୍ୟୁରୋ ୧୭-୦୯-୨୦ : ବାବ୍ରୀ ମସ୍ଜିଦ୍ ଭଙ୍ଗା ମାମଲାର ରାୟ ଶୁଣାଇବାକୁ ଏକ ସ୍ବତନ୍ତ୍ର ସିବିଆଇ କୋର୍ଟ ସେପ୍ଟେମ୍ବର ୩୦ ତାରିଖକୁ ଦିନ ଧାର୍ଯ୍ୟ କରିଛନ୍ତି। ଏହି ମାମଲାରେ ପୂର୍ବତନ ଉପ ପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡ଼ୱାଣୀ, ମୁରଲୀମନୋହର ଯୋଶୀ,!-->…
ନୂତନ ସଂସଦ ଭବନ ନିର୍ମାଣ ଲାଗି ‘ଟାଟା ପ୍ରୋଜେକ୍ଟସ ଲିମିଟେଡ୍’କୁ ମିଳିଲା ୮୬୧ କୋଟି ଟଙ୍କାର ଠିକା
ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୭/୦୯ : ନୂଆ ସଂସଦ ଭବନର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରି ଏ ବର୍ଷ ପ୍ରାରମ୍ଭରେ ନରେନ୍ଦ୍ର ମୋଦୀ ସରକାର ଟେଣ୍ଡର ପ୍ରକ୍ରିୟା ଆରମ୍ଭ କରିଥିଲେ। ସରକାର କହିଥିଲେ ଯେ, ଏବେକାର ସଂସଦ ଭବନ ପରିସର ମାତ୍ରାଧିକ ବ୍ୟବହାର ହୋଇ ଜରାଜୀର୍ଣ୍ଣତାର ଲକ୍ଷଣ!-->…
ଆଗାମୀ ଉପନିର୍ବାଚନରେ ଅଂଶଗ୍ରହଣ କରୁଥିବା ପ୍ରାର୍ଥୀମାନଙ୍କର ଅପରାଧପ୍ରବଣ ପୃଷ୍ଠଭୂମି ସଂପର୍କରେ ପ୍ରଚାର-ପ୍ରସାର…
ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୭/୦୯ : ଭାରତର ନିର୍ବାଚନ କମିଶନଙ୍କ ପରିବର୍ତ୍ତିତ ନିର୍ଦ୍ଦେଶାନୁସାରେ ଓଡ଼ିଶାର ବାଲେଶ୍ୱର ଓ ତିର୍ତୋଲ ବିଧାନସଭା ନିର୍ବାଚନ ମଣ୍ଡଳୀରେ ହେବାକୁ ଥିବା ଉପନିର୍ବାଚନରେ ଅଂଶଗ୍ରହଣ କରୁଥିବା ପ୍ରାର୍ଥୀ ଓ ରାଜନୈତିକ ଦଳମାନେ ତିନୋଟି ପର୍ଯ୍ୟାୟରେ!-->…
ବିଧାନସଭା ଅଧିବେଶନ ପୂର୍ବରୁ ସବୁ ବିଧାୟକଙ୍କ ସମେତ ଡ୍ରାଇଭର ଓ ବ୍ୟକ୍ତିଗତ ସୁରକ୍ଷା କର୍ମୀଙ୍କ ହେବ କରୋନା ପରୀକ୍ଷା
ସେପ୍ଟେମ୍ବର ୨୯ ତାରିଖ ପୂର୍ବରୁ ବିଧାନସଭା ସଚିବ ତଥା ବିଧାନସଭାର ସବୁ କର୍ମଚାରୀଙ୍କର ମଧ୍ୟ ହେବ କୋଭିଡ ପରୀକ୍ଷା
ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୭/୦୯ : ଆଗାମୀ ୨୯ ତାରିଖରୁ ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେଉଛି । ତେବେ ଏହି ଅଧିବେଶନ ପୂର୍ବରୁ ସବୁ!-->!-->!-->…
କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନିତିନ ଗଡକରୀଙ୍କୁ କରୋନା: ନିଜେ ଟ୍ୱିଟ କରି ଦେଲେ ସୂଚନା
ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୬/୦୯ : କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଆଜି କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନିତିନ ଗଡକରୀ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି।
!-->!-->!-->…
କରୋନା ପ୍ରଭାବ: ସଂସଦ ସଦସ୍ୟଙ୍କ ବେତନ, ଭତ୍ତା ଓ ପେନସନ ସଂଶୋଧନ ବିଧେୟକ ବିଲ ଲୋକସଭାରେ ପାସ
ଦୁଇ ବର୍ଷ ଯାଏ ସାଂସଦଙ୍କ ହାତପାଣ୍ଠି ସ୍ଥଗିତ : ବର୍ଷକ ପର୍ଯ୍ୟନ୍ତ ୩୦% ଦରମା ହ୍ରାସ ବିଲ ଲୋକସଭାରେ ପାସ
ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୬/୦୯ : ଆଜି ସଂସଦ ସଦସ୍ୟଙ୍କ ବେତନ, ଭତ୍ତା ଓ ପେନସନ ସଂଶୋଧନ ବିଧେୟକ ବିଲ୍ ଲୋକସଭାର ମଞ୍ଜୁରୀଲାଭ କରିଛି । ଏହା ଅନୁସାରେ, ଆଗାମୀ ୧!-->!-->!-->…
