Browsing Category

National-International

ରେଳବାଇ ଘରୋଇକରଣର ଅୟମାରମ୍ଭ: ୨୮ଟି ଗୁଡ଼ସ ସେଡକୁ ଆଉଟ-ସୋର୍ସ କରାଇବାକୁ ପୂର୍ବତଟ ରେଳପଥର ପ୍ରସ୍ତୁତି

ଭୁୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୩/୦୯ : ପରିବହନ କ୍ଷେତ୍ରରେ ରେଳବାଇର ଅଂଶ ବୃଦ୍ଧି କରିବା ପାଇଁ ପୂର୍ବତଟ ରେଳପଥ ନୂତନ ଭାବେ ଆରମ୍ଭ ହୋଇଥିବା ଏହାର ବିଜନେସ ଡେଭେଲପମେଣ୍ଟ ୟୁନିଟ (ବିଡିୟୁ) ମାଧ୍ୟମରେ ବାଣିଜ୍ୟ ଏବଂ ଶିଳ୍ପ ସଂସ୍ଥା ଗୁଡିକର ନିକଟତର ହେବାକୁ ଯାଉଛି ଯାହା ଦ୍ୱାରା

ଚୀନ ଉପରେ ଭାରତର ଆଉ ଏକ ଡିଜିଟାଲ୍ ଷ୍ଟ୍ରାଇକ, PUBG ସହ ବ୍ୟାନ ହେଲା ୧୧୮ ଚାଇନା ଆପ୍

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୩/୦୯ : କେନ୍ଦ୍ର ସରକାର PUBG ସମେତ 118 ଟି ଚାଇନାର ମୋବାଇଲ୍ ଆପ୍ଲିକେସନ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। କେନ୍ଦ୍ର ସରକାରଙ୍କ ସୂଚନା ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ ବୁଧବାର ଦିନ PUBG ସମେତ 118 ଟି ଆପ୍ ଉପରେ ପ୍ରତିବନ୍ଧକ ଲଗାଇଛି।

ପୁରୀ ବେଳାଭୂମି ‘ବ୍ଲୁ ଫ୍ଲାଗ୍‍’ ମାନ୍ୟତା ପାଇଁ ମନୋନୀତ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ର ପରିବେଶ…

• ‘ବ୍ଲୁ ଫ୍ଲାଗ’ ମାନ୍ୟତା ପାଇବା ପାଇଁ ଭାରତ ସରକାର ଅନ୍ତର୍ଜାତୀୟ ଜୁରି(ଡେନମାର୍କ)କୁ ସୁପାରିଶ କରିଥିବା ଦେଶର ୮ଟି ଭାରତୀୟ ବେଳାଭୂମି ମଧ୍ୟରେ ପୁରୀ ମନୋନୀତ । • ପୁରୀରେ ପର୍ଯ୍ୟଟକଙ୍କୁ ସୁବିଧା ଦେବା ଏବଂ ସ୍ଥାୟୀ ପରିବେଶ ସୃଷ୍ଟି କରିବା ନେଇ ସିସକମ୍‍ ବିଗତ ଅଢ଼େଇ

ହ୍ୟାକ୍ ହେଲା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଟୁଇଟର ଆକାଉଣ୍ଟ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୩/୦୯ : ହ୍ୟାକ୍ ହେଲା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବ୍ୟକ୍ତିଗତ ଟ୍ୱିଟର ଆକାଉଣ୍ଟ। ପ୍ରଧାନମନ୍ତ୍ରୀଙ୍କ ଆକାଉଣ୍ଟ ହ୍ୟାକ କରିବା ପରେ ହ୍ୟାକର ଆକାଉଣ୍ଟ ଜରିଆରେ କୋଭିଡ -୧୯ ରିଲିଫ ପାଣ୍ଠି ପାଇଁ ବିଟକଏନ୍ ଦାବି କରିଥିବା ସାମ୍ନାକୁ

ରାଜଧାନୀର ବିଭିନ୍ନ ସରକାରୀ କାର୍ଯ୍ୟାଳୟରେ ଛାଇଗଲାଣି କରୋନା : ବଢ଼ିଗଲାଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା

"ଅତି ଆବଶ୍ୟକ ନଥିଲେ କୌଣସି କାର୍ଯ୍ୟାଳୟ ଯାଆନ୍ତୁନି: ବିଏମ୍‌ସି" କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ଵର ୦୨/୦୯: ରାଜଧାନୀରେ ଏବେ କେଉଁଦିନ ୫୦୦ରୁ ଅଧିକ ଆକ୍ରାନ୍ତ ବାହାରୁଛନ୍ତି ତ କେଉଁଦିନ ୩୦୦ରୁ ଅଧିକ। ଅଗଷ୍ଟ ମାସ ଯାକ ତ ପ୍ରାୟ ପ୍ରତିଦିନ ୩୦୦ରୁ ଅଧିକ ଆକ୍ରାନ୍ତ ବାହାରିଲେ। ଏବେ

ଏଲଏସିରେ ଭାରତ-ଚୀନ୍ ମଧ୍ୟରେ ବଢିଲା ବିବାଦ, ସେନାକୁ ସତର୍କ ରହିବାକୁ ଗୃହ ମନ୍ତ୍ରଣାଳୟର ନିର୍ଦେଶ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ/ଲଦାଖ ୦୨/୦୯ : ଏଲଏସିରେ ଭାରତ-ଚୀନ୍ ମଧ୍ୟରେ ବିବାଦ ଭିତରେ କେନ୍ଦ୍ର ଗୃହମନ୍ତ୍ରଣାଳୟ ବୁଧବାର ଆଲର୍ଟ ଜାରି କରିଦେଇଛି। ଗୃହମନ୍ତ୍ରଣାଳୟ ଭାରତ-ଚୀନ୍, ଭାରତ-ନେପାଳ ଓ ଭାରତ-ଭୁଟାନ ସୀମାରେ ସୁରକ୍ଷାକର୍ମୀଙ୍କୁ ସତର୍କ ରହିବାକୁ ନିର୍ଦେଶ ଦେଇଛନ୍ତି।

ପୁଲୱାମା ଆକ୍ରମଣର ଅଭିଯୁକ୍ତ ନିଟ୍ ପରୀକ୍ଷା ଦେବା ପାଇଁ ଅନୁମତି ମାଗିଲା

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୨/୦୯ : ପୁଲୱାମା ଆତଙ୍କବାଦୀ ଆକ୍ରମଣରେ ବିସ୍ଫୋରକ ଯୋଗାଡ଼ କରିବାରେ ସାହାଯ୍ୟ କରିଥିବା ଅଭିଯୁକ୍ତ ଯୁବକ ସେପ୍ଟେମ୍ବର ୧୩ରେ ହେବାକୁ ଥିବା ନିଟ୍ ପରୀକ୍ଷା ଦେବା ପାଇଁ ଜମ୍ମୁର ଏନଆଇଏ ସ୍ପେଶାଲ କୋର୍ଟରୁ ଅନୁମତି ମାଗିଛି। ଅଭିଯୁକ୍ତର ନାଁ ୱେଜ ଉଲ

ସ୍କୁଲଗୁଡିକରେ ଫି’ ଛାଡ ମାମଲାରେ ହାଇକୋର୍ଟଙ୍କ ରାୟକୁ ଓଡ଼ିଶା ଅଭିଭାବକ ମହାସଂଘ(ଓଏଏମ୍‌)ର ସ୍ୱାଗତ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ଵର ୦୨/୦୯: କରୋନା ମହାମାରୀ କାରଣରୁ ସ୍କୁଲଗୁଡିକରେ ଫି’ ଛାଡ ମାମଲାର ମଙ୍ଗଳବାର ରାୟ ଶୁଣାଇଛନ୍ତି ହାଇକୋର୍ଟ । ଆପୋଷ ସମାଧାନ କରି ଏସମ୍ପର୍କରେ ନିଷ୍ପତ୍ତି ନେବାକୁ ହାଇକୋର୍ଟଙ୍କ ରାୟକୁ ସ୍ୱାଗତ କରିଛି ଓଡ଼ିଶା ଅଭିଭାବକ ମହାସଂଘ (ଓଏଏମ୍‌) ।

ବୁଲା କୁକୁରଙ୍କ କରାମତି : ଜୀବନ ବିକଳରେ ରକ୍ତାକ୍ତ ଅବସ୍ଥାରେ ଗାଡି ଛାଡି ଘଟଣାସ୍ଥଳରୁ ଲୁଟେରା ଫେରାର୍

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ଵର ୦୨/୦୯: ଲୁଟ୍‌ ପାଇଁ ପ୍ରସ୍ତୁତି ସରିଥିଲା । ଟାର୍ଗେଟ ଜାଗାରେ ପହଞ୍ଚି ଯାଇଥିଲେ । କିନ୍ତୁ ଲୁଟେରାଙ୍କ ଏହି ପ୍ଲାନିଂକୁ ବିଗାଡ଼ି ଦେଲେ ବୁଲା କୁକୁର । ଲୁଟେରାଙ୍କ ସନ୍ଦିଗ୍ଧ ହାବଭାବ ଦେଖି ଖୁବ୍‌ ଭୁକି ଭୁକି ଗୋଡ଼ାଇଲେ । କୁକୁରଙ୍କ ଏମିତି କାଣ୍ଡ

ଟ୍ୱିଟରକୁ ଟକ୍କର ଦେବ ଦେଶୀ ଆପ ‘କୁ’

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୨/୦୯ : ଚୀନ୍‍କୁ ଜବାବ ଦେବା ଲାଗି ଆତ୍ମନିର୍ଭର ଭାରତ ଅଭିଯାନରେ ଆରମ୍ଭ ହୋଇଥିବା ‘ଆପ୍‍ ଇନୋଭେସନ୍‍ ଚ୍ୟାଲେଞ୍ଜ’ରେ ଯେଉଁ ଆପ୍‍ଗୁଡିକ ପୁରସ୍କୃତ ହୋଇଥିଲା, ସେଥିମଧ୍ୟରୁ ଅନ୍ୟତମ ଦେଶୀ ଟ୍ୱିଟର ‘କୁ’। ଦେଶର ବିବିଧତାକୁ ଦୃଷ୍ଟିରେ ରଖି ନିଆଯାଇଥିବା
error: Content is protected !!
Open chat