Browsing Category

National-International

ବଢୁଛି ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା: ଡିସେମ୍ବର ୩୧ ଯାଏ ନାଇଟ କର୍ଫ୍ୟୁ ଅବଧି ବଢାଇଲା ଗୁଜରାଟ

ନୂଆଦିଲ୍ଲୀ ୨୦/୧୨/୨୦୨୧ କଳିଙ୍ଗ ଜ୍ୟୋତି : ଡିସେମ୍ବର ୩୧ ପର୍ଯ୍ୟନ୍ତ ନାଇଟ୍ କର୍ଫ୍ୟୁ ଅବଧି ବଢାଇଲେ ଗୁଜରାଟ ସରକାର । ଆଜି ୪ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହେବା ପରେ ଏଭଳି ନିଷ୍ପତ୍ତି ନେଇଛନ୍ତି ଗୁଜରାଟ ସରକାର।  ରାତି ୧ଟାରୁ ସକାଳ ୫ଟା ଯାଏ ଏହି କର୍ଫ୍ୟୁ ଲାଗୁ ହୋଇଛି । ଗୁଜରାଟର

ବିଶ୍ବ ବ୍ୟାଡ୍‌ମିଣ୍ଟନ ଚମ୍ପିଆନ୍‌ସିପ୍‌ରେ ଇତିହାସ ରଚିଲେ ଶ୍ରୀକାନ୍ତ

ହ୍ୟୁଲ୍‌ଭା (ସ୍ପେନ୍‌): ଭାରତୀୟ କ୍ରୀଡ଼ା ଇତିହାସରେ ନୂତନ ଇତିହାସ ସୃଷ୍ଟି କରିଛନ୍ତି କିଦାମ୍ବି ଶ୍ରୀକାନ୍ତ। ପ୍ରଥମ ଭାରତୀୟ ଭାବେ ବିଶ୍ବ ବ୍ୟାଡ୍‌ମିଣ୍ଟନ ଚମ୍ପିଆନ୍‌ସିପ୍‌ର ପୁରୁଷ ଏକକ ବା ସିଙ୍ଗଲ୍‌ସ ଫାଇନାଲରେ ଶ୍ରୀକାନ୍ତ ପ୍ରବେଶ କରିଛନ୍ତି। ଶନିବାର ସେମିଫାଇନାଲରେ ଶ୍ରୀକାନ୍ତ

‘ଓମିକ୍ରନ୍‌’ ଆତଙ୍କ ଯୋଗୁଁ ବଡ଼ଦିନ ‘ଲକ୍‌ଡାଉନ୍‌’ ଘୋଷଣା କଲା ନେଦର୍‌ଲାଣ୍ଡ୍‌ସ୍‌

ଦି ହେଗ୍‌ : ବଢ଼ି ଚାଲିଥିବା ‘ଓମିକ୍ରନ୍‌ କରୋନାଭାଇରସ୍‌ ଭେରିଏଣ୍ଟ୍‌’ ସଂକ୍ରମଣକୁ ନିୟନ୍ତ୍ରଣ କରିବା ଲାଗି ଶନିବାର ଦିନ ନେଦର୍‌ଲାଣ୍ଡ୍‌ସ୍‌ ବଡ଼ଦିନ ଲକ୍‌ଡାଉନ୍‌ ଘୋଷଣା କରିଛି। ଡଚ୍‌ ପ୍ରଧାନମନ୍ତ୍ରୀ ମାର୍କ ରୁଟେ ଘୋଷଣା କରିଛନ୍ତି ଯେ, ସମସ୍ତ ଅଣ-ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ,

ସଭ୍ୟ ସମାଜରେ ମିଛ ଏନକାଉଣ୍ଟରର ସ୍ଥାନ ନାହିଁ- ଏନଏଚଆରସି ମୁଖ୍ୟ

ଗୁଆହାଟି (ଆସାମ) ୧୮/୧୨/୨୦୨୧ କଳିଙ୍ଗ ଜ୍ୟୋତି : ମିଛ ଏନକାଉଣ୍ଟର ଏକ ନାରକୀୟ ଘଟଣା । ଏକ ସଭ୍ୟ ସମାଜରେ ତାହାର ସ୍ଥାନ ନାହିଁ ବୋଲି ଜାତୀୟ ମାନବାଧିକାର ଆୟୋଗ (ଏନଏଚଆରସି)ର ଅଧ୍ୟକ୍ଷ ଜଷ୍ଟିସ ଅରୁଣ ମିଶ୍ର କହିଛନ୍ତି । ଦେଶର ପାଞ୍ଚଟି ଉତ୍ତର ପୂର୍ବାଞ୍ଚଳ ରାଜ୍ୟରେ ମାନବାଧିକାର

ଅଗ୍ନି ପ୍ରାଇମ୍‍ର ସଫଳ ପରୀକ୍ଷା

ଭୁବନେଶ୍ୱର ୧୮/୧୨/୨୦୨୧ କଳିଙ୍ଗ ଜ୍ୟୋତି : ଭାରତର ପ୍ରତିରକ୍ଷା ବିଭାଗ ପକ୍ଷରୁ ଅଗ୍ନି ପ୍ରାଇମ କ୍ଷେପଣାସ୍ତ୍ରର ଆଜି ସଫଳତାର ସହିତ ପରୀକ୍ଷା କରାଯାଇଛି। ଓଡ଼ିଶାର ବାଲେଶ୍ୱର ଜିଲାସ୍ଥିତ ଚାନ୍ଦିପୁର ପରୀକ୍ଷଣ ସ୍ଥଳରୁ ଶନିବାର ପୂର୍ବାହ୍ନରେ ଏହାର ପରୀକ୍ଷା କରାଯାଇଥିବା ଜଣାଯାଇଛି। ସରକାରୀ

୨୦୨୪ ବର୍ଷ ପର୍ଯ୍ୟନ୍ତ ରହିବ କରୋନା ମହାମାରୀ ପ୍ରଭାବ : ଫାଇଜର

ନୂଆଦିଲ୍ଲୀ ୧୮/୧୨/୨୦୨୧ କଳିଙ୍ଗ ଜ୍ୟୋତି : ପ୍ରସିଦ୍ଧ ଟିକା  ନିର୍ମାତା ଫାଇଜର କମ୍ପାନୀ ଚେତାବନୀ ଦେଇଛି ଯେ କରୋନା ମହାମାରୀର ପ୍ରଭାବ ୨୦୨୪ ବର୍ଷ ପର୍ଯ୍ୟନ୍ତ ରହିପାରେ। ବିଶ୍ବର ଅନେକ ଦେଶରେ ନୂତନ ଭାରିଆଣ୍ଟ ଓମିକ୍ରନ୍ ର ସଂକମଣକୁ ଦୃଷ୍ଟିରେ ରଖି ଏହା କୁହାଯାଇଛି । ଗତ ମାସରେ

ମାଡ଼ିଚାଲିଛି ଓମିକ୍ରନ୍‌, ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୧୧୩

ନୂଆଦିଲ୍ଲୀ ୧୮/୧୨/୨୦୨୧ କଳିଙ୍ଗ ଜ୍ୟୋତି : ଦେଶରେ ‘ଓମିକ୍ରନ୍‌’ ପ୍ରଜାତି ଖୁବ୍‌ ଦ୍ରୁତ ଗତିରେ ମାଡ଼ି ଚାଲିଛି। ଏହା ୧୧ଟି ରାଜ୍ୟକୁ ବ୍ୟାପିଲାଣି ଏବଂ ଆଜି ସୁଦ୍ଧା ୧୧୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୯ଟି ଜିଲ୍ଲା‌ରେ ସଂକ୍ରମଣ ବଢ଼ିବା ବିପଦ ଅଧିକ ରହିଛି। ଦେଶରେ ତୃତୀୟ ଲହର ଆରମ୍ଭ

ଆଜି ହେବ ଗ୍ରୁପ୍‌ କ୍ୟାପଟେନ ବରୁଣ ସିଂହଙ୍କ ଶେଷକୃତ୍ୟ

ଭୋପାଳ ୧୭/୧୨/୨୦୨୧ କଳିଙ୍ଗ ଜ୍ୟୋତି : ତାମିଲନାଡୁର କୁନ୍ନୁର ଠାରେ ସେନା ହେଲିକପ୍ଟର ଦୁର୍ଘଟଣାରେ ଗୁରୁତର ଆହତ ହୋଇ ବୁଧବାର ପ୍ରାଣ ହରାଇଥିବା ଗ୍ରୁପ୍‌ କ୍ୟାପଟେନ ବରୁଣ ସିଂହଙ୍କ ପାର୍ଥିବ ଶରୀର ଗୁରୁବାର ବେଙ୍ଗାଲୁରୁରୁ ଭୋପାଳ ଅଣାଯାଇଛି । ମୃତଦେହ ଭୋପାଳର ଭୋଜରାଜ ବିମାନବନ୍ଦରରେ

ମହାପ୍ରୟାଣରେ ସତ୍‌ସଙ୍ଗର ଆଚାର୍ଯ୍ୟଦେବ ଶ୍ରୀଶ୍ରୀଦାଦା

ଦୁର୍ଗାପୁର/ଭୁବନେଶ୍ୱର ୧୭/୧୨/୨୦୨୧ କଳିଙ୍ଗ ଜ୍ୟୋତି : କୋଟି ହୃଦୟର ଆରାଧ୍ୟ ‘ସତ୍‌ସଙ୍ଗ’ର ଆଚାର୍ଯ୍ୟଦେବ ପରମ ପୂଜ୍ୟପାଦ ଶ୍ରୀଶ୍ରୀଦାଦାଙ୍କର ମହାପ୍ରୟାଣ ହୋଇଛି। ୧୬ ତାରିଖ ଗୁରୁବାର ସକାଳ ୯.୪୦ ମିନିଟରେ ପଶ୍ଚିମବଙ୍ଗର ଦୁର୍ଗାପୁରସ୍ଥିତ ମିସନ୍ ହସ୍ପିଟାଲରେ ୮୯ ବର୍ଷ ବୟସରେ

ବଦଳିଲା ନିୟମ: ୨୧ ବର୍ଷ ପୂର୍ବରୁ ଝିଅଙ୍କ ବିବାହ ମନା, ପ୍ରଚଳିତ ୩ ଆଇନରେ ଅଣାଯିବ ସଂଶୋଧନ

ନୂଆଦିଲ୍ଲୀ ୧୭/୧୨/୨୦୨୧ କଳିଙ୍ଗ ଜ୍ୟୋତି : ଝିଅମାନଙ୍କର ସର୍ବନିମ୍ନ ବିବାହ ବୟସ ୨୧ ବର୍ଷକୁ ବୃଦ୍ଧି ପାଇବ । ବର୍ତ୍ତମାନ ଏହା ୧୮ ବର୍ଷ ରହିଛି । ବୟସସୀମା ବଢ଼ାଇବା ପାଇଁ କେନ୍ଦ୍ର ସରକାର ଜୋରଦାର ପ୍ରସ୍ତୁତି ଚଳାଇଛନ୍ତି । ସୂତ୍ର ମୁତାବକ, ଏ ନେଇ କେନ୍ଦ୍ର କ୍ୟାବିନେଟ୍‌ ବୈଠକରେ ନୀତିଗତ
error: Content is protected !!
Open chat