Browsing Category
National-International
ଲାଲଗଡ ହେବ ଶାନ୍ତିର ସ୍ୱର୍ଗ: ମାଲକାନଗିରି ଏବେ ମାଓ ମୁକ୍ତ ହେବାକୁ ଯାଉଛି – ଜିଲ୍ଲାରେ ଫେରୁଛି ଶାନ୍ତି
ମାଲକାନଗିରି,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୨/୦୯ : ମାଓ ଉପଦୃତ ମାଲକାନଗିରି ଜିଲ୍ଲାର ନାଁ ଶୁଣିଲେ ମନରେ ଆସେ ମାଓବାଦୀଙ୍କ ଲାଲ ତାଣ୍ଡବ ର ଚିତ୍ର । କେବେ ନିରୀହ ଲୋକଙ୍କୁ ହତ୍ୟକ୍ଷ ତ ପୁଣି କେତେବେଳେ ଉନ୍ନୟନମୂଳକ କାର୍ଯ୍ୟକୁ ବାଧା ଦେବା ପାଇଁ ତୁମୁଳ କାଣ୍ଡ । ଏସବୁ ମାଲକାନଗିରି ଜିଲ୍ଲା!-->…
ପ୍ରବାସୀ ଥଇଥାନ ଯୋଜନା ଭେଳିକି: ରାଜ୍ୟରେ କାମଧନ୍ଦା ନପାଇ ଦୁର୍ଦ୍ଦିନରେ ଏବେ ପ୍ରବାସୀଙ୍କ ‘ସ୍ୱସ୍ଥାନ-ଗଚ୍ଛ’
ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୨/୦୯ : ପ୍ରବାସୀଙ୍କୁ କାମଧନ୍ଦା ଯୋଗାଇ ପାରିଲାନି ସରକାର । ଫଳରେ ଭିଟାମାଟି ଛାଡି ପୁଣି ଦାଦନ ଖଟିବାକୁ ବାଧ୍ୟ ହେଉଛନ୍ତି ପ୍ରବାସୀ । ଓଡ଼ିଶାରେ ପର୍ଯ୍ୟାପ୍ତ ପରିମାଣରେ ଭରପୁର ପ୍ରାକୃତିକ ସଂପଦ । ଖଣି ଖାଦାନ ଠାରୁ ଆରମ୍ଭ କରି ଚାଷ ଜମି, ନଦୀ!-->…
୧୦ ଟଙ୍କାରେ ମିଳିବ ୪ଟି “ମୋଦୀ ଇଡ଼ଲି”
କଳିଙ୍ଗ ଜ୍ୟୋତି ବ୍ୟୁରୋ ସାଲେମ ୦୨/୦୯ : ଦକ୍ଷିଣ ଭାରତର ପ୍ରସିଦ୍ଧ ଖାଦ୍ୟ ଇଡଲି ଖାଉଥିବା ଲୋକ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରଶଂସକଙ୍କ ପାଇଁ ଏକ ଖୁସି ଖବର | ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନାମରେ ତାମିଲନାଡୁର ସାଲେମରେ ଜନସାଧାରଣଙ୍କୁ ‘ମୋଦୀ ଇଡଲି’ ବିକ୍ରୟ ପାଇଁ!-->…
ପିଉସାଙ୍କୁ ହତ୍ୟା କରାଯିବା ପରେ ନ୍ୟାୟ ପାଇଁ ପଞ୍ଜାବ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କଲେ କ୍ରିକେଟର ସୁରେଶ ରାଇନା…
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୨/୦୯ :ଭାରତୀୟ କ୍ରିକେଟର ସୁରେଶ ରାଇନା ପଞ୍ଜାବର ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ଏବଂ ପଞ୍ଜାବ ପୁଲିସ ନିକଟରେ ପିଉସାଙ୍କ ହତ୍ୟା ପାଇଁ ନ୍ୟାୟ ଦାବି କରିଛନ୍ତି। ଅଗଷ୍ଟ ୧୯ରେ ପଠାନକୋଟରେ ସୁରେଶ ରାଇନାଙ୍କ ପିଉସୀ ଘର ଉପରେ କିଛି ଅଜଣା ଯୁବକ!-->…
ଆତଙ୍କି ଇଲାକାରେ ଲେଡି ସିଂଘମ : ଶ୍ରୀନଗରରେ ପ୍ରଥମ ମହିଳା ସିଆରପିଏଫ ଆଇଜି ଚାରୁ ସିହ୍ନା, ଆତଙ୍କବାଦୀଙ୍କୁ କରିବେ…
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୨/୦୯ : ଜମ୍ମୁକଶ୍ମୀର: ଆତଙ୍କି ଇଲାକାରେ ଲେଡି ସିଂଘମ । ଆତଙ୍କବାଦୀଙ୍କୁ ସମୁଳେ ସଫା କରିବେ ସିଆରପିଏଫ ଆଇଜି ଚାରୁ ସିହ୍ନା । ପ୍ରଥମଥର ପାଇଁ ଜମ୍ମୁ କଶ୍ମୀରର ଶ୍ରୀନଗର ସେକଟରରେ ସିଆରପିଏଫର ଇନସପେକ୍ଟର ଜେନେରାଲ ବା ଆଇଜି ଭାବେ ଜଣେ ମହିଳା ଆଇପିଏସ!-->…
ସେପ୍ଟେମ୍ବର ୧୫ ରୁ ୩୦ ମଧ୍ୟରେ ଅନଲାଇନରେ ହେବ ରେଭେନ୍ସା ୟୁଜି/ପିଜି ପରୀକ୍ଷା
କଳିଙ୍ଗ ଜ୍ୟୋତି ବ୍ୟୁରୋ କଟକ ୦୨/୦୯ :କଟକସ୍ଥିତ ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଅନଲାଇନରେ ଅଣ୍ଡର ଗ୍ରାଜୁଏଟ (ୟୁଜି) ଓ ପୋଷ୍ଟ ଗ୍ରାଜୁଏଟ (ପିଜି) ଶେଷ ସେମିଷ୍ଟର ପରୀକ୍ଷା ହେବ । ଉଭୟ ରେଗୁଲାର ଓ ବ୍ୟାକ ପିଲାଙ୍କ ପାଇଁ ଏସବୁ ପରୀକ୍ଷା କରାଯିବ । ଏସବୁ ପରୀକ୍ଷା ଆସନ୍ତା ୧୫ରୁ ୩୦ ତାରିଖ!-->…
ପିଏମ କିସାନ ସମ୍ପଦା ଯୋଜନାରେ ୨୭ଟି ପ୍ରକଳ୍ପକୁ ମଞ୍ଜୁରୀ
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୨/୦୯ : ଦେଶରେ ସମନ୍ୱିତ ଶୀତଳୀକରଣ ବ୍ୟବସ୍ଥା ତଥା ଭିତ୍ତିଭୂମି ବିକାଶ ପାଇଁ ପ୍ରଧାନମନ୍ତ୍ରୀ କିସାନ ସମ୍ପଦା ଯୋଜନା ଅଧୀନରେ କେନ୍ଦ୍ର ସରକାର ଆଜି ୨୭ଟି ପ୍ରକଳ୍ପକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଏହା ୧୬ ହଜାରରୁ ଅଧିକ ଲୋକଙ୍କ ପାଇଁ ପ୍ରତ୍ୟକ୍ଷ ଏବଂ!-->…
ଅନଲକ୍-୪: ଭାରତୀୟ ରେଳବାଇ ଦେଶରେ ଆଉ ୧୦୦ ଯୋଡା ନୂଆ ‘ସ୍ପେଶାଲ ଟ୍ରେନ’ ଚଳାଇବାକୁ ପ୍ରସ୍ତୁତ ହେଉଛି
ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୨/୦୯ : କରୋନା ଭାଇରସ୍ ସଙ୍କଟ ସମୟରେ ଟ୍ରେନରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଖୁସି ଖବର ଆସିଛି । ଭାରତୀୟ ରେଳବାଇ ଅନଲକ୍-୪ରେ କେତେକ ସ୍ୱତନ୍ତ୍ର ଟ୍ରେନ୍ ଚଳାଇବାକୁ ଯାଉଛି । ରେଳବାଇ ପ୍ରାୟ ୧୦୦ଟି ନୂଆ ସ୍ପେଶାଲ୍ ଟ୍ରେନ୍ ଚଳାଇବାକୁ!-->…
ଅଲବିଦା ପ୍ରଣବ ଦା’: ପଞ୍ଚଭୂତରେ ଲୀନ ହେଲା ପୂର୍ବତନ ରାଷ୍ଟ୍ରପତି ଭାରତ ରତ୍ନ ପ୍ରଣବ ମୁଖାର୍ଜୀଙ୍କ ପାର୍ଥିବ ଶରୀର…
ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୧/୦୯ : ଆଜି ପୂର୍ବତନ ରାଷ୍ଟ୍ରପତି ଭାରତ ରତ୍ନ ପ୍ରଣବ ମୁଖାର୍ଜୀଙ୍କ ୧୦, ରାଜାଜୀ ମାର୍ଗ ସ୍ଥିତ ବାସଭବନକୁ ଯାଇ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ଉପରାଷ୍ଟ୍ରପତି ଭେଙ୍କିଆ ନାଇଡୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ପ୍ରତିରକ୍ଷାମନ୍ତ୍ରୀ ରାଜନାଥ!-->…
ବିଶ୍ୱ ପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟ ମନ୍ଦିର ଖୋଲିଲା, କରୋନା କଟକଣା ମାନିବେ ପର୍ଯ୍ୟଟକ
କୋଣାର୍କ/ପୁରୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୧/୦୯: ଦୀର୍ଘ ୫ମାସ ପରେ ଆଜି ବିଶ୍ୱ ପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟ ମନ୍ଦିର ଖୋଲିଥିବା ଜଣାଯାଇଛି। କେନ୍ଦ୍ର ସରକାରଙ୍କ ଗାଇଡଲାଇନ୍ ଅନୁସାରେ ସୂର୍ଯ୍ୟମନ୍ଦିର ଖୋଲିଛି । କରୋନା କଟକଣା କାରଣରୁ ଏହି ଐତିହାସିକ ପର୍ଯ୍ୟଟନ ସ୍ଥଳ ପର୍ଯ୍ୟଟକଙ୍କ ପାଇଁ!-->…
