Browsing Category
Odisha
ମୂର୍ତ୍ତି ଉଚ୍ଚତା ନେଇ ସରକାରଙ୍କ ନିଷ୍ପତ୍ତିକୁ କଟକରେ ବିରୋଧ : ମହାନଗର ଶାନ୍ତି କମିଟି ଓ ପୂର୍ବାଞ୍ଚଳ ଶାନ୍ତି…
କଟକ ୧୧/୦୯/୨୦୨୧ କଳିଙ୍ଗ ଜ୍ୟୋତି : ପାର୍ବଣରେ ମୂର୍ତ୍ତି ଉଚ୍ଚତା ନେଇ ରାଜ୍ୟ ସରକାର ଜାରି କରିଥିବା ଗାଇଡଲାଇନକୁ ନେଇ କଟକରେ ପ୍ରବଳ ବିରୋଧ କରାଯାଇଛି । ଆଜି ଅନୁଷ୍ଠିତ ମହାନଗର ଶାନ୍ତି କମିଟି ବୈଠକରେ ଏ ନେଇ ହୋହାଲ୍ଲା ହୋଇଛି ।
ଓସିଏ ସମ୍ମିଳନୀକକ୍ଷଠାରେ ବୈଠକ ଅନୁଷ୍ଠିତ ଏହି!-->!-->!-->…
ରବି ଫସଲ ପାଇଁ ନୂଆଖାଇ ରେ ମିଳିଲା ମୁଖ୍ୟମନ୍ତ୍ରୀଙ୍କ କାଳିଆ ସହାୟତା, ୩୭ ଲକ୍ଷ ଚାଷୀ ପରିବାରର ବ୍ୟାଙ୍କ ଆକାଉଣ୍ଟକୁ…
ଭୁବନେଶ୍ବର ୧୧/୦୯/୨୦୨୧ କଳିଙ୍ଗ ଜ୍ୟୋତି : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୩୭,୧୨,୯୧୪ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀ ପରିବାରଙ୍କୁ ରବି ଫସଲ ପାଇଁ କାଳିଆ ଯୋଜନାରେ ୭୪୨.୫୮ କୋଟି ଟଙ୍କା ସହାୟତା ପ୍ରଦାନ କରିଛନ୍ତି । ସମସ୍ତଙ୍କ ବ୍ୟାଙ୍କ ଆକାଉଣ୍ଟରେ ୨୦୦୦ ଟଙ୍କା ଲେଖାଏ!-->…
କ୍ରସରର ଭାରି ଯାନ ହେତୁ ୧୫ ଦିନରେ ଏନଏସି ରାସ୍ତା ପାଲଟିଲା ମରଣ ଯନ୍ତା
ସବୁ ଜାଣି ନିଦା ବିଷ୍ଣୁ ସାଜିଛି ପ୍ରଶାସନ
କୋରୁକୋଣ୍ଡା ୧୧/୦୯/୨୦୨୧ କଳିଙ୍ଗ ଜ୍ୟୋତି: କ୍ରସର ର ଭାରି ଟ୍ରକ ଏବଂ ଟିପର ଗୁଡିକ ଯାତାୟାତ କରିବା ଫଳରେ ୧୫ ଦିନରେ ରାସ୍ତା ଦବି ହେଲା ଖାଲଖମା। ସବୁ ଜାଣି କିନ୍ତୁ ପ୍ରଶାସନ ନୀରବ। ତେବେ ମାଲକାନଗିରି ଜିଲ୍ଲା ବାଲିମେଳା ଏନଏସି କୁ ଲାଗି!-->!-->!-->…
ଶ୍ରୀମନ୍ଦିର ଦର୍ଶନକୁ ନେଇ ଆଜି ଜାରି ହେବ ନୂଆ ଏସଓପି
ପୁରୀ ୦୮/୦୯/୨୦୨୧ କଳିଙ୍ଗ ଜ୍ୟୋତି : ଆଜି ଶ୍ରୀମନ୍ଦିର ଦର୍ଶନକୁ ନେଇ ଆସିବ ନୂଆ ଏସ୍ଓପି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଆଜି ସମୀକ୍ଷା ବୈଠକ ବସିବ । ନୂଆ ନିୟମ ସହ ଦର୍ଶନ ବ୍ୟବସ୍ଥାକୁ ଅଧିକ କୋହଳ କରାଯାଇପାରେ ବୋଲି ଆଶା କରାଯାଉଛି । ସପ୍ତାହାନ୍ତ ସଟଡାଉନ୍ ଯୋଗୁ!-->…
ଜାତୀୟ ଟିବି ନିରାକରଣ କାର୍ଯ୍ୟକ୍ରମ ଯୋଜନାରେ ଓଡ଼ିଶା ଦ୍ୱିତୀୟ: ନବ ଦାସ
ଭୁବନେଶ୍ୱର ୦୨/୦୯/୨୦୨୧ କଳିଙ୍ଗ ଜ୍ୟୋତି : ଜାତୀୟ ଟିବି ନିରାକରଣ କାର୍ଯ୍ୟକ୍ରମ ସମ୍ପର୍କିତ ଏକ ବୈଠକ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲ ମୋଡ଼ରେ ଅନୁଷ୍ଠିତ ହୋଇଯାଇଅଛି । ଏହି ଅବସରରେ ଉପସ୍ଥିତ ରହି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମନଶୁଖ!-->…
ସ୍ବର୍ଗଦ୍ବାରରେ ଉପଲବ୍ଧ ସେବା ସଂପର୍କିତ ସୂଚନା ନିମନ୍ତେ ଟେଲିଫୋନ ନମ୍ବର ଜାରି କଲା ଜିଲ୍ଲା ପ୍ରଶାସନ
ପୁରୀ ୦୨/୦୯/୨୦୨୧ କଳିଙ୍ଗ ଜ୍ୟୋତି : ସ୍ବର୍ଗଦ୍ବାରରେ ଶବ ସତ୍କାର ଓ ସେଠାରେ ଉପଲବ୍ଧ ସେବା ସଂପର୍କିତ ସୂଚନା ନିମନ୍ତେ ଜିଲ୍ଲା ପ୍ରଶାସନ ପକ୍ଷରୁ ଟେଲିଫୋନ ନମ୍ବର ଜାରି କରାଯାଇଛି । ଉକ୍ତ ନମ୍ବର ହେଲା -୦୬୭୫୨ ୨୯୧୨୯୧ । ସ୍ବର୍ଗଦ୍ବାରରେ ଉନ୍ନତି ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଜାରି!-->…
ନବରଙ୍ଗପୁର ଜିଲାରେ୧୩୩ ଗ୍ରାମ ବାଲ୍ୟବିବାହ ମୁକ୍ତ, ଘୋଷଣା କଲେ ଜିଲାପାଳ
ନବରଙ୍ଗପୁର ୦୨/୦୯/୨୦୨୧ କଳିଙ୍ଗ ଜ୍ୟୋତି : ଆଦିବାସୀ ଅଧ୍ୟୁଷିତ ନବରଙ୍ଗପୁର ଜିଲାରେ ସାକ୍ଷରତା ଓ ସଚେତନତା ଅଭାବରୁ ବାଲ୍ୟ ବିବାହ ଭଳି କଳଙ୍କିତ ପ୍ରଥା ଆଜି ମଧ୍ୟ କାଏମ ରହିଛି। ପରମ୍ପରା ନାମରେ କିଶୋରୀ ବାଳିକାମାନଙ୍କୁ ବିବାହ ବନ୍ଧନରେ ବାନ୍ଧିଦେଇ ଅକାଳରେ ମରଣ ମୁହଁକୁ ଠେଲି ଦେଉଛନ୍ତି!-->…
ବିଧାନସଭା ଅଧିବେଶନ ପୂର୍ବରୁ ବାଚସ୍ପତି ଓ ବିଧାୟକଙ୍କ କରୋନା ପରୀକ୍ଷା
ଭୁବନେଶ୍ୱର ୨୯/୦୮/୨୦୨୧ କଳିଙ୍ଗ ଜ୍ଯୋତି : ଆସନ୍ତା ୧ ତାରିଖରୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଥିବା ବେଳେ ତା’ପୂର୍ବରୁ ଆଜି ବାଚସ୍ପତି, ସମସ୍ତ ବିଧାୟକ ଓ ବିଧାନସଭା କର୍ମଚାରୀଙ୍କର କରୋନା ପରୀକ୍ଷା କରାଯାଇଛି। ବିଧାନସଭା ପରିସରରେ ହୋଇଥିବା ସ୍ୱତନ୍ତ୍ର ଶିବିରରେ ବାଚସ୍ପତି!-->…
କନ୍ଧମାଳରେ ସ୍ମାର୍ଟ ସ୍କୁଲ ପରିଦର୍ଶନ କଲେ ମୁଖ୍ୟ ଶାସନ ସଚିବ
ଘୁ.ଉଦୟଗିରି ୨୯/୦୮/୨୦୨୧ କଳିଙ୍ଗ ଜ୍ଯୋତି : ଦୁଇଦିନିଆ କନ୍ଧମାଳ ଗସ୍ତରେ ଆସିଥିବା ମୁଖ୍ୟ ଶାସନ ସଚିବ ହଳଦୀ ପ୍ରୋସେସିଙ୍ଗ ୟୁନିଟ ବୁଲି ଦେଖିଲା ପରେ ନୂତନ ଭାବରେ ନିର୍ମାଣ ହୋଇଥିବା ଓପିଟିସିଏଲ ୧୩୨/୩୩ କେଭି ବିଦ୍ୟୁତ ଗ୍ରୀଡ଼ ଷ୍ଟେସନ ପରିଦର୍ଶନ କରିଛନ୍ତି। ଏହା ପରେ ମୁଖ୍ୟ ଶାସନ ସଚିବ!-->…
ସମୟସୀମା ଅତିକ୍ରମ ପରେ ବି ନେଇପାରିବେ ଟିକା, ଶରୀରରେ ଏହା କାମ କରିବ : ବିଜୟ ପାଣିଗ୍ରାହୀ
ଭୁବନେଶ୍ବର ୨୭/୦୮/୨୦୨୧ କଳିଙ୍ଗ ଜ୍ଯୋତି : ପ୍ରାୟ ୧୬ ଲକ୍ଷ ଲୋକ ନେଇ ନାହାନ୍ତି ପ୍ରଥମ ଡୋଜ୍ ପରେ ଦ୍ଵିତୀୟ ଡୋଜ୍ ଟିକା । ଏଥି ମଧ୍ୟରୁ ୧୩ ଲକ୍ଷ ଲୋକଙ୍କ ଦ୍ଵିତୀୟ ଡୋଜ୍ ନେବାର ତାରିଖ ଅତିକ୍ରମ କରିସାରିଛି । ପ୍ରଥମ ଡୋଜ୍ ପରେ କୋଭିଡ୍ ହେବା ଯୋଗୁଁ ଅଧିକାଂଶ ଲୋକଙ୍କ ଦ୍ଵିତୀୟ ଡୋଜ୍!-->…