Browsing Category
Odisha
ତାଳଚେର: ନନ୍ଦିରା କୋଲିଆରି ଭିତରେ କୋଇଲା ଅତଡ଼ା ଖସିବାରୁ ଜଣେ କର୍ମଚାରୀ ମୃତ, ଆଉ ଜଣଙ୍କର ଅବସ୍ଥା ଗୁରୁତର
ତାଳଚେର/ଅନୁଗୁଳ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୨୦/୦୮: ଅନୁଗୁଳ ଜିଲ୍ଲାର ତାଳଚେରସ୍ଥିତ ନନ୍ଦିରା ଭୂତଳ କୋଇଲା ଖଣିରେ ଏକ କୋଇଲା ଅତଡ଼ା ଖସିବାରୁ ଘଟଣାସ୍ଥଳରେ ଜଣେ କର୍ମଚାରୀଙ୍କ ପ୍ରାଣହାନି ଘଟିଥିବା ଜଣାଯାଇଛି। ଏଥିରେ ଜଣେ ଗୁରୁତର ବି ହୋଇଛନ୍ତି। ସେଠାରେ କାମ କରୁଥିବା ଅନ୍ୟ!-->…
‘ଦ୍ୱୈତ-ନଗରୀ’ରେ ଗଣେଶ ପୂଜା: ପ୍ରଶାସନ ଉପରେ ନିଷ୍ପତ୍ତି ଛାଡିଲେ ମାନ୍ୟବର ଉଚ୍ଚ ନ୍ୟାୟାଳୟ
କଟକ/ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୨୦/୦୮: କଟକ- ଭୁବନେଶ୍ୱର 'ଦ୍ୱୈତ-ନଗରୀ'ରେ ଗଣେଶ ପୂଜା ହେବ କି ନାହିଁ ସେ ନେଇ ପ୍ରଶାସନ ନିଷ୍ପତ୍ତି ନେବ ବୋଲି ମାନ୍ୟବର ଓଡ଼ିଶା ଉଚ୍ଚ ନ୍ୟାୟାଳୟ କହିଛନ୍ତି। ଏକ ଜନସ୍ୱାର୍ଥ ମାମଲାର ବିଚାର କରି ଉଚ୍ଚ ନ୍ୟାୟାଳୟ ଆଜି ଏହି ନିର୍ଦେଶନାମା ଜାରି!-->…
ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ: ସାଠିବାଙ୍କୁଡ଼ା ଗ୍ରାମର ଗୋଟିଏ ପରିବାରରୁ ୬ କରୋନା ପଜିଟିଭ ଚିହ୍ନଟ – ଓଳଗ…
ଭଦ୍ରକ/ଚାନ୍ଦବାଲି,(କଳିଙ୍ଗ ଜ୍ୟୋତି ବ୍ୟୁରୋ / ମଣିପ୍ରସାଦ ପାଢୀ),୨୦/୦୮: ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ ଓଳଗ ପଞ୍ଚାୟତର ସାଠିବାଙ୍କୁଡ଼ା ଗ୍ରାମରେ ଗୋଟିଏ ପରିବାରର ୬ ଜଣ କରୋନା ପଜିଟିଭ ଚିହ୍ନଟ ହେଲା ପରେ ଷାଠିବାଙ୍କୁଡ଼ା ଗାଁକୁ ପ୍ରଶାସନ ତରଫରୁ କଣ୍ଟେନମେଣ୍ଟ କରାଯାଇଛି । ଏହାସହ!-->…
ଭୁବନେଶ୍ୱର ମଧ୍ୟ ବିଧାୟକ କରୋନା ପଜିଟିଭ ଚିହ୍ନଟ : ନିଜେ ଟ୍ୱିଟ କରି ସୂଚନା ଦେଲେ ବିଧାୟକ ଅନନ୍ତ ନାରାୟଣ ଜେନା
ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୨୦/୦୮: ପୁଣି ଜଣେ ବିଧାୟକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଭୁବନେଶ୍ୱର ମଧ୍ୟ ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ସେ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି। କରୋନା ପଜିଟିଭ୍ ରିପୋର୍ଟ ଆସିବା ପରେ ସେ ହୋମ!-->…
BREAKING NEWS: ୨୬ ନମ୍ବର ଜାତୀୟ ରାଜପଥ ଭବାନୀପାଟଣା-ଜୟପୁର ରାସ୍ତା ସିଂଝରଣ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା…
ଭବାନୀପାଟଣା,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୨୦/୦୮: ଆଜି କଳାହାଣ୍ଡି ଜିଲ୍ଲା ଭବାନୀପାଟଣା-ଜୟପୁର ୨୬ ନମ୍ବର ଜାତୀୟ ରାଜପଥ ନିକଟସ୍ଥ ସିଂଝରଣ ପାଖରେ ଓଡି 08 K 0014 ନମ୍ବର ବିଶିିଷ୍ଟ ଏକ ମାରୁତି ସୁଜୁକି କାର ଭାରସାମ୍ୟ ହରାଇ ରାସ୍ତା କଡରେ ଥିବା ଏକ ଗଛରେ ପିଟି ହୋଇଛି । ଏହି ମର୍ମନ୍ତୁଦ!-->!-->…
ଦୁଷ୍କର୍ମ ଅଭିଯୋଗରେ ଜଡିତ ଭଣ୍ଡ ବାବା ତଥା ଫେରାର ଆତ୍ମଘୋଷିତ ଭଗବାନ ସ୍ୱାମୀ ନିତ୍ୟାନନ୍ଦଙ୍କ ନିଜସ୍ୱ ନୂଆ…
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୦/୦୮: ଆତ୍ମଘୋଷିତ ଭଗବାନ ସ୍ୱାମୀ ନିତ୍ୟାନନ୍ଦଙ୍କ ନୂଆ ବ୍ୟାଙ୍କ । ଦୁଷ୍କର୍ମ ଓ ଅପହରଣ ଭଳି ଅପରାଧରେ ଜଡିତ ଏହି ଭଣ୍ଡ ବାବା ଭାରତ ଛାଡି ଫେରାର ହେବା ପରେ ନିଜର ସ୍ୱତନ୍ତ୍ର ଦେଶ ଗଢିଥିବା ଦାବି କରିଥିଲେ । ଏବେ ବ୍ୟାଙ୍କ ଖୋଲିବା ନେଇ ଘୋଷଣା!-->…
କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି : ଜମ୍ମୁ-କଶ୍ମୀରରୁ ପ୍ରତ୍ୟାହାର ହେବେ ୧୦ ହଜାର ସୁରକ୍ଷାକର୍ମୀ
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ /ଶ୍ରୀନଗର ୨୦/୦୮: କେନ୍ଦ୍ର ସରକାର କେନ୍ଦ୍ର ଶାସିତ ଅଞ୍ଚଳ ଜମ୍ମୁ-କଶ୍ମୀରରୁ ଅର୍ଦ୍ଧସୈନିକ ବଳର ପ୍ରାୟ ୧୦ ହଜାର ଯବାନଙ୍କୁ ତୁରନ୍ତ ଫେରାଇ ଆଣିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ବୁଧବାର ଅଧିକାରୀଙ୍କ ପକ୍ଷରୁ ସୂଚନା ମିଳିଛି। ଘାଟିରେ ମୁତୟନ!-->…
ନିଯୁକ୍ତି ଆଶାୟୀଙ୍କୁ ସତର୍କ କରାଇଲା କ୍ରାଇମବ୍ରାଞ୍ଚ : ନକଲି ନିଯୁକ୍ତି ୱେବସାଇଟ୍ ଖୋଲି ଲୁଟୁଛନ୍ତି ସାଇବର ଠକ
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୦/୦୮: ଆପଣ ନିଯୁକ୍ତି ଆଶାରେ ସାଇନ୍ ଜବ୍ ନାଁରେ ଖୋଲିଥିବା ନିଯୁକ୍ତି ପ୍ରଦାନକାରୀ ୱେବସାଇଟ୍ରେ ପଞ୍ଜୀକରଣ କରୁଛନ୍ତି କି? ତେବେ ସାବଧାନ ରୁହନ୍ତୁ। ସାଇବର ଅପରାଧୀଙ୍କ ଦ୍ବାରା ପ୍ରସ୍ତୁତ ହୋଇଥିବା ଏହି ନକଲି ୱେବସାଇଟ୍ ଜର୍ମାନିରୁ ନିୟନ୍ତ୍ରଣ!-->…
ପ୍ରବାସୀ ଶ୍ରମିକଙ୍କ ପାଇଁ କମ୍ ମୂଲ୍ୟର ଘର ନିର୍ମାଣରେ ଇସ୍ପାତ ଶିଳ୍ପର ପ୍ରମୁଖ ଭାରତ ସରକାରଙ୍କ ସହଯୋଗୀ ହୁଅନ୍ତୁ –…
ଇସ୍ପାତ୍ ମନ୍ତ୍ରଣାଳୟର ୱେବିନାର୍ରେ କେନ୍ଦ୍ରମନ୍ତ୍ରୀଙ୍କ ଆହ୍ୱାନ
ଗୃହ ଓ ନିର୍ମାଣ, ବିମାନ ଚଳାଚଳ କ୍ଷେତ୍ରରେ ଇସ୍ପାତ ବ୍ୟବହାରକୁ ବଢ଼ାଇବା ଉପରେ ଗୁରୁତ୍ୱ
– କେନ୍ଦ୍ର ସରକାରଙ୍କ କଲ୍ୟାଣକାରୀ ପଦକ୍ଷେପ ଗୁଡ଼ିକରେ ଇସ୍ପାତ୍ ଶିଳ୍ପର ଭାଗିଦାରୀ ଜରୁରୀ– ଦେଶରେ ଇସ୍ପାତର ବ୍ୟବହାରକୁ!-->!-->!-->!-->!-->…
ଡିଜିଟାଲ୍ ଫାର୍ମା କଂପାନି ‘ନେଟ୍ମେଡସ୍’କୁ ଅଧିଗ୍ରହଣ କଲା ରିଲାଏନ୍ସ ରିଟେଲ୍
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର/ ମୁମ୍ବାଇ ୨୦/୦୮: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍ (ଆର୍ଆଇଏଲ୍) ପକ୍ଷରୁ ଘୋଷଣା କରାଯାଇଛି ଯେ ଏହାର ସହଯୋଗୀ ସଂସ୍ଥା ରିଲାଏନ୍ସ ରିଟେଲ୍ ଭେଂଚର୍ସ ଲିମିଟେଡ୍ (ଆରଆର୍ଭିଏଲ) ପକ୍ଷରୁ ସାମଗ୍ରିକ ଭାବେ ‘ନେଟ୍ମେଡସ୍’ ନାମରେ ପରିଚିତ ଭିଟାଲିକ୍!-->…