Browsing Category

Odisha

ଧର୍ମଗଡ: ୭୪ତମ ଉପଖଣ୍ଡ-ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ – ଉପ-ଜ଼ିଲ୍ଲାପାଳ କଲେ ପତାକା ଉତ୍ତୋଳନ

ଧର୍ମଗଡ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୬/୦୮ : କଳାହାଣ୍ଡି ଜିଲ୍ଲା ଧର୍ମଗଡଠାରେ ଉପଖଣ୍ଡ ସ୍ତରୀୟ ୭୪ତମ ସ୍ୱାଧୀନତା ଦିବସ ସ୍ଥାନୀୟ ପଞ୍ଚାୟତ ପଡିଆରେ ପାଳିତ ହୋଇଯାଇଛି । ତେବେ କରୋନା କଟକଣା ଯୋଗୁଁ କୋଭିତ-19 ନିର୍ଦେଶ ଅନୁଯାଇ ସାମାଜିକ ଦୂରତା ବଜାୟ ରଖି ସ୍ୱାଧୀନତା ଦିବସ ପାଳନ

ଭାରତର ୭୪ତମ ସ୍ୱାଧୀନତା ଦିବସ ଅବସରରେ ନେପାଳ ପ୍ରଧାନମନ୍ତ୍ରୀ କେ ପି ଶର୍ମା ଓଲି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଶୁଭକାମନା…

ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୬/୦୮ : ସୀମା ବିବାଦକୁ ନେଇ ଉତ୍ତେଜନା ଚାଲିଥିବା ବେଳେ ନେପାଳର ପ୍ରଧାନମନ୍ତ୍ରୀ କେ ପି ଶର୍ମା ଓଲି ସ୍ୱାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ କଥା ହୋଇଛନ୍ତି । ମିଳିଥିବା ସୂଚନା ଅନୁସାରେ ଦୁଇ ଦେଶର ନେତାଙ୍କ ମଧ୍ୟରେ

ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତ ରତ୍ନ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ପୁଣ୍ୟତିଥି : ସମଗ୍ର ଦେଶ ଦେଉଛି…

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୬/୦୮ : ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତ ରତ୍ନ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଦ୍ୱିତୀୟ ପୂଣ୍ୟତିଥି । https://twitter.com/narendramodi/status/1294806334756384768

୭୪ତମ ସ୍ଵାଧୀନତା ଦିବସ ଅବସରରେ ଦେଶବାସୀଙ୍କୁ କେନ୍ଦ୍ର ସ୍ଵରାଷ୍ଟ୍ର ମନ୍ତ୍ରୀ ଶ୍ରୀ ଅମିତ ଶାହଙ୍କ ଶୁଭେଚ୍ଛା

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୬/୦୮ : ସ୍ଵାଧୀନତା ଦିବସ ଅବସରରେ ଦେଶବାସୀଙ୍କୁ କେନ୍ଦ୍ର ସ୍ଵରାଷ୍ଟ୍ର ମନ୍ତ୍ରୀ ଶ୍ରୀ ଅମିତ ଶାହ ଶୁଭେଚ୍ଛା ଜଣାଇଛନ୍ତି । ୭୪ତମ ସ୍ଵାଧୀନତା ଦିବସ ଅବସରରେ କେନ୍ଦ୍ର ସ୍ଵରାଷ୍ଟ୍ର ମନ୍ତ୍ରୀ ତାଙ୍କ ନୂଆଦିଲ୍ଲୀସ୍ଥିତ ବାସଭବନରେ ଜାତୀୟ ପତାକା ଉତ୍ତୋଳନ

୭୪ତମ ସ୍ଵାଧୀନତା ଦିବସ ଅବସରରେ ଦେଶବାସୀଙ୍କୁ କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ବାଷ୍ପ ଏବଂ ଇସ୍ପାତ ମନ୍ତ୍ରୀ ଶ୍ରୀ…

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୬/୦୮ : କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ବାଷ୍ପ ଏବଂ ଇସ୍ପାତ ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ୭୪ତମ ସ୍ଵାଧୀନତା ଦିବସ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ଅଗଷ୍ଟ ଶେଷ ସୁଦ୍ଧା ବଜାରକୁ ଆସିବ ରୁ‌ଷ୍ ଉତ୍ପାଦିତ କୋଭିଡ୍‌-୧୯ ଟିକା “ସ୍ପୁଟ୍‌ନିକ୍‌-୫” : ରିପୋର୍ଟ

ନୁଆଦିଲ୍ଲୀ / ମସ୍କୋ: କୋଭିଡ୍‌-୧୯ ସଂକ୍ରମଣରୁ ରକ୍ଷା ପାଇବାକୁ ରୁଷ୍‌ ନୂଆ ଟିକା ଉତ୍ପାଦନ ଆରମ୍ଭ କରିଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ଠାରୁ ସୂଚନା ପାଇ ‘ଇଣ୍ଟର୍‌ଫ୍ୟାକ୍ସ’ ନିଉଜ୍ ଏଜେନ୍‌ସି ଶନିବାର ଦିନ ରିପୋର୍ଟ କରିଛି।ରୁଷ୍‌ କହିଛି ଯେ, ମସ୍କୋର ଗାମାଲେୟା ଇନ୍‌ଷ୍ଟିଚ୍ୟୁଟ୍‌

‘ଏୟାର ଇଣ୍ଡିଆ ୱାନ୍’ : ଆମେରିକା ନିର୍ମିତ ଅବିଶ୍ୱସନୀୟ ସୁରକ୍ଷା ବ୍ୟବସ୍ଥା ସଜ୍ଜିତ – ଭାରତର ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୬/୦୮ : ‘ଏୟାର ଫୋର୍ସ ୱାନ’ ବିଶ୍ବର ଶକ୍ତିଶାଳୀ ବିମାନ ମଧ୍ୟରେ ଅନ୍ୟତମ ଅଟେ। ତେବେ ଏହାରି ମଧ୍ୟରେ ଭାରତ ମଧ୍ୟ ଆମେରିକାର ‘ଏୟାର ଫୋର୍ସ ୱାନ’ ସମକକ୍ଷ ଦୁଇଟି ବିମାନ ପାଇବାକୁ ଯାଉଛି। ଯେଉଁଥିରୁ ଗୋଟିଏ ଭାରତର ପ୍ରଧାନମନ୍ତ୍ରୀ ଗସ୍ତ ପାଇଁ

ଆଜି ୭୪ତମ ସ୍ୱାଧୀନତା ଦିବସ ଅବସରରେ ଦୁଇ ଲୋକପ୍ରିୟ ଭାରତୀୟ କ୍ରିକେଟ ତାରକା ମହେନ୍ଦ୍ର ସିଂ ଧୋନୀ ଏବଂ ସୁରେଶ ରୈନା…

ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୫/୦୮ : ଆଜି ସାରା ଦେଶ ୭୪ ତମ ସ୍ୱାଧୀନତା ଦିବସ ପାଳନ କରୁଥିବାବେଳେ ଭାରତୀୟ କ୍ରିକେଟର ସବୁଠାରୁ ଲୋକପ୍ରିୟ କ୍ରିକେଟିୟରଙ୍କ ମଧ୍ୟରେ ଅନ୍ୟତମ ଧୋନୀ ସବୁ ପ୍ରକାରର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି । ତାଙ୍କୁ ଭାରତୀୟ କ୍ରିକେଟ ଦଳର

ସୁନ୍ଦରଗଡ଼: ଶିଶୁଙ୍କ ପୋଷଣ ପାଇଁ ଅଙ୍ଗନବାଡ଼ି ମାଧ୍ୟମରେ “ମାଣ୍ଡିଆ ଲଡୁ” ଓ “ସ୍ପିରୁଲିନା…

ସୁନ୍ଦରଗଡ଼,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୫/୦୮ : ସୁନ୍ଦରଗଡ଼ ଜିଲ୍ଲାରେ ଶିଶୁମାନଙ୍କ ପୁଷ୍ଟି ବିକାଶ ପାଇଁ ଅଙ୍ଗନବାଡ଼ି କେନ୍ଦ୍ର ମାଧ୍ୟମରେ ମାଣ୍ଡିଆ ଲଡୁ ଏବଂ ସ୍ପିରୁଲିନା ଚିକି ବଣ୍ଟନ ଆରମ୍ଭ ହୋଇଛି। ସ୍ୱାଧୀନତା ଦିବସ ପାଳନ ଅବସରରେ ସୁନ୍ଦରଗଡ଼ ଜିଲ୍ଲାରେ ଦୁଇଟି ଅଭିନବ କାର୍ଯ୍ୟକ୍ରମର

ସ୍ୱାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା – ‘ନ୍ୟାଶନାଲ୍ ଡିଜିଟାଲ୍ ହେଲ୍‌ଥ ମିଶନ’ –…

ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୫/୦୮ : ଆଜି ୭୪ ତମ ସ୍ୱାଧୀନତା ଦିବସ ପାଳନ ଅବସରରେ ଐତିହାସିକ ଲାଲକିଲ୍ଲାରୁ ଦେଶବାସୀଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବଡ଼ ଘୋଷଣା କରିଛନ୍ତି। ଡିଜିଟାଲ କାର୍ଯ୍ୟକୁ ଅଧିକ ତ୍ୱାରାନ୍ୱିତ କରିବା ପାଇଁ ମୋଦି ‘ନ୍ୟାଶନାଲ୍
error: Content is protected !!
Open chat