Browsing Category
Odisha
ଏଣିକି ବ୍ୟବସାୟିକ କୋଇଲା ଉତ୍ତୋଳନ ପାଇଁ ଭାରତରେ ହୋଇପାରିବ ଶତପ୍ରତିଶତ ପ୍ରତ୍ୟକ୍ଷ ବିଦେଶୀ ପୁଞ୍ଜି ନିବେଶ
ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୪/୦୮ : ୨୦୧୭ରେ ପ୍ରଣୀତ ହୋଇଥିବା ବିଦେଶୀ ପ୍ରତ୍ୟକ୍ଷ ପୁଞ୍ଜି ନିବେଶ ନୀତିରେ ଆବଶ୍ୟକ ସଂଶୋଧନ କରାଯାଇଛି ଏବଂ ଏଥିପାଇଁ କେନ୍ଦ୍ର ସରକାର ପ୍ରେସନୋଟ ଜାରି କରିଛନ୍ତି। ତଦନୁସାରେ କୋଇଲା ଖନନ ଓ ଉତ୍ତୋଳନ ଆଦି କାର୍ଯ୍ୟରେ ଶତପ୍ରତିଶତ!-->…
ସାବଧାନ !! ଚାଇନାରୁ ଆସୁଛି ରହସ୍ୟମୟ ମଞ୍ଜି : ଘାରୁଛି ଚୀନ ପ୍ରାୟୋଜିତ ଆଉ ଜୈବ ଆତଙ୍କବାଦର ଭୟ !
ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୪/୦୮ : ଚୀନରୁ ବାହାରିଥିବା କରୋନା ଭାଇରସ ସମଗ୍ର ବିଶ୍ୱକୁ କବଳିତ କରିରଖିଥିବାବେଳେ ଚୀନ ଆଉ ଏକ କାରସାଦି ଆରମ୍ଭ କରିଛି । ବିଭିନ୍ନ ଦେଶର ଲୋକମାନେ ପାର୍ସଲ ମାଧ୍ୟମରେ ଏକ ରହସ୍ୟମୟ ମଞ୍ଜି ପାଉଛନ୍ତି । ଏହି ପାର୍ସଲ ଚୀନରୁ ଆସୁଥିବା କୁହାଯାଉଛି ।!-->…
କିନ୍ନରମାନଙ୍କ ଦୁର୍ଦ୍ଦଶାର ପ୍ରତିକାର ଲାଗି ରାଜ୍ୟ ପକ୍ଷରୁ ନିଆଯାଇଥିବା ପଦକ୍ଷେପର ରିପୋର୍ଟ ତଲବ କଲେ ଜାତୀୟ…
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ୦୪/୦୮ : ନୂଆଦିଲ୍ଲୀ: ଦେଶରେ କିନ୍ନରମାନଙ୍କ ଦୁର୍ଦ୍ଦଶାର ପ୍ରତିକାର ଲାଗି ଗ୍ରହଣ କରାଯାଇଥିବା ପଦକ୍ଷେପ ସଂକ୍ରାନ୍ତରେ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟ ଶାସନ ସଚିବଙ୍କୁ ଜାତୀୟ ମାନବିକ ଅଧିକାର କମିସନ୍ ରିପୋର୍ଟ ମାଗିଛି।
!-->!-->!-->!-->!-->…
ଅଯୋଧ୍ୟାର ନୂଆ ରେଳ ଷ୍ଟେସନ ରାମ ମନ୍ଦିରର ଭ୍ରମ ସୃଷ୍ଟି କରିବ : ରେଳ ବିଭାଗ ମନ୍ତ୍ରୀ ପିୟୁଷ ଗୋୟଲ
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୪/୦୮:ଉତ୍ତର ପ୍ରଦେଶର ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ପାଇଁ ଅଗଷ୍ଟ ୫ରେ ଭୂମିପୂଜନ ହେବ । ଏଥି ପାଇଁ ପ୍ରସ୍ତୁତି ଅନ୍ତିମ ପର୍ଯ୍ୟାୟରେ ପହଂଚିଛି । ଏଠାରେ ଅତ୍ୟାଧୁନିକ ସେବା ଯୋଗାଇବା ପାଇଁ ରେଳବାଇ ମଧ୍ୟ ପ୍ରସ୍ତୁତ ହୋଇଛି । ରେଳବାଇ ରେଳଷ୍ଟେସନ!-->…
ଦେଶର ଶ୍ରେଷ୍ଠ କରୋନା ଡ୍ୟାସବୋର୍ଡ ମାନ୍ୟତାରେ ଓଡ଼ିଶାର କରୋନା ଡ୍ୟାସବୋର୍ଡ
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୦୪/୦୮ : ଦୀର୍ଘ ତିନି ଚାରି ମାସ ଧରି କରୋନା ମହାମାରୀ ଭିତରେ ବଞ୍ଚିବା ଯେତିକି କଷ୍ଟକର ହୋଇଛି ଏ ସଂକ୍ରାନ୍ତ ତଥ୍ୟ ଓ ସୂଚନା ପାଇବା ପାଇଁ ମଧ୍ୟ ଲୋକଙ୍କ ଆଗ୍ରହ ସେତିକି ବଢ଼ିଛି। ଆଉ କୋଭିଡ୍ ଡାଟା ଯୋଗାଇବାରେ ଓଡ଼ିଶା ଡ୍ୟାସବୋର୍ଡଟି ଏବେ ସମସ୍ତଙ୍କର!-->…
ବିଦେଶରୁ ଆସୁଥିବା ବିମାନ ଯାତ୍ରୀମାନଙ୍କ ପାଇଁ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସାନି ନିର୍ଦ୍ଦେଶାବଳୀ
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୪/୦୮ : ଆସନ୍ତା ୮ ତାରିଖରୁ ବିଦେଶରୁ ଆସୁଥିବା ବିମାନ ଯାତ୍ରୀମାନଙ୍କ ପାଇଁ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସାନି ନିର୍ଦ୍ଦେଶାବଳୀ ଜାରି କରିଛି। ମନ୍ତ୍ରଣାଳୟ ଏହାର ନିର୍ଦ୍ଦେଶବାଳୀରେ କହିଛି, ବିମାନ ଯାତ୍ରା ପାଇଁ ଯୋଜନା କରିବା ପୂର୍ବରୁ ସମସ୍ତ!-->…
ସୁଶାନ୍ତ ସିଂହ ମୃତ୍ୟୁ ମାମଲା : ବିହାର ବିଧାନସଭାରେ ସିବିଆଇ ତଦନ୍ତ ଦାବି ସବୁ ଦଳର ବିଧାୟକ
କଳିଙ୍ଗ ଜ୍ୟୋତି ବ୍ୟୁରୋ ପାଟନା ୦୪/୦୮: ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲା ସୋମବାର ଦିନ ବିହାର ବିଧାନସଭାରେ ଉଠାଯାଇଥିଲା | ସୁଶାନ୍ତଙ୍କ ସମ୍ପର୍କୀୟ ଭାଇ ଓ ବିଧାୟକ ନିରାଜ ସିଂହ ବବ୍ଲୁ ସୁଶାନ୍ତଙ୍କ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ଦାବି କରିଛନ୍ତି | ନିରାଜ ସିଂହଙ୍କ ଛଡା ଆରଜେଡିର!-->…
କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ ୬ଷ୍ଠ ଶ୍ରେଣୀରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ପିଲାଙ୍କ ପାଇଁ ଜାରି କଲା ଏକ…
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୪/୦୮: କରୋନା ମହାମାରୀ ଓ ଲକଡାଉନ ଯୋଗୁଁ ଏବର୍ଷ ଦେଶର ଶିକ୍ଷା ବ୍ୟବସ୍ଥା ବିଗିଡ଼ି ଯାଇଛି । ଏପର୍ଯ୍ୟନ୍ତ ପିଲାମାନେ ସ୍କୁଲ କିମ୍ବା କଲେଜ ଯାଇପାରିନାହାନ୍ତି । ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ ଆଜି ଉଚ୍ଚ ପ୍ରାଥମିକ!-->…
ଅଯୋଧ୍ୟା ଭୂମି ପୂଜନ : ଇକବାଲ ଅନସାରୀଙ୍କୁ ମିଳିଲା ପ୍ରଥମ ନିମନ୍ତ୍ରଣ କାର୍ଡ
କଳିଙ୍ଗ ଜ୍ୟୋତି ବ୍ୟୁରୋ ଅଯୋଧ୍ୟା ୦୪/୦୮: ଆସନ୍ତା ୫ ତାରିଖରେ ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ପାଇଁ ଭୂମି ପୂଜନ କରାଯିବ। ଏଥିପାଇଁ ନିମନ୍ତ୍ରଣ କାର୍ଡ ବାଣ୍ଟିବା ପ୍ରକ୍ରିୟା ଆରମ୍ଭ ହୋଇଛି। ତେବେ ପ୍ରଶାସନ ପକ୍ଷରୁ ପ୍ରଥମ ନିମନ୍ତ୍ରଣ କାର୍ଡ ଅଯୋଧ୍ୟା ଜମି ବିବାଦ ମାମଲାର ଲିଟିଗାଣ୍ଟ!-->…
କୁଳଭୂଷଣ ଯାଦବଙ୍କ ପାଇଁ ଓକିଲ ନିଯୁକ୍ତ ଲାଗି ଭାରତକୁ ଅନୁମତି ଦେଲେ ପାକିସ୍ତାନ ହାଇକୋର୍ଟ
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୪/୦୮: କୁଳଭୂଷଣ ଯାଦବଙ୍କ ପାଇଁ ଜଣେ ଓକିଲ ନିଯୁକ୍ତ କରିବା ଲାଗି ଭାରତୀୟ ସରକାରୀ କର୍ତ୍ତୃପକ୍ଷଙ୍କୁ ଅନୁମତି ଦେବାକୁ ସୋମବାର ଦିନ ଇସ୍ଲାମାବାଦ ହାଇକୋର୍ଟ ପାକିସ୍ତାନ ସରକାରଙ୍କୁ ନିର୍ଦେଶ ଦେଇଛନ୍ତି। ଯାଦବ କିଂବା ଭାରତ ସରକାରଙ୍କ ସମ୍ମିତି ବିନା!-->…